Home Left

ଅଲ୍ଲୁ ଅର୍ଜୁନଙ୍କ ଘର ଉପରକୁ ପଥର ମାଡ଼

ହାଇଦ୍ରାବାଦ,୨୨ା୧୨:ହାଇଦ୍ରାବାଦର ସନ୍ଧ୍ୟା ଥିଏଟରରେ ଡିସେମ୍ବର ୪ରେ ‘ପୁଷ୍ପା-୨: ଦି ରୁଲ୍‌’ ଚଳଚ୍ଚିତ୍ରର ପ୍ରିମିୟର ଚାଲିଥିବାବେଳେ ଅଭିନେତା ଅଲ୍ଲୁ ଅର୍ଜୁନ ହଠାତ୍‌ ସେଠାରେ ପହଞ୍ଚତ୍ୟିବାରୁ ଦଳାଚକଟା ଘଟି ଜଣେ ମହିଳାଙ୍କ ମୃତ୍ୟୁ ହେବା ସହ ତାଙ୍କ ୮ ବର୍ଷର ପୁଅ ଗୁରୁତର ହୋଇଥିଲେ।…

୩.୧୩ କେଜି ବଜ୍ରକାପ୍ତା କାତି ଜବତ, ଧରାପଡ଼ିଲେ ୪ ଅଭିଯୁକ୍ତ

ନୂଆପଡ଼ା/ଖଡିଆଳ,୨୨ା୧୨(ମକାରୁ ବେମାଲ/ସୁଜିତ ପ୍ରଧାନ): ନୂଆପଡ଼ା ଜିଲା କୋମନା ରେଞ୍ଜ ନାଗପଡ଼ା ପଞ୍ଚାୟତ ଝରଣାମାଲ ଗାଁରେ ଖଡ଼ିଆଳ ବନ ବିଭାଗ ଚଢାଉ କରି ୩ କିଲୋଗ୍ରାମ ୧୩୦ ଗ୍ରାମ ବଜ୍ରକାପ୍ତା କାତି ଜବତ କରିଛି। ଏଥିରେ ସମ୍ପୃକ୍ତ ୪ ଅଭିଯୁକ୍ତଙ୍କୁ ଗିରଫ କରାଯାଇଛି।…

ଆସନ୍ତା ୨୪ରୁ ରାଜ୍ୟରେ ପୁଣି ବର୍ଷା ସମ୍ଭାବନା

ଭୁବନେଶ୍ୱର,୨୨।୧୨: ପଶ୍ଚିମ-କେନ୍ଦ୍ରୀୟ ବଙ୍ଗୋପସାଗର ଅଞ୍ଚଳରେ ସକ୍ରିୟ ସୁଦୃଶ ଲଘୁଚାପ କ୍ଷେତ୍ର ପଶ୍ଚିମ-ଦକ୍ଷିଣ ପଶ୍ଚିମ ଦିଗରେ ଗତିକରି ଆଗାମୀ ୨୪ ତାରିଖ ବେଳକୁ ଦକ୍ଷିଣପଶ୍ଚିମ ବଙ୍ଗୋପସାଗର ପାଶର୍‌ବବର୍ତ୍ତୀ ଉତ୍ତର-ତାଲିମନାଡ଼ୁ ପାଶର୍‌ବବର୍ତ୍ତୀ ଦକ୍ଷିଣ ଆନ୍ଧ୍ରପ୍ରଦେଶ ଉପକୂଳ ନିକଟସ୍ଥ ହେବାର ସମ୍ଭାବନା ରହିଛି I ପ୍ରଭାବରେ…

ଘର ତାଲା ଖୋଲି ସୁନା-ଟଙ୍କା ଲୁଟିନେଲେ ଦୁର୍ବୃତ୍ତ

ହିଞ୍ଜିଳିକାଟୁ, ୨୨।୧୨(ଦ୍ବିତୀକୃଷ୍ଣ ପଣ୍ଡା): ଗଞ୍ଜାମ ଜିଲା ହିଞ୍ଜିଳି ଥାନା ମଠପଦର ସାହିରେ ଜଣଙ୍କ ଘରର ଚାବି ଖୋଲି ଦୁର୍ବୃତ୍ତ ଆଲମାରୀରୁ ସୁନା ଅଳଙ୍କାର ଓ ଅନ୍ୟ ମୂଲ୍ୟବାନ ସାମଗ୍ରୀକୁ ଲୁଟ କରିଥିବା ଅଭିଯୋଗ ହୋଇଛି। ପ୍ରକାଶ ଯେ, ହିଞ୍ଜିଳି ମଠପଦର ସାହିର…

ବର୍ଷା ଯୋଗୁ ଗଞ୍ଜାମରେ ବଦଳିଲା ଧାନ ସଂଗ୍ରହ ତାରିଖ, ଜାଣନ୍ତୁ କେଉଁ ଦିନ ହେବ ଧାନ କିଣା…

ଗଞ୍ଜାମ,୨୧ା୧୨: ଲଘୁଚାପ ବର୍ଷା ଯୋଗୁ ଗଞ୍ଜାମରେ ବଦଳିଲା ଧାନ ସଂଗ୍ରହ ତାରିଖ। ଡିସେମ୍ବର ୨୩ରୁ ଗଞ୍ଜାମରେ ଧାନ ସଂଗ୍ରହ ନେଇ ତାରିଖ ଧାର୍ଯ୍ୟ ହୋଇଥିବା ବେଳେ ବର୍ତ୍ତମାନ ଜାନୁଆରୀ ୩ତାରିଖରୁ ମଣ୍ଡିରୁ ଧାନ ସଂଗ୍ରହ କରାଯିବ ବୋଲି ପ୍ରଶାସନ ପକ୍ଷରୁ ରବିବାର…

ଚାଷୀଙ୍କ ମେରୁଦଣ୍ଡ ଭାଙ୍ଗିଲା ଅଦିନିଆ ବର୍ଷା: ପାଣିରେ ବୁଡିରହିଛି ପାଚିଲା ଧାନ

ଗଞ୍ଜାମ,୨୨।୧୨(ବିଦ୍ୟାଧର ସାହୁ): ଲଘୁଚାପ ଜନିତ ଅଦିନିଆ ବର୍ଷାରେ ଭାଙ୍ଗିଲା ଚାଷୀଙ୍କ ମେରୁଦଣ୍ଡ l ଦୁଇ ଦିନ ଧରି ଲଗାଣ ବର୍ଷା ଯୋଗୁ ଶହ ଶହ ଭରଣ ପାଚିଲା ଧାନ ପାଣିରେ ବୁଡି ରହିଥିବା ଦେଖିବାକୁ ମିଳିଛି l ଗଞ୍ଜାମ ବ୍ଲକ ଅଞ୍ଚଳର…

ଅଦିନିଆ ବର୍ଷାରେ ଉଜୁଡ଼ିଲା ଧାନ ଚାଷ: କ୍ଷତିଗ୍ରସ୍ତ ଚାଷଜମି ବୁଲି ଦେଖିଲେ ମନ୍ତ୍ରୀ

ଗୋପାଳପୁର,୨୨ା୧୨(ନବୀନ ରାଜ ଆଚାରୀ): ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ପ୍ରଭାବରେ ଗତ ଶୁକ୍ରବାର, ଶନିବାର ଜିଲାର ବିଭିନ୍ନ ସ୍ଥାନରେ ବର୍ଷା ଲାଗି ରହିଥିଲା। ଫଳରେ ଖରିଫ ଋତୁର ଧାନ ଅମଳ ସମୟରେ ଅଦିନିଆ ବର୍ଷା ମାଡ଼ରେ କ୍ଷୟକ୍ଷତି ହୋଇଛି। ଗୋପାଳପୁର ନିର୍ବାଚନ…

ଜୟପୁର ଦୁର୍ଘଟଣାର ଛାତିଥରା କାହାଣୀ: ଜଳନ୍ତା ଅବସ୍ଥାରେ ଅଢେଇ କିଲୋମିଟର ଦୌଡିଲେ ୩୦ ଲୋକ

ଜୟପୁର,୨୨।୧୨: ରାଜସ୍ଥାନ ଜୟପୁରରେ ହୋଇଥିବା ଭୟଙ୍କର ସଡ଼କ ଦୁର୍ଘଟଣା ଏବେ ପର୍ଯ୍ୟନ୍ତ ଲୋକଙ୍କ ମନରୁ ଲିଭି ନାହିଁ। ଏହି ଦୁର୍ଘଟଣାରେ ୧୪ ଜଣ ଜୀବନ୍ତ ଦଗ୍ଧ ହୋଇଯାଇଛନ୍ତି। ୩୦ ରୁ ଅଧିକ ଲୋକ ପୋଡି ଯାଇଛନ୍ତି। ଦୁର୍ଘଟଣାର ଦୁଇ ଦିନ ବିତିଗଲାଣି।…

ଭାରତ ଗସ୍ତ ପାଇଁ ଇଂଲଣ୍ଡ ଦଳ ଘୋଷଣା

ଲଣ୍ଡନ,୨୨।୧୨: ଜାନୁଆରୀ ୨୨ରୁ ଭାରତ ଏବଂ ଇଂଲଣ୍ଡ ମଧ୍ୟରେ ଟି-୨୦ ଏବଂ ଦିନିକିଆ ସିରିଜ ଖେଳାଯିବ। ଇଂଲଣ୍ଡ ଏବଂ ୱେଲ୍ସ କ୍ରିକେଟ ବୋର୍ଡ ଏଥିପାଇଁ ଦଳ ଘୋଷଣା କରିଛନ୍ତି। ଦଳ ଅଧିନାୟକତ୍ୱ ଜୋସ ବଟଲରଙ୍କୁ ଦିଆଯାଇଛି। ବଟଲର ଜଣେ ଅଭିଜ୍ଞ ଖେଳାଳି…

ବକ୍ସିଂ ଡେ ଟେଷ୍ଟ ପୂର୍ବରୁ ଭାରତକୁ ବଡ଼ ଝଟ୍‌କା

ସିଡନୀ,୨୨।୧୨: ଅଷ୍ଟ୍ରେଲିଆ ବିପକ୍ଷ ବକ୍ସିଂ ଡେ ଟେଷ୍ଟ ପୂର୍ବରୁ ଭାରତୀୟ ଅଧିନାୟକ ରୋହିତ ଶର୍ମା ଆହତ ହୋଇଛନ୍ତି। ରବିବାର ଅଭ୍ୟାସ ସମୟରେ ରୋହିତଙ୍କ ଆଣ୍ଠୁରେ ଆଘାତ ଲାଗିଛି। ରୋହିତ ଥ୍ରୋ ଡାଉନ ସ୍ପେଶାଲିଷ୍ଟଙ୍କ ସହିତ ଅଭ୍ୟାସ କରୁଥିଲେ, ଯେତେବେଳେ ବଲ ତାଙ୍କ…

ବିବାହ ପାଇଁ ପ୍ରସ୍ତୁତ ହେଉଥିବା ପରିବାର ଏବେ ଅପେକ୍ଷା କରିଛନ୍ତି ଝିଅର ମୃତ ଦେହକୁ

ଶିମଲା,୨୨।୧୨: ପଞ୍ଜାବର ସୋହାନା, ମୋହାଲିରେ ଭୁଷୁଡି ପଡିଥିବା ବିଲଡିଂକୁ ନେଇ ହିମାଚଳ ପ୍ରଦେଶର ଏକ ପରିବାରରେ ଶୋକର ଛାୟା ଖେଳିଯାଇଛି। ନିଜ ଝିଅର ବିବାହ ପାଇଁ ପ୍ରସ୍ତୁତ ହେଉଥିବା ପରିବାର ବର୍ତ୍ତମାନ ସେହି ଝିଅର ମୃତଦେହକୁ ଅପେକ୍ଷା କରିଛନ୍ତି। ହିମାଚଳ ପ୍ରଦେଶର…

ପ୍ରେମିକାଙ୍କୁ ହୋଟେଲ ଉପରୁ ଠେଲିଦେଲେ ପ୍ରେମିକ, ବାନ୍ଧିଲା ପୋଲିସ

ବାରାଣସୀ, ୨୨।୧୨: ଉତ୍ତରପ୍ରଦେଶର ବାରାଣସୀ ଜିଲା ଚେତଗଞ୍ଜ ଥାନା ରାମକୋଟରାସ୍ଥିତ ଏକ ହୋଟେଲର ତୃତୀୟ ମହଲାରୁ ଶୁକ୍ରବାର ଫୁର୍କନ ନାମକ ଜଣେ ଯୁବକ(୨୩) ନିଜ ପ୍ରେମିକା ପ୍ରିୟଙ୍କା କୁମାରୀ(୨୨)ଙ୍କୁ ଠେଲି ତଳକୁ ପକାଇ ଦେଇଛନ୍ତି। ଫଳରେ ଗୁରୁତର ଭାବେ ଆହତ ହୋଇଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?