‘ଧରିତ୍ରୀ’ ପ୍ରଭାବ: ୭ ଅଧିକାରୀଙ୍କ ବଦଳି ସ୍ଥଗିତ
ଭୁବନେଶ୍ୱର,୧୬ା୧୦(ରବିନାରାୟଣ ଜେନା): ଭାରତ ନିର୍ବାଚନ ଆୟୋଗ(ଇସିଆଇ)ଙ୍କ ନିର୍ଦ୍ଦେଶକୁ ଅବମାନନା କରି ମତ୍ସ୍ୟ ଓ ପଶୁ ସମ୍ପଦ ବିଭାଗ ଏବେ ଅକଳରେ। ବିଭାଗ ପକ୍ଷରୁ ସୋମବାର ଏବଂ ମଙ୍ଗଳବାର ଯେଉଁ ଅଧିକାରୀଙ୍କୁ ନୂଆପଡ଼ାରେ ନିଯୁକ୍ତି ଓ ବଦଳି କରାଯାଇଥିଲା, ସେଥିମଧ୍ୟରୁ ୭...
ପରାଜିତ ପ୍ରାର୍ଥୀଙ୍କୁ ବିଜେଡି ଟିକେଟ୍, ଦିଲ୍ଲୀରେ ହୋଇଛି ବଡ଼ ଡିଲ୍: ନୂଆପଡ଼ାରେ…
ଭୁବନେଶ୍ୱର,୧୫।୧୦: ନୂଆପଡ଼ା ଉପନିର୍ବାଚନକୁ ନେଇ ସବୁଆଡ଼େ ଚର୍ଚ୍ଚା ଜୋର ଧରିଥିବା ବେଳେ ବିଜେଡି ବୁଧବାର ଏହାର ପ୍ରାର୍ଥୀ ଘୋଷଣା କରି ଚମକାଇଦେଇଛି। ଦଳ ସ୍ନେହାଙ୍ଗିନୀ ଛୁରିଆଙ୍କୁ ପ୍ରାର୍ଥୀ ନେଇ ଘୋଷଣା କରିବା ପରେ ନିଲମ୍ବିତ ନେତ୍ରୀ ଶ୍ରୀମୟୀ ମିଶ୍ର ତେର୍ଚ୍ଛାବାଣ...
ଗାଁ ରାସ୍ତାରେ ହାତୀ, ଲୋକେ ଭୟଭୀତ
ନିରାକାରପୁର,୧୫ା୧୦(ମାନସ ଚନ୍ଦ୍ର ପଟ୍ଟନାୟକ): ଖୋର୍ଦ୍ଧା ଜିଲା ଟାଙ୍ଗୀ ବନାଞ୍ଚଳରେ ଦିନକୁ ଦିନ ହାତୀଙ୍କ ଉପଦ୍ରବ ବଢ଼ିବାରେ ଲାଗିଛି। ଏହି ହାତୀପଲ ଖାଦ୍ୟ ସନ୍ଧାନରେ ଆସି ଗାଁ ମୁହାଁ ହୋଇ କେତେବେଳେ ହାତୀର ଜୀବନ ଯାଉଛି ତ କେତେବେଳେ ମଣିଷର ଜୀବନ...
ପାକିସ୍ତାନ ସରକାରଙ୍କୁ ବରବାଦ କରିଦେବେ ଏହି ୪ ବ୍ୟକ୍ତି, ଯୁଦ୍ଧ ସ୍ଥିତି ମଧ୍ୟରେ…
ଇସଲାମାବାଦ,୧୫।୧୦: ପାକିସ୍ତାନ ଏବଂ ଆଫଗାନିସ୍ତାନ ମଧ୍ୟରେ ପରିସ୍ଥିତି କ୍ରମଶଃ ଉତ୍ତେଜନାପୂର୍ଣ୍ଣ ହେବାରେ ଲାଗିଛି। ପାକିସ୍ତାନ ଏବଂ ଆଫଗାନିସ୍ତାନ ସୀମାରେ ଯୁଦ୍ଧ ଭଳି ପରିସ୍ଥିତି ସୃଷ୍ଟି ହୋଇଥିବା ବେଳେ ଚାରି ଜଣ ପ୍ରମୁଖ ବ୍ୟକ୍ତିଙ୍କ ଭୂମିକା ଦେଶ ପାଇଁ ଏକ ଗମ୍ଭୀର...
ଗାଁର ସମସ୍ୟା ହେବ ଦୂର, ଏମିତି ପ୍ରତିଶ୍ରୁତି ଦେଇ ବିଧାୟକ ସିଦ୍ଧାନ୍ତ ମହାପାତ୍ର କହିଲେ…
ଦିଗପହଣ୍ଡି,୧୫ା୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କଇଠଖଣ୍ଡି ପଞ୍ଚାୟତ ବୋରିପଦର ଗ୍ରାମରେ କଳିଙ୍ଗ ଯୁବ ନାଟ୍ୟ ସଂସଦ ପକ୍ଷରୁ ନାଟ୍ୟକାର ସୁଶାନ୍ତ ପଟ୍ଟନାୟକଙ୍କ ନିର୍ଦ୍ଦେଶନାରେ ‘କଟି କଟି ଡବଲ କଟି’ ନାଟକ ମଞ୍ଚସ୍ଥ ହୋଇଯାଇଛି। ଦିଗପହଣ୍ଡି ବିଧାୟକ...
ଦିଲ୍ଲୀ କ୍ୟାପିଟାଲ୍ସରେ ସଞ୍ଜୁ ସାମସନଙ୍କ ଏଣ୍ଟ୍ରି? କେବଳ ଏଇଠି ଅଟକିଛି ଡିଲ୍
ନୂଆଦିଲ୍ଲୀ,୧୫।୧୦: ଆଇପିଏଲ ୨୦୨୬ ସିଜନ ପୂର୍ବରୁ ସଞ୍ଜୁ ସାମସନ ଏବଂ ରାଜସ୍ଥାନ ରୟାଲ୍ସ ଦଳ ଚର୍ଚ୍ଚାକୁ ଆସିଛନ୍ତି। ରିପୋର୍ଟ ଅନୁଯାୟୀ, ସଞ୍ଜୁ ସାମସନ ଦଳ ପରିଚାଳନାକୁ ସ୍ପଷ୍ଟ ଭାବେ କହିଦେଇଛନ୍ତି ଯେ ସେ ପରବର୍ତ୍ତୀ ସିଜନ୍ ଦଳରେ ରହିବେ ନାହିଁ।...
ମନ୍ଦିରରେ ଅଚିହ୍ନା ହାଡ଼ ମିଳିବା ଘଟଣା: ତଦନ୍ତ ପାଇଁ ପହଞ୍ଚିଲେ ଏସ୍ପି
ମୋହନା,୧୫ା୧୦(ମନ୍ମଥ ମିଶ୍ର): ଗଜପତି ଜିଲା ମୋହନା ଥାନା ଅନ୍ତର୍ଗତ କର୍ଚ୍ଚବାଡ଼ି ଗାଁରେ ଥିବା ବହୁ ପୁରାତନ ମା’ ବ୍ରାହ୍ମଣୀଦେଇ ମନ୍ଦିରରେ ମଙ୍ଗଳବାର ସକାଳେ ମନ୍ଦିରର ପୂଜାରୀ ନରେନ୍ଦ୍ର ପାଇକ ମନ୍ଦିରକୁ ପୂଜା କରିବା ପାଇଁ ଯାଇଥିଲେ। ମନ୍ଦିର ପରିସରକୁ ସଫା...
ସଦସ୍ୟଙ୍କୁ ବଡ଼ ଝଟ୍କା ଦେଲା EPFO: ଏଣିକି ଚାକିରି ଯିବା ପରେ ପରେ କାଢ଼ି ପାରିବେ ନାହିଁ PFର…
ନୂଆଦିଲ୍ଲୀ,୧୫।୧୦: କର୍ମଚାରୀ ଭବିଷ୍ୟ ନିଧି ସଂଗଠନ (ଇପିଏଫ୍ଓ) ଏହାର ସଦସ୍ୟଙ୍କ ପାଇଁ ଏକ ଗୁରୁତ୍ୱପୂର୍ଣ୍ଣ ପରିବର୍ତ୍ତନ ଘୋଷଣା କରିଛି। ଏବେ ବେରୋଜଗାର ସଦସ୍ୟମାନେ ସେମାନଙ୍କର ଭବିଷ୍ୟ ନିଧି (ଇପିଏଫ୍) ଓ ପେନସନ୍ ଖାତା (ଇପିଏସ୍)ରୁ ସମ୍ପୂର୍ଣ୍ଣ ରାଶି ନିକାସୀ ପୂର୍ବ...
ବାଇକ୍ରେ ନେଉଥିଲେ ବାଣ, ହଠାତ୍ ହେଲା ବିସ୍ଫୋରଣ, ଆଉ ତା’ ପରେ…
ଭୁବନେଶ୍ୱର,୧୫ା୧୦: ରାଜଧାନୀ ଭୁବନେଶ୍ବରରେ ବୁଧବାର ସନ୍ଧ୍ୟାରେ ଏକ ଅଘଟଣ ଘଟିଛି। ବାଇକ୍ରେ ବାଣ ନେଇ ଯାଉଥିବାବେଳେ ବିସ୍ଫୋରଣ ହେବାରୁ ବାଇକ୍ଟି ସମ୍ପୂର୍ଣ୍ଣ ଜଳିଯାଇଛି। ଜୟଦେବ ବିହାର ଓଭର ବ୍ରିଜ୍ ଉପରେ ଚଳନ୍ତା ବାଇକ୍ରେ ବାଣ ଫୁଟିବାରୁ ରାସ୍ତା ଉପରେ ହୁତୁହୁତୁ...
ମନ୍ଦିର ପରିସରରେ ଗୋଟିଏ ଶାଢ଼ିରେ ଝୁଲିପଡ଼ିଲେ ପ୍ରେମୀଯୁଗଳ, ପୋଲିସ ହାତରେ ଲାଗିଲା ବଡ଼ ପ୍ରମାଣ…
ଜୟପୁର,୧୫ା୧୦(ପବନ ପାଣିଗ୍ରାହୀ): ଜୟପୁର ଗୋପବନ୍ଧୁ ନଗରରେ ଝୁଲନ୍ତା ଅବସ୍ଥା ୨ ଜଣଙ୍କ ମୃତଦେହ ଜବତ କରିଛି ଟାଉନ ପୋଲିସ। ଗୋପବନ୍ଧୁ ନଗରରେ ଥିବା କନକଦୁର୍ଗା ମନ୍ଦିର ପରିସରରେ ୨ଟି ମୃତଦେହ ଝୁଲନ୍ତା ଅବସ୍ଥାରେ ଥିଲା। ମୃତକ ଦ୍ୱୟ ହେଲେ ମନ୍ଦିରର...
ଖୋଲିବ ଶିମିଳିପାଳ, ସୁବିଧାରେ ବୁଲିପାରିବେ ପର୍ଯ୍ୟଟକ
ବାରିପଦା,୧୫ା୧୦: ପର୍ଯ୍ୟଟକଙ୍କ ପାଇଁ ଖୁସି ଖବର। ଖୋଲିବ ଶିମିଳିପାଳ ଅଭୟାରଣ୍ୟ। ଜୁଲାଇ ୧ରୁ ଶିମିଳିପାଳ ଉପରେ କଟକଣା ଲାଗୁ ହୋଇଥିଲା। ଏବେ କଟକଣା ହଟିବା ପରେ ସହଜ ଏବଂ ସୁବିଧାରେ ପର୍ଯ୍ୟଟକମାନେ ଶିମିଳିପାଳ ବୁଲି ଏହାର ମଜା ନେଇପାରିବେ। ଆସନ୍ତା...
ଗଜପତିରୁ ଉତ୍ତରପ୍ରଦେଶକୁ ଲମ୍ବିଛି ଗଞ୍ଜେଇ ଚେର, ପାଟ୍ରୋଲିଂ ବେଳେ ଜଣାପଡ଼ିଲା ସବୁ ସତ
ବ୍ରହ୍ମପୁର,୧୫ା୧୦(ସୁବାସ ଚନ୍ଦ୍ର ପାଢ଼ୀ): ବ୍ରହ୍ମପୁରକୁ ଗଞ୍ଜେଇ ଚାଲାଣ ହେଉଥିବା ଅବକାରୀ ସଦର ରେଞ୍ଜ ଏସ୍ପି ପ୍ରବୀଣ କୁମାର ପ୍ରଧାନଖବର ପାଇଥିଲେ। ତାଙ୍କ ନିର୍ଦ୍ଦେଶରେ ଡିଏସ୍ପି ସ୍ନେହଲତା ନାୟକ ଓ କୁମୁଦ ରଞ୍ଜନ ନାୟକଙ୍କ ନେତୃତ୍ୱରେ ଏକ ଟିମ୍ ଗଠନ ହୋଇଥିଲା।...
Archives


