Home Left

ଦିନକରେ ଭୁବନେଶ୍ୱର ତାପମାତ୍ରା ୮.୬ ଡିଗ୍ରୀ ଖସିଲା

ଭୁବନେଶ୍ୱର,୨୧ା୧୨(ଅନୁରାଧା ମହାରଣା): ବଙ୍ଗୋପସାଗରେ ସୃଷ୍ଟି ହୋଇଥିବା ଲଘୁଚାପ ଯୋଗୁ ଦିନକରେ ଭୁବନେଶ୍ୱରର ଦିନ ତାପମାତ୍ରା ୮.୬ ଡିଗ୍ରୀ ସେଲସିୟସ୍‌ ହ୍ରାସ ପାଇଛି। ଗୁରୁବାର ଅପରାହ୍ନ ୨ଟା ୩୦ରେ ସହରର ତାପମାତ୍ରା ୨୬.୮ ଡିଗ୍ରୀ ସେଲସିୟସ୍‌ ରେକର୍ଡ ହୋଇଥିବାବେଳେ ଶୁକ୍ରବାର ସକାଳୁ ତୁହାକୁ…

ବିଆଇଏସ୍‌ର ଶିକ୍ଷକ ପ୍ରଶିକ୍ଷଣ କାର୍ଯ୍ୟକ୍ରମ

ଭୁବନେଶ୍ୱର,୨୧ା୧୨(ଅନୁରାଧା ମହାରଣା): ବ୍ୟୁରୋ ଅଫ୍‌ ଇଣ୍ଡିଆନ୍‌ ଷ୍ଟାଣ୍ଡାର୍ଡ(ବିଆଇଏସ୍‌)ର ୨ଦିନିଆ ଶିକ୍ଷକ ପ୍ରଶିକ୍ଷଣ କାର୍ଯ୍ୟକ୍ରମ ‘ମାନକ ମାଧ୍ୟମରେ ବିଜ୍ଞାନ ଶିକ୍ଷା’ ନିକଟରେ ଅନୁଷ୍ଠିତ ହୋଇଯାଇଛି। ଭୁବନେଶ୍ୱରଠାରେ ଆୟୋଜିତ ଏହି କାର୍ଯ୍ୟକ୍ରମରେ ଛାତ୍ରୀଛାତ୍ରଙ୍କ ଦୈନନ୍ଦିନ ଜୀବନରେ ବିଜ୍ଞାନଭିତ୍ତିକ ଚିନ୍ତାଧାରାକୁ ସମୃଦ୍ଧ କରିବା ଉଦ୍ଦେଶ୍ୟରେ ଏହି…

ଓରେରାର ନୂତନ ୱେବ୍‌ସାଇଟ୍‌ ଉନ୍ମୋଚିତ

ଭୁବନେଶ୍ୱର,୨୧।୧୨ (ଅଭୟ ଦାଶ): ଓଡ଼ିଶା ରିଅଲ ଇଷ୍ଟେଟ୍‌ ରେଗୁଲେଟୋରି ଅଥରିଟି (ଓରେରା)ର ନୂତନ ୱେବ୍‌ସାଇଟ୍‌ https://rera.odisha.gov.in ନିକଟରେ ଉନ୍ମୋଚିତ ହୋଇଯାଇଛି। ଏପରିକି ଓରେରା ସଂସ୍କରଣ ୨.୦ର ଆନୁଷ୍ଠାନିକ ଶୁଭାରମ୍ଭ ମଧ୍ୟ କରାଯାଇଛି। ଏହି ପରିପ୍ରେକ୍ଷୀରେ ଆୟୋଜିତ ଏକ ସ୍ବତନ୍ତ୍ର ସମାରୋହ ଉତ୍ସବରେ…

ରାହୁଲଙ୍କ ବିରୋଧରେ ସ୍ବାଧିକାର ଭଙ୍ଗ ନୋଟିସ

ନୂଆଦିଲ୍ଲୀ,୨୧ା୧୨: ସ୍ବରାଷ୍ଟ୍ରମନ୍ତ୍ରୀ ଅମିତ ଶାହାଙ୍କ ବିରୋଧରେ ଇଣ୍ଡିଆ ବ୍ଲକ୍‌ ସ୍ବାଧିକାର ଭଙ୍ଗ ନୋଟିସ ଦେଇଥିବାବେଳେ ଭାଜପା ପକ୍ଷରୁ ଶୁକ୍ରବାର କଂଗ୍ରେସ ନେତା ରାହୁଲଙ୍କ ଗାନ୍ଧୀଙ୍କ ବିରୋଧରେ ଅନୁରୂପ ପଦକ୍ଷେପ ନିଆଯାଇଛି। ଭାଜପା ଏମ୍‌ପି ନିଶିକାନ୍ତ ଦୁବେ ଲୋକ ସଭାର ବିରୋଧୀ ଦଳ…

ନିବେଶକ ହରାଇଲେ ୧୮ ଲକ୍ଷ କୋଟିରୁ ଅଧିକ

ମୁମ୍ବାଇ,୨୧।୧୨: ଅନ୍ତଃରାଷ୍ଟ୍ରୀୟ ଘଟଣାବଳୀ ଏବଂ ୟୁଏସ୍‌ ଫେଡେରାଲର ସୁଧହାର ହ୍ରାସର ପ୍ରଭାବ ସିଧାସଳଖ ଭାରତୀୟ ଷ୍ଟକ୍‌ ମାକେର୍ଟ କାରବାରରେ ଦେଖିବାକୁ ମିଳୁଛି। ଏପରିକି ଭାରତୀୟ ଟଙ୍କାର ମୂଲ୍ୟ ହ୍ରାସ ସହ ଆମେରିକାର ମୁଦ୍ରାସ୍ଫୀତ ହାର କମିବା ଯୋଗୁ ଭାରତୀୟ ପୁଞ୍ଜିବଜାରରେ ବଡ…

ଦଳ ବିରୋଧୀ କାର୍ଯ୍ୟ: ବିଜେଡିରୁ ୨ ନିଲମ୍ବିତ

ରାଜନଗର, ୨୧ା୧୨(ଭାସ୍କର ରାଉତରାୟ):ଦଳ ବିରୋଧୀ କାର୍ଯ୍ୟ ପାଇଁ ଶୁକ୍ରବାର କୁରୁଣ୍ଟି ପଞ୍ଚାୟତର ପୂର୍ବତନ ସରପଞ୍ଚ ଜୁମର କୁମାର ସ୍ବାଇଁ ଓ ଯୁବନେତା ହିମାଂଶୁ ଭୂଷଣ ପାଣିଙ୍କୁ ବିଜେଡିରୁ ନିଲମ୍ବିତ କରାଯାଇଛି ବୋଲି ବ୍ଲକ ବିଜେଡି ସଭାପତି ନିରଞ୍ଜନ ରାଉତ ପ୍ରେସ୍‌ ବିବୃତିରେ…

ଭାରତ ପଛରେ ୟୁନୁସ୍‌ ସରକାର କରୁଛନ୍ତି ଏମିତି…

କାଇରୋ,୨୧ା୧୨: ବାଂଲାଦେଶର ଅନ୍ତରୀଣ ନେତା ମହମ୍ମଦ ୟୁନୁସ୍‌ ପାକିସ୍ତାନ ସହ ସମ୍ପର୍କ ସୁଦୃଢ଼ କରିବାକୁ ଚାହାନ୍ତି ବୋଲି କହିଛନ୍ତି। ତାଙ୍କର ଏଭଳି ମନ୍ତବ୍ୟରୁ ଭାରତ ସହ ବାଂଲାଦେଶର ସମ୍ପର୍କ ଅଧିକ ଖରାପ ହେବା ସମ୍ଭାବନା ସୃଷ୍ଟି ହୋଇଛି। ୧୯୭୧ ଯୁଦ୍ଧ ପରେ…

ଚାଷୀଙ୍କୁ ମିଳିବ ସ୍ବତନ୍ତ୍ର ଆଇଡି ନମ୍ବର

ଭୁବନେଶ୍ୱର,୨୧ା୧୨(ଅନିଲ ଦାସ): ରାଜ୍ୟର ସମସ୍ତ ଚାଷୀଙ୍କ ତଥ୍ୟ ସରକାରଙ୍କ ପାଖରେ ରହିବ। ରାଜ୍ୟ ସରକାର ସମସ୍ତ ଜିଲାପାଳଙ୍କୁ ଚାଷୀ ପଞ୍ଜିକା ପ୍ରସ୍ତୁତି ନିମନ୍ତେ ଜାନୁଆରୀ ପହିଲାରୁ ପ୍ରତି ପଞ୍ଚାୟତରେ ଶିବିର ଆୟୋଜନ କରିବାକୁ ନିର୍ଦ୍ଦେଶ ଦେଇଛନ୍ତି। ଏଥିରେ ପ୍ରତ୍ୟେକ ଚାଷୀଙ୍କୁ ୧୪…

ଆଜି ଭୁବନେଶ୍ୱରରେ ବର୍ଷର ସବୁଠାରୁ ଛୋଟ ଦିନ

ଭୁବନେଶ୍ୱର,୨୧ା୧୨(ବନ୍ଦନା ସେଠୀ): ରାଜଧାନୀ ଭୁବନେଶ୍ୱର ପାଇଁ ଶନିବାର ଚଳିତବର୍ଷର ସବୁଠାରୁ ଛୋଟ ଦିନ ଓ ଦୀର୍ଘତମ ରାତି ହେବ। ଦିନର ଅବଧି ପ୍ରାୟ ୧୦ଘଣ୍ଟା ୫୪ ମିନିଟ୍‌ ୨୪ ସେକେଣ୍ଡ ଏବଂ ରାତି ପ୍ରାୟ ୧୩ ଘଣ୍ଟା ୫ ମିନିଟ ୩୬…

ପ୍ରଧାନମନ୍ତ୍ରୀ ଆବାସ ଯୋଜନାରେ ବଣ୍ଡା ଜନଜାତିଙ୍କୁ ଅଧିକ ୫୦ ହଜାର

ମାଲକାନଗିରି/ଖଇରପୁଟ, ୨୧।୧୨ (ଦୁର୍ଯ୍ୟୋଧନ ପାତ୍ର/ ଜଗନ୍ନାଥ ମାଝୀ): ବଣ୍ଡା ଜନଜାତିଙ୍କୁ ପ୍ରଧାନମନ୍ତ୍ରୀ ଆବାସ ଯୋଜନାରେ ଅଧିକ ୫୦ ହଜାର ଟଙ୍କା ପ୍ରଦାନ କରାଯିବ ବୋଲି ଶୁକ୍ରବାର ମାଲକାନଗିିରି ଗସ୍ତରେ ଯାଇ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ଘୋଷଣା କରିଛନ୍ତି। ସମସ୍ତ ବଣ୍ଡା ମହିଳା…

ବଙ୍ଗୋପସାଗରରେ ଲଘୁଚାପ,୪ଜିଲାକୁ ପ୍ରବଳ ବର୍ଷା ଆଲର୍ଟ!

ଭୁବନେଶ୍ୱର,୨୧ା୧୨(ଅନୁରାଧା ମହାରଣା): ଉପକୂଳ ଓଡିଶାରେ ଦିନ ତମାମ ତୁହାକୁ ତୁହା ବର୍ଷା ଲାଗି ରହିଛି। କୋହଲା ପାଗ ସାଙ୍ଗକୁ ଝିପି ଝିପି ବର୍ଷା ଚାଷୀଙ୍କୁ ବ୍ୟଥିତ କରିଛି। ବିଲରେ ପାଚିଲା ଧାନ ଲହଡି ମାରୁଛି। ଖଳାକୁ ଆସିବା ଆଗରୁ ଅଦିନିଆ ବର୍ଷା…

ବିବାହ କରିବାକୁ ଯାଉଛନ୍ତି କି? ଜୀବନସାଥୀଙ୍କ ବିଷୟରେ ଏହି ୫ କଥା ଜାଣିନିଅନ୍ତୁ , ନଚେତ…

ମହାନ ରାଜନେତା ତଥା କୂଟନୀତିଜ୍ଞ ଆଚାର୍ଯ୍ୟ ଚାଣକ୍ୟ ବାଳକ ଚନ୍ଦ୍ରଗୁପ୍ତ ମୌର୍ଯ୍ୟଙ୍କୁ ଭାରତର ସମ୍ରାଟ କରିଥିଲେ। ତାଙ୍କର ନୀତି ମନୁଷ୍ୟ ଜୀବନକୁ ସରସ ସୁନ୍ଦର କରିବା ଲାଗି ମଧ୍ୟ ବହୁତ ସହାୟକ ହୋଇଥାଏ। ଚାଣକ୍ୟ ନୀତିରେ ଗୃହସ୍ଥ ଜୀବନର ଛୋଟରୁ ବଡ଼…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?