ଫ୍ଲାଇଟ୍ରେ ବୋମା, ବିମାନ ବନ୍ଦରକୁ ଆସିଲା ମେଲ୍
ନୂଆଦିଲ୍ଲୀ, ୧୮।୬: ରାଜଧାନୀ ଦିଲ୍ଲୀରୁ ମୁମ଼୍ବାଇ ଯିବାକୁ ଥିବା ଏକ ବିମାନରେ ବୋମା ଥିବା ନେଇ ଧମକ ମିଳିଥିବା ଖବର ସାମ୍ନାକୁ ଆସିଛି । ଜୁନ୍ ୧୭ ତାରିଖ ଅର୍ଥାତ ସୋମବାର ସକାଳ ୯.୩୫ ମିନିଟ୍ରେ ଦିଲ୍ଲୀ ଇନ୍ଦିରା ଗାନ୍ଧୀ ଆନ୍ତର୍ଜାତିକ ବିମାନ…
ଶପଥ ନେଲେ ନବୀନ ପଟ୍ଟନାୟକ
ଭୁବନେଶ୍ୱର,୧୮।୬: ବିଜେଡି ସୁପ୍ରିମୋ ତଥା ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ମଙ୍ଗଳବାର ବିଧାନସଭାରେ ପହଞ୍ଚିଛନ୍ତି। ଯାହା ପରେ ନବୀନ ବିଧାୟକ ଭାବେ ଶପଥ ଗ୍ରହଣ କରିଛନ୍ତି। ଓଡ଼ିଶା ବିଧାନସଭାର ୩ ଦିନିଆ ସ୍ବତନ୍ତ୍ର ଅଧିବେଶନ ମଙ୍ଗଳବାରଠାରୁ ଆରମ୍ଭ ହୋଇଛି। ୨୦୨୪ ନିର୍ବାଚନରେ…
ଆସିଲା ନୂଆ ଅପଡେଟ୍: ଏହି ହେବେ ବିଧାନସଭାରେ ବିରୋଧୀ ଦଳ ନେତା
ଭୁବନେଶ୍ୱର,୧୮।୬: ବିଜେଡିର ଶୋଚନୀୟ ପରାଜୟ ପାଇଁ ଦଳର ତୃଣମୂଳଠୁ ଆରମ୍ଭ କରି ଶୀର୍ଷସ୍ତରର ନେତା ପର୍ଯ୍ୟନ୍ତ ସମସ୍ତେ କାର୍ତ୍ତିକ ପାଣ୍ଡିଆନ, ଡିଏସ କୁଟ୍ଟେ, ପ୍ରଣବପ୍ରକାଶ ଦାସ ଓ ମାନସ ମଙ୍ଗରାଜଙ୍କୁ ଦାୟୀ କରୁଛନ୍ତି। ଅନ୍ୟପଟେ, ରାଜ୍ୟରେ ଭାଜପା ସରକାର ଶପଥ ଗ୍ରହଣ…
ରେକର୍ଡ ସ୍ତର ଛୁଇଁଲା ଶେୟାର ମାର୍କେଟ୍
ମୁମ଼୍ବାଇ, ୧୮।୬: ମଙ୍ଗଳବାର ଶେୟାର ମାର୍କେଟ ରେକର୍ଡ ସ୍ତରରେ କାରବାର କରିଥିବା ଦେଖିବାକୁ ମିଳିଛି। ସେନ୍ସେକ୍ସ ଏବଂ ନିଫ୍ଟି ସର୍ବକାଳୀନ ଉଚ୍ଚ ସ୍ତରରେ ପହଞ୍ଚିଛି । ୭୭,୨୪୪.୧୭ ପଏଣ୍ଟରେ ପହଞ୍ଚିଛି ସେନ୍ସେକ୍ସ। ଏଥିରେ ୨୨୬.୬୨ (୦.୨୯ ପ୍ରତିଶତ) ପଏଣ୍ଟ ବୃଦ୍ଧି ପାଇଛି ।…
ଆଉ ୩ଦିନ ଗୁଳୁଗୁଳି, ୨୦ରୁ ପ୍ରବଳ ବର୍ଷା
ଭୁବନେଶ୍ୱର,୧୮।୬(ଅନୁରାଧା ମହାରଣା):ରାଜ୍ୟରେ କେବେ ମୌସୁମୀ ବର୍ଷା ହେବ, ତାତି ଓ ଗୁଳୁଗୁଳିରୁ ମୁକ୍ତି ମିଳିବ ତାହା ସ୍ପଷ୍ଟ ହୋଇପାରୁ ନାହିଁ। ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ବର୍ଷା ହେବା ନେଇ ଦିଆଯାଉଥିବା ପୂର୍ବାନୁମାନ ସୂଚନା ଠିକ୍ ହେଉନାହିଁ। ତାରିଖ…
ଚଳିତବର୍ଷ ପଡ଼ୁଛି ବିରଳ ରଥଯାତ୍ରା:ଶୃଙ୍ଖଳିତ ପରିଚାଳନା ପାଇଁ ସ୍ବତନ୍ତ୍ର ବ୍ଲୁପ୍ରିଣ୍ଟ
ପୁରୀ,୧୮ା୬(ଅଜିତ୍ କୁମାର ମହାନ୍ତି):ଆସନ୍ତା ୨୨ ତାରିଖରେ ମହାପ୍ରଭୁଙ୍କ ସ୍ନାନଯାତ୍ରା ଏବଂ ଜୁଲାଇ ୭ରେ ବିଶ୍ୱପ୍ରସିଦ୍ଧ ରଥଯାତ୍ରା ଅନୁଷ୍ଠିତ ହେବ। ସ୍ନାନଯାତ୍ରା ଓ ରଥଯାତ୍ରାକୁ ଶୃଙ୍ଖଳିତ ଭାବେ ସୁପରିଚାଳନା କରିବା ପାଇଁ ସୋମବାର ଶ୍ରୀମନ୍ଦିର ପ୍ରଶାସନିକ କାର୍ଯ୍ୟାଳୟରେ ଆଇନ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନଙ୍କ…
ବାଲେଶ୍ୱର ସହରରେ କର୍ଫ୍ୟୁ ଜାରି: ଘରୁ ନ ବାହାରିବାକୁ ନିର୍ଦ୍ଦେଶ ଦେଲା ଜିଲା ପ୍ରଶାସନ
ବାଲେଶ୍ୱର ଅଫିସ,୧୮।୬ (ମାନସ ବିଶ୍ବାଳ ): ଅଶାନ୍ତ ବାଲେଶ୍ୱର ସହର। ସୋମବାର ବିଳମ୍ବିତ ରାତିରେ ଦୁଇ ଗୋଷ୍ଠୀ ମଧ୍ୟରେ ଉତ୍ତେଜନା ଯୋଗୁ ବାଲେଶର ପୌରାଞ୍ଚଳରେ କର୍ଫ୍ୟୁ ଜାରି କରାଯାଇଛି। ୧୭ତାରିଖ ରାତ୍ରି ୧୨ରୁ ୧୮ତାରିଖ ରାତି ୧୨ଟା ପର୍ୟ୍ୟନ୍ତ ଏହା ବଳବତ୍ତର…
କ’ଣ ହେବ ‘କାଳିଆ’ ଯୋଜନାର ଭବିଷ୍ୟତ: ସ୍ପଷ୍ଟ କଲେ କୃଷି ମନ୍ତ୍ରୀ
ଭୁବନେଶ୍ୱର,୧୮।୬: ବିଜେଡି ସରକାର ଅମଳରେ ଆରମ୍ଭ କରାଯାଇଥିବା ‘କାଳିଆ’ ଯୋଜନାର ଭବିଷ୍ୟତକୁ ନେଇ ଚାଷୀ ଦ୍ୱନ୍ଦ୍ୱରେ ପଡ଼ିଛନ୍ତି। ସରକାର ବଦଳିବା ପରେ ଏହି ଯୋଜନାରେ ବର୍ଷକୁ ମିଳୁଥିବା ୨ଟି କିସ୍ତି (ଖରିଫ ଓ ରବି ଫସଲ ପୂର୍ବରୁ) ବାବଦ ୪ ହଜାର…
ନବୀନଙ୍କୁ ଭେଟିଲେ ମେୟର, ଏମ୍ପି ପ୍ରାର୍ଥୀ
ଭୁବନେଶ୍ୱର, ୧୮।୬ (ବନ୍ଦନା ସେଠୀ):ମେୟର ସୁଲୋଚନା ଦାସଙ୍କ ନେତୃତ୍ୱରେ ସୋମବାର ଭୁବନେଶ୍ୱର ଉତ୍ତର ନିର୍ବାଚନମଣ୍ଡଳୀର ସମସ୍ତ ବିଜେଡି କର୍ପୋରେଟର, ମଧ୍ୟ ଓ ଏକାମ୍ର ନିର୍ବାଚନମଣ୍ଡଳୀର ୪ଜଣ କର୍ପୋରେଟର, ବିଜେଡି ଏମ୍ପି ପ୍ରାର୍ଥୀ ମନ୍ମଥ ରାଉତରାୟ ନବୀନ ନିବାସ ଯାଇ ବିଜେଡି ସଭାପତି…
ବଜେଟ୍କୁ ନେଇ ଏମିତି କହିଲେ ନୂଆ ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର,୧୮ା୬(ଅନିଲ ଦାସ):ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝି ଅର୍ଥ ବିଭାଗ ନିଜ ପାଖରେ ରଖିଛନ୍ତି। ଆସନ୍ତା ବିଧାନସଭାରେ ନିଜେ ଅର୍ଥ ବଜେଟ ଉପସ୍ଥାପନ କରିବା ସମ୍ଭାବନା ରହିଛି। ୨୦୨୪-୨୫ ଆର୍ଥିକ ବର୍ଷ ପାଇଁ ଲୋକାଭିମୁଖୀ ବଜେଟ ପ୍ରସ୍ତୁତ କରିବାକୁ ମୁଖ୍ୟମନ୍ତ୍ରୀ ଉନ୍ନୟନ କମିଶନର…
ଦଳ ଛାଡ଼ିଲେ ଓଡ଼ଗାଁ ବ୍ଲକ ବିଜେଡି ସଭାପତି
ଓଡ଼ଗାଁ,୧୮ା୬(ଆଦର୍ଶ କୁମାର ପଟ୍ଟନାୟକ): ଓଡ଼ଗାଁ ବ୍ଲକ ବିଜେଡି ସଭାପତି ତଥା ପୂର୍ବତନ ଜିଲା ପରିଷଦ ସଦସ୍ୟ ସୂର୍ଯ୍ୟନାରାୟଣ ଚୌଧୁରୀ ସୋମବାର ବିଜେଡିର ପ୍ରାଥମିକ ସଦସ୍ୟତାରୁ ଇସ୍ତଫା ଦେଇଛନ୍ତି। ଏ ନେଇ ସ୍ଥାନୀୟ କଲ୍ୟାଣ ମଣ୍ଡପଠାରେ ଆୟୋଜିତ ଏକ ଖବରଦାତା ସମ୍ମିଳନୀରେ ସୂଚନା…
ହାତୀ ଆକ୍ରମଣରେ ଗୋଟିଏ ପରିବାରର ଚାଲିଗଲା ୩ ଜୀବନ
ଝାରବନ୍ଧ,୧୮।୬(ଦେବେନ୍ଦ୍ର ସାହୁ):ବରଗଡ଼ ଜିଲା ଝାରବନ୍ଧ ବ୍ଲକ ଅନ୍ତର୍ଗତ ଗୋଠୁଗୁଡା ପଞ୍ଚାୟତର ସଲଡିହି ଗ୍ରାମରେ ସୋମବାର ବିଳମ୍ବିତ ରାତିରେ ହାତୀ ଆକ୍ରମଣରେ ୩ଜଣଙ୍କ ମୃତ୍ୟୁ ହୋଇଛି। ମୃତକ ମାନେ ହେଲେ, ଉକ୍ତ ଗ୍ରାମର ବିପିନ ବରିହାଙ୍କ ସ୍ତ୍ରୀ ପାନ(୨୮), ଝିଅ ସୁନନ୍ଦା (୧୧)…
Archives


