ଅହଂକାରୀଙ୍କୁ ଅଟକାଇଲେ ରାମ
ଜୟପୁର,୧୫ା୬: ନିକଟରେ ଅନୁଷ୍ଠିତ ଲୋକ ସଭା ନିର୍ବାଚନ ପ୍ରଚାର ବେଳେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସବୁ ସଭାରେ ‘୪୦୦ ପାର୍’ ସ୍ଲୋଗାନ ଦେଉଥିଲେ। କିନ୍ତୁ ଭାରତୀୟ ଜନତା ପାର୍ଟି (ଭାଜପା) ୨୪୦ ଆସନରେ ସୀମିତ ହୋଇ ରହିଯାଇଛି, ଯାହାକି ୨୦୧୯ ନିର୍ବାଚନ…
ରାସ୍ତାରେ ଅଟକି ପିଲା, ସାଧାରଣ ଲୋକଙ୍କ ସହ କଥାହେଲେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର,୧୪।୬(ଶର୍ମିଷ୍ଠା ପାଣିଗ୍ରାହୀ) – ନୂଆ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଦାୟିତ୍ୱ ଗ୍ରହଣ କରିବା ପରଠାରୁ ସାଧାରଣ ଜନତାଙ୍କ ସହ ମିଶୁଛନ୍ତି। ସମସ୍ୟା ବୁଝି ସମାଧାନ ପାଇଁ ନିର୍ଦ୍ଦେଶ ଦେଉଛନ୍ତି। ଏପରିକି ରାସ୍ତାରେ ଯିବାବେଳେ ଯଦି କେହି ତାଙ୍କୁ ଭେଟିବାକୁ ଚାହୁଁଥିବା…
୧୭ରୁ ବଢ଼ିବ ବର୍ଷା
ଭୁବନେଶ୍ୱର, ୧୪।୬(ଅସମାପିକା ସାହୁ) – ପଶ୍ଚିମ ଓଡ଼ିଶାରେ ଏବେ ତାପମାତ୍ରା ଅଧିକ ରହୁଥିବା ବେଳେ ଉପକୂଳରେ ଗୁଳୁଗୁଳି ଅସହ୍ୟ ହେଉଛି। ଆସନ୍ତା ୩ଦିନ ପର୍ଯ୍ୟନ୍ତ ଏହିଭଳି ସ୍ଥିତି ଲାଗି ରହିବ। କିନ୍ତୁ ୧୭ ତାରିଖରୁ ବର୍ଷା ପରିମାଣ ବଢ଼ିବ। ବିଶେଷକରି ଦକ୍ଷିଣ…
ଇଡି,ସିବିଆଇ ଭୟରେ ବିଜେଡି ବିରୋଧୀ ଦଳ ଭୂମିକା ତୁଲାଇପାରିବ ନାହିଁ: ତାରା
ଭୁବନେଶ୍ୱର,୧୪ା୬-ଆଗାମୀ ଦିନରେ କଂଗ୍ରେସ ବିରୋଧୀ ଦଳ କାମ କରିବ । କାରଣ ଇଡି, ସିବିଆଇ ଭୟରେ ବିଜେଡି ବିରୋଧୀ ଦଳ ଭୂମିକା ତୁଲାଇ ପାରିବ ନାହିଁ । କଂଗ୍ରେସ ହିଁ ଆସନ୍ତା ୫ ବର୍ଷ ପାଇଁ ବିରୋଧୀ ଦଳ ଭୂମିକା ତୁଲାଇବ…
ଓଏଚ୍ପିସି ଅଧ୍ୟକ୍ଷ ପଦରୁ ଇସ୍ତଫା ଦେଲେ ସୁରେଶ ମହାପାତ୍ର
ଭୁବନେଶ୍ୱର,୧୪ା୬(ଅନିଲ ଦାସ)-ଓଡ଼ିଶା ଜଳ ବିଦ୍ୟୁତ୍ ନିଗମ (ଓଏଚ୍ପିସି) ଅଧ୍ୟକ୍ଷ ପଦରୁ ସୁରେଶ ଚନ୍ଦ୍ର ମହାପାତ୍ର ଇସ୍ତଫା ଦେଇଛନ୍ତି। ସେ ତାଙ୍କ ଇସ୍ତଫାପତ୍ର ମୁଖ୍ୟମନ୍ତ୍ରୀଙ୍କ ନିକଟକୁ ପଠାଇ ଦେଇଛନ୍ତି। ପୂର୍ବତନ ମୁଖ୍ୟ ଶାସନ ସଚିବ ସୁରେଶ ଚନ୍ଦ୍ର ମହାପାତ୍ରଙ୍କୁ ବିଜେଡି ସରକାର ସମୟରେ…
ଇଟାଲୀରେ ପ୍ରଧାନମନ୍ତ୍ରୀ ମୋଦିଙ୍କୁ ଭେଟି ଆଲିଙ୍ଗନ କଲେ ପୋପ୍ ଫ୍ରାନ୍ସିସ୍
ନୂଆଦିଲ୍ଲୀ,୧୪।୬: ଇଟାଲୀରେ ଚାଲିଥିବା ଜି୭ ଶିଖର ସମ୍ମିଳନୀରେ ପ୍ରଧାନମନ୍ତ୍ରୀ ମୋଦି ଯୋଗ ଦେଇଛନ୍ତି। ଏହି ଅବସରରେ ସେ ପୋପ୍ ଫ୍ରାନ୍ସିସ୍ଙ୍କୁ ଭେଟିଛନ୍ତି। ଉଭୟଙ୍କ ଭେଟର କିଛି ଫଟୋ କାର୍ଯ୍ୟାଳୟ ପକ୍ଷରୁ ଶେୟାର କରାଯାଇଛି। ତେବେ ସମ୍ମିଳନୀ ପୂର୍ବରୁ ମୋଦି ଫ୍ରାନ୍ସ ରାଷ୍ଟ୍ରପତି…
ଇସ୍ତଫା ଦେଲେ କଂଗ୍ରେସ ନେତା ଅଧିର ରଞ୍ଜନ ଚୌଧୁରୀ
ନୂଆଦିଲ୍ଲୀ,୧୪।୬:ପଶ୍ଚିମବଙ୍ଗର କଂଗ୍ରେସ ସଭାପତି ଆଧୀର ରଞ୍ଜନ ଚୌଧୁରୀ ଇସ୍ତଫା ଦେଇଛନ୍ତି। ସେ ଦଳର ହାଇ କମାଣ୍ଡଙ୍କୁ ଇସ୍ତଫା ପତ୍ର ପଠାଇଛନ୍ତି। ଇସ୍ତଫାରେ ସେ କହିଛନ୍ତି, ମମତା ବାନାର୍ଜୀଙ୍କ ସହ ମେଣ୍ଟ ପାର୍ଟି ଆଲୋଚନା କରୁଥିବାବେଳେ ମୁଁ ଇସ୍ତଫା ଦେଇଥିଲି, କିନ୍ତୁ ମୋତେ…
ଜୁଲାଇ ୧ରୁ ନୂଆ ଆପରାଧିକ ଆଇନ, ହଟିବ ବ୍ରିଟିଶ ଆଇନ
ଭୁବନେଶ୍ୱର,୧୪ା୬(ସତ୍ୟଜିତ୍ ରାଉତ): ଆସନ୍ତା ଜୁଲାଇ ୧ରୁ ଦେଶରେ ୩ ନୂଆ ଆପରାଧିକ ଆଇନ ଲାଗୁ ହେବ। ସେଗୁଡିକ ହେଲା ଭାରତୀୟ ନ୍ୟାୟ ସଂହିତା, ଭାରତୀୟ ନାଗରିକ ସୁରକ୍ଷା ସଂହିତା ଓ ଭାରତୀୟ ସାକ୍ଷ୍ୟ ଅଧିନିୟମ। ବ୍ରିଟିଶ୍ ଅମଳରୁ ପ୍ରଚଳିତ ଆପରାଧିକ ଆଇନ…
ଚାଷୀଙ୍କ ପାଇଁ ବଡ଼ଖବର: ଏହି ଦିନ ଆକାଉଣ୍ଟକୁ ଆସିବ ପିଏମ୍ କିଶାନ ଟଙ୍କା, ଜାଣି ନିଅନ୍ତୁ…
ନୂଆଦିଲ୍ଲୀ,୧୪।୬: ପ୍ରଧାନମନ୍ତ୍ରୀ କିଶାନ ଯୋଜନା ହିତାଧିକାରୀଙ୍କ ପାଇଁ ଖୁସି ଖବର। ଆସନ୍ତା ସପ୍ତାହରେ ଯୋଗ୍ୟ ଚାଷୀଙ୍କ ଖାତାକୁ ଆସିବ ୧୭ତମ କିସ୍ତି। ତେବେ ନିକଟରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ତୃତୀୟ ଥର ପାଇଁ ଶପଥ ଗ୍ରହଣ କରିବା ପରେ ତୁରନ୍ତ କିଷାନ…
ମୁଖ୍ୟମନ୍ତ୍ରୀଙ୍କ ଠାରୁ ଅଧିକ ପାଓ୍ବାରଫୁଲ ଉପ ମୁଖ୍ୟମନ୍ତ୍ରୀ! ମନ୍ତ୍ରୀମାନଙ୍କ ଠାରୁ ମିଳେ କେତେ ଅଧିକ ଦରମା?
ନୂଆଦିଲ୍ଲୀ,୧୪।୬: ଆନ୍ଧ୍ରପ୍ରଦେଶ ଓ ଓଡ଼ିଶାରେ ନୂଆ ସରକାର ଶପଥ ନେଇଛନ୍ତି। ଆନ୍ଧ୍ରପ୍ରଦେଶରେ ଟିଡିପି ମୁଖ୍ୟ ଚନ୍ଦ୍ରବାବୁ ନାଇଡୁ ଶାସନ କମାଣ ଧରିଥିବାବେଳେ ଓଡ଼ିଶାରେ ୨୪ବର୍ଷରେ କ୍ଷମତାକୁ ଆସିଛି ଭାରତୀୟ ଜନତା ପାର୍ଟି। ଚନ୍ଦ୍ରବାବୁଙ୍କ ସହ ଉପ ମୁଖ୍ୟମନ୍ତ୍ରୀ ଭାବେ ଦାୟିତ୍ୱ ନେଇଛନ୍ତି…
ଜୈଶ ଆତଙ୍କବାଦୀ ଆମିର ଦେଇଛନ୍ତି ଅଯୋଧ୍ୟା ରାମ ମନ୍ଦିରକୁ ବୋମାରେ ଉଡାଇ ଦେବାକୁ ଧମକ!
ନୂଆଦିଲ୍ଲୀ,୧୪।୬: ପାକିସ୍ତାନରେ ଅବସ୍ଥିତ ଆତଙ୍କବାଦୀ ସଂଗଠନ ଜୈଶ-ଇ-ମହମ୍ମଦ (ଜେଏମ) ଅଯୋଧ୍ୟାରେ ରାମ ମନ୍ଦିରକୁ ବିସ୍ଫୋରଣ କରିବାକୁ ଧମକ ଦେଇଛନ୍ତି। ଅଡିଓ ମାଧ୍ୟମରେ ଏହି ଧମକ ଦିଆଯାଇଛି, ଯାହା ପରେ ମନ୍ଦିର ଚାରିପାଖରେ ସୁରକ୍ଷା ବ୍ୟବସ୍ଥା ବୃଦ୍ଧି କରାଯାଇଛି। ସୁରକ୍ଷା ଏଜେନ୍ସିଗୁଡିକ ବର୍ତ୍ତମାନ…
ଯୌନ ଉତ୍ପିଡନରେ ସବୁବେଳେ ପୁରୁଷ ଦୋଷୀ ନୁହେଁ: ହାଇକୋର୍ଟଙ୍କ ଗୁରୁତ୍ୱପୂର୍ଣ୍ଣ ଟିପ୍ପଣି
ଆହ୍ଲାବାଦ,୧୪।୬: ଆହ୍ଲାବାଦ ହାଇକୋର୍ଟ ଏକ ମାମଲାରେ ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ଦେଇଥିବାବେଳେ କହିଛନ୍ତି ଯେ ମହିଳାଙ୍କ ଉପରେ ଯୌନ ଉତ୍ପୀଡ଼ନ ସହ ଜଡିତ ଆଇନ ମହିଳା-କେନ୍ଦ୍ରିକ। ମହିଳା ଏବଂ ବାଳିକାମାନଙ୍କୁ ସୁରକ୍ଷା ପ୍ରଦାନ କରନ୍ତୁ, କିନ୍ତୁ ଏହାର ଅର୍ଥ ନୁହେଁ ଯେ…
Archives


