Home Left

ପୂର୍ବତନ ମନ୍ତ୍ରୀ ପ୍ରଫୁଲ୍ଲ ସାମଲ ଅସୁସ୍ଥ

ଭୁବନେଶ୍ୱର,୧୮।୭(ସୁନିତ୍‌ ମିଶ୍ର): ପୂର୍ବତନ ମନ୍ତ୍ରୀ ତଥା ବିଜୁ ଶ୍ରମିକ ସାମ୍ମୁଖ୍ୟର ସଭାପତି ଥିବା ପ୍ରଫୁଲ୍ଲ ସାମଲ ଅସୁସ୍ଥ ହୋଇ ରାଜଧାନୀର ଏକ ଘରୋଇ ହସ୍ପିଟାଲରେ ଚିକିତ୍ସାଧୀନ ଅଛନ୍ତି। ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକଙ୍କ ନିର୍ଦ୍ଦେଶକ୍ରମେ ବିଜେଡିର ଏକ ପ୍ରତିନିଧି ଦଳ…

ରାସ୍ତା ନ ଥିବାରୁ ଭାଙ୍ଗିଯାଉଛି ବିବାହ ପ୍ରସ୍ତାବ

ଚାନ୍ଦବାଲି,୧୮ା୭ (ରତିକାନ୍ତ ବାରିକ): ଭଲ ରାସ୍ତା ନ ଥିବାରୁ ସାହିର ପୁଅଙ୍କୁ କେହି ଝିଅ ଦେବାକୁ ରାଜି ହେଉନାହାନ୍ତି। ଅନେକ ପୁଅଙ୍କ ପ୍ରସ୍ତାବ ଭାଙ୍ଗିଗଲାଣି। କାଦୁଅ ଗଁାକୁ ଝିଅ ଦେବେ ନାହିଁ ବୋଲି କହୁଛନ୍ତି କନ୍ୟାଘର ଲୋକେ। ଭଦ୍ରକ ଜିଲା ଚାନ୍ଦବାଲି…

ସ୍ତ୍ରୀଙ୍କ ଜନ୍ମଦିନ ପାଳିବାକୁ ଆସିଥିଲେ, ଭଡ଼ା ଘରୁ ମିଳିଲା CDA ଯନ୍ତ୍ରୀଙ୍କ ଝୁଲନ୍ତା ମୃତଦେହ: ସୁଇସାଇଡ୍ ନୋଟ୍‌କୁ ନେଇ ବଢ଼ିଲା…

ବାଲେଶ୍ୱର,୧୭। ୭(ମୃତ୍ୟୁଞ୍ଜୟ ପଟ୍ଟନାୟକ): ବାଲେଶ୍ୱର ସହଦେବଖୁଣ୍ଟା ଥାନା ଅଧୀନ ଆଜିମାବାଦ ଅଞ୍ଚଳର ଏକ ଭଡ଼ା ଘରୁ ଜଣେ ଯନ୍ତ୍ରୀଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର କରାଯାଇଛି। ମୃତ ଯନ୍ତ୍ରୀ ଜଣକ ହେଉଛନ୍ତି ଜଗତସିଂହପୁର ଅଞ୍ଚଳର ରଶ୍ମିରଞ୍ଜନ ସେଠୀ। ସେ କଟକ ଉନ୍ନୟନ କର୍ତ୍ତୃପକ୍ଷ…

ପୁଣି ଖାକିରେ ଦାଗ: ମହିଳାଙ୍କୁ ପ୍ରତାରଣା-ବଳାତ୍କାର ଅଭିଯୋଗରେ ପୋଲିସ ଓଏଏସଆଇ ଗୌରାଙ୍ଗ ବେହେରା ଗିରଫ

ଛତ୍ରପୁର, ୧୭।୭(ଦିଲ୍ଲୀପ ସାମଲ): ପୁଣି ଥରେ ଖାକି ପୋଷାକରେ ଲାଗିଛି ଦାଗ। ଜଣେ ମହିଳାଙ୍କ ଇଚ୍ଛା ବିରୋଧରେ ଜବରଦସ୍ତ ଶାରୀରିକ ସମ୍ପର୍କ ରଖିବା ଏବଂ ପ୍ରତାରଣା କରିବା ଅଭିଯୋଗରେ ଜଣେ ପୋଲିସ କର୍ମଚାରୀଙ୍କୁ ଗିରଫ କରାଯାଇଛି। ଗିରଫ ପୋଲିସ କର୍ମଚାରୀ ଜଣକ…

ଘରେ ଏକୁଟିଆ ଦେଖି ଜବରଦସ୍ତି ଉଠାଇ ନେଇ ୮ ବର୍ଷର ନାବାଳିକାକୁ ବଳାତ୍କାର: ଅଭିଯୁକ୍ତ କୁଶୁନୁ ମୁଣ୍ଡାଙ୍କୁ…

ପାଟଣା,୧୭।୭(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ଥାନା ଅଞ୍ଚଳରେ ଜଣେ ୮ ବର୍ଷର ନାବାଳିକାକୁ ବଳାତ୍କାର କରାଯାଇଥିବା ନେଇ ଏକ ସଂଗୀନ ଅଭିଯୋଗ ସାମ୍ନାକୁ ଆସିଛି। ଏହି ମାମଲାରେ ପାଟଣା ଥାନା ପୋଲିସ ତତ୍ପରତା ପ୍ରକାଶ କରି ଶୁକ୍ରବାର ଜଣେ…

ଦେଶୀ ମଦ କାରବାର, ୨ ଜଣଙ୍କୁ ବାନ୍ଧିଲା ପୋଲିସ

ମୋହନା, ୧୭ା୭ (ମନ୍ମଥ ମିଶ୍ର): ଅଡବା ଥାନା ପୋଲିସ ଗମ୍ଭାରିଗାଁ ଗ୍ରାମରେ ଦେଶୀ ମଦ ପ୍ରସ୍ତୁତି ଓ ବିକ୍ରି କରିବା ବିରୋଧରେ ଚଢ଼ାଉ କରି ୨ଙ୍କୁ ଗିରଫ କରିଛି। ସେମାନେ ହେଲେ ହଲେ ରାୟଗଡ଼ ଜିଲା ଚନ୍ଦ୍ରପୁର ବ୍ଲକ୍‌ ଭାଇସ୍‌ ଚ୍ୟାରମ୍ୟାନ୍‌…

ରାଷ୍ଟ୍ରପତିଙ୍କ ତପ୍ତପାଣି ଗସ୍ତ କାର୍ଯ୍ୟକ୍ରମକୁ ନେଇ ପୋଲିସ ପ୍ରଶାସନ ପକ୍ଷରୁ ପ୍ରସ୍ତୁତି, ସ୍ଥିତି ପରଖିଲେ ଜିଲାପାଳ, ଏସ.ପି

ଦିଗପହଣ୍ଡି,୧୭|୭(ଅଶେଷ ନାଥ ମିଶ୍ର) ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଗଞ୍ଜାମ – ଗଜପତି ସୀମାନ୍ତ ପର୍ଯ୍ୟଟନ କ୍ଷେତ୍ର ଉଷ୍ମ ପସ୍ରବଣ ତପ୍ତପାଣି ପରିଦର୍ଶନ କାର୍ଯ୍ୟକ୍ରମ କୁ ଦୃଷ୍ଟିରେ ରଖି ଶୁକ୍ରବାର ଗଞ୍ଜାମ ଜିଲାପାଳ ଭି. କୀର୍ତ୍ତି ଭାସନ,ବ୍ରହ୍ମପୁର ଏସ.ପି ଡ଼ା. ଶ୍ରବଣା ବିବେକ…

ଆଗକୁ ପଞ୍ଚାୟତ ଓ ପୌର ନିର୍ବାଚନ: ଭାଜପା ସାମିଲ ହେଲେ ଗୁଡାରି ବ୍ଲକ ଅଧ୍ୟକ୍ଷ, ସମୀକରଣ ଉପରେ…

ଗୁଡାରି, ୧୭।୭ (ପ୍ରମୋଦ କୁମାର ପତି): ରାୟଗଡ଼ା ଜିଲା ଗୁଡାରି ବ୍ଲକ ଅଧ୍ୟକ୍ଷ ବିଶ୍ୱନାଥ ଶବର ଶୁକ୍ରବାର ବିଧିବଦ୍ଧ ଭାବେ ଭାରତୀୟ ଜନତା ପାର୍ଟି (ଭାଜପା)ରେ ସାମିଲ ହୋଇଛନ୍ତି। ଭୁବନେଶ୍ୱରରେ ଆୟୋଜିତ ଏକ ସ୍ୱତନ୍ତ୍ର ମିଶ୍ରଣ ପର୍ବରେ ଭାଜପାର ରାଜ୍ୟ ସଭାପତି…

ଖରିଫ ଚାଷ ପାଇଁ ୨୪ରେ ଛଡ଼ାଯିବ ପାଣି, ଘୋଡ଼ାହାଡ଼ ଡ୍ୟାମରେ ହେଲା ବୃଷ୍ଟିଯଜ୍ଞ

ଦିଗପହଣ୍ଡି, ୧୭ା୭ (ଅଶେଷ ନାଥ ମିଶ୍ର): ଖରିଫ ଧାନ ଚାଷ ନିମନ୍ତେ ଚଳିତ ବର୍ଷ ମଧ୍ୟ ଦିଗପହଣ୍ଡି ବ୍ଲକ୍‌ ଖମାରି ଗାଁ ନିକଟରେ ଥିବା ଘୋଡ଼ାହାଡ଼ ଡ୍ୟାମରେ ୨୪ତାରିଖ ଶୁକ୍ରବାର ଘୋଡ଼ାହାଡ଼ ପାଣି ପଞ୍ଚାୟତ ଶୀର୍ଷ କମିଟି ଓ ଜଳସେଚନ ବିଭାଗ…

UPI ବ୍ୟବହାରକାରୀଙ୍କ ପାଇଁ ବଡ଼ ଖବର; ₹୨,୦୦୦ରୁ ଅଧିକ UPI ପେମେଣ୍ଟ ଉପରେ ଏବେ ଗଣିବାକୁ ପଡ଼ିବ ଚାର୍ଜ!

ନୂଆଦିଲ୍ଲୀ,୧୭।୭: ଯଦି ଆପଣ ଦୈନନ୍ଦିନ ଜୀବନରେ ୟୁପିଆଇ (UPI) ମାଧ୍ୟମରେ ବଡ଼ ଧରଣର ଆର୍ଥିକ କାରବାର କରୁଛନ୍ତି, ତେବେ ଏହି ଖବର ଆପଣଙ୍କ ପାଇଁ ଗୁରୁତ୍ୱପୂର୍ଣ୍ଣ। ଦେଶରେ ଡିଜିଟାଲ୍ ପେମେଣ୍ଟକୁ ପ୍ରୋତ୍ସାହନ ଦେବା ପରେ ଏବେ ସରକାର UPI ଦେୟ ଉପରେ…

ପାଗଳ ବିଲୁଆ ଆତଙ୍କ: ଶିକ୍ଷୟିତ୍ରୀଙ୍କ ସହ ଏକାଧିକ ଲୋକ ଓ ପ୍ରାଣୀସମ୍ପଦ ଗୁରୁତର,ବନ ବିଭାଗ ଚୁପ

ଦାରିଙ୍ଗବାଡି, ୧୭।୭ (ଅରୁଣ ସାହୁ):କନ୍ଧମାଳ ଜିଲା ଦାରିଙ୍ଗବାଡି ବନାଞ୍ଚଳର ଗ୍ରୀନବାଡି ସମେତ ତାର ଆଖପାଖ ଅଞ୍ଚଳରେ ଗତ ୨ ଦିନ ହେଲା ପାଗଳ ବିଲୁଆ କାମୁଡ଼ାରେ ଏକାଧିକ ଲୋକ ଆହତ ହୋଇଥିବା ବେଳେ ଅଞ୍ଚଳରେ ଗୃହପାଳିତ ପ୍ରାଣୀ ସମ୍ପଦ ମଧ୍ୟ ଏହାର…

ଦିନିକିଆ ବିଶ୍ୱକପ୍ ୨୦୨୭ ଫର୍ମାଟ୍ ବଦଳାଇଲା ICC; ଜୟ ଶାହାଙ୍କ ନିଷ୍ପତ୍ତିକୁ ତୀବ୍ର ବିରୋଧ କଲେ ୪ ଦେଶର ଅଧିନାୟକ

ନୂଆଦିଲ୍ଲୀ,୧୭।୭: ଆସନ୍ତା ବର୍ଷ ଦକ୍ଷିଣ ଆଫ୍ରିକା, ଜିମ୍ବାୱେ ଏବଂ ନାମିବିଆରେ ଅନୁଷ୍ଠିତ ହେବାକୁ ଥିବା ଦିନିକିଆ ବିଶ୍ୱକପ୍‌ର ଫର୍ମାଟ୍‌ରେ ଆନ୍ତର୍ଜାତୀୟ କ୍ରିକେଟ ପରିଷଦ (ICC) ହଠାତ ବଡ଼ ପରିବର୍ତ୍ତନ କରିଛି। ଜୟ ଶାହାଙ୍କ ଅଧ୍ୟକ୍ଷତାରେ ICC ନେଇଥିବା ଏହି ନିଷ୍ପତ୍ତିକୁ ନେଇ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?