Home Left

‘ପୋଲିସ ମୋତେ ମାରିଲା…’, ଜବରଦସ୍ତି ଧାରଣାସ୍ଥଳରୁ ସୋନମ ୱାଙ୍ଗଚୁକଙ୍କୁ ହଟାଇବା ପରେ ଅଭିଜିତ ଦୀପକେଙ୍କ ବଡ଼ ଦାବି

ନୂଆଦିଲ୍ଲୀ,୧୮।୭: ଦିଲ୍ଲୀର ଜନ୍ତର-ମନ୍ତରରେ ଚାଲିଥିବା ବିକ୍ଷୋଭ ପ୍ରଦର୍ଶନକୁ ନେଇ କକରୋଚ ଜନତା ପାର୍ଟି (ସିଜେପି)ର ପ୍ରତିଷ୍ଠାତା ଅଭିଜିତ ଦୀପକେ ଏକ ବଡ଼ ଦାବି କରିଛନ୍ତି। ସେ ସୋସିଆଲ ମିଡିଆ ପ୍ଲାଟଫର୍ମ X (ପୂର୍ବର ଟୱିଟର)ରେ ପୋଷ୍ଟ କରି ଅଭିଯୋଗ କରିଛନ୍ତି ଯେ,…

ନିଟ୍‌ ପ୍ରବେଶିକା ପରୀକ୍ଷାରେ ସ୍ବରୂପା ପ୍ରିୟଦର୍ଶିନୀଙ୍କ ବଡ଼ ସଫଳତା: ୧୫ରୁ ୧୬ ଘଣ୍ଟା ପଢି…

ଅମରପାଲି, ୧୮।୭ (ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକ ଅନ୍ତର୍ଗତ ସୁବଳୟା ନିକଟସ୍ଥ ନୂଆଁପଡ଼ା ଗ୍ରାମର ସ୍ବରୂପା ପ୍ରିୟଦର୍ଶିନୀ ମିଶ୍ର ଚଳିତ ବର୍ଷର ନିଟ୍‌ ପ୍ରବେଶିକା ପରୀକ୍ଷାରେ ଉଲ୍ଲେଖନୀୟ ସଫଳତା ହାସଲ କରି ଅଞ୍ଚଳ ପାଇଁ ଗର୍ବର ବିଷୟ ପାଲଟିଛନ୍ତି।…

ବିନା କୋଚିଂରେ ପ୍ରଥମ ପ୍ରୟାସରେ ନିଟ୍‌ରେ କମାଲ କଲେ ଅନୁତ୍ତମ, ଚାରିଆଡୁ ଛୁଟୁଛି ଶୁଭେଚ୍ଛା ସୁଅ

ସୋନପୁର ୧୮।୭ (ମୃତ୍ୟୁଞ୍ଜୟ ଶତପଥୀ): ଜାତୀୟସ୍ତରର ପ୍ରତିଷ୍ଠିତ ନିଟ୍‌ ପ୍ରବେଶିକା ପରୀକ୍ଷାରେ ସୋନପୁର ଗଡ଼ଭିତର ଅଞ୍ଚଳର ଛାତ୍ର ଅନୁତ୍ତମ ପାଣିଗ୍ରାହୀ ଉଲ୍ଲେଖନୀୟ ସଫଳତା ହାସଲ କରିଛନ୍ତି। ସମୁଦାୟ ୭୨୦ ନମ୍ବରରୁ ୬୦୧ ନମ୍ବର ରଖି ସର୍ବଭାରତୀୟ ସ୍ତରରେ ୯,୬୬୬ ରାଙ୍କ ହାସଲ…

ଦବିଗଲା ବସ୍‌, ସବୁଆଡ଼େ ଜଳାର୍ଣ୍ଣବ

ବରଗଡ଼,୧୮।୭(ପ୍ରେମାନନ୍ଦ ଖମାରୀ):ବରଗଡ଼ ସହରରେ ଡ୍ରେନେଜ ବ୍ୟବସ୍ଥା ଫେଲ୍‌ ମାରିଛି। ସହରର ବିଭିନ୍ନ ସ୍ଥାନରେ ନୂତନ ଡ୍ରେନ୍‌ ନିର୍ମାଣ କରାଯାଉଛି। ମାତ୍ର ତାହା ମଧ୍ୟ ଅଧବାଟେ ଅଟକି ରହିଛି। ଏଭଳି ସ୍ଥିତିରେ ସାମାନ୍ୟ ବର୍ଷାରେ ସହରସ୍ଥିତ ଗଳିକନ୍ଦି ରାସ୍ତା ଜଳାର୍ଣ୍ଣବ ହୋଇ ପଡୁଛି।…

ଅନନ୍ୟ ପରମ୍ପରା: ତୃତୀୟାରେ ତିନିରଥଙ୍କ ମହାମେଳଣ

ବରଗଡ଼,୧୭।୭(ପ୍ରେମାନନ୍ଦ ଖମାରୀ):ରଥଯାତ୍ରା କେବଳ ଏକ ଧାର୍ମିକ ପର୍ବ, ତାହା ନୁହେଁ। ଏହା ହେଉଛି ଲୋକଙ୍କ ପର୍ବ। ଏହିଦିନ ଜାତି, ଧର୍ମ, ବର୍ଣ୍ଣ ନିର୍ବିଶେଷରେ ସମସ୍ତେ ତିନି ଠାକୁରଙ୍କ ସମ୍ମୁଖରେ ଏକତ୍ରିତ ହୁଅନ୍ତି। ଏକାଠି ରଥ ଟାଣନ୍ତି ଏବଂ ଭକ୍ତ ଓ ଭଗବାନ…

ଲଣ୍ଡନରେ ପ୍ରଦର୍ଶନ ହେବ ସୁଜିତ ମେହେରଙ୍କ ହାବସପୁରୀ ପାଟ

ଭବାନୀପାଟଣା,୧୮ା୭(ଉତ୍ତମ କୁମାର ଦାଶ): ବିଶ୍ୱର ସର୍ବଶ୍ରେଷ୍ଠ ଫ୍ୟାଶନ ଶୋ ‘ଲଣ୍ଡନ ଫ୍ୟାଶନ ୱିକ୍‌’ ପାଇଁ ଡିଜାଇନ ଚୟନ ପ୍ରକ୍ରିୟା ଆରମ୍ଭ ହୋଇଛି। ଏଥିରେ ବିଭିନ୍ନ ଦେଶର ବଡ଼ ବଡ଼ ଡିଜାଇନରଙ୍କ ପ୍ରସ୍ତୁତ ଡିଜାଇନ ସାମିଲ ହେବ। ସେଥିମଧ୍ୟରୁ କଳାହାଣ୍ଡି ଜିଲା ଜୁନାଗଡ଼…

ବେକେ ପାଣିରେ ଶ୍ମଶାନକୁ ନେଲେ ମୃତଦେହ

ବଅଁରପାଳ,୧୮।୭(ସୁବାସ ସାହୁ): ମୃତଦେହ ସତ୍କାର ପାଇଁ ଶ୍ମଶାନକୁ ନେବାକୁ ହେଲେ ଯୋର ପାରିହେବାକୁ ପଡ଼େ। ଉକ୍ତ ଯୋର ଉପରେ ପୋଲ ନିର୍ମାଣ ଅସମ୍ପୂର୍ଣ୍ଣ ରହିଥିବାବେଳେ ଲଗାଣ ବର୍ଷା ଯୋଗୁ ତାହା ଉଚ୍ଛୁଳି ପଡ଼ିଥିଲା। ପାଣିର ସ୍ରୋତ ମଧ୍ୟ ପ୍ରଖର ଥିଲା। ଏପରି…

କୋଇଲା ଖଣି ପାଇଁ ୭୫୦ ହେକ୍ଟର ଜଙ୍ଗଲ ଜମି ହେବ ନଷ୍ଟ: ଅନୁଗୋଳବାସୀଙ୍କ ଲାଗି ବଢ଼ିଲା ଚିନ୍ତା

ନୂଆଦିଲ୍ଲୀ, ୧୮।୭ (ପି.ଟି.):ରୁଙ୍ଗଟା ସନ୍ସ ପ୍ରାଇଭେଟ ଲିମିଟେଡ୍‌କୁ ଆବଣ୍ଟିତ ପ୍ରସ୍ତାବିତ ଅଳକାନନ୍ଦା କୋଇଲା ଖଣିରେ ଖନନ ପାଇଁ ଅନୁଗୋଳ ଜିଲାରେ ୭୫୦ ହେକ୍ଟରରୁ ଅଧିକ ଜଙ୍ଗଲ ଜମି ହସ୍ତାନ୍ତର ହେବାର ସମ୍ଭାବନା ରହିଥିବା ଜଣାପଡ଼ିଛି। ଏହି ଖଣିସ୍ଥଳଟି ଶିମିଳିପାଳ-ସାତକୋଶିଆ ଗଣ୍ଡ ବାଘ…

ବିନା ଟାହିଆରେ ପହଣ୍ଡିକୁ ନେଇ ବଢ଼ିଲା ଚର୍ଚ୍ଚା: ଶୁଭ ନା ଅଶୁଭ, ଜାଣନ୍ତୁ କିଏ କ’ଣ କହିଲେ…

ବିଶ୍ୱପ୍ରସିଦ୍ଧ ଘୋଷଯାତ୍ରାରେ ଦାରୁଦିଅଁ ରତ୍ନ ସିଂହାସନ ଛାଡ଼ି ରଥରେ ବସି ଜନ୍ମବେଦି ଯାଇଛନ୍ତି। ଶୁକ୍ରବାର ଶ୍ରୀଗୁଣ୍ଡିଚା ମନ୍ଦିର ସମ୍ମୁଖରେ ପହଞ୍ଚତ୍ଛନ୍ତି ତିନିଠାକୁର। ହେଲେ ଗୁରୁବାର ଶ୍ରୀମନ୍ଦିରରୁ ପହଣ୍ଡି ବାହାରିବା ସମୟରେ ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ମୁଣ୍ଡରେ ଟାହିଆ ଉଭାନ ହେବା ଘଟଣାକୁ ନେଇ…

ଜଗନ୍ନାଥଙ୍କ ଟାହିଆ କେମିତି ଖସିଲା? ବର୍ଷିଲେ ବିରୋଧୀ

ଭୁବନେଶ୍ୱର,୧୮।୭ (ସୁନିତ୍‌ ମିଶ୍ର): ରଥଯାତ୍ରାରେ ବ୍ୟାପକ ତ୍ରୁଟି ଦେଖିବାକୁ ମିଳିଛି। ବିନା ଟାହିଆରେ ମହାପ୍ରଭୁ ବିଜେକରିବା ଓ ବାଇଶି ପାହାଚରେ ୪୦ ମିନିଟ୍‌ରୁ ଅଧିକ ସମୟ ଅଟକି ରହିବା ଅଗଣିତ ଜଗନ୍ନାଥପ୍ରେମୀଙ୍କ ମନକୁ ଆଘାତ ଦେଇଛି। ରଥଯାତ୍ରା ପରିଚାଳନାରେ ସରକାରଙ୍କ ବ୍ୟାପକ…

ପୂର୍ବତନ ମନ୍ତ୍ରୀ ପ୍ରଫୁଲ୍ଲ ସାମଲ ଅସୁସ୍ଥ

ଭୁବନେଶ୍ୱର,୧୮।୭(ସୁନିତ୍‌ ମିଶ୍ର): ପୂର୍ବତନ ମନ୍ତ୍ରୀ ତଥା ବିଜୁ ଶ୍ରମିକ ସାମ୍ମୁଖ୍ୟର ସଭାପତି ଥିବା ପ୍ରଫୁଲ୍ଲ ସାମଲ ଅସୁସ୍ଥ ହୋଇ ରାଜଧାନୀର ଏକ ଘରୋଇ ହସ୍ପିଟାଲରେ ଚିକିତ୍ସାଧୀନ ଅଛନ୍ତି। ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକଙ୍କ ନିର୍ଦ୍ଦେଶକ୍ରମେ ବିଜେଡିର ଏକ ପ୍ରତିନିଧି ଦଳ…

ରାସ୍ତା ନ ଥିବାରୁ ଭାଙ୍ଗିଯାଉଛି ବିବାହ ପ୍ରସ୍ତାବ

ଚାନ୍ଦବାଲି,୧୮ା୭ (ରତିକାନ୍ତ ବାରିକ): ଭଲ ରାସ୍ତା ନ ଥିବାରୁ ସାହିର ପୁଅଙ୍କୁ କେହି ଝିଅ ଦେବାକୁ ରାଜି ହେଉନାହାନ୍ତି। ଅନେକ ପୁଅଙ୍କ ପ୍ରସ୍ତାବ ଭାଙ୍ଗିଗଲାଣି। କାଦୁଅ ଗଁାକୁ ଝିଅ ଦେବେ ନାହିଁ ବୋଲି କହୁଛନ୍ତି କନ୍ୟାଘର ଲୋକେ। ଭଦ୍ରକ ଜିଲା ଚାନ୍ଦବାଲି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?