Home Left

ଏହି ପ୍ରଶ୍ନ ଶୁଣି ରାଗିଗଲେ ଦ୍ରାବିଡ: କହିଲେ…

ନୂଆଦିଲ୍ଲୀ,୨୦।୬: ଟି -୨୦ ବିଶ୍ୱକପ ୨୦୨୪ରେ ସୁପର-୮ ଆରମ୍ଭ ହୋଇଛି। ଭାରତୀୟ ଦଳ ଆଜି ଆଫଗାନିସ୍ତାନକୁ ଭେଟିବ। ଏହି ମ୍ୟାଚ ବାରବାଡୋସର କେନ୍ସିଙ୍ଗଟନ ଓଭାଲରେ ଖେଳାଯିବ। ୧୯୯୭ରେ ଖେଳୁଥିବାବେଳେ ଟେଷ୍ଟ ମ୍ୟାଚରେ ଭାରତକୁ ପରାଜୟର ସାମ୍ନା କରିବାକୁ ପଡିଥିଲା। ଗୁରୁବାର ଖେଳାଯିବାକୁ…

କିଏ ହେବେ କଂଗ୍ରେସର ବିଧାୟକ ଦଳ ନେତା? ରେସ୍‌ରେ…

ଭୁବନେଶ୍ୱର, ୨୦।୬(ସୁନିତ୍‌ ମିଶ୍ର)କଂଗ୍ରେସ ବିଧାୟକମାନଙ୍କ ସହିତ ପ୍ରଦେଶ କଂଗ୍ରେସ କମିଟି(ପିସିସି) ସଭାପତି ଶରତ ପଟ୍ଟନାୟକ ଏବଂ ଦଳର ଅନ୍ୟ କିଛି ବରିଷ୍ଠ ନେତାଙ୍କୁ ନେଇ ଗୁରୁତ୍ୱପୂର୍ଣ୍ଣ ବୈଠକ ବୁଧବାର ଅନୁଷ୍ଠିତ ହୋଇଛି। ବୈଠକରେ ମୁଖ୍ୟତଃ ଆଗାମୀ ଦିନରେ କଂଗ୍ରେସର ଆଭିମୁଖ୍ୟ ରାଜ୍ୟରେ…

ଏନ୍‌ଡିଏ-ଇଣ୍ଡିଆକୁ ନେଇ ବଡ଼ ଭବିଷ୍ୟବାଣୀ କଲେ ପ୍ରଶାନ୍ତ କିଶୋର, କହିଲେ ଧ୍ୱଂସ ହୋଇଯିବେ…

ନୂଆଦିଲ୍ଲୀ,୨୦।୬: ରାଜନୈତିକ ବିଶ୍ଳେଷକ ତଥା ଜନସୁରାଜ ସଂଯୋଜକ ପ୍ରଶାନ୍ତ କିଶୋର ୨୦୨୪ ଲୋକ ସଭା ନିର୍ବାଚନ ଶେଷ ହେବା ପରେ ବର୍ତ୍ତମାନ ଆଉ ଏକ ବଡ଼ ଘୋଷଣା କରିଛନ୍ତି। ୨ ଅକ୍ଟୋବରରେ ସେ ନିଜ ଦଳ ଗଠନ କରିବାକୁ ଘୋଷଣା କରିଛନ୍ତି।…

ସତୀଶ ଚନ୍ଦ୍ର ସାମଲ ମୁଖ୍ୟମନ୍ତ୍ରୀଙ୍କ ଅତିରିକ୍ତ ବ୍ୟକ୍ତିଗତ ସଚିବ ଭାବେ ନିଯୁକ୍ତ

ଭୁବନେଶ୍ୱର,୨୦।୬: ରାଜ୍ୟର ପ୍ରଥମ ଭାଜପା ସରକାରର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝିଙ୍କ ଅତିରିକ୍ତ ବ୍ୟକ୍ତିଗତ ସଚିବ ଭାବେ ସତୀଶ ଚନ୍ଦ୍ର ସାମଲଙ୍କୁ ନିଯୁକ୍ତ କରାଯାଇଛି। ମୁଖ୍ୟମନ୍ତ୍ରୀ ଦାୟିତ୍ୱ ନେବାପରେ ଏପର୍ଯ୍ୟନ୍ତ ୩ଜଣ ଅଧିକାରୀଙ୍କୁ ମୁଖ୍ୟମନ୍ତ୍ରୀ କାର୍ଯ୍ୟାଳୟରେ ନିଯୁକ୍ତି ମିଳିଥିବା ଜଣାପଡିଛି। ଏହା…

ରାଜଧାନୀର ଏକ ଆପାର୍ଟମେଣ୍ଟରେ ଲାଗିଲା ନିଆଁ

ଭୁବନେଶ୍ୱର,୨୦।୬: ଭୁବନେଶ୍ବର ପଟିଆ ଛକ ନିକଟ ଏକ ଆପାର୍ଟମେଣ୍ଟରେ ଭୟଙ୍କର ଅଗ୍ନିକାଣ୍ଡ ଘଟିଛି। ତେବେ ନିଆଁ ଲାଗିବାର କାରଣ ଅସ୍ପଷ୍ଟ ରହିଛି। ଘଟଣାସ୍ଥଳରେ ଅଗ୍ନିଶମ ବାହିନୀ ପହଞ୍ଚି ନିଆଁ ଲିଭାଇବା କାର୍ଯ୍ୟ ଜାରି ରଖିଛନ୍ତି। ଏଥିରେ କେହି ଆହତ ହୋଇ ନ…

ଓଏମ୍‌ବିଏଡିସିରେ ସ୍ବାସ୍ଥ୍ୟସେବା ଦିଗହରା

ଯାଜପୁର,୨୦ା୬(ହର୍ଷବର୍ଦ୍ଧନ ବେହେରା):ଯାଜପୁର ଜିଲାର ସ୍ବାସ୍ଥ୍ୟସେବା କ୍ଷେତ୍ରର ବିକାଶ ଦିଗରେ ଓଡ଼ିଶା ମିନେରାଲ ବିୟରିଂ ଏରିଆ ଡେଭଲପମେଣ୍ଟ କର୍ପୋରେଶନ(ଓଏମ୍‌ବିଏଡିସି) ପାଣ୍ଠିର ବିନିଯୋଗ ଅତି ନୈରାଶ୍ୟଜନକ ରହିଛି। ଫଳରେ ସୁକିନ୍ଦା ଖଣି ଅଞ୍ଚଳରେ ସ୍ବାସ୍ଥ୍ୟସେବା ବିପର୍ଯ୍ୟସ୍ତ ହେବା ସହ ବ୍ୟାସନଗର ସହରରେ ୧୦୦ ଶଯ୍ୟା…

୮୯ ପ୍ରତିଶତ ଜମି ପଡ଼ିଆ ପଡ଼ିଛି

ନୟାଗଡ,୨୦।୬(ଲୋକନାଥ ମିଶ୍ର)ଆକାଶରେ ଘଡ଼ଘଡ଼ି ମାରୁଛି ଓ ବିଜୁଳି ଦେଖା ଦେଉଛି । ହେଲେ ବର୍ଷା ହେଉନି । ମୌସୁମୀ ଆଗମନରେ ବିଳମ୍ବ କାରଣରୁ ରଜ ଯିବା ପରେ ବି ବର୍ଷା ହେଉ ନ ଥିବାରୁ ଧାନ ଚାଷ ପ୍ରାରମ୍ଭରୁ ଚାଷୀର ଚିନ୍ତା…

ଚୁଡ଼ାରେ ରଙ୍ଗ: ମାଲଗୋଦାମରେ ଚଢ଼ାଉ

କଟକ,୨୦ା୬ (କାର୍ତ୍ତିକ ସାହୁ)ସାଧାରଣ ଲୋକଠୁ ଆରମ୍ଭ କରି ସବୁବର୍ଗର ଲୋକଙ୍କ ଦ୍ୱାରା ଚୁଡ଼ା ଏକ ସହଜ, ସରଳ ତଥା ଗ୍ରହଣୀୟ ଖାଦ୍ୟ। ମାତ୍ର ସେହି ଚୁଡ଼ାରେ ଅପମିଶ୍ରଣ ହେଉଛି। ଏହାକୁ ନେଇ ପ୍ରଶାସନିକ ସ୍ତରରେ ତନାଘନା ଆରମ୍ଭ ହୋଇଛି। ଉପକୂଳ ଜିଲାର…

କେନ୍ଦ୍ରମନ୍ତ୍ରୀ ଲେଖିଲେ, ‘ବେଢ଼ି ପଡାଓ ବଚ୍ଚାଓ୍ବ’

ଭୋପାଳ,୨୦ା୬: କେନ୍ଦ୍ରମନ୍ତ୍ରୀ ସାବିତ୍ରୀ ଠାକୁର ହିନ୍ଦୀରେ ‘ବେଟି ପଢ଼ାଓ, ବେଟି ବଚାଓ’ ସ୍ଲୋଗାନ ଲେଖିବା ଜାଣିନାହାନ୍ତି। ମଧ୍ୟପ୍ରଦେଶର ଏକ କାର୍ଯ୍ୟକ୍ରମରେ ମହିଳା ଓ ଶିଶୁ ବିକାଶ ରାଷ୍ଟ୍ରମନ୍ତ୍ରୀ ସାବିତ୍ରୀ ଏହି ସ୍ଲୋଗାନକୁ ଭୁଲ୍‌ ଭାବେ ଉଲ୍ଲେଖ କରିଛନ୍ତି। ସୋସିଆଲ ମିଡିଆରେ ଏହା…

ଆହାର କେନ୍ଦ୍ର ଆଗରେ ଲମ୍ବା ଧାଡି

କଟକ,୨୦।୬(ଶିଳ୍ପା ପ୍ରିୟଦର୍ଶିନୀ)ଏସ୍‌ସିବି ମେଡିକାଲରେ ଯୋଜନାରେ ସୀମିତ ରହିଛି ଦ୍ୱିତୀୟ ଆହାର କେନ୍ଦ୍ର। ମେଡିକାଲ ପରିସରରେ ଥିବା ଗୋଟିଏ ଆହାର କେନ୍ଦ୍ର ରୋଗୀ ଓ ସେମାନଙ୍କ ସମ୍ପର୍କୀୟଙ୍କ ଖାଦ୍ୟର ଚାହିଦା ପୂରଣ କରିପାରୁନାହିଁ। ଫଳରେ ଲମ୍ବା ଧାଡ଼ିରେ ସେମାନେ ଉକ୍ତ ଆହାର କେନ୍ଦ୍ର…

ପ୍ରତିରକ୍ଷା ଚୁକ୍ତି ସ୍ବାକ୍ଷରକଲେ ପୁଟିନ୍‌, କିମ୍‌

ପ୍ୟୋଙ୍ଗ୍‌ୟାଙ୍ଗ୍‌, ୨୦।୬: ରୁଷିଆ ରାଷ୍ଟ୍ରପତି ଭ୍ଲାଡିମିର ପୁଟିନ୍‌ ୨୪ ବର୍ଷ ପରେ ପ୍ରଥମ ଥର ପାଇଁ ଉତ୍ତର କୋରିଆ ଗସ୍ତରେ ରହିଛନ୍ତି। ଉତ୍ତର କୋରିଆ ରାଜଧାନୀ ପ୍ୟୋଙ୍ଗ୍‌ୟାଙ୍ଗ୍‌ଠାରେ ଉଭୟ ରୁଷିଆ ରାଷ୍ଟ୍ରପତି ଭ୍ଲାଡିମିର ପୁଟିନ୍‌ ଓ ଉତ୍ତର କୋରିଆ ନେତା କିମ୍‌…

ଅପାରଗ ଏନ୍‌ଟିଏ, ଅନ୍ଧାରରେ ଲକ୍ଷ ଲକ୍ଷ ଛାତ୍ରୀଛାତ୍ରଙ୍କ ଭବିଷ୍ୟତ

ଦେଶରେ ଡାକ୍ତରୀ, ଇଞ୍ଜିନିୟରିଂ ଓ ଫେଲୋଶିଫ୍‌ ଭଳି ସମ୍ମାନଜନକ ପାଠ୍ୟକ୍ରମଗୁଡ଼ିକରେ ନାମ ଲେଖାଇବା ପାଇଁ ଉଦ୍ଦିଷ୍ଟ ପ୍ରବେଶିକା ପରୀକ୍ଷାର ପରିଚାଳନା ଦାୟିତ୍ୱ ନ୍ୟାଶନାଲ ଟେଷ୍ଟିଂ ଏଜେନ୍ସି (ଏନ୍‌ଟିଏ) ହାତରେ ନ୍ୟସ୍ତ ରହିଛି। କିନ୍ତୁ କେନ୍ଦ୍ର ଉଚ୍ଚଶିକ୍ଷା ମନ୍ତ୍ରଣାଳୟ ଅଧୀନ ଏହି ଏଜେନ୍ସିର…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri