Home Left

ପାଟଣା ବ୍ଲକ ଅଧ୍ୟକ୍ଷାଙ୍କ ବିରୋଧରେ ଅନାସ୍ଥା ପ୍ରସ୍ତାବ: ଉପଜିଲାପାଳଙ୍କୁ ଭେଟିଲେ ୧୪ ସମିତିସଭ୍ୟ

ପାଟଣା,୧୩ା୧୨(ବୀର କିଶୋର ଦାଶ):କେନ୍ଦୁଝର ଜିଲା ପାଟଣା ନିର୍ବାଚନ ମଣ୍ଡଳୀର ପାଟଣା ବ୍ଲକ ଅଧ୍ୟକ୍ଷା ସୁକାନ୍ତି ନାୟକଙ୍କ ବିରୋଧରେ ଅନାସ୍ଥା ଲାଗି ପ୍ରସ୍ତାବ ଦିଆଯାଇଛି। ଶୁକ୍ରବାର ପାଟଣା ବ୍ଲକର ୧୪ ଜଣ ସମିତି ସଭ୍ୟ ଏକାଠି ହୋଇ କେନ୍ଦୁଝର ଉପଜିଲାପାଳ ଉମାଶଙ୍କର ଦଳେଇଙ୍କ…

ଆର୍‌ଜି କର ମାମଲା: ସନ୍ଦୀପ୍‌ ଘୋଷଙ୍କୁ ଜାମିନ

ନୂଆଦିଲ୍ଲୀ,୧୪ା୧୨: କୋଲକାତାର ଆର୍‌ଜି କର ମେଡିକାଲ କଲେଜ ହସ୍ପିଟାଲରେ ମହିଳା ଟ୍ରେନି ଡାକ୍ତରଙ୍କୁ ବଳାତ୍କାର ଓ ହତ୍ୟା ମାମଲାରେ ପୂର୍ବତନ ପ୍ରିନ୍ସିପାଲ ସନ୍ଦୀପ୍‌ ଘୋଷଙ୍କୁ ସିଆଲ୍‌ଦା କୋର୍ଟ ଶୁକ୍ରବାର ଜାମିନ ପ୍ରଦାନ କରିଛନ୍ତି। ଏଥିସହିତ ତଲା ଥାନାର ପୂର୍ବତନ ଭାରପ୍ରାପ୍ତ ଅଧିକାରୀ…

ସଂସଦରେ ‘ସମ୍ବିଧାନ’ ବିତର୍କ

ନୂଆଦିଲ୍ଲୀ,୧୪ା୧୨: କଂଗ୍ରେସ ସବୁବେଳେ ସମ୍ବିଧାନ ଅପେକ୍ଷା କ୍ଷମତାକୁ ବାଛିଆସିଛି। ଏପରି କି ସାମ୍ବିଧାନିକ ସଂସ୍ଥାଗୁଡ଼ିକର ସ୍ବାୟତ୍ତତାକୁ ମଧ୍ୟ ବିରୋଧୀ ଦଳ ବରଦାସ୍ତ ନ କରି ସିଦ୍ଧାନ୍ତଗୁଡ଼ିକୁ ଧ୍ୱଂସ କରିବାକୁ ଉଦ୍ୟମ ଚଳାଇଆସିଛି ବୋଲି ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂ ଶୁକ୍ରବାର ସମାଲୋଚନା…

ଲୁଟେରା ନୁହେଁ, ସ୍ବାମୀ ହତ୍ୟାକାରୀ: ପରକୀୟା ପ୍ରୀତି ହେଲା କାଳ

ବଣାଇଁ,୧୪ା୧୨(ପ୍ରଦୀପ ତ୍ରିପାଠୀ):ଲୁଟ୍‌ ନୁହେଁ ବରଂ ପରକୀୟାପ୍ରୀତି ଯୋଗୁ ୭ମାସର ଗର୍ଭବତୀ ସ୍ତ୍ରୀଙ୍କୁ ସ୍ବାମୀ ଗୁଳିକରି ହତ୍ୟା କରିଛନ୍ତି। ଆଉ ଏଥିରେ ତାଙ୍କୁ ସହଯୋଗ କରିଛନ୍ତି ତାଙ୍କ ଭିଣୋଇ। ସୁନ୍ଦରଗଡ଼ ଜିଲା ବଣାଇଁ ଉପଖଣ୍ଡ ଟିକାୟତପାଲି ଥାନା ଅନ୍ତର୍ଗତ ଝିର୍ଡାପାଲୀ ଗ୍ରାମରେ ସାମ୍ୟମୟୀ…

ନାବାଳିକାଙ୍କୁ ଗଣବଳାତ୍କାର :ଦୁଇ ଯୁବକଙ୍କୁ ଆଜୀବନ କାରାଦଣ୍ଡ, ପୀଡ଼ିତାଙ୍କୁ ୧୫ଲକ୍ଷ ସହାୟତା ନିର୍ଦ୍ଦେଶ

ବ୍ରହ୍ମପୁର,୧୩ା୧୨(ସୁବାସ ଚନ୍ଦ୍ର ପାଢ଼ୀ): ସ୍ବତନ୍ତ୍ର ପୋକ୍‌ସୋ ଜଜ୍‌ ପ୍ରଣତି ପଟ୍ଟନାୟକ ଶୁକ୍ରବାର ନାବାଳିକା ଗଣବଳାତ୍କାର ମାମଲାର ୨ ଅଭିଯୁକ୍ତଙ୍କୁ ଦୋଷୀ ସାବ୍ୟସ୍ତ କରିବା ସହ ଆଜୀବନ କାରାଦଣ୍ଡରେ ଦଣ୍ଡିତ କରିଛନ୍ତି। ସେମାନେ ହେଲେ ଗୋଳନ୍ଥରା ଥାନା ଅଞ୍ଚଳର ଋତୁରାଜ ବେହେରା (୩୩)…

ଜିଲା ପାଇଁ ଗୌରବ ଆଣିଲେ ଛାତ୍ର ପ୍ରୟାଗରାଜ

କୋକସରା,୧୩ା୧୨ (ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): ଟାଟା ଷ୍ଟିଲ (ୟାଟ୍ସ) ପକ୍ଷରୁ ଆୟୋଜିତ ଯୁବ ଜ୍ୟୋତିର୍ବିଜ୍ଞାନୀ ପ୍ରତିଭା ଅନ୍ବେଷଣ ପ୍ରତିଯୋଗିତାରେ ଭାଗ ନେଇଥିବା ୬୦ ଛାତ୍ରଛାତ୍ରୀଙ୍କ ମଧ୍ୟରୁ କଳାହାଣ୍ଡି ଜିଲା କୋକସରା ବ୍ଲକ ଓଡିଶା ଆଦର୍ଶ ବିଦ୍ୟାଳୟର ନବମ ଶ୍ରେଣୀ ଛାତ୍ର ପ୍ରୟାଗରାଜ…

ଇସ୍ରୋ ଯିବେ ବିକାଶ ଛାତ୍ର ପ୍ରଜ୍ଞାନ କର

ବରଗଡ଼,୧୩।୧୨(ପ୍ରେମାନନ୍ଦ ଖମାରୀ): ସାରା ଓଡ଼ିଶାରୁ ୮୦ହଜାର ଛାତ୍ରୀଛାତ୍ରଙ୍କ ମଧ୍ୟରେ ବରଗଡ଼ ବିକାଶ ଆବାସିକ ବିଦ୍ୟାଳୟର ଦଶମ ଶ୍ରେଣୀ ଛାତ୍ର ପ୍ରଜ୍ଞାନ କର ଯୁବ ଜ୍ୟୋତିର୍ବିଜ୍ଞାନୀ ଭାବେ ଭାରତୀୟ ଗବେଷଣା ସଂସ୍ଥା ଇସ୍ରୋକୁ ଯିବା ପାଇଁ ମନୋନୀତ ହୋଇଛନ୍ତି । ପ୍ରକାଶଥାଉକି, ରାଜ୍ୟ…

ଚକ୍‌ ଫାଟି ଟ୍ରକ୍‌ରେ ଲାଗିଲା ନିଆଁ

କୋକସରା,୧୩ା୧୨ (ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ବ୍ଲକ ଜାତୀୟ ରାଜପଥ ୨୬ ଆମପାଣି ଷ୍ଟେଟବ୍ୟାଙ୍କ ନିକଟରେ ଶୁକ୍ରବାର ଅପରାହ୍ନରେ ଏକ ମାଲବୋଝେଇ ଟ୍ରକ୍‌ର ପଛ ଚକ ଫାଟିଯିବାରୁ ହଠାତ୍‌ ନିଆଁ ଲାଗି ଯାଇଥିଲା। ସ୍ଥାନୀୟ ଲୋକେ ଏ ନେଇ…

ପୂର୍ବତନ ଭାରତୀୟ ହକି ଖେଳାଳୀ ଦିଲ୍ଲୀପ ତିର୍କୀଙ୍କ ମୋବାଇଲ ଚୋରି

ଭୁବନେଶ୍ୱର,୧୩ା୧୨(ସୂର୍ଯ୍ୟକାନ୍ତ ବେହେରା): ରାଜଧାନୀରେ ମାତିଲେ ଲୁଟେରା । ପୂର୍ବତନ ଏମପି(ରାଜ୍ୟ ସଭା ସାଂସଦ) ତଥା ଭାରତୀୟ ହକି ଖେଳାଳୀ ଦିଲ୍ଲୀପ ତିର୍କୀଙ୍କ ମୋବାଇଲ ଓ ୨ ଟି ଇୟର ପଡସ ଚୋରି କରିନେଲେ ଦୁର୍ବୃତ୍ତ । ଭୁବନେଶ୍ୱର କଳିଙ୍ଗ ଷ୍ଟାଡିୟମର ଗେଟ-୯…

ଅଲ୍ଲୁ ଅର୍ଜୁନ ଗିରଫ ମାମଲା: ମୃତ ମହିଳାଙ୍କ କେସ୍‌ ଉଠାଇ ନେଲେ

ନୂଆଦିଲ୍ଲୀ,୧୩।୧୨: ପୁଷ୍ପା-୨ ଫିଲ୍ମର ସ୍କ୍ରିନିଂ ଅବସରରେ ହାଇଦ୍ରାବାଦର ସଂଧ୍ୟା ଥିଏଟରରେ ଦଳଚକଟାରେ ଜଣେ ମହିଳାଙ୍କ ମୃତ୍ୟୁ ଘଟଣାରେ ତେଲୁଗୁ ସୁପରଷ୍ଟାର ଅଲ୍ଲୁ ଅର୍ଜୁନ ଗିରଫ ହୋଇ ଜେଲ ଯାଇଥିଲେ। ଏହାପରେ ତେଲଙ୍ଗାନା ହାଇକୋର୍ଟରୁ ତାଙ୍କୁ ଅନ୍ତରୀଣ ଜାମିନ ଦେଇଛନ୍ତି। ନାମପଲ୍ଲୀ କୋର୍ଟ…

ଗଣବଳାତ୍କାର ମାମଲା, ୨ ଅଭିଯୁକ୍ତଙ୍କୁ ଆଜୀବନ

ବ୍ରହ୍ମପୁର,୧୩ା୧୨ (ସୁବାସ ଚନ୍ଦ୍ର ପାଢ଼ୀ): ବ୍ରହ୍ମପୁର ସ୍ବତନ୍ତ୍ର ପୋକସୋ ଜଜ ପ୍ରଣତି ପଟ୍ଟନାୟକ ୨୦୨୧ରେ ଗୋଳନ୍ଥରା ଥାନା ଅଞ୍ଚଳରେ ଏକ ନାବାଳିକା ଗଣବଳାତ୍କାର ମାମମଲାର ଚୁଡାନ୍ତ ରାୟ ପ୍ରକାଶ କରିଛନ୍ତି। କୋର୍ଟ ୨ ଜଣ ଅଭିଯୁକ୍ତଙ୍କୁ ଆଜୀବନ କାରାଦଣ୍ଡରେ ଦଣ୍ଡିତ କରିଛନ୍ତି…

ବିଡିଓଙ୍କୁ ଶୁଭେଚ୍ଛା ଜଣାଇବାକୁ ପହଞ୍ଚିଲେ….

କୋକସରା,୧୩।୧(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ବ୍ଲକରେ ନୂତନ ଭାବେ ଯୋଗଦେଇଥିବା ଗୋଷ୍ଠୀ ଉନ୍ନୟନ ଅଧିକାରୀ ବିଡିଓ ଡ଼. ହିମାଞ୍ଚଳ ମାଝୀଙ୍କୁ ଶୁକ୍ରବାର କୋକସରା ବ୍ଲକର ୨୨ ପଞ୍ଚାୟତର ସମିତି ସଭ୍ୟ ସମୂହଙ୍କ ପକ୍ଷରୁ ସମ୍ବର୍ଦ୍ଧନା ଦିଆଯାଇଛି। ବ୍ଲକ ଉପାଧ୍ୟକ୍ଷ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?