Home Left

ମଣିପୁରରୁ ଷ୍ଟାରଲିଙ୍କ ଉପଗ୍ରହ ଇଣ୍ଟରନେଟ ଉପକରଣ ଜବତ

ଇମ୍ଫାଲ,୧୮।୧୨: ମଣିପୁରର କେରୋ ଖୁନାଓରେ ଉଗ୍ରବାଦୀ ଗୋଷ୍ଠୀ ପିପୁଲ୍ସ ଲିବରେସନ ଆର୍ମି (ପିଏଲଏ) ଦ୍ୱାରା ବ୍ୟବହୃତ ହୋଇଥିବା ଅଭିଯୋଗରେ ଭାରତୀୟ ସୁରକ୍ଷା ବାହିନୀ ଷ୍ଟାରଲିଙ୍କ ଉପଗ୍ରହ ଇଣ୍ଟରନେଟ ଉପକରଣ ଜବତ କରିଛି। ଦୁଇ ମାସ ମଧ୍ୟରେ ଏହା ହେଉଛି ଦ୍ୱିତୀୟ ଘଟଣା।…

୧୦ ଦିନ ପରେ ବଳଦ ମାରିଲା, ଖାଇ ପାରିଲା ନାହିଁ : ଜିନ୍ନତକୁ ନେଇ ତେଜୁଛି ଅସନ୍ତୋଷ

ବାରିପଦା,୧୮।୧୨(ନୀଳାଦ୍ରି ବିହାରୀ ଦଣ୍ଡପାଟ): ଶିମିଳିପାଳ ଛାଡ଼ି ଝାଡ଼ଖଣ୍ଡ ରାଜ୍ୟ ରାଜାବସା ଓ ଚିଆବାନ୍ଧି ଜଙ୍ଗଲରେ ରହୁଥିବା ମହାବଳ ବାଘୁଣୀ ଜିନ୍ନତକୁ ନେଇ ସ୍ଥାନୀୟ ଅଞ୍ଚଳରେ ଅସନ୍ତୋଷ ବଢ଼ିବାରେ ଲାଗିଛି। ୧୦ ଦିନ ପରେ ଜଙ୍ଗଲକୁ ଚରିବାକୁ ଯାଇଥିବା ଏକ ବଳଦକୁ ସେ…

ବଜାରକୁ ଆସିବ ଓମ୍‌ଫେଡ୍‌ ପାଣି, ଚକୋଲେଟ୍‌

ଭୁବନେଶ୍ୱର,୧୮ା୧୨(ଅନୁରାଧା ମହାରଣା):ମତ୍ସ୍ୟ ଓ ପ୍ରାଣୀ ସମ୍ପଦ ବିକାଶ ମନ୍ତ୍ରୀ ଗୋକୁଳାନନ୍ଦ ମଲ୍ଲିକଙ୍କ ନେତୃତ୍ୱରେ ଏକ ଟିମ୍‌ ଗୁଜରାଟର ଆନନ୍ଦଠାରେ ଥିବା ଭାରତ ସରକାରଙ୍କ ସ୍ବୀକୃତିପ୍ରାପ୍ତ ନ୍ୟାଶନାଲ ଡାଏରୀ ଡେଭଲପ୍‌ମେଣ୍ଟ ବୋର୍ଡ (ଏନ୍‌ଡିଡିବି) ପରିଦର୍ଶନରେ ଯାଇଛନ୍ତି। ଏହି ଅବସରରେ ପରିଚାଳକଙ୍କ ତାଲିମ, କ୍ରୟ,…

ରାଜ୍ୟ ପର୍ଯ୍ୟଟନ ସଚିବଙ୍କ ଦିଗପହଣ୍ଡି ଗସ୍ତ: ୫-ଟି ହାଇସ୍କୁଲ, ମିଶନ ଶକ୍ତି ଗୃହ

ଦିଗପହଣ୍ଡି,୧୮ା୧୨(ଅଶେଷ ନାଥ ମିଶ୍ର):ଦିଗପହଣ୍ଡି ଗସ୍ତରେ ରାଜ୍ୟ ପର୍ଯ୍ୟଟନ ସଚିବ ତଥା କମିଶନର ବାଲୱନ୍ତ ସିଂ ଆସିଛନ୍ତି। ମଙ୍ଗଳବାର ବାସୁଦେବପୁର ପଞ୍ଚାୟତ କାର୍ଯ୍ୟାଳୟ, ଶ୍ରୀଜଗନ୍ନାଥ ୫-ଟି ହାଇସ୍କୁଲ, ମିଶନ ଶକ୍ତି ଗୃହ ଏବଂ ଅଙ୍ଗନୱାଡ଼ି ଗୃହ ପରିଦର୍ଶନ କରିଥିଲେ। ଅଙ୍ଗନୱାଡ଼ି ଶିଶୁମାନଙ୍କ ସହ…

ସଡ଼କ ଦୁର୍ଘଟଣାରେ ୩ ଗୁରୁତର

ହିଞ୍ଜିଳିକାଟୁ, ୧୮।୧୨(ଦ୍ବିତୀକୃଷ୍ଣ ପଣ୍ଡା): ଗଞ୍ଜାମ ଜିଲା ବେଲଗାଁ ଥାନା ଅନ୍ତର୍ଗତ ଗୋଦରାପଲ୍ଲୀ ଗ୍ରାମ ଠାରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣାରେ ତିନି ଜଣ ବ୍ୟକ୍ତି ଗୁରୁତର ଆହତ ହୋଇଥିବା ଜଣାପଡିଛି। ଆହତ ମାନେ ବାଇକରେ ଯାଉଥିବା ବେଳେ ଏହି ଦୁର୍ଘଟଣା ଘଟିଛି।…

ଟିପିସିଓଡିଏଲ୍‌ର ଗୁଣବତ୍ତା ମାସ

ଭୁବନେଶ୍ୱର,୧୮।୧୨(ଅଭୟ ଦାଶ): ଟି ପି ସେଣ୍ଟ୍ରାଲ୍‌ ଓଡ଼ିଶା ଡିଷ୍ଟ୍ରିବ୍ୟୁଶନ ଲିମିଟେଡ୍‌ (ଟିପିସିଓଡିଏଲ୍‌)ର ବହୁ ପ୍ରତୀକ୍ଷିତ କାର୍ଯ୍ୟକ୍ରମ ‘ଗୁଣବତ୍ତା ମାସ-୨୦୨୪’ ନିକଟରେ ପାଳିତ ହୋଇଯାଇଛି। ଏହି କାର୍ଯ୍ୟକ୍ରମର ବିଷୟବସ୍ତୁ ‘କ୍ୱାଲିଟି: ଫ୍ରମ୍‌ କମ୍ପ୍ଲାଏନ୍‌ସ ଟୁ ପରଫରମାନ୍ସ’ ରହିଥିଲା। ଏପରିକି ମାସେ ବ୍ୟାପୀ ଚାଲିଥିବା…

‘ରିଓନ୍‌’ର ନେଟ୍‌ୱର୍କ ସମ୍ପ୍ରସାରଣ

ନୂଆଦିଲ୍ଲୀ,୧୮।୧୨: ରୟାଲ ଏନ୍‌ଫିଲ୍ଡ (ଆର୍‌ଇ)ର ପ୍ରି-ଓନ୍‌ଡ ମୋଟରସାଇକେଲ ବ୍ୟବସାୟ ‘ରିଓନ୍‌’ର ନେଟ୍‌ୱର୍କ ସମ୍ପ୍ରସାରଣ ସମ୍ପର୍କରେ ଘୋଷଣା କରାଯାଇଛି। ଏପରିକି ଭାରତର ୨୩୬ ସହରର ଗ୍ରାହକ ଓ ଆର୍‌ଇ ଉତ୍ସାହୀମାନେ ବର୍ତ୍ତମାନ ସହଜରେ ନିଜର ବିଦ୍ୟମାନ ମୋଟରସାଇକେଲଗୁଡିକୁ ବିକ୍ରି ଏବଂ ରୟାଲ ଏନ୍‌ଫିଲ୍ଡର…

ଜୟଆଲୁକ୍କାସ୍‌ର ଏନ୍‌ଆର୍‌ଆଇ ସୁନା ଫେଷ୍ଟ

ଭୁବନେଶ୍ୱର,୧୮।୧୨: ଦେଶର ଅଗ୍ରଣୀ ଅଳଙ୍କାର ପ୍ରତିଷ୍ଠାନ ତଥା ବୈଶ୍ୱିକ ଗହଣା ବ୍ରାଣ୍ଡ୍‌ ଜୟଆଲୁକ୍କାସ ଜୁଏଲର୍ସର ସ୍ବତନ୍ତ୍ର କାର୍ଯ୍ୟକ୍ରମ ‘ଏନ୍‌ଆର୍‌ଆଇ ସୁନା ଫେଷ୍ଟ’ର ଶୁଭାରମ୍ଭ ନିକଟରେ ହୋଇଯାଇଛି। ଏପରିକି ଏହି ଫେଷ୍ଟ ୨୦୨୫ ଜାନୁଆରୀ ୫ ପର୍ଯ୍ୟନ୍ତ ଉପଲବ୍ଧ। ଏହି ପରିପ୍ରେକ୍ଷୀରେ ଆକର୍ଷଣୀୟ…

ନିବେଶକ ହରାଇଲେ ୨ ଲକ୍ଷ କୋଟି

ମୁମ୍ବାଇ,୧୮।୧୨: ଅନ୍ତଃରାଷ୍ଟ୍ରୀୟ ସମସ୍ୟା ଓ ଭୂରାଜନୈତିକ ଘଟଣାବଳୀର ପ୍ରଭାବ ସିଧାସଳଖ ଭାରତୀୟ ଷ୍ଟକ୍‌ ମାର୍କେଟ କାରବାର ଉପରେ ପଡୁଛି। ଏପରିକି କ୍ରମାଗତ ଭାବେ ଘରୋଇ ଶେୟାର ବଜାର କାରବାରରେ ପରିବର୍ତ୍ତନ ଘଟୁଛି। ଫଳରେ ନିବେଶକ ଲକ୍ଷାଧିକ ଟଙ୍କାର ନିବେଶ ହରାଉଥିଲାବେଳେ ପୁଞ୍ଜିବଜାରର…

ଲେଖନ୍ତି ବହୁତ, ପଢୁଛି କିଏ

ଏ ବେଳ ତ କମ୍ପୁଟରର। ମୋବାଇଲ ତ ଜୀବନ ଧାରା ବଦଳାଇଦେଲାଣି। ସୁଇଚ୍‌ ଟିପିଦେଲେ ଆଖି ଆଗରେ ନାଚି ଉଠୁଛି ବହୁତ କିଛି। କାଲିକଥା ଆଜି କି ନାହିଁ। କାଲିକି ଯେ ଥିବ ତା’ ବି ଅନିଶ୍ଚିତ! ମୋବାଇଲରେ ହ୍ବାଟ୍ସଆପ, ମେସେଜ…

ନବୀନଙ୍କ ସହ ରହିଛୁ, ଶେଷ ଯାଏ ରହିବୁ

ଭୁବନେଶ୍ୱର,୧୮ା୧୨(ଅନିଲଦାସ):ବିଜେଡି ନେତା ସୁଜିତ କୁମାର ଓ ମମତା ମହାନ୍ତ ଭାଜପାରେ ସାମିଲ ହେବା ପରେ ଦଳର ଆହୁରି କେତେକ ଏମ୍‌ପି ଦଳ ଛାଡ଼ିବା ନେଇ ବିଭିନ୍ନ ସମୟରେ ଭାଜପା ନେତାମାନେ ଗଣମାଧ୍ୟମରେ କହୁଛନ୍ତି। ଏହାକୁ ନେଇ ରାଜନୈତିକ ମହଲରେ ମଧ୍ୟ ଚର୍ଚ୍ଚା…

ବିଶ୍ୱ ବିଧାତା

ବିଶ୍ୱ ନିଅନ୍ତାଙ୍କୁ ଆମେ ଭଗବାନ୍‌ ବୋଲି ବିବେଚନା କରିଥାଉ। ଅବଶ୍ୟ ସେହି ଭଗବାନ୍‌ଙ୍କ ସ୍ବରୂପକୁ ଅନେକ ଗୋଷ୍ଠୀ ଅନେକ ପ୍ରକାର ବର୍ଣ୍ଣନା କରନ୍ତି। ଆଜି ବିଜ୍ଞାନର ଅଗ୍ରଗତି ସହ ମଣିଷ ବିଶ୍ୱ ବ୍ରହ୍ମାଣ୍ଡର ଅନେକ ରହସ୍ୟ ଉନ୍ମୋଚନ କରାଗଲାଣି, ଆଉ ଆଗକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?