Home Left

ପୁଣେରେ ଜୟଆଲୁକ୍କାସ୍‌ ଶୋ’ରୁମ୍‌ ଉଦ୍‌ଘାଟିତ

ଭୁବନେଶ୍ୱର,୧୪ା୬(ଅଭୟ ଦାଶ): ଦେଶର ଅଗ୍ରଣୀ ଅଳଙ୍କାର ପ୍ରତିଷ୍ଠାନ ତଥା ବିଶ୍ୱସ୍ତରୀୟ ଗହଣା ବ୍ରାଣ୍ଡ୍‌ ‘ଜୟଆଲୁକ୍କାସ୍‌’ର ନୂତନ ଶୋ’ରୁମ୍‌ ନିକଟରେ ପୁଣେର ପିମ୍ପ୍ରିଠାରେ ଉଦ୍‌ଘାଟିତ ହୋଇଯାଇଛି। ଏହି ଅବସରରେ କୋହିନୁର ଗ୍ରୁପ୍‌ର ଚେୟାରମ୍ୟାନ ତଥା ଏମ୍‌ଡି କୃଷ୍ଣକୁମାର ଗୋଏଲ ସମ୍ମାନିତ ଅତିଥି ଭାବେ ଯୋଗଦେଇ…

କାନାର ବ୍ୟାଙ୍କର କର୍ପୋରେଟ ମିଟ୍‌

ଭୁବନେଶ୍ୱର,୧୪ା୬: କାନାରା ବ୍ୟାଙ୍କ ଭୁବନେଶ୍ୱର ଅଞ୍ଚଳ ପକ୍ଷରୁ ବ୍ୟାଙ୍କର ମହାପ୍ରବନ୍ଧକ ତଥା ଅଞ୍ଚଳ ମୁଖ୍ୟ ଜଗଦୀଶ ଚନ୍ଦରଙ୍କ ବଳିଷ୍ଠ ମାର୍ଗଦର୍ଶନରେ ଏକ କର୍ପୋରେଟ୍‌ ମିଟ୍‌ ଭୁବନେଶ୍ୱରର ନୟାପଲ୍ଲୀସ୍ଥିତ କ୍ରାଉନ ହୋଟେଲଠାରେ ଅନୁଷ୍ଠିତ ହୋଇଯାଇଛି। ଏହି ବୈଠକରେ ୭୦ରୁ ଉର୍ଦ୍ଧ୍ୱ କର୍ପୋରେଟ୍‌ ଓ…

ରିଲାଏନ୍ସ ଜିଓକୁ ସିଡିପି କ୍ଲାଇମେଟ୍‌ ଆଓ୍ବାର୍ଡ

ଭୁବନେଶ୍ୱର,୧୪ା୬: ଦେଶର ପ୍ରମୁଖ ଘରୋଇ ଟେଲିକମ୍‌ କମ୍ପାନୀ ରିଲାଏନ୍ସ ଜିଓ ଇନ୍‌ଫୋକମ୍‌ ଲିମିଟେଡ୍‌କୁ ନିକଟରେ ଆଉ ଏକ ସମ୍ମାନ ‘ସିଡିପି କ୍ଲାଇମେଟ୍‌ ଆଓ୍ବାର୍ଡ’ ଦିଆଯାଇଛି। ବିଶେଷକରି କାର୍ବନ ଫୁଟ୍‌ ପ୍ରିଣ୍ଟ ହ୍ରାସ କରିବା ଦିଗରେ ଉଲ୍ଲେଖନୀୟ ଅବଦାନ ଓ ପ୍ରୟାସ ପାଇଁ…

ଧାନର ଏମ୍‌ଏସ୍‌ପି ବୃଦ୍ଧି ଅର୍ଥନୀତି ପାଇଁ ଶୁଭ ସଙ୍କେତ

ଭୁବନେଶ୍ୱର,୧୪ା୬(ଅନୁରାଧା ମହାରଣା): ରାଜ୍ୟର କୃଷକମାନଙ୍କ ସଶକ୍ତୀକରଣ ପାଇଁ ଏକ ‘ସମୃଦ୍ଧ କୃଷକ ନୀତି’ ଆସିବ ଏବଂ ଚାଷୀମାନଙ୍କୁ ଦିଆଯାଇଥିବା ପ୍ରତିଶ୍ରୁତି ଅନୁଯାୟୀ ଧାନର ସର୍ବନିମ୍ନ ସହାୟକ ମୂଲ୍ୟ(ଏମ୍‌ଏସ୍‌ପି) କୁଇଣ୍ଟାଲ ପିଛା ୩୧୦୦ ଟଙ୍କାକୁ ବୃଦ୍ଧି କରାଯିବ। ବୁଧବାର କ୍ୟାବିନେଟ୍‌ ବୈଠକରେ ଏପରି…

୧୩ ଦିନରେ ସହରରୁ ୨୪ ଡେଙ୍ଗୁ ସଂକ୍ରମିତ ଚିହ୍ନଟ

ଭୁବନେଶ୍ୱର,୧୪।୬ (ବନ୍ଦନା ସେଠୀ): ବର୍ଷାଋତୁ ଆରମ୍ଭ ନ ହେଉଣୁ ରାଜ୍ୟରେ ଡେଙ୍ଗୁ ସଂକ୍ରମଣ ବୃଦ୍ଧି ପାଇଛି। ରାଜ୍ୟରେ ଡେଙ୍ଗୁ ସଂକ୍ରମଣରେ ଖୋର୍ଦ୍ଧା ଜିଲା ସର୍ବଦା ଆଗରେ ରହୁଥିବାବେଳେ ଭୁବନେଶ୍ୱର ହଟ୍‌ସ୍ପଟ୍‌ ପାଲଟୁଛି। ଗତ ୨/୩ବର୍ଷ ଧରି ଏହି ଧାରା ବଜାୟ ରହିଛି।…

କୁଏଟ୍‌ ବିଲ୍ଡିଂ ନିଆଁରେ ଓଡ଼ିଆ ଯୁବକ ମୃତ

ନୂଆଦିଲ୍ଲୀ, ୧୪।୬ (ପି.ଟି.): କୁଏଟ୍‌ର ଅଲ୍‌-ମନ୍‌ଗଫ୍‌ ସିଟିସ୍ଥିତ ଏକ ବିଲ୍ଡିରେ ବୁଧବାର ନିଆଁ ଲାଗିବାରୁ ୪୫ ଜଣ ଭାରତୀୟ ଶ୍ରମିକ ପ୍ରାଣ ହରାଇଛନ୍ତି। ଭାରତୀୟ ମୃତକଙ୍କ ଶବକୁ ଫେରାଇ ଆଣିବାକୁ ଗୁରୁବାର ରାତିରେ ବାୟୁସେନାର ସି-୧୩୦ଜେ ପରିବହନ ବିମାନକୁ କୁଏଟ୍‌ ପଠାଯାଇଥିବା…

ଜେଲ ମୋ ପାଇଁ ତୀର୍ଥକ୍ଷେତ୍ର: ପ୍ରଶାନ୍ତ ଜଗଦ୍ଦେବ

ଖୋର୍ଦ୍ଧା,୧୪।୬(ପ୍ରଭାତ ପାଣିଗ୍ରାହୀ): ଇଭିଏମ୍‌ ଭଙ୍ଗାରୁଜା ମାମଲାରେ ନବନିର୍ବାଚିତ ଖୋର୍ଦ୍ଧା ବିଧାୟକ ପ୍ରଶାନ୍ତ ଜଗଦ୍ଦେବଙ୍କୁ ହାଇକୋର୍ଟ ବୁଧବାର ନିୟମିତ ଜାମିନ ପ୍ରଦାନ କରିଥିଲେ। ତେବେ ଜାମିନ ଉପରେ ନିମ୍ନ ଅଦାଳତ ସର୍ତ୍ତ ନିର୍ଦ୍ଧାରଣ କରିବେ ବୋଲି ହାଇକୋର୍ଟ ନିର୍ଦ୍ଦେଶ ଦେଇଥିଲେ। ଗୁରୁବାର ଖୋର୍ଦ୍ଧା…

ନବୀନ ନିବାସରେ ବିଜେଡିର ବରିଷ୍ଠ ନେତାଙ୍କ ଆଲୋଚନା, ଏମିତି ହେବ ଆଶା କରି ନ ଥିଲୁ: ଉଷା ଦେବୀ

ଭୁବନେଶ୍ୱର,୧୪।୬(ଅନିଲ ଦାସ): ଗତ ନିର୍ବାଚନରେ ବିଜେଡିର ପରାଜୟ ପରେ ନବୀନ ନିବାସକୁ ବିଜେଡି ନେତାମାନେ ନିୟମିତ ବ୍ୟବଧାନରେ ଆସି ଦଳର ସଭାପତି ନବୀନ ପଟ୍ଟନାୟକଙ୍କୁ ସାକ୍ଷାତ୍‌ କରୁଛନ୍ତି। ନିର୍ବାଚନ ଫଳାଫଳ ପ୍ରକାଶ ପାଇବା ପରେ ଉଭୟ ବିଜୟୀ ଓ ପରାଜିତ ଦଳୀୟ…

ବିଧାୟକ, ଏମ୍‌ପିଙ୍କ ବିରୋଧରେ ୪୩୪ ମାମଲା ବିଚାରାଧୀନ

କଟକ,୧୪ା୬ (କାର୍ତ୍ତିକ ସାହୁ): ହାଇକୋର୍ଟ ୱେବ୍‌ସାଇଟ୍‌ରେ ସଦ୍ୟ ପ୍ରକାଶିତ ସୂଚନା ଅନୁସାରେ ଓଡ଼ିଶାର ବିଭିନ୍ନ କୋର୍ଟରେ ଏମ୍‌ପି ଓ ବିଧାୟକଙ୍କ ବିରୋଧରେ ୪୩୪ଟି ମାମଲା ବିଚାରାଧୀନ ରହିଛି। ସେଥିମଧ୍ୟରୁ ଖୋର୍ଦ୍ଧା ଜିଲାରେ ସର୍ବାଧିକ ୮୨ଟି ମାମଲା ବିଚାରାଧୀନ ରହିଛି। ଏଥିସହ ଦ୍ୱିିତୀୟ…

ଆସିଛି ରଜ

ଭୁବନେଶ୍ୱର,୧୪।୬(ଶର୍ମିଷ୍ଠା ପାଣିଗ୍ରାହୀ): ଓଡ଼ିଶାର ଗଣପର୍ବ ‘ରଜ’ ପାଇଁ ରାଜଧାନୀ ଉତ୍ସବ ମୁଖରିତ। ଏଥିପାଇଁ ସମସ୍ତଙ୍କ ମନରେ ଉଲ୍ଲାସ ଓ ଉତ୍ସାହ ଭରିଯାଇଛି। ସବୁଠି ପୋଡ଼ପିଠା, ପାନଭଙ୍ଗା ପ୍ରସ୍ତୁତି ସାଙ୍ଗକୁ ଦୋଳି ଲାଗିସରିଲାଣି। ଗୁରୁବାର ଝିଅବୋହୂମାନେ ରଜ ସଜବାଜ ବେଶ୍‌ ଉତ୍ସାହର ସହିତ…

ଓଡ଼ିଶାରେ କାର୍ଯ୍ୟକାରୀ ହେବ ପିଏମ୍‌ ଶ୍ରୀ ସ୍କୁଲ, ପିଏମ୍‌ ଉଷା ଯୋଜନା: ଧର୍ମେନ୍ଦ୍ର

ଭୁବନେଶ୍ୱର, ୧୪।୬(ସୁନିତ୍‌ ମିଶ୍ର): ଓଡ଼ିଶା ସମେତ ଭାରତବର୍ଷରେ ଜାତୀୟ ଶିକ୍ଷାନୀତିର କ୍ରିୟାନ୍ବୟନକୁ ଗତି ଦିଆଯିବ। ବିଶେଷଭାବେ ଓଡ଼ିଶାରେ ନବଗଠିତ ଭାଜପା ସରକାର ସହଯୋଗରେ ଓଡ଼ିଶାରେ ପିଏମ୍‌ ଶ୍ରୀ ସ୍କୁଲ ଓ ପିଏମ୍‌ ଉଷାକୁ କାର୍ଯ୍ୟକାରୀ କରାଯିବା ସହ ଶିକ୍ଷା ଭିତ୍ତିଭୂମିକୁ ସୁଦୃଢ଼…

୪ ଆତଙ୍କବାଦୀଙ୍କ ସ୍କେଚ୍‌ ଜାରି କଲା ପୋଲିସ

ଜମ୍ମୁ,୧୩ା୬: ଜମ୍ମୁ-କଶ୍ମୀରରେ ହୋଇଥିବା ଆକ୍ରମଣରେ ସମ୍ପୃକ୍ତ ଆତଙ୍କବାଦୀମାନଙ୍କୁ ଧରିବା ପାଇଁ ସୁରକ୍ଷା ବଳ ପକ୍ଷରୁ ଗୁରୁବାର ତଲାସି ଅଭିଯାନକୁ ବ୍ୟାପକ କରାଯାଇଛି। ବିଭିନ୍ନ ଜିଲାର ଜଙ୍ଗଲ ଅଞ୍ଚଳରେ ତଲାସି ଅଭିଯାନ ଜାରି ରହିଛି। ଏଥିରେ ପୋଲିସ ସମେତ ଅର୍ଦ୍ଧସାମରିକ ବାହିନୀର ଯବାନମାନେ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri