ସଂସଦ କୌଣସି କୁସ୍ତିଯୁଦ୍ଧର ସ୍ଥାନ ନୁହେଁ, ଯଦି ଆମ ନେତାମାନେ ରାହୁଲଙ୍କୁ…
ନୂଆଦିଲ୍ଲୀ,୧୯ା୧୨: ସଂସଦ ଭବନ ପରିସରରେ ଚାଲିଥିବା କଳହକୁ ନେଇ ରାଜନୀତି ତୀବ୍ର ହୋଇଛି। କଂଗ୍ରେସ ନେତା ରାହୁଲ ଗାନ୍ଧୀ ଭାଜପାର ଦୁଇ ଏମ୍ପିଙ୍କୁ ଠେଲି ଦେଇଛନ୍ତି ବୋଲି ଭାଜପା ଅଭିଯୋଗ କରିଛି। ତେବେ କଂଗ୍ରେସ ଭାଜପାର ଅଭିଯୋଗକୁ ଭୁଲ୍ ବୋଲି କହିଛି।…
ପ୍ରମିଳା ମଲ୍ଲିକଙ୍କ ଭାଇଙ୍କ ଘରେ ଦ୍ୱିତୀୟ ଦିନରେ ଚଢାଉ ଜାରି
ସମ୍ବଲପୁର,୧୯ା୧୨(ପ୍ରମୋଦ ବହିଦାର): ବିଜେଡି ନେତ୍ରୀ ପ୍ରମିଳା ମଲ୍ଲିକଙ୍କ ଭାଇ ତଥା ସମ୍ବଲପୁରର ଅନ୍ୟତମ ସ୍ବେଚ୍ଛାସେବୀ ସଂଗଠନ ବିଶ୍ବ(ଭାରତ ଇଣ୍ଟିଗ୍ରେଟେଡ ସୋସିଆଲ ଓ୍ବେଲଫେୟାର ଏଜେନ୍ସି)ର ପ୍ରତିଷ୍ଠାତା ତଥା ଅଧ୍ୟକ୍ଷ ସ୍ବର୍ଗତ କ୍ଷୀରୋଦ ମଲ୍ଲିକଙ୍କ ଘରେ ଲଗାତର ଦ୍ୱିତୀୟ ଦିନ ପାଇଁ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ(ଇଡି)…
୪୫ ବର୍ଷ ପରେ ୨୦୨୪ରେ ଏମିତି ଲଜ୍ଜାଜନକ ରେକର୍ଡ କଲା ଭାରତ
ନୂଆଦିଲ୍ଲୀ,୧୯।୧୨: ୨୦୨୪ ବର୍ଷ ଭାରତୀୟ କ୍ରିକେଟ ପାଇଁ ଏପରି ଉତ୍ଥାନ-ପତନ ଆଣିଥିଲା, ଯାହା ପ୍ରଶଂସକମାନେ ଭୁଲିଯିବା କଷ୍ଟକର। ଯଦିଓ ଭାରତୀୟ ଦଳ ଚଳିତ ବର୍ଷ ଟି-୨୦ ବିଶ୍ୱକପ ଜିତିଛି, ତେବେ ଇତିହାସରେ ପ୍ରଥମ ଥର ପାଇଁ ନ୍ୟୁଜିଲାଣ୍ଡକୁ ମଧ୍ୟ ଟେଷ୍ଟ ସିରିଜ…
ମହାକାଶରେ ଫସିଛନ୍ତି ସୁନୀତା ଓ୍ବିଲିୟମ୍ସ: ଏପ୍ରିଲ ପୂର୍ବରୁ ଫେରିପାରିବେନି
ଓ୍ବାଶିଂଟନ, ୧୯।୧୨:ଭାରତୀୟ ବଂଶୋଦ୍ଭବ ଆମେରିକୀୟ ମହାକାଶଚାରୀ ସୁନୀତା ଓ୍ବିଲିୟମ୍ସ ସାଥୀ ମହାକାଶଚାରୀ ବୁଚ୍ ଓ୍ବିଲମୋରଙ୍କ ସହ ୬ ମାସରୁ ଅଧିକ ସମୟ ଧରି ଅନ୍ତର୍ଜାତୀୟ ମହାକାଶ କେନ୍ଦ୍ର(ଆଇଏସ୍ଏସ୍)ରେ ଫସି ରହିଛନ୍ତି। ତେବେ ଉଭୟଙ୍କୁ ପୃଥିବୀ ଫେରାଇ ଆଣିବାରେ ବିଳମ୍ବ ହେବ ବୋଲି…
ଇପିଏଫଓ ଧାରକଙ୍କ ପାଇଁ ଖୁସି ଖବର, ବଢିବ ଇପିଏଫ ବେତନ ସୀମା!
ନୂଆଦିଲ୍ଲୀ,୧୯।୧୨: କେନ୍ଦ୍ର ସରକାର ଖୁବ ଶୀଘ୍ର କର୍ମଚାରୀ ଭବିଷ୍ୟ ନିଧି ସଂଗଠନ (ଇପିଏଫ) ଯୋଜନା ଅନ୍ତର୍ଗତ ବେତନ ସୀମାକୁ ବଢାଇପାରନ୍ତି। ବର୍ତ୍ତମାନ ଏହା ୧୫,୦୦୦ରୁ, ୨୧, ୦୦୦ ଟଙ୍କାକୁ ବୃଦ୍ଧି କରିବାର ସମ୍ଭାବନା ରହିଛି। ଗତ କିଛି ଦିନ ଧରି ଇପିଏଫ…
ମା’ ହେଲେ ଗୋପୀ ବୋହୂ
ଟିଭିର ଗୋପୀ ବୋହୂ ତଥା ଦେବୋଲିନା ଭଟ୍ଟାଚାର୍ଜ ମା’ ହୋଇଛନ୍ତି। ସେ ଏକ ପୁତ୍ର ସନ୍ତାନ ଜନ୍ମ ଦେଇଛନ୍ତି। ଦେବୋଲିନା ନିଜେ ନିଜ ଇନଷ୍ଟାଗ୍ରାମ ମାଧ୍ୟମରେ ତାଙ୍କ ପ୍ରଶଂସକଙ୍କୁ ଏହି ଖୁସି ଖବର ଜଣାଇଛନ୍ତି। ଦେବୋଲିନା ତାଙ୍କ ଇନଷ୍ଟାଗ୍ରାମ ଆକାଉଣ୍ଟରେ ଲେଖା…
ମାଡିଗଲାଣି ନୂଆ ଭାଇରସ୍, ପ୍ରବଳ ଜର ସହ ଦେଖାଯାଉଛି ଏସବୁ ଲକ୍ଷଣ
ଉଗାଣ୍ଡା,୧୯।୧୨: ପୁଣି ଥରେ ବିଶ୍ୱବାସୀଙ୍କୁ ଡରାଇଲାଣି ଏକ ନୂଆ ଭାଇରସ। ଏହି ଜୀବାଣୁର ନାମ ହେଉଛି ଡିଙ୍ଗା-ଡିଙ୍ଗା। ଏହାର ଅର୍ଥ ହେଉଛି‘ ନୃତ୍ୟ ପରି ଗତି କରିବା ’। ଏହି ରହସ୍ୟମୟ ରୋଗ ମୁଖ୍ୟତ ଉଗାଣ୍ଡାର ବୁଣ୍ଡିବୁଗୁ ଜିଲାର ମହିଳା ଏବଂ…
ଟ୍ରକ ଅଟକାଇ ଟଙ୍କା ମାଗୁଥିଲେ ଦୁର୍ବୁତ୍ତ: ଟଙ୍କା ନ ଦେବାରୁ ଗୋଡାଇ ଗୋଡାଇ ହାଣିଲେ
ଭଦ୍ରକ, ୧୯।୧୨(ସନାତନ ରାଉତ)- ଭଦ୍ରକ ନୂଆ ବସ ଷ୍ଟାଣ୍ଡ ପୋଲ ତଳେ ବୁଧବାର ବିଳମ୍ବିତ ରାତିରେ ଟ୍ରକ ଡ୍ରାଇଭର ସମେତ ୩ ଜଣକୁ ଆକ୍ରମଣ ହୋଇଛି l ଅଣ୍ଡା ଟ୍ରକ ନେଇ ଭଦ୍ରକ ଆସୁଥିବାବେଳେ ଉକ୍ତ ସ୍ଥାନରେ ୪ ଜଣ ଦୁର୍ବୁତ୍ତ…
ଜନ୍ମ ନେଲା ବାଇଗଣୀ ରଙ୍ଗର ଶିଶୁ, ସର୍ଜରୀରେ ଖର୍ଚ୍ଚ ହେଲା ୪୨ କୋଟି
ଲସ ଆଞ୍ଜେଲସ,୧୯।୧୨: ପିଲାଟିଏ ଜନ୍ମ ହେଲେ ସୁଖର କୌଣସି ସୀମା ନନ ଥାଏ। ଲସ ଆଞ୍ଜେଲ୍ସର ବାସିନ୍ଦା ଆଣ୍ଡାଲୁସିଆ ମେସା ମଧ୍ୟ ତାଙ୍କର ପ୍ରସବକୁ ନେଇ ବେଶ୍ ଖୁସି ଥିଲେ। ତାଙ୍କ ଏକ ପୁତ୍ର ସନ୍ତାନ ଜନ୍ମ ହେଲା। କିନ୍ତୁ ପିଲାଟି…
ମେଘୁଆ ପାଗକୁ ଦେଖି ଚିନ୍ତାରେ ଚାଷୀ
ଗଞ୍ଜାମ,୧୯।୧୨(ବିଦ୍ୟାଧର ସାହୁ):ଗତ ଦୁଇଦିନ ହେଲା ପାଗ ମେଘୁଆ ରହିଛି। ଯାହାକୁ ନେଇ ଚିନ୍ତା ପ୍ରକଟ କରିଛନ୍ତି ସ୍ଥାନୀୟ ଅଞ୍ଚଳର ଚାଷୀ l ଗଞ୍ଜାମ ବ୍ଲକ ଅଞ୍ଚଳରେ ମୋଟ ୧୨ ହଜାର ୪୬୨ ହେକ୍ଟର ଚାଷ ଜମି ଥିବାବେଳେ ୮ ହଜାର ୭୮୦…
ଶନିବାର ଲମ୍ବା ହେବ ରାତି, ମହାକାଶରେ ଦେଖାଯିବ…
ନୂଆଦିଲ୍ଲୀ,୧୯।୧୨: ସରିବାକୁ ଆସିଲାଣି ବର୍ଷ ୨୦୨୪। ତେବେ ବର୍ଷକ ୩୬୫ ଦିନରୁ ଏପରି ଏକ ଦିନ ଆସେ ଯେଉଁ ଦିନଟି ବର୍ଷର ଦିନ ସବୁଠୁ ଛୋଟ ହୋଇଥାଏ। ଏହାକୁ ଇଂରାଜୀରେ Winter Solstice ନାମରେ ଜଣାଯାଏ। ଏହି ଛୋଟ ଦିନଟି ବର୍ଷର…
ହଷ୍ଟେଲରେ ଝୁଲିପଡ଼ିଲେ ଛାତ୍ରୀ: ପୋଲିସ କରୁଛି ଛାନଭିନ୍
ଭବାନୀପାଟଣା,୧୯।୧୨(ଉତ୍ତମ କୁମାର ଦାଶ)-କଳାହାଣ୍ଡି ଜିଲା ଭବାନୀପାଟଣା ସ୍ଥିତ ମାଁ ମାଣିକେଶ୍ୱରି ବିଶ୍ୱବିଦ୍ୟାଳୟର ଇନ୍ଦ୍ରାବତୀ ଛାତ୍ରୀ ନିବାସ (ହଷ୍ଟେଲ)ଭିତରୁ ଗୁରୁବାର ସକାଳରେ ଜଣେ ଛାତ୍ରୀଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର ହୋଇଛି। ମୃତ ଛାତ୍ରୀଙ୍କ ନାମ ତୋଫାଲି ନାଏକ ଓ ସେ ଯୁକ୍ତ ଦୁଇ…

