ଉଚ୍ଚ ଶିକ୍ଷାନୁଷ୍ଠାନ ବର୍ଷକୁ ୨ଥର ନାମଲେଖା କରିପାରିବେ
ଭୁବନେଶ୍ୱର, ୧୨।୬(ଅସମାପିକା ସାହୁ):ବିଶ୍ୱବିଦ୍ୟାଳୟ ଏବଂ ଉଚ୍ଚ ଶିକ୍ଷାନୁଷ୍ଠାନଗୁଡ଼ିକ ଏଣିକି ବର୍ଷକୁ ଦୁଇଥର ନାମଲେଖା କରିପାରିବେ। ଏନେଇ ବିଶ୍ୱବିଦ୍ୟାଳୟ ଅନୁଦାନ ଆୟୋଗ(ୟୁଜିସି) ଅନୁମତି ଦେଇଛି। ୨୦୨୪-୨୫ ଶିକ୍ଷାବର୍ଷରୁ ଏହା ଲାଗୁ ହେବ। ୟୁଜିସି ମୁଖ୍ୟ ଜଗଦେଶ କୁମାର କହିଛନ୍ତି, ବିଦେଶରେ ଥିବା ବିଶ୍ୱବିଦ୍ୟାଳୟଗୁଡ଼ିକ…
ଏନ୍ଇଇଟି ପ୍ରଶ୍ନପତ୍ର ଲିକ୍ ଅଭିଯୋଗ:ସାନି ପରୀକ୍ଷା ପାଇଁ କେନ୍ଦ୍ର, ଏନ୍ଟିଏକୁ ଜବାବ ମାଗିଲେ ସୁପ୍ରିମକୋର୍ଟ
ନୂଆଦିଲ୍ଲୀ,୧୨ା୬:ପ୍ରଶ୍ନପତ୍ର ଲିକ୍ ଓ ଅସାଧୁ ଉପାୟ ଅବଲମ୍ବନ ଅଭିଯୋଗ ଆଧାରରେ ଏନ୍ଇଇଟି-ୟୁଜି ୨୦୨୪କୁ ବାତିଲକରି ସାନି ପରୀକ୍ଷା କରାଇବା ପାଇଁ ହୋଇଥିବା ଆବେଦନ ଉପରେ ସୁପ୍ରିମକୋର୍ଟ ମଙ୍ଗଳବାର କେନ୍ଦ୍ର ସରକାର ଏବଂ ପରୀକ୍ଷା ପରିଚାଳକ ନ୍ୟାଶନାଲ ଟେଷ୍ଟିଂ ଏଜେନ୍ସି (ଏନ୍ଟିଏ)କୁ ଜବାବ…
‘ସ୍ପିକର’ ଉପରେ ନଜର
ନୂଆଦିଲ୍ଲୀ,୧୨ା୬: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ନେତୃତ୍ୱରେ ଜାତୀୟ ଗଣତାନ୍ତ୍ରିକ ମେଣ୍ଟ (ଏନ୍ଡିଏ) ସରକାରଙ୍କ ତୃତୀୟ ପାଳି ଶାସନ ବିଧିବଦ୍ଧ ଭାବେ ଆରମ୍ଭ ହୋଇଛି। ପ୍ରଧାନମନ୍ତ୍ରୀଙ୍କ ସମେତ ମୋଟ ୭୨ ଜଣ ମନ୍ତ୍ରୀ ଶପଥ ନେଇଛନ୍ତି। ତେଲୁଗୁ ଦେଶମ୍ ପାର୍ଟି (ଟିଡିପି) ଏବଂ…
ଖଣି ଦୁର୍ନୀତି କଥା ଉଠାଇ ବୋମାମାଡ଼ର ଶିକାର ହୋଇଥିଲେ ମୋହନ
ଭୁବନେଶ୍ୱର/କେନ୍ଦୁଝର,୧୨ା୬ (ସୁନିତ୍ ମିଶ୍ର/ନରେଶ ଚନ୍ଦ୍ର ପଟ୍ଟନାୟକ):କେନ୍ଦୁଝର ଜିଲାର ଟାଣୁଆ ନେତା ତଥା ବିଧାୟକ ମୋହନ ଚରଣ ମାଝୀ ଓଡ଼ିଶାର ୧୫ତମ ମୁଖ୍ୟମନ୍ତ୍ରୀ ଭାବେ ବୁଧବାର ଶପଥ ନେବାକୁ ଯାଉଛନ୍ତି। ଏ ସମ୍ପର୍କରେ ଭାଜପା ବିଧାୟକ ଦଳ ବୈଠକ ପରେ ଘୋଷଣା ହେବା…
ମୁଖ୍ୟମନ୍ତ୍ରୀ ଭାବେ ନାଁ ଘୋଷଣା ପରେ ଏକ୍ସ, ଫେସ୍ବୁକ୍ରେ ବଢ଼ିଲା ମୋହନ ମାଝିଙ୍କ ଫଲୋର୍ସ
ଭୁବନେଶ୍ୱର,୧୨।୬: ଭାଜପା ବିଧାୟକ ଦଳ ନେତା ତଥା ମୁଖ୍ୟମନ୍ତ୍ରୀ ଭାବେ ମୋହନ ଚରଣ ମାଝିଙ୍କ ନାମ ଘୋଷଣା ହେବା ପରେ ସୋସିଆଲ ମିଡିଆରେ ତାଙ୍କ ପ୍ରଶଂସକ ବଢ଼ିବାରେ ଲାଗିଛନ୍ତି। ଏକ୍ସରେ ତାଙ୍କ ଫଲୋର୍ସ ବଢ଼ି ପ୍ରାୟ ୭ ହଜାର ଛୁଇଁଥିବାବେଳେ ଫେସ…
ମୋହନଙ୍କ କ୍ୱାର୍ଟର୍ସରେ ବଢ଼ିଲା ସୁରକ୍ଷା
ଭୁବନେଶ୍ୱର,୧୨।୬: ଭାବି ମୁଖ୍ୟମନ୍ତ୍ରୀ ମୋହନ ମାଝିଙ୍କ ଗାନ୍ଧି ମାର୍ଗରେ ଥିବା ସରକାରୀ କ୍ୱାର୍ଟର୍ସରେ ସୁରକ୍ଷା ବଢ଼ାଇ ଦିଆଯାଇଛି। ମଙ୍ଗଳବାର ରାତିରେ କ୍ୱାର୍ଟର୍ସ ନଂ- ବି/୧ରେ ଏକ ପ୍ଲାଟୁନ ପୋଲିସ ଫୋର୍ସ ମୁତୟନ କରାଯାଇଛି। କିଛି ବନ୍ଧୁକଧାରୀ ବାଟାଲିୟନ ଯବାନ ମଧ୍ୟ କ୍ୱାର୍ଟର୍ସକୁ…
ମୋହନ ମାଝିଙ୍କ ପିଏ ମୃତ
ଭୁବନେଶ୍ୱର,୧୨ା୬ (ସତ୍ୟଜିତ୍ ରାଉତ): ଭୁବନେଶ୍ୱର ୟୁନିଟ-୮ ଡେଲଟା ବ୍ରହ୍ମାକୁମାରୀ ଆଶ୍ରମ ସମ୍ମୁଖରେ ମଙ୍ଗଳବାର ପୂର୍ବାହ୍ନରେ ଏକ ମର୍ମନ୍ତୁଦ ଦୁର୍ଘଟଣା ହୋଇଛି। ଦୁଇ କାର୍ ମଝିରେ ଏକ ବାଇକ ଚାପି ହୋଇଯିବାରୁ ଚାଳକଙ୍କ ଡାହାଣ ଗୋଡ ଛିଣ୍ଡିଯିବା ସହ ତାଙ୍କର ମୃତ୍ୟୁ ହୋଇଛି।…
ବୋଟ୍ ବୁଡ଼ି ୪୯ ଶରଣାର୍ଥୀ ମୃତ
କାଇରୋ,୧୧ା୬ : ଶରଣାର୍ଥୀମାନଙ୍କୁ ନେଇ ଯାଉଥିବା ଏକ ବୋଟ୍ ୟେମେନ ଉପକୂଳରେ ବୁଡ଼ିଯିବାରୁ ୪୯ ଜଣଙ୍କ ମୃତ୍ୟୁ ଘଟିବା ସହ ୧୪୦ ଜଣ ନିଖୋଜ ହୋଇଯାଇଛନ୍ତି। ଜାତିସଂଘର ଅନ୍ତର୍ଜାତୀୟ ଦେଶାନ୍ତର ଗମନ ସଂଗଠନ ପକ୍ଷରୁ ଏହି ସୂଚନା ଦିଆଯାଇଛି। ସୋମାଲିଆର ଉତ୍ତର…
ଟିଡିପି ନେତାଙ୍କୁ ଛୁରି ଭୂଷି ହତ୍ୟା, ଉତ୍ତେଜନା
କୁର୍ନୁଲ,୧୧ା୬: ଆନ୍ଧ୍ରପ୍ରଦେଶ କୁର୍ନୁଲ ଜିଲାରେ ଟିଡିପି ନେତା ଗୌରୀନାଥ ଚୌଧରୀଙ୍କୁ ହତ୍ୟା କରାଯାଇଛି। ବୋମିରେଡ୍ଡିପାଲେ ଗ୍ରାମରେ ଓ୍ବାଇଏସ୍ଆର୍ସିପି କର୍ମୀ ପମୟା, ରାମକ୍ରିଷ୍ଣା ଓ ଅନ୍ୟମାନେ ଛୁରି ଓ ଟାଙ୍ଗିଆରେ ଟିଡିପିର ସ୍ଥାନୀୟ ନେତା ଗୌରୀନାଥଙ୍କୁ ଆକ୍ରମଣ କରିଥିଲେ। ହତ୍ୟାକାଣ୍ଡକୁ ନେଇ ଉକ୍ତ…
ପୁଣି ଆସୁଛନ୍ତି ମୋଦି, ରାଜଧାନୀରେ ମୁତୟନ ହେଲେ ୬୭ ପ୍ଲାଟୁନ୍ ଫୋର୍ସ
ଭୁବନେଶ୍ୱର,୧୧।୬: ବୁଧବାର ନୂଆ ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେବେ ମୋହନ ଚରଣ ମାଝୀ। ଭୁବନେଶ୍ୱର ଜନତା ମଇଦାନରେ ବୁଧବାର ଶପଥ ଗ୍ରହଣ ଉତ୍ସବ ଅନୁଷ୍ଠିତ ହେବ। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ସମେତ ବହୁ ଭିଭିଆଇପି ଓ ଭିଆଇପି ଯୋଗଦେବାର କାର୍ଯ୍ୟକ୍ରମ ରହିଛି।…
୨୫ ବର୍ଷ ପରେ ବଦଳିଲା ଚିତ୍ର; ଜାଣନ୍ତୁ କିଭଳି ଥିଲା ଉପମୁଖ୍ୟମନ୍ତ୍ରୀ କନକବର୍ଦ୍ଧନ-ପ୍ରଭାତୀଙ୍କ ରାଜନୈତିକ କ୍ୟାରିୟର
ଭୁବନେଶ୍ୱର,୧୧।୬: ଦୀର୍ଘ ୨୫ ବର୍ଷ ପରେ ଓଡ଼ିଶା ପାଇଛି ଉପମୁଖ୍ୟମନ୍ତ୍ରୀ। ଭାଜପା କନକ ବର୍ଦ୍ଧନ ସିଂଦେଓ ଏବଂ ପ୍ରଭାତୀ ପରିଡ଼ାଙ୍କୁ ଉପମୁଖ୍ୟମନ୍ତ୍ରୀ ଭାବେ ଘୋଷଣା କରିଛି। ଏଭଳି ଘୋଷଣା ପରେ ଭାଜପା ଶିବିରରେ ଉତ୍ସାହ ସହ କର୍ମୀମାନେ ବାଣ ଫୁଟାଇ ଏବଂ…
ମୁଖ୍ୟମନ୍ତ୍ରୀ ଘୋଷଣା ପରେ ହିଞ୍ଜିଳିରେ ଫୁଟିଲା ଆତସବାଜି
ହିଞ୍ଜିଳିକାଟୁ,୧୧।୬(ଦ୍ବିତୀକୃଷ୍ଣ ପଣ୍ଡା): ଭାଜପା ନେତୃତ୍ୱ ମୋହନ ଚରଣ ମାଝୀଙ୍କୁ ମୁଖ୍ୟମନ୍ତ୍ରୀ ଘୋଷଣା ପରେ ହିଞ୍ଜିଳିକାଟୁ ଭାଜପା ପକ୍ଷରୁ ଖୁସି ପ୍ରକାଶ କରାଯିବା ସହ ଆତସବାଜି ପ୍ରଦର୍ଶିତ ହୋଇଛି। ମଙ୍ଗଳବାର ସନ୍ଧ୍ୟାରେ ହିଞ୍ଜିଳିକାଟୁ ବସ୍ ଟର୍ମିନାଲ ପରିସରରେ ଭାଜପା ସମର୍ଥକ ବାଣ ଫୁଟାଇ,…
Archives


