Home Left

ଟିଏମ୍‌ସି ନେତା ଅଭିଷେକଙ୍କ କାର୍ଯ୍ୟାଳୟ ଭାଙ୍ଗିଲା ପ୍ରଶାସନ

କୋଲକାତା,୧୮।୭: ଟିଏମ୍‌ସିର ରାଷ୍ଟ୍ରୀୟ ସାଧାରଣ ସମ୍ପାଦକ ତଥା ଲୋକ ସଭା ସଦସ୍ୟ ଅଭିଷେକ ବାନାର୍ଜୀଙ୍କ ଦଳୀୟ କାର୍ଯ୍ୟାଳୟ ଉପରେ ଶନିବାର ବୁଲ୍‌ଡୋଜର କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇଛି। ଉକ୍ତ ୫ ମହଲା ଅଟ୍ଟାଳିକା ନିର୍ମାଣରେ ବିଲ୍ଡିଂ ଯୋଜନାର ଅନୁମୋଦନ ନ ଥିଲା ଏବଂ…

ଫିଫା ବିଶ୍ୱକପ୍‌ ଫାଇନାଲରେ ରଙ୍ଗାରଙ୍ଗ କାର୍ଯ୍ୟକ୍ରମ ହେବ ଅବିସ୍ମରଣୀୟ, ଯୋଗଦେବେ ନାମିଦାମି

ନ୍ୟୁୟର୍କ,୧୮।୭: ଫିଫା ବିଶ୍ୱକପ୍‌ ୨୦୨୬ର ଉଦ୍‌ଯାପନୀ ଉତ୍ସବକୁ ଯେପରି ଅବିସ୍ମରଣୀୟ କରାଯାଇପାରିବ ସେଥିପାଇଁ ଆୟୋଜକଙ୍କ ପକ୍ଷରୁ ସବୁମତେ ଉଦ୍ୟମ କରାଯାଇଛି। ରବିବାର ଆର୍ଜେଣ୍ଟିନା ବନାମ ସ୍ପେନ୍‌ ଫାଇନାଲ ମ୍ୟାଚ୍‌ ପୂର୍ବରୁ ଏହି କାର୍ଯ୍ୟକ୍ରମ ଅନୁଷ୍ଠିତ ହେବ। ବିଶ୍ୱର ନାମିଦାମି ମନୋରଞ୍ଜନକାରୀ ଓ…

ଲଘୁଚାପ ବର୍ଷାରେ ବୁଡ଼ିଲା ବିଦ୍ୟାଳୟ, ଶ୍ରେଣୀ ଗୃହରେ ବିଷଧର ସାପ ପଶିବାରୁ ଆତଙ୍କ: ସାମ୍ନାକୁ ଆସିଲା ‘୫ଟି’ ରୂପାନ୍ତରୀକରଣର…

ଧାମନଗର, ୧୮।୭ (ସନ୍ତୋଷ କୁମାର ମହାପାତ୍ର): ଲଘୁଚାପ ଜନିତ ପ୍ରବଳ ବର୍ଷାରେ ଭଦ୍ରକ ଜିଲା ଧାମନଗର ବ୍ଲକର ବିଭିନ୍ନ ଅଞ୍ଚଳ ଜଳମଗ୍ନ ହୋଇପଡ଼ିଛି। ବନ୍ୟା ଓ ଜଳବନ୍ଦୀ ସ୍ଥିତିକୁ ଦୃଷ୍ଟିରେ ରଖି ଭଦ୍ରକ ଜିଲାପାଳ ଦିଲିପ ରାଉତରାଏ ଗତ ଗୁରୁବାର ଓ…

ଘୋଷଣା ହେଲା ଜାତୀୟ ଚଳଚ୍ଚିତ୍ର ପୁରସ୍କାର, ଲହରୀ ଶ୍ରେଷ୍ଠ ଓଡ଼ିଆ ଫିଲ୍ମ

ନୂଆଦିଲ୍ଲୀ,୧୮।୭: ୭୨ତମ ଜାତୀୟ ଚଳଚ୍ଚିତ୍ର ପୁରସ୍କାର ଶନିବାର ଘୋଷଣା କରାଯାଇଛି। ରାଜ କୁମାର ରାଓ ଅଭିନୀତ ଶ୍ରୀକାନ୍ତ ଶ୍ରେଷ୍ଠ ହିନ୍ଦୀ ଚଳଚ୍ଚିତ୍ର ଭାବେ ମନୋନୀତ ହୋଇଛି। ମାମୁଟ୍ଟି ଏବଂ କାର୍ତ୍ତିକ ଆର୍ଯ୍ୟନ ଶ୍ରେଷ୍ଠ ଅଭିନେତା ଭାବେ ମନୋନୀତ ହୋଇଛନ୍ତି। ଆର୍ଟିକିଲ-୩୭୦ ପାଇଁ…

ପୂର୍ବତନ ପ୍ରଧାନମନ୍ତ୍ରୀ ଏଚ୍‌.ଡି. ଦେବଗୌଡାଙ୍କ ପତ୍ନୀ ଚେନ୍ନମ୍ମାଙ୍କ ପରଲୋକ

ବେଙ୍ଗାଲୁରୁ,୧୮।୭: ପୂର୍ବତନ ପ୍ରଧାନମନ୍ତ୍ରୀ ଏଚ୍‌.ଡି. ଦେବଗୌଡାଙ୍କ ପତ୍ନୀ ଚେନ୍ନମ୍ମାଙ୍କ ଶନିବାର ସନ୍ଧ୍ୟାରେ ବେଙ୍ଗାଲୁରୁର ସ୍ଥିତ ଏକ ଘରୋଇ ହସ୍ପିଟାଲରେ ପରଲୋକ ହୋଇଯାଇଛି। ଅପରାହ୍ନ ୪ଟାରେ ତାଙ୍କର ହୃଦଘାତରେ ପରଲୋକ ହୋଇଥିବା ସୂଚନା ମିଳିଛି। ବୁଧବାର(୧୬ ଜୁଲାଇ) ସେ ନିଶ୍ୱାସ ନେବାରେ ଅସୁବିଧା…

ଭାଇ ସହ ହେଲା କଳି ଏମତି କାଣ୍ଡ କରିଦେଲେ ୧୩ ବର୍ଷର …

ଛତ୍ରପୁର, ୧୮।୭ (ଦିଲ୍ଲୀପ ସାମଲ): ଛତ୍ରପୁର ଅଞ୍ଚଳରେ ଶନିବାର ପୂର୍ବାହ୍ନରେ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ଜଣେ ୧୩ ବର୍ଷୀୟା ନାବାଳିକାଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର ହୋଇଛି। ପାରିବାରିକ କଳହ ପରେ ସେ ଏପରି ପଦକ୍ଷେପ ନେଇଥିବା ସନ୍ଦେହ କରାଯାଉଛି।…

ବସ ସେବା ଦାବିରେ ସାଇକେଲ ଯାତ୍ରା ଚେତାବନୀ

ଗୁଣପୁର, ୧୮/୭ (ସୁଜାତା ପାଢ଼ୀ): ଗୁଡାରି ୧୯୭୨ ମସିହାରେ ଏନ୍‌ଏସିର ମାନ୍ୟତା ପାଇଥିଲା। ଏହାଛଡ଼ା ଗୁଡାରି ବ୍ଲକ ୯ଟି ଗ୍ରାମପଞ୍ଚାୟତକୁ ନେଇ ଗଠିତ। ଏହା ଏକ ଆଦିବାସୀ ଅଧ୍ୟୁଷିତ ଅଞ୍ଚଳ। କିନ୍ତୁ ଗୁଡାରିରୁ ରାଜଧାନୀ ଭୁବନେଶ୍ୱରକୁ ଯାତାୟାତ ପାଇଁ ସିଧାସଳଖ କୌଣସି…

ମାଉଜର,ଗଞ୍ଜେଇ ସହ ୬ ଗିରଫ ପୋଲିସକୁ ଚକମା ଦେଇ ଖସିଯାଉଥିଲେ

ଭଞ୍ଜନଗର,୧୮।୭(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ପୋଲିସ ଅପରାଧି ଦମନରେ ବିଗତ କିଛି ମାସ ହେବ ଲାଗିପଡ଼ିଛି। ଏହିଭଳି ଶନିବାର ପୋଲିସ ଦୁଇଟି ମାମଲାରେ ୬ ଜଣଙ୍କୁ ଗିରଫ କରିଛି। ସେମାନଙ୍କ ଠାରୁ ଗୋଟିଏ ମାଉଜର, ଗୋଟିଏ ମାଗାଜିନ୍, ୨ ରାଉଣ୍ଡ…

ଥମୁନି ଦାଦନ ଦୁଃଖ, କର୍ନାଟକରେ ଓଡ଼ିଆ ଶ୍ରମିକଙ୍କ ମୃତ୍ୟୁ

କୋକସରା,୧୮ା୭ (ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କାମ ଅନ୍ବେଷଣରେ ବାହାର ରାଜ୍ୟକୁ ଦାଦନ ଖଟିବାକ ଯାଇଥିବା କଳାହାଣ୍ଡି ଜିଲା କୋକସରା ବ୍ଲକ ଖୁଣ୍ଟିଆ ପଞ୍ଚାୟତ ଶରଧାପୁର ଗ୍ରାମର ଜଣେ ଯୁବକଙ୍କ ମୃତ୍ୟୁ ହୋଇଛି। ସେ ହେଲେ ତୁଳସୀରାମ ଧୁରୁ। ମିଳିଥିବା ସୂଚନା ମତାବକ,…

ନିଟ୍-ୟୁଜି ପ୍ରବେଶିକାରେ ନିର୍ଲିପ୍ତାଙ୍କ କୃତିତ୍ୱ: ପରିଶ୍ରମର ମିଳିଲା ଫଳ

ଅମରପାଲି, ୧୮୭ (ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲା ଉଲୁଣ୍ଡା ବ୍ଲକ ଅନ୍ତର୍ଗତ କୋଟସମଲାଇ ଗ୍ରାମର ମେଧାବୀ ଛାତ୍ରୀ ନିର୍ଲିପ୍ତା କୁରକୁରିଆ ଚଳିତ ବର୍ଷର ନିଟ୍-ୟୁଜି (NEET-UG) ପ୍ରବେଶିକା ପରୀକ୍ଷାରେ ଉଲ୍ଲେଖନୀୟ ସଫଳତା ହାସଲ କରି ଅଞ୍ଚଳ ପାଇଁ ଗୌରବ ଆଣିଛନ୍ତି। ସେ…

କେସିଙ୍ଗାର ଜଣଙ୍କ ପରେ ଜଣେ ଝିଅ ଆଣୁଛନ୍ତି ସୁନାମ, ଏବେ ଅଞ୍ଚଳ ପାଇଁ ଗୌରବ ଆଣିଲେ ଅନିନ୍ଦିତା

କେସିଙ୍ଗା,୧୮ା୭(ତୁମେଶ୍ୱର ସାହୁ): କିଛିଦିନ ତଳେ କେସିଙ୍ଗାର ଦୁଇ ଝିଅ ଓପିଏସ୍‌ସିରେ ଉତ୍ତୀର୍ଣ୍ଣ ହୋଇ ସମଗ୍ର ଜିଲା ତଥା ରାଜ୍ୟରେ ଚହଳ ପକାଇଥିବାବେଳେ ଆଉ ଜଣେ ଆସିଷ୍ଟାଣ୍ଟ ପ୍ରଫେସର (ବ୍ରଡ ସ୍ପେଶିଆଲିଟି-ପାଥୋଲୋଜି)ରେ ଉତ୍ତୀର୍ଣ୍ଣ ହୋଇଥିବାରୁ ସମଗ୍ର ଜିଲାରେ ଆନନ୍ଦର ଲହରି ଖେଳିଯାଇଛି। ଓଡ଼ିଶା…

ନାଁ ରଖିଲେ ଚାଷୀ ପୁଅ: ନିଟ୍-ୟୁଜିରେ ସଫଳତା ହାସଲ କଲେ ବିସ୍ମୟ, ଡାକ୍ତର ହେବାର ସ୍ୱପ୍ନ…

ଅମରପାଲି, ୧୮।୭ (ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକ ଅନ୍ତର୍ଗତ ମୁର୍ଷୁଣ୍ଢୀ ପଞ୍ଚାୟତର ମାଣିକପୁର ଗ୍ରାମର ମେଧାବୀ ଛାତ୍ର ବିସ୍ମୟ ପଧାନ ଚଳିତ ବର୍ଷର ନିଟ୍-ୟୁଜି (NEET-UG) ପ୍ରବେଶିକା ପରୀକ୍ଷାରେ ଉଲ୍ଲେଖନୀୟ ସଫଳତା ହାସଲ କରି ଅଞ୍ଚଳ ପାଇଁ ଗୌରବ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?