Home Left

ଆଇଏଏସ୍‌ ବିଷ୍ଣୁପଦଙ୍କ ପ୍ରସଙ୍ଗରେ ଏମିତି କହିଲେ କେଭି ସିଂହଦେଓ

ଭୁବନେଶ୍ୱର୧୮।୧୨: ଆଇଏଏସ୍‌ ବିଷ୍ଣୁପଦଙ୍କ ପ୍ରସଙ୍ଗରେ ଉପମୁଖ୍ୟମନ୍ତ୍ରୀ କେଭି ସିଂହଦେଓ ତାଙ୍କ ପ୍ରତିକ୍ରିୟା ରଖିଛନ୍ତି। ସରକାରଙ୍କ ପକ୍ଷରୁ ଯାହା ପଦକ୍ଷେପ ନେବା କଥା ନିଆଯାଇଛି। ତାଙ୍କୁ ସମନ କରାଯାଇଛି, ସିବିଆଇକୁ ଯାହା କହିବା କଥା କହିବେ। ଚୂଡ଼ାନ୍ତ ରିପୋର୍ଟ ପରେ ରାଜ୍ୟ ସରକାର…

ପ୍ରଦୀପ ପାଣିଗ୍ରାହୀଙ୍କ ନାଁରେ ଏତଲା କରିଥିବା ଆଉ ୩ ଜଣ ଓହରିଲେ

ବ୍ରହ୍ମପୁର,୧୮।୧୨: ଟାଟା ମୋଟର୍ସରେ ଚାକିରି ନାଁରେ ଠକେଇ ମାମଲାରୁ ଓହରିଲେ ଆଉ ୩ ଏତଲାକାରୀ। ବ୍ରହ୍ମପୁର ଏମ୍‌ପି ପ୍ରଦୀପ ପାଣିଗ୍ରାହୀଙ୍କ ନାଁରେ ଏତଲା କରିଥିବା ଆଉ ୩ ଜଣ ଓହରିଛନ୍ତି। ପ୍ରଦୀପ କୌଣସି ଟଙ୍କା ନେଇ ନଥିବା ବ୍ରହ୍ମପୁର ଜେଏମ୍‌ଏଫ୍‌ସି କୋର୍ଟରେ…

‘ରାଜ୍ୟରେ ଖୁବ୍‌ଶୀଘ୍ର ଲାଗୁ ହେବ ଆୟୁଷ୍ମାନ ଭାରତ ଯୋଜନା’

ଭୁବନେଶ୍ୱର,୧୮ା୧୨: ଖୁବ୍‌ଶୀଘ୍ର ରାଜ୍ୟରେ ଆୟୁଷ୍ମାନ ଭାରତ ଯୋଜନା ଲାଗୁ ହେବ। ଯୋଜନା କାର୍ଯ୍ୟକାରିତା ନେଇ ଭୁବନେଶ୍ବରରେ ସ୍ବାସ୍ଥ୍ୟ ମନ୍ତ୍ରଣାଳୟ ଟିମ୍‌। ଆଲୋଚନା ହୋଇଥିବା ନେଇ ସ୍ବାସ୍ଥ୍ୟ ସଚିବ ସୂଚନା ଦେଇଛନ୍ତି। ରାଜ୍ୟ ସ୍ବାସ୍ଥ୍ୟ ବିଭାଗ ଟିମ୍‌ ସହ କେନ୍ଦ୍ରୀୟ ଟିମ୍‌ର ଆଲୋଚନା…

ତୁମେମାନେ ମୋତେ ମାରିଦେବ…ଅଶ୍ୱିନଙ୍କ ଅବସର ପରେ ଏମିତି କାହିଁକି କହିଲେ ରୋହିତ?

ନୂଆଦିଲ୍ଲୀ,୧୮।୧୨: ଗାବା ଟେଷ୍ଟ ଡ୍ର’ ହେବା ପରେ ଅଫ୍‌ ସ୍ପିନର ରବିଚନ୍ଦ୍ରନ ଅଶ୍ୱିନ ଅବସର ଘୋଷଣା କରି ସମସ୍ତଙ୍କୁ ଚମକାଇଦେଇଛନ୍ତି। ଏହା ପରେ ସେ ଅଧିନାୟକ ରୋହିତ ଶର୍ମାଙ୍କ ସହ ଏକ ଖବରଦାତା ସମ୍ମିଳନୀକୁ ସମ୍ବୋଧିତ କରିଥିଲେ। ଏଥିରେ ରୋହିତ ଏଭଳି…

ସଂସଦରେ ସରକାର ବିରୋଧୀ ମୁହାଁମୁହିଁ, ଏପଟେ ରାହୁଲଙ୍କୁ ଭେଟିଲେ ମୋଦି

ନୂଆଦିଲ୍ଲୀ,୧୮।୧୨: ସଂସଦରେ ସରକାର ଏବଂ ବିରୋଧୀଙ୍କ ମଧ୍ୟରେ ଜୋରଦାର ହଙ୍ଗାମା ଜାରି ରହିଛି। ଏହାରି ଭିତରେ ପ୍ରଧାନମନ୍ତ୍ରୀ ମୋଦି ବିରୋଧୀ ଦଳ ନେତା ତଥା କଂଗ୍ରେସ ଏମପି ରାହୁଲ ଗାନ୍ଧୀଙ୍କୁ ସାକ୍ଷାତ କରିଛନ୍ତି। ଯାହାକୁ ନେଇ ରାଜନୀତି ସରଗରମ ହୋଇଛି। ମୋଦି…

ଚାଇନାର ଚାଲ ଉପରେ ଭାରି ପଡିବ ଭାରତ-ଶ୍ରୀଲଙ୍କା ବନ୍ଧୁତ୍ୱ? ରାଷ୍ଟ୍ରପତି ଦିସାନାୟକେ ଦେଲେ ବଡ଼ ପ୍ରତିଶ୍ରୁତି

ନୂଆଦିଲ୍ଲୀ,୧୮।୧୨: ପୌରାଣିକ କାହାଣୀ ରାମାୟଣକୁ ଛାଡି ଭାରତ ଏବଂ ଶ୍ରୀଲଙ୍କା ମଧ୍ୟରେ ସମ୍ପର୍କ ଅନେକ ଶହ ବର୍ଷ ପୁରୁଣା । ତୃତୀୟ ଶତାବ୍ଦୀରେ ଭାରତରୁ ବୌଦ୍ଧ ଧର୍ମ ସେଠାରେ ପହଞ୍ଚିଥିଲା। ଏହା ପରେ, ଦଶମ ଶତାବ୍ଦୀରେ ଦକ୍ଷିଣ ଭାରତର ଚୋଳ ରାଜବଂଶର…

ପଞ୍ଚାୟତିରାଜ ମନ୍ତ୍ରୀଙ୍କ ବଡ଼ ସୂଚନା: ୨ ମାସରେ ସରିବ ଆବାସ ସର୍ଭେ, ସମସ୍ତଙ୍କୁ ମିଳିବ…

ଭୁବନେଶ୍ୱର,୧୮ା୧୨: ଦୁଇମାସରେ ଆବାସ ସର୍ଭେ ସରିବ। ଏବେ ଗ୍ରାମାଞ୍ଚଳରେ ସର୍ଭେ ଆରମ୍ଭ ହୋଇଥିବା ନେଇ କହିଛନ୍ତି ପଞ୍ଚାୟତିରାଜ ମନ୍ତ୍ରୀ ରବି ନାରାୟଣ ନାଏକ। ପ୍ରତି ଗାଁରେ ସର୍ଭେ କରାଯାଉଛି। ଗ୍ରାମସଭା ଦ୍ୱାରା ଲୋକଙ୍କୁ ସଚେତନ ବି କରାଯାଉଛି। ଏଥିସହିତ ଲୋକଙ୍କୁ ସର୍ଭେରେ…

ଏକ ରାଷ୍ଟ୍ର ଏକ ନିର୍ବାଚନ: ପ୍ରିୟଙ୍କାଙ୍କୁ ମିଳିଲା ବଡ଼ ଦାୟିତ୍ୱ

ନୂଆଦିଲ୍ଲୀ,୧୮।୧୨: କେନ୍ଦ୍ର ମନ୍ତ୍ରୀ ଅର୍ଜୁନ ରାମ ମେଘୱାଲ ମଙ୍ଗଳବାର ଲୋକ ସଭାରେ ଏକ ରାଷ୍ଟ୍ର ଏକ ନିର୍ବାଚନ ପାଇଁ ୧୨୯ତମ ସମ୍ବିଧାନ ସଂଶୋଧନ ବିଲ ଆଗତ କରିଛନ୍ତି। ବିଲ୍‌ ଉପସ୍ଥାପନ ହେବା ପରେ ସଂସଦରେ ପ୍ରବଳ ହଟ୍ଟଗୋଳ ଦେଖିବାକୁ ମିଳିଥିଲା। ଫଳସ୍ବରପ…

ମୋ ପାଖରେ ରହିଛି କଂଗ୍ରେସର ପାପର ତାଲିକା: ମୋଦି

ନୂଆଦିଲ୍ଲୀ,୧୮।୧୨: ବିଆର ଆମ୍ବେଦକରଙ୍କ ଉପରେ ମନ୍ତବ୍ୟକୁ ନେଇ ସଂସଦରେ ଉତ୍ତେଜନା ଦେଖାଦେଇଛି। ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହାଙ୍କ ବିବୃତ୍ତିରେ ବିରୋଧୀ ଦଳ ସରକାରଙ୍କୁ ଘେରିଛନ୍ତି। ବୁଧବାର ବିରୋଧୀ ଦଳ ଏହି ପ୍ରସଙ୍ଗରେ ସଂସଦର ଉଭୟ ଗୃହରେ ଏକ ଅଡୁଆ ସୃଷ୍ଟି କରିଥିଲେ।…

୨୩୧ କୋଟି ଟଙ୍କା ଠକେଇ ଅଭିଯୋଗରେ କ୍ଷୀରୋଦ ମଲ୍ଲିକଙ୍କ ଘରେ ଇଡି ଚଢ଼ାଉ

ସମ୍ବଲପୁର,୧୮ା୧୨(ପ୍ରମୋଦ ବହିଦାର): ବିରୋଧୀ ଦଳ ମୁଖ୍ୟ ସଚେତକ ପ୍ରମିଳା ମଲ୍ଲିକଙ୍କ ଭାଇ ତଥା ସମ୍ବଲପୁରର ଅନ୍ୟତମ ସ୍ବେଚ୍ଛାସେବୀ ସଂଗଠନ ବିଶ୍ବ(ଭାରତ ଇଣ୍ଟିଗ୍ରେଟେଡ୍‌ ସୋସିଆଲ ଓ୍ବେଲଫେୟାର ଏଜେନ୍ସି)ର ପ୍ରତିଷ୍ଠାତା ତଥା ଅଧ୍ୟକ୍ଷ ସ୍ବର୍ଗତ କ୍ଷୀରୋଦ ମଲ୍ଲିକଙ୍କ ଘରେ ବୁଧବାର ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ(ଇଡି) ପକ୍ଷରୁ…

ଉମର ଖଲିଦଙ୍କୁ ମିଳିଲା ଅନ୍ତରୀଣ ଜାମିନ

ନୂଆଦିଲ୍ଲୀ,୧୮।୧୨: ଦିଲ୍ଲୀ ଦଙ୍ଗା ସହ ଜଡିତ ଏହି ମାମଲାରେ ଅଭିଯୁକ୍ତ ଉମର ଖଲିଦ ବୁଧବାର କୋର୍ଟରୁ ଏକ ବଡ ଆଶ୍ୱସ୍ତି ପାଇଛନ୍ତି। ଦିଲ୍ଲୀର କର୍କରଡୁମା କୋର୍ଟ ତାଙ୍କୁ ସାତ ଦିନର ଅନ୍ତରୀଣ ଜାମିନ ପ୍ରଦାନ କରିଛନ୍ତି। ୨୮ ଡିସେମ୍ବରରୁ ୩ ଜାନୁୟାରୀ…

ଅଯୋଗ୍ୟ ହୋଇଯିବେ କି ଭାଜପାର ଏହି ବରିଷ୍ଠ ନେତାମାନେ, ନିୟମ କହୁଛି…

ନୂଆଦିଲ୍ଲୀ,୧୮।୧୨: ସଂସଦରେ ଏକ ରାଷ୍ଟ୍ର ଏକ ନିର୍ବାଚନ ବିଲ୍‌ ଆଗତ ହେବା ସମୟରେ ଭାଜପାର ୨୦ରୁ ଅଧିକ ଏମପି ଅନୁପସ୍ଥିତ ରହିଥିଲେ। ତେବେ ଏହାକୁ ନେଇ ଦଳ ସେମାନଙ୍କ ଉପରେ ବଡ଼ ଆକ୍ସନ ନେବାକୁ ଯାଉଛି। ପାର୍ଟି ହାଇକମାଣ୍ଡ ସେମାନଙ୍କୁ ନୋଟିସ୍‌…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?