Home Left

ଋଷଭ ପନ୍ତଙ୍କ ବଡ଼ ଘୋଷଣା, ନୀରଜ ସ଼୍ବର୍ଣ୍ଣ ପଦକ ଜିତିଲେ ଦେବେ…

ନୂଆଦିଲ୍ଲୀ, ୦୭।୦୮: ଚଳିତ ପ୍ୟାରିସ୍‌ ଅଲିମ୍ପିକ୍ସରେ ଭାରତର ଗୋଲ୍ଡେନ୍‌ ବୟ ନୀରଜ ଚୋପ୍ରା କମାଲ୍‌ ପ୍ରଦର୍ଶନ କରିଛନ୍ତି । ଅଲିମ୍ପିକ୍ସର ଯୋଗ୍ୟତା ପର୍ଯ୍ୟାୟରେ ସେ ପ୍ରଥମ ପ୍ରୟାସରେ ହିଁ ମେଡାଲ୍‌ ଇଭେଣ୍ଟରେ ସ୍ଥାନ ପକ୍କା କରିଛନ୍ତି । ଯୋଗ୍ୟତା ପର୍ଯ୍ୟାୟରେ ସେ…

ଭିଜିଲାନ୍ସ ଜାଲରେ ବିଡିଓ, ଚାଲିଛି ୮ ସ୍ଥାନରେ ଚଢାଉ

ଭୁବନେଶ୍ୱର,୭।୮: ଆୟ ବର୍ହିଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଆଠଗଡ ବିଡିଓ ପ୍ରଦୀପ କୁମାର ସାହୁଙ୍କ ଘରେ ଭିଜିଲାନ୍ସ ବିଭାଗ ପକ୍ଷରୁ ଚଢାଉ କରାଯାଇଛି। ପ୍ରଦୀପଙ୍କ ପୈତୃକ ଘର ସମେତ ଭୁବନେଶ୍ୱର, ଖୋର୍ଦ୍ଧା, ନୟାଗଡ ଓ ଆଠଗଡ ସମେତ ଏକକାଳୀନ ୮ଟି ସ୍ଥାନରେ…

ବାନ୍ଧକାମରେ ଶ୍ରୀମଦ୍‌ ଭଗବଦ୍‌ ଗୀତା

ସୋନପୁର,୭।୮(ମୃତ୍ୟୁଞ୍ଜୟ ଶତପଥୀ): ବର୍ଣ୍ଣିଳ ସଂସ୍କୃତିର ମାଟି ସୁବର୍ଣ୍ଣପୁର। ଏଠାକାର ବାନ୍ଧକଳାରେ ସୃଷ୍ଟ ବୟନଶିଳ୍ପ ବିଶ୍ୱ ବସ୍ତ୍ର ବଜାରରେ ଶୀର୍ଷ ସ୍ଥାନରେ ରହିଛି। ଏଇ ମାଟିର ବାନ୍ଧଶିଳ୍ପୀ ଓ ବୁଣାକାରଙ୍କ ତନ୍ତରୁ ପ୍ରସ୍ତୁତ ବସ୍ତ୍ର ସବୁ ଗ୍ରାହକଙ୍କ ପ୍ରଥମ ପସନ୍ଦ। ସେମିତି ଜଣେ…

ରୋହିତଙ୍କ ପାଖରେ ବଡ଼ ସୁଯୋଗ, ଭାଙ୍ଗି ପାରନ୍ତି କ୍ରିସ୍‌ ଗେଲ୍‌ଙ୍କ ରେକର୍ଡ

ନୂଆଦିଲ୍ଲୀ, ୦୭।୦୮: ଶ୍ରୀଲଙ୍କା ବିପକ୍ଷ ୩ ମ୍ୟାଚ୍‌ ବିଶିଷ୍ଟ ୱାନ୍‌ଡେ ସିରିଜ୍‌ର ଆଜି ଶେଷ ଦିନ ଅର୍ଥାତ ଆଜି ଶେଷ ମ୍ୟାଚ୍‌ । ଏହି ସିରିଜ୍‌ର ପ୍ରଥମ ମ୍ୟାଚ୍‌ ଟାଇ ହୋଇଯାଇଥିଲା । ଦ଼୍ବିତୀୟ ମ୍ୟାଚ୍‌ ୩୨ ରନ୍‌ରେ ଶ୍ରୀଲଙ୍କା ବିଜୟୀ…

ସ୍ବାଧୀନତା ଦିବସରେ ହେବେ ପୁରସ୍କୃତ

ବରଗଡ଼,୭।୮(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଭଟଲି ବ୍ଲକ ଅନ୍ତର୍ଗତ ନୂଆଁଗଡ଼ ସରକାରୀ ଉଚ୍ଚ ବିଦ୍ୟାଳୟ ଏବଂ କହ୍ନେଇବିରା ସରକାରୀ ଉଚ୍ଚ ବିଦ୍ୟାଳୟରେ ସାଧାରଣଜ୍ଞାନ ପ୍ରତିଯୋଗିତା ଅନୁଷ୍ଠିତ ହୋଇଯାଇଛି। ଜନକଲ୍ୟାଣ ସେବା ଟ୍ରଷ୍ଟ ପକ୍ଷରୁ ଅନୁଷ୍ଠିତ ଉକ୍ତ ପ୍ରତିଯୋଗିତାରେ ମୋଟ୍‌ ୯୪ଛାତ୍ରୀଛାତ୍ର ଅଂଶଗ୍ରହଣ…

୧୦ରୁ ସାମୁହିକ ଔଷଧ ସେବନ

ବରଗଡ଼,୭।୮(ପ୍ରେମାନନ୍ଦ ଖମାରୀ): ଫାଇଲେରିଆ ନିରାକରଣ ପାଇଁ ବରଗଡ଼ ଜିଲା ସ୍ବାସ୍ଥ୍ୟ ବିଭାଗ ପକ୍ଷରୁ ମଙ୍ଗଳବାର ଏକ ସଚେତନତା ବୈଠକ ଅନୁଷ୍ଠିତ ହୋଇଯାଇଛି। ଜିଲା ମୁଖ୍ୟ ଚିକିତ୍ସାଧିକାରୀ ଡା. ନିରୁପମା ଷଡ଼ଙ୍ଗୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଉକ୍ତ ବୈଠକରେ ରାଜ୍ୟ ଜନସ୍ବାସ୍ଥ୍ୟ ବିଭାଗର ସହନିର୍ଦ୍ଦେଶକ…

ଲଗାଣ ବର୍ଷା, ଜନଜୀବନ ଅସ୍ତବ୍ୟସ୍ତ

ବରଗଡ଼,୭।୮(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ଗତ କିଛିଦିନ ହେଲା ବର୍ଷା ଲାଗି ରହିଛି। ଲଗାଣ ବର୍ଷା ବର୍ତ୍ତମାନ ଖରିଫ ଫସଲ ପାଇଁ ଅନୁକୁଳ ହୋଇଛି। ଚାଷୀମାନେ ଜମି ହଳ କରିବାଠାରୁ ଆରମ୍ଭ କରି ଧାନ ପହ୍ଲାରୁଆରେ ଲାଗି ପଡ଼ିଛନ୍ତି। ଅନ୍ୟପଟେ ଲଗାଣ…

ପଦ୍ମପୁର ସହରରେ ମାଡ଼ିଗଲେଣି ବାଂଲାଦେଶୀ

ପଦ୍ମପୁର, ୭।୮(ପ୍ରଦୀପ୍ତ ଦାଶ): ବରଗଡ଼ ଜିଲା ପଦ୍ମପୁର ଉପଖଣ୍ଡରେ ଏବେ ଅନୁପ୍ରବେଶକାରୀଙ୍କ ସଂଖ୍ୟା ବଢୁଛି। ବିଭିନ୍ନ ବ୍ୟବସାୟ ସାଙ୍ଗକୁ ରଙ୍ଗ କାମ, ମିସ୍ତ୍ରୀ କାମ ଆଳରେ ସହରକୁ ରାଜ୍ୟ ବାହାର ଅଣଓଡ଼ିଆ ଆସି କାୟାବିସ୍ତାର କରିବାରେ ଲାଗିଥିବା ଦେଖାଯାଉଛି। ଅଞ୍ଚଳରେ ହଜାର…

ବଜାରରେ ଏଲ୍‌ଆଇସିର ନୂତନ ଉତ୍ପାଦ

ମୁମ୍ବାଇ,୭।୮: ଭାରତୀୟ ଜୀବନ ବୀମା ନିଗମ (ଲାଇଫ୍‌ ଇନ୍‌ସ୍ୟୁରାନ୍ସ କର୍ପୋରେଶନ ଅଫ୍‌ ଇଣ୍ଡିଆ ବା ଏଲ୍‌ଆଇସି ଇଣ୍ଡିଆ)ର ନୂତନ ଉତ୍ପାଦ ରେଞ୍ଜ ଯଥା ଏଲ୍‌ଆଇସି ୟୁବା ଟର୍ମ (ପ୍ଲାନ୍‌ ୮୭୫)/ ଡିଜି ଟର୍ମ (ପ୍ଲାନ ୮୭୬) ଏବଂ ଏଲ୍‌ଆଇସି ଯୁବା କ୍ରେଡିଟ…

ଡ. ସାରଦା ୟୁକୋ ବ୍ୟାଙ୍କ ବୋର୍ଡର ନୂଆ ନିର୍ଦ୍ଦେଶକ

ଭୁବନେଶ୍ୱର,୭।୮: ଭାରତ ସରକାର ୨୦୨୪ ଅଗଷ୍ଟ ୫ ରେ ପ୍ରକାଶିତ ଗାଜେଟ ଅଫ୍‌ ଇଣ୍ଡିଆ ଅନୁସାରେ ଡ. ସାରଦା ପ୍ରସନ୍ନ ମହାନ୍ତିଙ୍କୁ ୟୁକୋ ବ୍ୟାଙ୍କ ବୋର୍ଡର ନିର୍ଦ୍ଦେଶକ ଭାବେ ନିଯୁକ୍ତି କରିଛନ୍ତି। ବର୍ତ୍ତମାନ ଡ. ସାରଦା ଓଡ଼ିଶା ରାଜ୍ୟ ପାଇଁ ଭାରତୀୟ…

ଓଡ଼ିଶାରେ ଗାଡ଼ି ବିକ୍ରି ୨୧.୮୫% ବୃଦ୍ଧି

ଭୁବନେଶ୍ୱର,୭।୮(ଅନୁରାଧା ମହାରଣା): ଫେଡେରେଶନ ଅଫ୍‌ ଅଟୋମୋବାଇଲ ଡିଲର୍ସ ଆସୋସିଏଶନ(ଏଫ୍‌ଏଡିଏ) ଜୁଲାଇରେ ଖୁଚୁରା ବିକ୍ରୟ ରିପୋର୍ଟ ପ୍ରକାଶ କରିଛି। ଓଡ଼ିଶାରେ ଗତ ବର୍ଷ ଜୁଲାଇ ତୁଳନାରେ ଚଳିତ ବର୍ଷ ଜୁଲାଇରେ ଯାନବାହନ ବିକ୍ରି ସଂଖ୍ୟା ବୃଦ୍ଧି ପାଇଛି। ଯାନବାହନ କ୍ରୟରେ ୨୧.୮୫% ବୃଦ୍ଧି…

ଡଲାର ତୁଳନାରେ ସର୍ବକାଳୀନ ନିମ୍ନ ସ୍ତରରେ ଟଙ୍କା

ଭୁବନେଶ୍ୱର,୭।୮(ଅନୁରାଧା ମହାରଣା): ଡଲାର ତୁଳନାରେ ଟଙ୍କା ସର୍ବକାଳୀନ ନିମ୍ନ ସ୍ତରରେ ପହଞ୍ଚିଛି। ମୁଦ୍ରା ବଜାରରେ ଟଙ୍କା ଡଲାର ତୁଳନାରେ ୮୩.୯୬ ତଳକୁ ଖସି ଆସିଛି। ଏହି ପତନ ପରେ ଟଙ୍କା ଏକ ଡଲାର ତୁଳନାରେ ୮୪ ସ୍ତରରେ ପହଞ୍ଚିଥିବା ଜଣାପଡ଼ିଛି। ଶେଷ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri