ଛାତ୍ରଙ୍କ ଗୁଳି ମାଡରେ ୫ ମୃତ, ୬ ଆହତ
ନ୍ୟୁଜର୍ସି,୧୭।୧୨: ସୋମବାର ଆମେରିକାର ୱିସ୍କୋସିନ ରାଜ୍ୟ ମାଡିସନ ସ୍ଥିତ ଏକ ବିଦ୍ୟାଳୟରେ ଗୁଳି ବିନିମୟରେ ସନ୍ଦିଗ୍ଧ ଆକ୍ରମଣକାରୀଙ୍କ ସମେତ ୫ଜଣଙ୍କର ମୃତ୍ୟୁ ଘଟିଛି। ଏହି ଘଟଣାରେ ଅନ୍ୟ ୬ଜଣ ଆହତ ହୋଇଛନ୍ତି। ପୋଲିସର ସୂଚନାନୁସାରେ, ଆକ୍ରମଣକାରୀ ବିଦ୍ୟାଳୟର ଛାତ୍ର ଥିଲେ। ଗୁଳି…
ଥରେ ବୁଝନ୍ତୁ ପିଲାର ମନ
ଯୁଗ ସହ ତାଳ ଦେଇ ମଣିଷ ମଧ୍ୟ ଧୀରେ ଧୀରେ ପରିବର୍ତ୍ତନ ହୋଇଛି। ପ୍ରତି ମୁହୂର୍ତ୍ତରେ ଅନ୍ୟମାନଙ୍କଠାରୁ ଭିନ୍ନ ହେବା ଲକ୍ଷ୍ୟରେ ସଭିଙ୍କ ମନରେ ବଢ଼ି ଚାଲିଛି ପ୍ରତିଯୋଗିତାମୂଳକ ମନୋଭାବ। ଏହି କୌତୂହଳ ରେସ୍ରେ କିଏ ଆଗକୁ ବଢ଼ୁଛି ତ କିଏ…
ଇଣ୍ଡିଆ ମେଣ୍ଟର ଭବିଷ୍ୟତ
୨୦୨୪ ମସିହା ସାଧାରଣ ନିର୍ବାଚନ ପରିପ୍ରେକ୍ଷୀରେ ଶାସକ ଭାରତୀୟ ଜନତା ପାର୍ଟି (ଭାଜପା) ନେତୃତ୍ୱାଧୀନ ଏନ୍ଡିଏ ବିପକ୍ଷରେ ବିରୋଧୀ ଦଳ ପକ୍ଷରୁ ମିଳିତ ମେଣ୍ଟ ଗଠନ ହୋଇଥିଲା। ଭାଜପାରୁ ସମ୍ପର୍କ ତୁଟାଇବା ପରେ ବିହାର ମୁଖ୍ୟମନ୍ତ୍ରୀ ନୀତୀଶ କୁମାର ଏ ଦିଗରେ…
ହାବିଲଦାର, କନଷ୍ଟେବଲ୍ଙ୍କ ପାଇଁ ବଡ଼ ଘୋଷଣା କଲେ ମୁଖ୍ୟମନ୍ତ୍ରୀ
କଟକ,୧୭ା୧୨(କାର୍ତ୍ତିକ ସାହୁ):ଓଡ଼ିଶା ପୋଲିସ ହାବିଲଦାର, କନଷ୍ଟେବଲ୍ ଓ ସିପାହୀ ସଂଘର ୪୫ତମ ବାର୍ଷିକ ଉତ୍ସବ କଟକ ଓଏସ୍ଏପି ଷଷ୍ଠ ବାଟାଲିୟନ ପରିସରରେ ସୋମବାର ଅନୁଷ୍ଠିତ ହୋଇଯାଇଛି। ଏଥିରେ ମୁଖ୍ୟ ଅତିଥି ଭାବେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଯୋଗଦେଇ କହିଛନ୍ତି, ହାବିଲ୍ଦାର,…
ପାରଦ ୧ ଡିଗ୍ରୀକୁ ଖସିଲା
ବାରିପଦା,୧୭ା୧୨ (ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲାରେ ଉତ୍ତର-ପଶ୍ଚିମା ପବନ ପ୍ରବାହିତ ହେବାରୁ ଭୀଷଣ ଥଣ୍ଡା ଅନୁଭୂତ ହେଉଛି। ଶୀତର ଲହର ବୃଦ୍ଧି ପାଉଥିବାରୁ ହାଡ଼ଭଙ୍ଗା ଥଣ୍ଡା ଯୋଗୁ ଜନଜୀବନ ଅସ୍ତବ୍ୟସ୍ତ ହୋଇପଡ଼ିଛି। ଶୀତକଷ୍ଟ ଦୂର କରିବା ପାଇଁ ଲୋକେ ନିଆଁ…
ଟ୍ରେଣ୍ଡ୍ସର ଏଣ୍ଡ ଅଫ୍ ଦି ସିଜନ ସେଲ୍
ମୁମ୍ବାଇ,୧୭।୧୨ (ଅଭୟ ଦାଶ): ରିଲାଏନ୍ସ ଗ୍ରୁପର ପ୍ରମୁଖ ସଂସ୍ଥା ତଥା ରିଲାଏନ୍ସ ରିଟେଲର ଅଗ୍ରଣୀ କମ୍ପାନୀ ରିଲାଏନ୍ସ ଟ୍ରେଣ୍ଡସର ବହୁ ପ୍ରତୀକ୍ଷିତ ‘ଏଣ୍ଡ ଅଫ୍ ଦି ସିଜନ ସେଲ୍’ର ଶୁଭାରମ୍ଭ ସମ୍ପର୍କରେ ଘୋଷଣା କରାଯାଇଛି। ଏପରିକି ଏହି ସେଲ ଉପରେ ଆକର୍ଷଣୀୟ…
ମୋବାଇଲ ରପ୍ତାନିରେ ନୂଆ ମାଇଲଷ୍ଟୋନ୍
ଭୁବନେଶ୍ୱର,୧୭ା୧୨(ଅନୁରାଧା ମହାରଣା): ଭାରତରୁ ସ୍ମାର୍ଟଫୋନ ରପ୍ତାନି ଗୋଟିଏ ମାସରେ ପ୍ରଥମ ଥର ପାଇଁ ୨୦,୦୦୦ କୋଟି ଟଙ୍କା ଅତିକ୍ରମ କରି ପୂର୍ବର ସମସ୍ତ ରେକର୍ଡ ଭାଙ୍ଗିଛି। କମ୍ପାନୀଗୁଡିକ ଦ୍ୱାରା ଉପସ୍ଥାପିତ ଏବଂ ଶିଳ୍ପ ସଂସ୍ଥାଗୁଡ଼ିକରୁ ସଂଗୃହିତ ତଥ୍ୟରୁ ଏହା ପ୍ରକାଶ ପାଇଛି।…
ନୂଆଗାଁ ବିଜୁ ଯୁବ ଭବନକୁ ନେଇ ବିବାଦ
ନୂଆଗାଁ,୧୭।୧୨(ଧନେଶ୍ୱର ସାହୁ):ନୟାଗଡ଼ ଜିଲା ନୂଆଗାଁ ବ୍ଲକ ସଦର ମହକୁମାଠାରେ ନିର୍ମାଣ ହୋଇଥିବା ବିଜୁ ଯୁବ ଭବନକୁ ନେଇ ବିଜେଡି ଓ ଭାଜପା ମଧ୍ୟରେ ବିବାଦ ଲାଗି ରହିଛି । ବିଜେଡି ଏହି ଭବନକୁ ନିଜ ଅକ୍ତିଆରରେ ରଖିଥିବା ବେଳେ କ୍ଷମତାକୁ ଆସିବା…
କେନ୍ଦ୍ର, ରାଜ୍ୟକୁ ଜବାବ ମାଗିଲେ ସୁପ୍ରିମକୋର୍ଟ
ନୂଆଦିଲ୍ଲୀ,୧୭ା୧୨: ଭାରତରେ ମହିଳା, ଶିଶୁ ଓ ତୃତୀୟ ଲିଙ୍ଗୀଙ୍କ ପ୍ରତି ଅପରାଧ ବଢ଼ୁଥିବାରୁ ଏହାକୁ ରୋକିବା ଦିଗରେ କେତେକ କଠୋର ପଦକ୍ଷେପ ଗ୍ରହଣ କରାଯିବାକୁ ସୁପ୍ରିମକୋର୍ଟରେ ଏକ ଜନସ୍ବାର୍ଥ ମାମଲା (ପିଆଇଏଲ୍) ଦାଏର ହୋଇଥିଲା। ସୁପ୍ରିମକୋର୍ଟ ମହିଳା ଆଇନଜୀବୀ ସଂଘ ପକ୍ଷରୁ…
ଭାଜପାରେ ମିଶିଲେ ଜୟପୁର ବ୍ଲକ ଅଧ୍ୟକ୍ଷା
ଭୁବନେଶ୍ୱର, ୧୭ା୧୨(ସୁନିତ୍ ମିଶ୍ର):ଭାଜପା ସରକାର ଉପରେ ରାଜ୍ୟବାସୀଙ୍କ ଆସ୍ଥା ଓ ବିଶ୍ୱାସ ବୃଦ୍ଧି ପାଇବାରେ ଲାଗିଛି ବୋଲି ଦଳର ରାଜ୍ୟ ସଭାପତି ମନମୋହନ ସାମଲ କହିଛନ୍ତି। ସୋମବାର ଦଳର ରାଜ୍ୟ କାର୍ଯ୍ୟାଳୟଠାରେ ଅନୁଷ୍ଠିତ ମିଶ୍ରଣ ପର୍ବରେ ସେ କହିଛନ୍ତି, ପ୍ରତିଦିନ ଦଳର…
ବିଜେଡିର ଭବିଷ୍ୟତ କ’ଣ? ସାମ୍ନାକୁ ଆସିଲା ସାଂଘାତିକ ତଥ୍ୟ
ଭୁବନେଶ୍ୱର, ୧୭ା୧୨(ସୁନିତ୍ ମିଶ୍ର):ବିଜେଡିର ଭବିଷ୍ୟତ ରାଜନୈତିକ କାର୍ଯ୍ୟପନ୍ଥା କ’ଣ ହେବ ସେନେଇ ଦଳର ବହୁ ଆଗଧାଡ଼ିର ନେତା ଏବେ ଚିନ୍ତା କଲେଣି। ଆଶ୍ଚର୍ଯ୍ୟର କଥା ହେଉଛି ବିଜେଡିରେ ଯେଉଁ ନେତାମାନେ ୨୦୧୯ ନିର୍ବାଚନ ପରଠାରୁ ପୂର୍ବତନ ବିଧାୟକ ତଥା ଦଳର ସାଙ୍ଗଠନିକ…
ବଡଦିନ ଶାନ୍ତିଶୃଙ୍ଖଳାରେ ପାଳନ ପାଇଁ: ପ୍ରଶାସନ ତତ୍ପର
ଦାରିଙ୍ଗବାଡି,୧୬।୧୨ (ଅରୁଣ ସାହୁ): ଆଉ କିଛିଦିନ ପରେ ବଡଦିନ ଆସୁଛି। ଯୀଶୁଖ୍ରୀଷ୍ଟଙ୍କ ଜନ୍ମଦିନ ପାଳନ ପାଇଁ ଦାରିଙ୍ଗବାଡି ଏବେଠାରୁ ଚଳଚଞ୍ଚଳ ହୋଇଉଠିଲାଣି। ଖ୍ରୀଷ୍ଟଧର୍ମାଲମ୍ବୀମାନେ ଏହି ପର୍ବ ପାଳନ ପାଇଁ ଏବେଠାରୁ ପ୍ରସ୍ତୁତି ଆରମ୍ଭ କରିଦେଇଛନ୍ତି। ନିଜ ଘରକୁ ସଜ୍ଜିତ କରିବା ସହ…

