Home Left

କ୍ରିଷ୍ଟିଆନୋ ରୋନାଲ୍ଡୋଙ୍କୁ ବିପାଶା ଚୁମ୍ବନ ଦେବା ବେଳର ଫଟୋ ହେଉଛି ଭାଇରାଲ

ମୁମ୍ବାଇ: ବଲିଉଡ୍‌ର ସେନ୍‌ସେଶନାଲ ଅଭିନେତ୍ରୀ ବିପାଶା ବସୁଙ୍କ ଏକ ପୁରୁଣା ଫଟୋ ପୁଣିଥରେ ଭାଇରାଲ ହେଉଛି। ଫଟୋରେ ସେ ଫୁଟବଲ୍‌ର କ୍ରିଷ୍ଟିଆନ୍‌ ରୋନାଲ୍ଡୋଙ୍କୁ ଚୁମ୍ବନ ଦେଉଥିବା ଦେଖାଯାଉଛି। ଫଟୋଟି ୨୦୦୭ର, ଯେତେବେଳେ ବିଶ୍ୱର ନୂଆ ସପ୍ତମାଶ୍ଚର୍ଯ୍ୟକୁ ନେଇ ହେଉଥିବା ଘୋଷଣା କାର୍ଯ୍ୟକ୍ରମରେ…

ମୁମ୍ବାଇ ଲୋକାଲ୍‌ ଟ୍ରେନ୍‌ର ମହିଳା କୋଚ୍‌ରେ ଉଲଗ୍ନ ଅବସ୍ଥାରେ ଚଢ଼ିଗଲେ ବ୍ୟକ୍ତି, ତା’ ପରେ ଯାହା ହେଲା Video ଦେଖିଲେ…

ମୁମ୍ବାଇ,୧୭।୧୨: ମୁମ୍ବାଇ ଲୋକାଲ ଟ୍ରେନ୍‌ରେ ଚକିତ କଲା ଭଳି ଘଟଣା ସାମ୍ନାକୁ ଆସିଛି। ହଠାତ୍‌ ମହିଳା କୋଚ୍‌ରେ ଜଣେ ବ୍ୟକ୍ତି ନିବସ୍ତ୍ର ହୋଇ ଚଢ଼ି ଯାଇତିଲେ। ଏହା ଦେଖି ମହିଳାମାନେ ଚିତ୍କାର କରି ଉଠିଥିଲେ। ଏହାର ଏକ ଭିଡିଓ ସୋସିଆଲ ମିଡିଆରେ…

୩ ଦିନିଆ କେନ୍ଦୁଝର ଗସ୍ତରେ ମୁଖ୍ୟମନ୍ତ୍ରୀ, ସାନ୍ତାଳୀ ଭାଷାର ବିକାଶ ପାଇଁ କାର୍ଯ୍ୟ କରିବାକୁ ଦେଲେ ପ୍ରତିଶ୍ରୁତି

କେନ୍ଦୁଝର,୧୭।୧୨(ନରେଶ ଚନ୍ଦ୍ର ପଟ୍ଟନାୟକ): ମଙ୍ଗଳବାର ତିନି ଦିନିଆ କେନ୍ଦୁଝର ଗସ୍ତରେ ଆସି ପହଞ୍ଚିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ମଧ୍ୟାହ୍ନରେ ରାଇସୁଆଁ ଏୟାର ଷ୍ଟ୍ରିପରେ ଫହଞ୍ଚି ପ୍ରଥମେ ଏଲ ଇଣ୍ଡିଆ ସାନ୍ତାଳୀ ରାଇଟର ଆସୋସିଏସନ କାର୍ଯ୍ୟକ୍ରମରେ ଯୋଗ ଦେଇଥିଲେ ମୁଖ୍ୟମନ୍ତ୍ରୀ। ଏୟାର…

୧୨ ବଲ୍‌ରେ ୩୪ ରନ୍‌ର ଥିଲା ଆବଶ୍ୟକତା, ୧ ଓଭରରେ ଖେଳ ଶେଷ କରିଦେଲେ ବ୍ୟାଟ୍ସମ୍ୟାନ୍‌!

ନୂଆଦିଲ୍ଲୀ,୧୭।୧୨: ଅଷ୍ଟ୍ରେଲିଆରେ ଖେଳାଯାଉଥିବା ବିଗ୍‌ ବ୍ୟାଶ୍‌ ଲିଗ୍‌ ୨୦୨୪-୨୫ରେ ରୋମାଞ୍ଚକର ମୁକାବିଲା ଦେଖିବାକୁ ମିଳିଛି। ସିଜନର ତୃତୀୟ ମ୍ୟାଚ୍‌ ସିଡନୀ ଥଣ୍ଡର୍ସ ଏବଂ ଆଡିଲେଡ୍‌ ଷ୍ଟାଇକର୍ସ ମଧ୍ୟରେ ଖେଳାଯାଇଛି। ଏହି ମ୍ୟାଚ୍‌ ସିଡନୀ ଥଣ୍ଡର୍ସ ୨ ଉଇକେଟରେ ଜିତି ନେଇଛି। ମ୍ୟାଚ୍‌ରେ…

କାଲି ହେବନି ରତ୍ନଭଣ୍ଡାର ମରାମତି

ଭୁବନେଶ୍ୱର,୧୭।୧୨: ଆସନ୍ତାକାଲି ବନ୍ଦ ରହିବ ରତ୍ନଭଣ୍ଡାର ମରାମତି କାମ। ମହାପ୍ରଭୁ ଜଗନ୍ନାଥଙ୍କ ଦିବା ପହୁଡ଼ ନୀତି ପାଇଁ ମରାମତି କାମ ବନ୍ଦ ରହିବ। ଏନେଇ ସୂଚନା ଦେଇଛନ୍ତି ASI ଅଧୀକ୍ଷକ ଡିବି ଗଡ଼ନାୟକ। ମରାମତି ପାଇଁ ପ୍ରାୟ ୨୦ ଫୁଟ ଉଚ୍ଚର…

ବିଦ୍ରୋହ କରିଦେଲ ପୃଥ୍ୱୀ ଶ’, ଦଳରୁ ବାଦ ପଡିବା ପରେ ରାଗରେ ନିଆଁ…

ନୂଆଦିଲ୍ଲୀ,୧୭।୧୨: ଭାରତୀୟ ଦଳର ଷ୍ଟାର ଓପନର ପୃଥ୍ୱୀ ଶ’ ପୁଣିଥରେ ଚର୍ଚ୍ଚାକୁ ଆସିଛନ୍ତି। ମୁମ୍ବାଇ ଦଳରୁ ବାଦ ପଡ଼ିବା ପରେ ଏଥର ସେ କଡା ପ୍ରତିକ୍ରିୟା ପ୍ରକାଶ କରିଛନ୍ତି। ବିସିସିଆଇର ଘରୋଇ ଟୁର୍ନାମେଣ୍ଟ ବିଜୟ ହଜାର ଟ୍ରଫି ୨୧ ଡିସେମ୍ବରରୁ ୧୮…

ସଂସଦରେ ପହଞ୍ଚିବା ପରେ ପ୍ରିୟଙ୍କାଙ୍କ ବ୍ୟାଗ୍‌କୁ ନେଇ ହଙ୍ଗାମା, ଜାଣନ୍ତୁ କାହିଁକି…

ନୂଆଦିଲ୍ଲୀ,୧୭।୧୨: କଂଗ୍ରେସ ଏମ୍‌ପି ପ୍ରିୟଙ୍କା ଗାନ୍ଧୀଙ୍କ ବ୍ୟାଗ୍‌କୁ ନେଇ ହଙ୍ଗାମା। ସୋମବାର ସେ ପାଲେଷ୍ଟାଇନ ଲେଖାଥିବା ବ୍ୟାଗ୍‌ ନେଇ ସଂସଦରେ ପହଞ୍ଚିବା ପରେ ଉତ୍ତେଜନା ଦେଖାଦେଇଥିଲା। ଉକ୍ତ ବ୍ୟାଗ୍‌ରେ ପାଲେଷ୍ଟାଇନ୍‌ ମୁକ୍ତ ହେବ ବୋଲି ଲେଖାଯାଇଥିଲା। ସୋସିଆଲ ମିଡିଆରେ ଏହାର ଫଟୋ…

ଏକ ଦେଶ-ଏକ ନିର୍ବାଚନ: ଭୋଟିଂରେ ଯୋଗ ଦେଲେନି ୨୦ରୁ ଅଧିକ ଭାଜପା ଏମପି, ଦଳକୁ ବଡ଼ ଝଟ୍‌କା

ନୂଆଦିଲ୍ଲୀ,୧୭।୧୨: ସଂସଦରେ ଆଜି ଏକ ଦେଶ-ଏକ ନିର୍ବାଚନ ବିଲ ଆଗତ କରାଯାଇଛି। ଏଥିପାଇଁ କେନ୍ଦ୍ରରେ କ୍ଷମତାସୀନ ଦଳ ଭାଜପା ନିଜ ଏମପିମାନଙ୍କୁ ଏକ ହ୍ବିପ ଜାରି କରିଥିଲା। ଏହା ସତ୍ତ୍ୱେ ୨୦ରୁ ଅଧିକ ଭାଜପା ଏମପି ସଂସଦରେ ଅନୁପସ୍ଥିତ ରହିଥିଲେ। ହ୍ବିପ…

ଫସିଗଲେ ରାପର ବାଦ୍‌ଶାହା,ଗଣିବାକୁ ପଡ଼ିଲା ୧୫ ହଜାର ୫୦୦ ଟଙ୍କାର ଚାଲାଣ

ନୂଆଦିଲ୍ଲୀ,୧୭।୧୨: ଖ୍ୟାତନାମା ଗାୟକ ତଥା ରାପର ବାଦ୍‌ଶାହାଙ୍କ କଟିଛି ଚାଲାଣ। ଭୁଲ ରାସ୍ତାରେ ଗାଡ଼ି ଚଳାଇବା ତାଙ୍କୁ ମହଙ୍ଗା ପଡ଼ିଛି। ଦିଲ୍ଲୀ ପୋଲିସ ତାଙ୍କର ୧୫ ହଜାର ୫୦୦ ଟଙ୍କାର ଚାଲାଣ କାଟିଥିବା ଜଣାପଡ଼ିଛି। ରବିବାର ବାଦଶାହା ନିଜର ୩ କାର୍‌…

ଲଟେରି ମାଧ୍ୟମରେ ଫଳ ବ୍ୟବସାୟୀଙ୍କୁ ପିଣ୍ଡି ଆବଣ୍ଟନ

କେସିଙ୍ଗା,୧୭ା୧୨(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ସହର ମୁଖ୍ୟରାସ୍ତା କଡରେ ବ୍ୟବସାୟୀମାନେ ଦୀର୍ଘଦିନରୁ ଫଳ ବ୍ୟବସାୟ କରିଆସୁଥିଲେ। ଏଥିଯୋଗୁ ଜାତୀୟ ରାଜପଥର ଉଭୟ ପାର୍ଶ୍ୱରେ ଟ୍ରାଫିକ ଜାମ୍‌ ହେଉଥିଲା। ଫଳରେ ଗମନାଗମନ କ୍ଷେତ୍ରରେ ବହୁ ଅସୁବିଧା ହେଉଥିଲା। ଏହି ସମସ୍ୟାର ସମାଧାନ…

ଠାକୁର ଘରେ କିଏ ନାଁ ମୁଁ କଦଳୀ ଖାଇନି କାହିଁକି ଏମିତି କହିଲେ ମନମୋହନ

ଭୁବନେଶ୍ୱର, ୧୭।୧୨: ଦିଲ୍ଲୀରେ ବିଜେଡି ଏମ୍‌ପିଙ୍କ ଖବରଦାତା ସମ୍ମିଳନୀକୁ ଭାଜପା ପକ୍ଷରୁ କାଉଣ୍ଟର କରାଯାଇଛି। ରାଜ୍ୟ ଭାଜପା ସଭାପତି କାଉଣ୍ଟର କରି କହିଛନ୍ତି, ଠାକୁର ଘରେ କିଏ ନାଁ ମୁଁ କଦଳୀ ଖାଇନି। ଏମିତି କିଛି କହି ତାଚ୍ଛଲ୍ୟ କରିଛନ୍ତି। ସେମାନେ…

ବାର୍ଷିକ କ୍ରୀଡ଼ା ବେଳେ ଅଘଟଣ: ଉଚ୍ଚ ଡିଆଁ ଖେଳ ବେଳେ ତଳେ ପଡ଼ି ଭାଙ୍ଗିଲା ଛାତ୍ରଙ୍କ ହାତ

ବାଲିଗୁଡ଼ା:୧୭।୧୨:(ସଞ୍ଜୟ କୁମାର ପାଣିଗ୍ରାହୀ): ବିଦ୍ୟାଳୟରେ ବାର୍ଷିକ କ୍ରୀଡ଼ା ବେଳେ ଅଘଟଣ । ଉଚ୍ଚ ଡିଆଁ ଖେଳ ବେଳେ ତଳେ ପଡ଼ି ଛାତ୍ରଙ୍କ ବାମ ହାତ ଭାଙ୍ଗିଯାଇଥିବା ଜଣାପଡ଼ିଛି । କନ୍ଧମାଳ ଜିଲା ବାଲିଗୁଡ଼ା ବ୍ଲକ କଲୋନୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଏଭଳି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?