Home Left

ଓଡ଼ିଶାକୁ ପଶି ଆସିବେ ବାଂଲାଦେଶୀ! ସମୁଦ୍ର ତଟରେ କଡ଼ା ନଜର

ପୁରୀ, ୮ା୮(ଅଜିତ୍‌ କୁମାର ମହାନ୍ତି): ଆରକ୍ଷଣକୁ ନେଇ ପଡ଼ୋଶୀ ଦେଶ ବାଂଲାଦେଶରେ ହିଂସା ଓ ରାଜନୈତିକ ସଙ୍କଟ ଉଗ୍ର ରୂପ ନେଇଛି। ଶେଖ୍‌ ହାସିନା ସରକାରଙ୍କ ପତନ ପରେ ବାଂଲାଦେଶ ଜଳୁଛି। ବାଂଲାଦେଶରେ ବ୍ୟାପକ ଅରାଜକତା ବଢ଼ିଥିବାବେଳେ ହିଂସାକାଣ୍ଡ ଓ ପୋଡ଼ାଜଳା…

ଯୋଗାଣ ବିଭାଗର ଚଢ଼ାଉ ଲୋକଦେଖାଣିଆ

କଟକ,୮ା୮ (କାର୍ତ୍ତିକ ସାହୁ): କ୍ରମାଗତ ଭାବେ ଆଳୁ ଦର ବଢ଼ି ଚାଲିଥିବାବେଳେ ଯୋଗାଣ ବିଭାଗର ଅଧିକାରୀ କିନ୍ତୁ ବେଫିକର ଅଛନ୍ତି। ଆଳୁ କିଲୋ ୩୨ ଟଙ୍କାରେ ବିକ୍ରି କରିବାକୁ ସରକାର କଡ଼ା ନିର୍ଦ୍ଦେଶ ଦେଇଥିଲେ ମଧ୍ୟ ବାସ୍ତବ କ୍ଷେତ୍ରରେ ୫୦ ଟଙ୍କା…

ଆଜି ଶପଥ ନେବେ ମହମ୍ମଦ ୟୁନୁସ

ଢାକା,୮ା୮: ରାଷ୍ଟ୍ରପତି ମହମ୍ମଦ ଶାହାବୁଦ୍ଦିନ ପାର୍ଲାମେଣ୍ଟକୁ ଭଙ୍ଗକରି ନୋବେଲ ପୁରସ୍କାର ବିଜେତା ମହମ୍ମଦ ୟୁନୁସ୍‌ଙ୍କୁ ଅନ୍ତରୀରଣ ସରକାରରେ ମୁଖ୍ୟ ପରାମର୍ଶଦାତା ନିଯୁକ୍ତ କରିଛନ୍ତି। ୮୪ ବର୍ଷୀୟ ୟୁନୁସ୍‌ ଷ୍ଟୁଡେଣ୍ଟ୍‌ସ ଏଗେନ୍‌ଷ୍ଟ ଡିସ୍‌କ୍ରିମିନେଶନ୍‌ ଆନ୍ଦୋଳନର ନେତୃତ୍ୱ ନେଇଥିବା ‘ସାହସୀ ଛାତ୍ରୀଛାତ୍ର’ଙ୍କୁ ଅଭିନନ୍ଦନ ଜଣାଇଛନ୍ତି।…

ଭିଜିଲାନ୍ସ ଜାଲରେ ଆଠଗଡ଼ ବିଡିଓ, ସମ୍ପତ୍ତି ଦେଖି ଭିଜିଲାନ୍ସ ତାଜୁବ

କଟକ,୮ା୮ (କାର୍ତ୍ତିକ ସାହୁ): କଟକ ଜିଲା ଆଠଗଡ଼ ବିଡିଓ ପ୍ରଦୀପ କୁମାର ସାହୁ ଭିଜିଲାନ୍ସ ଜାଲରେ ପଡ଼ିଛନ୍ତି। ଭିଜିଲାନ୍ସର ୮ଟି ଟିମ୍‌ ଏକକାଳୀନ ବିଡିଓ ସାହୁଙ୍କ ଆଠଗଡ଼ସ୍ଥିତ ସରକାରୀ କାର୍ଯ୍ୟାଳୟ ସମେତ ଭୁବନେଶ୍ୱର, ଖୋର୍ଦ୍ଧା, ନୟାଗଡ଼ର ୮ଟି ସ୍ଥାନରେ ବୁଧବାର ଚଢ଼ାଉ…

୧୨ରେ ବନ୍ଦ ରହିବ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି

ଭୁବନେଶ୍ୱର,୮।୮(ସୁନିତ୍‌ ମିଶ୍ର): ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ପ୍ରକୋଷ୍ଠରେ ଆସନ୍ତା ୧୨ ତାରିଖରେ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମ ବନ୍ଦ ରହିବ। ଜନ ଅଭିଯୋଗ ଶୁଣାଣିର ପରବର୍ତ୍ତୀ ତାରିଖ ଜନସାଧାରଣଙ୍କୁ ଗଣମାଧ୍ୟମ ଜରିଆରେ ଜଣାଇଦିଆଯିବ ବୋଲି ସାଧାରଣ ପ୍ରଶାସନ ଓ ସାଧାରଣ ଅଭିଯୋଗ…

ହାଣ୍ଡି ଉପରେ ମାଡ଼

ସାଧାରଣତଃ ଭୁଲ କାମ ପାଇଁ ମାଡ଼ ଥାଏ । ମାଡ଼ ବସେ ।ପିଲାଙ୍କ କାନମୋଡି ପିଲାଙ୍କ ଗାଲରେ ସରୁ ଚଟକଣି ବସାଇ ଦୁଷ୍ଟ ନ ହେବା ପାଇଁ ପିଲାଙ୍କୁ ଆକଟ କରିବାକୁ ଚେଷ୍ଟା କରନ୍ତି ମା’ବାପା ଗୁରୁଜନ। ମା’ଙ୍କ ଗାଳିମାଡ଼ ପିଲାଙ୍କ…

ଜିନ୍‌ ଓ ଭାଷାର ଦେଶାନ୍ତର

ସଂସ୍କୃତି ବୁଝିବାକୁ ହେଲେ ଆମକୁ ଲୋକଙ୍କୁ ବୁଝିିବାକୁ ହେବ । ଭାରତକୁ ବୁଝିବାକୁ ହେଲେ ଆମକୁ ଭାରତୀୟଙ୍କୁ ବୁଝିିବାକୁ ପଡ଼ିବ। ଦେଖିବାକୁ ହେବ, ଭାରତୀୟମାନେ କେଉଁଠାରୁ ଆସିଥିଲେ? ଆମେ ଭାରତୀୟ ମାଟିରେ କ୍ରମବିକଶିତ ହୋଇଥିଲୁ ନା ଅନ୍ୟ ସ୍ଥାନରୁ ଆସିଥିଲୁ? ସବୁ…

୬ ବାର୍‌ ଡ୍ୟାନ୍ସରଙ୍କୁ ଅଟକାଇ ବନ୍ଧା ହେଲେ ମାଲିକ

ଭୁବନେଶ୍ୱର,୭ା୮: ରାଜ୍ୟ ବାହାରୁ ୬ ବାର୍‌ଡ୍ୟାନ୍ସରଙ୍କୁ ଭୁବନେଶ୍ୱର ଆଣିଥିଲେ। ମିଛ ପ୍ରତିଶ୍ରୁତି ଦେଇ ଭୁବନେଶ୍ୱର ନଶା ବାର୍‌ରେ ବିଳମ୍ବିତ ରାତି ଯାଏ ଡ୍ୟାନ୍ସ କରିବାକୁ ବାଧ୍ୟ କଲେ। ଆଉ କାମ କରିବାକୁ ରାଜି ନ ହେବାରୁ ଆରମ୍ଭ ହୋଇଯାଇଥିଲା ଅକଥନୀୟ ନିର୍ଯାତନା।…

ଜେପି ନଡ୍ଡା ଫୋନ୍‌ କରିବେ, ଆପଣଙ୍କ ପାଇଁ ବଡ଼ ପ୍ଲାନ୍‌ ଅଛି: ବିଧାୟକଙ୍କୁ ଆସିଲା ଚାଞ୍ଚଲ୍ୟକର ଫୋନ୍‌ କଲ୍‌: ଆଉ ତା’ପରେ

ଭୋପାଳ,୭।୮: ମଧ୍ୟପ୍ରଦେଶର ଜଣେ ବିଧାୟକଙ୍କୁ ଠକିବାକୁ ଉଦ୍ୟମ ମାମଲା ସାମ୍ନାକୁ ଆସିଛି। ଭାଜପା ରାଷ୍ଟ୍ରୀୟ ସଭାପତିଙ୍କ ନାଁ ନେଇ ଠକ ତାଙ୍କୁ ୧.୨୫ ଲକ୍ଷ ଟଙ୍କା ମାଗିଥିଲେ। ତେବେ ବିଧାୟକଙ୍କ ଉପସ୍ଥିତି ହେତୁ ତାଙ୍କୁ ଠକାମୀର ଶିକାର ହେବାରୁ ବର୍ତ୍ତିଥିଲେ। କାନପୁରରୁ…

ଘରେ ଶୋଇଥିବା ବେଳେ ଦମ୍ପତିଙ୍କୁ ହତ୍ୟା

ଗଜପତି,୭ା୮(ଗିରିଧାରୀ ପରିଚ୍ଛା): ପାହାଡ଼ ଉପରେ ଥିବା କୁଡ଼ିଆରେ ଶୋଇଥିବା ବେଳେ ଦମ୍ପତିଙ୍କୁ ବୀଭତ୍ସ ଭାବେ ହତ୍ୟା କରାଯାଇଥିବା ଅଭିଯୋଗ ହୋଇଛି। ଗଜପତି ଜିଲା ଆର୍‌ ଉଦୟଗିରି ଥାନା ଟୁଙ୍ଗୁରୁ ଗାଁ ରେ ଘଟିଛି ଏଭଳି ଅଭାବନୀୟ ଘଟଣା। ମୃତକ ଦୁହେଁ ଟୁଁଗୁରୁ…

‘ଭିନେଶ ଫୋଗଟଙ୍କୁ ‘ଭାରତ ରତ୍ନ’ ଦିଆଯାଉ’

ନୂଆଦିଲ୍ଲୀ,୭।୮: ଭାରତୀୟ ରେସଲର ଭିନେଶ ଫୋଗଟଙ୍କ ୨୦୨୪ ପ୍ୟାରିସ ଅଲିମ୍ପିକ୍ସରେ ଅଯୋଗ୍ୟ ଘୋଷଣା କରାଯାଇଛି। ଅଲିମ୍ପିକ ପ୍ରତିଯୋଗିତାରୁ ମହିଳା ରେସଲର ଭିନେଶଙ୍କ ଅଯୋଗ୍ୟତା ପଛରେ ଏକ ଷଡଯନ୍ତ୍ରକାରୀ ଅଛନ୍ତି ବୋଲି ସଂସଦରେ ବିରୋଧୀ ଦାବି କରିଛନ୍ତି। ସେପଟେ ଟିଏମସି ଏମ୍‌ପି ଅଭିଷେକ…

୨ ମାଓବାଦୀଙ୍କ ଆତ୍ମସମର୍ପଣ

ମାଲକାନଗିରି,୭ା୮(ଦୁର୍ଯ୍ୟୋଧନ ପାତ୍ର): ଛତିଶଗଡ଼ର ସୁକ୍‌ମା ଜିଲାରେ ଚାଲିଥିବା ମାଓବାଦୀ ବିଲୋପ ଅଭିଯାନ ଅଧୀନରେ ଛତିଶଗଡ଼ ସରକାରଙ୍କ ମାଓବାଦୀ ବିଲୋପ ଏବଂ ପୁନର୍ବାସ ନୀତି ଏବଂ ସୁକ୍‌ମା ପୋଲିସ ଆଭ୍ୟନ୍ତରୀଣ ଅଞ୍ଚଳରେ ଶିବିର ପ୍ରତିଷ୍ଠା ଯୋଗୁ ୨ ମାଓବାଦୀ ପୋଲିସ ନିକଟରେ ଆତ୍ମସମର୍ପଣ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri