Home Left

ଦିଗପହଣ୍ଡିରେ ମଧୁବୈଶ୍ଯ ସମାଜର ବାର୍ଷିକ ସମ୍ମିଳନୀ ; ପାରମ୍ପରିକ ବ୍ୟବସାୟର ପ୍ରଚାର ପ୍ରସାର ଉପରେ ବିଧାୟକଙ୍କ ଗୁରୁତ୍ୱ

ଦିଗପହଣ୍ଡି,୧୬।୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ହାଟତୋଟା ସ୍ଥିତ ଗୁପ୍ତେଶ୍ବର ଶୈବପୀଠ ପରିସରରେ ବଡଖେମୁଣ୍ଡି ତାଲୁକା ମଧୁବୈଶ୍ଯ (ଗୁଡିଆ) ସମାଜର ବାର୍ଷିକ ସମ୍ମିଳନୀ ଅନୁଷ୍ଠିତ ହୋଇଯାଇଛି । ତାଲୁକା ସଭାପତି ଗଣେଶ୍ୱର ସାହୁଙ୍କ ସଭାପତିତ୍ବରେ ଅନୁଷ୍ଠିତ ସମ୍ମିଳନୀରେ ଦିଗପହଣ୍ଡି ବିଧାୟକ…

ବାପାଙ୍କ ଛୁରାମାଡ଼ରେ ପୁଅଙ୍କ ଚାଲିଗଲା ଜୀବନ, ନୂଆଁଖାଇରେ ହୋଇଥିଲା ରକ୍ତପାତ

ଝରିଗାଁ,୧୬।୯(କିଶୋର ଚନ୍ଦ୍ର ମଣ୍ଡଳ): ନବରଙ୍ଗପୁର ଜିଲା ଝରିଗାଁ ବ୍ଲକ କୁସୁମପାଣି ଗ୍ରାମରେ ଏକ ଅଭାବନୀୟ ଘଟଣା ଘଟିଯାଇଛି । ଗତ ମଙ୍ଗଳବାର ରାତିରେ ବାପାର ଛୁରା ମାଡ଼ରେ ପୁଅ ଗୁରୁତର ଆହତ ହୋଇଥିବା ବେଳେ ଆଜି ମୃତ୍ୟୁ ହୋଇ ଯାଇଥିବା ଜଣାପଡିଛି…

ଦେଶରେ ହଇଚଇ! Gen-Z ଙ୍କୁ ନୂଆ ମେସେଜ୍ ଦେଲେ ଓୱେସି, ଯିଏ ସ୍ତ୍ରୀଙ୍କ କଥା ମାନି ଚଳେ….

ଭୋପାଳ,୧୬।୯: ୟୁନିଫର୍ମ ସିଭିଲ୍ କୋଡ୍ (UCC) ବିରୋଧରେ ଭୋପାଳରେ ଆୟୋଜିତ ରାଲିରେ AIMIM ମୁଖ୍ୟ ତଥା ଲୋକସଭା ଏମପି ଅସଦୁଦ୍ଦିନ ଓୱେସି Gen Z ଯୁବପିଢ଼ିଙ୍କୁ ସମ୍ବୋଧିତ କରି ଭିନ୍ନ ଢଙ୍ଗରେ ବାର୍ତ୍ତା ଦେଇଛନ୍ତି । ଏହି ସମୟରେ ସେ ବୈବାହିକ…

ଆଶାକର୍ମୀଙ୍କୁ ବଡ଼ ଉପହାର, ୨ଗୁଣା ବଢିଲା ଦରମା; ଏବେ ମିଳିବ…

ନୂଆଦିଲ୍‌ଲୀ,୧୬।୯: ଆଶା କର୍ମୀ (ASHA Workers) ମାନଙ୍କୁ ଏକ ବଡ଼ ଉପହାର। ଦିଲ୍ଲୀ ସରକାର ଆଶା କର୍ମୀମାନଙ୍କୁ ମିଳୁଥିବା ମାସିକ ପ୍ରୋତ୍ସାହନ ଭତ୍ତାକୁ ୩,୦୦୦ ଟଙ୍କାରୁ ବୃଦ୍ଧି କରି ୬,୦୦୦ ଟଙ୍କା କରିବାକୁ ନିଷ୍ପତ୍ତି ନେଇଛନ୍ତି। ମୁଖ୍ୟମନ୍ତ୍ରୀ ରେଖା ଗୁପ୍ତାଙ୍କ ଅଧ୍ୟକ୍ଷତାରେ…

ଛତ୍ରପୁର ବ୍ଲକ ପ୍ରାଥମିକ ଶିକ୍ଷକ ସଂଘର ନୂଆ କର୍ମକର୍ତ୍ତା: ଭୁବନେଶ୍ୱର ରାଲିରେ ଯୋଗ ଦେବାକୁ ଆହ୍ବାନ

ଛତ୍ରପୁର,୧୬ା୯(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଗଞ୍ଜାମ ଜିଲା ଛତ୍ରପୁର ବ୍ଲକ ପ୍ରାଥମିକ ଶିକ୍ଷକ ସଂଘ (ଏକ୍ସ-କ୍ୟାଡର)ର ଏକ ଜରୁରୀ ବୈଠକ ବୁଧବାର ଯଜ୍ଞଶାଳା କଳ୍ପବଟ ଆଶ୍ରମ ପରିସରରେ ସଂଘର ସଭାପତି ସୁରେଶ କୁମାର ମହାନ୍ତିଙ୍କ ସଭାପତିତ୍ୱରେ ଅନୁଷ୍ଠିତ ହୋଇଛି। ବୈଠକରେ ଆଗାମୀ ୨୧…

ଗଣେଶ ମୂର୍ତ୍ତି ବିସର୍ଜନ ବେଳେ ଅଘଟଣ; ନଦୀରେ ବୁଡ଼ି ୨ ଛାତ୍ରଙ୍କ ମୃତ୍ୟୁ, ପ୍ରଶାସନକୁ ଘେରିଲା କଂଗ୍ରେସ

ହିଞ୍ଜିଳିକାଟୁ, ୧୬।୯(ଦ୍ବିତୀକୃଷ୍ଣ ପଣ୍ଡା): ଗଞ୍ଜାମ ଜିଲା ହିଞ୍ଜିଳିକାଟୁରେ ବୁଧବାର ପୂର୍ବାହ୍ନରେ ଗଣେଶ ମୂର୍ତ୍ତି ବିସର୍ଜନ ବେଳେ ଘଟିଛି ଅଘଟଣ। ହିଞ୍ଜିଳିକାଟୁ ନିକଟ ଘୋଡ଼ାହାଡ଼ ନଦୀରେ ବୁଡ଼ି ୨ ନାବାଳକ ଛାତ୍ରଙ୍କ ମୃତ୍ୟୁ ଘଟିଛି । ଘଟଣା ପରେ ହିଞ୍ଜିଳିକାଟୁ ମେଡିକାଲ ପରିସରରେ…

WPL : ଅକ୍ଟୋବର ୨୮ରେ ହେବ ନିଲାମ; ଘୋଷଣା କରାଯାଇଛି ଭେନ୍ୟୁ

ନୂଆଦିଲ୍ଲୀ,୧୬।୯: ଭାରତୀୟ କ୍ରିକେଟ କଣ୍ଟ୍ରୋଲ ବୋର୍ଡ (BCCI) ଆଗାମୀ ମହିଳା ପ୍ରିମିୟର ଲିଗ (WPL) ସିଜିନ ପାଇଁ ନିଲାମର ତାରିଖ ଏବଂ ସ୍ଥାନ ଘୋଷଣା କରିଛି। BCCI ସମସ୍ତ WPL ଫ୍ରାଞ୍ଚାଇଜକୁ ଜଣାଇଛି ଯେ ଏହି ସିଜିନ ପାଇଁ ନିଲାମ ପ୍ରକ୍ରିୟା…

ନା ସ୍ମାର୍ଟଫୋନ ନା କାର୍ଡ; ପାପୁଲିରେ କରିବେ ପେମେଣ୍ଟ, UPI କୁ ଟକ୍କର ଦେବ ପାମ ସ୍କାନ!

ନୂଆଦିଲ୍‌ଲୀ,୧୬।୯: ଡିଜିଟାଲ ପେମେଣ୍ଟ ଦୁନିଆରେ ଯେଉଁଠି ଭାରତର ୟୁନିଫାଏଡ ପେମେଣ୍ଟସ ଇଣ୍ଟରଫେସ (UPI) ଆଜି ସମଗ୍ର ବିଶ୍ୱ ପାଇଁ ଏକ ଉଦାହରଣ ପାଲଟିଛି, ସେଇଠି ଚାଇନା କାରବାରର ଏକ ଅତି ଅନନ୍ୟ ତଥା ହାଇ-ଟେକ ଉପାୟ ଆପଣେଇ ନେଇଛି। ଚାଇନାରେ ଏବେ…

ଗୋଟିଏ ଦିନର ବ୍ରାଣ୍ଡ ପ୍ରମୋସନ ପାଇଁ ବୈଭବ ସୂର୍ଯ୍ୟବଂଶୀ ନିଅନ୍ତି କେତେ ଟଙ୍କା? ପରିମାଣ ଶୁଣଲେ ହୋସ ଉଡିଯିବ

ନୂଆଦିଲ୍ଲୀ,୧୬।୯: ୧୫ ବର୍ଷୀୟ ଭାରତୀୟ ବ୍ୟାଟର ବୈଭବ ସୂର୍ଯ୍ୟବଂଶୀଙ୍କ ଲୋକପ୍ରିୟତା ଦିନକୁ ଦିନ ବୃଦ୍ଧି ପାଉଛି। ବ୍ୟାଟିଂରେ ଚମତ୍କାର ପ୍ରଦର୍ଶନ କରି ବୈଭବ ନିଜ ପାଇଁ ଏକ ସ୍ବତନ୍ତ୍ର ପରିଚୟ ସୃଷ୍ଟି କରୁଛନ୍ତି। କ୍ରିକେଟ ଜଗତରେ ତାଙ୍କୁ ଏକ ବିରଳ ପ୍ରତିଭା…

ବୁଧଙ୍କ ବଡ଼ ଗୋଚର: ୩ ରାଶିଙ୍କ ଫିଟିବ ଧନଲାଭର ଯୋଗ, ଚାକିରିରେ ବଡ଼ ପ୍ରମୋଶନ!

ଜ୍ୟୋତିଷ ଶାସ୍ତ୍ରରେ ଗ୍ରହମାନଙ୍କ ଚଳନ ଏବଂ ସେମାନଙ୍କ ସ୍ଥିତିରେ ହେଉଥିବା ପରିବର୍ତ୍ତନକୁ ବେଶ ଗୁରୁତ୍ୱପୂର୍ଣ୍ଣ ମନେ କରାଯାଏ। ବିଶ୍ୱାସ ରହିଛି ଯେ ବୁଧ ଗ୍ରହ ହେଉଛନ୍ତି ବୁଦ୍ଧି, ବାଣୀ, ତର୍କ, ବ୍ୟବସାୟ ଏବଂ ଯୋଗାଯୋଗ ସମ୍ପର୍କିତ ବିଷୟଗୁଡ଼ିକର କାରକ। ତେଣୁ ବୁଧଙ୍କ…

ପାଟ୍ରୋଲିଂ ବେଳେ ମଦବେପାରୀଙ୍କୁ ଧରିଲା ପୋଲିସ

ଦିଗପହଣ୍ଡି,୧୬ା୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଅବକାରୀ ଥାନା ଏଏସ୍‌ଆଇ ଏନ. ତ୍ରିପତୀ ରେଡ୍ଡୀ, କନଷ୍ଟେବଳ ଏସ୍‌.କେ ରାଜେଶ ଉଦ୍ଦିନ, ବଳରାମ ପାତ୍ର ପ୍ରମୁଖ ସଦଳବଳ ବୁଧବାର ପୂର୍ବାହ୍ନରେ ଦିଗପହଣ୍ଡି ବ୍ଲକ ଖମାରୀଗାଁ ପଞ୍ଚାୟତ ଶଙ୍କରଖାଳି ଗ୍ରାମ ରାସ୍ତାରେ ପାଟ୍ରୋଲିଂ…

ବଡ଼ଖେମୁଣ୍ଡି ରାଜକୁମାର ମୋହନ ପ୍ରସାଦ ଦେବଙ୍କ ପରଲୋକ; ରାଜ ଶ୍ମଶାନରେ ହେଲା ଅନ୍ତିମ ସଂସ୍କାର, ଅଞ୍ଚଳରେ ଶୋକର ଛାୟା

ଦିଗପହଣ୍ଡି,୧୬ା୯(ଅଶେଷ ନାଥ ମିଶ୍ର): ବଡ଼ଖେମୁଣ୍ଡି ରାଜକୁମାର ମୋହନ ପ୍ରସାଦ ଦେବଙ୍କ ଦେହାନ୍ତ ହୋଇଛି । ଗଞ୍ଜାମ ଜିଲାର ତତ୍କାଳୀନ ବଡ଼ଖେମୁଣ୍ଡି ରାଜ୍ୟର ଶେଷ ସମ୍ରାଟ ରାଜା ରାମଚନ୍ଦ୍ର ଦେବଙ୍କ ଚତୁର୍ଥ ପୁତ୍ର ରାଜକୁମାର ମୋହନ ପ୍ରସାଦ ଦେବଙ୍କ ୭୫ ବର୍ଷ ବୟସରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?