Home Left

ଜେଜେ ଥିଲେ ମୁଖ୍ୟମନ୍ତ୍ରୀ, ନାତି ହେଲେ ଉପମୁଖ୍ୟମନ୍ତ୍ରୀ: ପଶ୍ଚିମ ଓଡ଼ିଶାରେ ଖୁସିର ଲହରି

ବଲାଙ୍ଗୀର,୧୨।୬: ୨୦୨୪ ସାଧାରଣ ନିର୍ବାଚନରେ ଭାଜପାର ବିପୁଳ ସଫଳତା ପରେ ଦଳ ସରକାର ଗଢ଼ିବାକୁ ଯାଉଛି। ବୁଧବାର ନୂଆ ସରକାର ଦାୟିତ୍ୱ ଗ୍ରହଣ କରିବ। ଏଥିସକାଶେ ମଙ୍ଗଳବାର ଭୁବନେଶ୍ୱରଠାରେ ଭାଜପା ବିଧାୟକ ଦଳ ବୈଠକ ଅନୁଷ୍ଠିତ ହୋଇଯାଇଛି। ଏହି ବୈଠକରେ ବଲାଙ୍ଗୀର…

ନୂଆ ମୁଖ୍ୟମନ୍ତ୍ରୀଙ୍କ ନାଁ ଘୋଷଣା ପରେ ଏକ୍ସ ପ୍ରୋଫାଇଲ ପରିବର୍ତ୍ତନ କଲେ ନବୀନ

ଭୁବନେଶ୍ୱର,୧୨।୬: କେନ୍ଦୁଝର ବିଧାୟକ ମୋହନ ଚରଣ ମାଝି ହେବେ ଓଡ଼ିଶାର ନୂଆ ମୁଖ୍ୟମନ୍ତ୍ରୀ। ସେ ଆଜି ବିଧିବଦ୍ଧ ଭାବେ ଶପଥ ଗ୍ରହଣ କରିବେ। ତେବେ ମଙ୍ଗଳବାର ମୁଖ୍ୟମନ୍ତ୍ରୀଙ୍କ ନାଁ ଘୋଷଣା ହେବା ପରେ ଏବେ ଓଡ଼ିଶାର ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ…

ଦ୍ୱିତୀୟ ଦିବସରେ ଓଡ଼ିଶାକୁ ୬ ପଦକ

ଭୁବନେଶ୍ୱର, ୧୨।୬ (ତପନ ସ୍ବାଇଁ): ସ୍ଥାନୀୟ କଳିଙ୍ଗ ଷ୍ଟାଡିୟମର ଆକ୍ୱାଟିକ୍‌ ସେଣ୍ଟରେ ଚାଲିଥିବା ୨ୟ ନ୍ୟାଶନାଲ ସୁଇମିଂ ର଼୍ୟାଙ୍କିଙ୍ଗ୍‌ ଚାମ୍ପିୟନଶିପ୍‌ର ଦ୍ୱିତୀୟ ଦିବସରେ ଓଡ଼ିଶା ପ୍ରତିଯୋଗୀମାନେ ୬ଟି ପଦକ ହାସଲ କରିଛନ୍ତି। ଏହା ମଧ୍ୟରେ ୨ ସ୍ବର୍ଣ୍ଣ, ୧ ରୌପ୍ୟ ଓ…

ଭାରତୀୟ ମିମ୍‌ ଶେୟାର କଲେ ଏଲନ ମସ୍କ

ସାନ୍‌ ଫ୍ରାନ୍ସିସ୍କୋ: ଟେସଲା ପ୍ରତିଷ୍ଠାତା ଏଲନ ମସ୍କ ମଙ୍ଗଳବାର ଏକ୍ସ’ରେ ଏକ ଭାରତୀୟ ମିମ୍‌କୁ ଶେୟାର କରିଛନ୍ତି। ‘ଓପନ୍‌ ଏଆଇ’ର ‘ଚାଟ୍‌ ଜିପିଟି’ ଫିଚର ସହ ‘ଆପଲ’ର ସହଭାଗିତାକୁ ମସ୍କ ବିରୋଧ କରି ଏହି ମିମ୍‌ ଶେୟାର କରିଛନ୍ତି। ଆପଲ ଡିଭାଇସ…

ଆଜି ଶପଥ ନେବେ ଚନ୍ଦ୍ରାବାବୁ

ବିଜୟଓ୍ବାଡ଼ା,୧୨ା୬: ଆନ୍ଧ୍ରପ୍ରଦେଶର ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ତେଲୁଗୁଦେଶମ୍‌ ପାର୍ଟି (ଟିଡିପି)ର ରାଷ୍ଟ୍ରୀୟ ଅଧ୍ୟକ୍ଷ ଏନ୍‌. ଚନ୍ଦ୍ରାବାବୁ ନାଇଡୁଙ୍କୁ ମଙ୍ଗଳବାର ଏନ୍‌ଡିଏର ମୁଖ୍ୟମନ୍ତ୍ରୀ ପ୍ରାର୍ଥୀ ନିର୍ବାଚିତ କରାଯାଇଛି। ସେ ବୁଧବାର ବିଭାଜିତ ଆନ୍ଧ୍ରପ୍ରଦେଶର ମୁଖ୍ୟମନ୍ତ୍ରୀ ଭାବେ ଦ୍ୱିତୀୟ ଥର ପାଇଁ ଶପଥ ଗ୍ରହଣ…

ଉଚ୍ଚ ଶିକ୍ଷାନୁଷ୍ଠାନ ବର୍ଷକୁ ୨ଥର ନାମଲେଖା କରିପାରିବେ

ଭୁବନେଶ୍ୱର, ୧୨।୬(ଅସମାପିକା ସାହୁ):ବିଶ୍ୱବିଦ୍ୟାଳୟ ଏବଂ ଉଚ୍ଚ ଶିକ୍ଷାନୁଷ୍ଠାନଗୁଡ଼ିକ ଏଣିକି ବର୍ଷକୁ ଦୁଇଥର ନାମଲେଖା କରିପାରିବେ। ଏନେଇ ବିଶ୍ୱବିଦ୍ୟାଳୟ ଅନୁଦାନ ଆୟୋଗ(ୟୁଜିସି) ଅନୁମତି ଦେଇଛି। ୨୦୨୪-୨୫ ଶିକ୍ଷାବର୍ଷରୁ ଏହା ଲାଗୁ ହେବ। ୟୁଜିସି ମୁଖ୍ୟ ଜଗଦେଶ କୁମାର କହିଛନ୍ତି, ବିଦେଶରେ ଥିବା ବିଶ୍ୱବିଦ୍ୟାଳୟଗୁଡ଼ିକ…

ଏନ୍‌ଇଇଟି ପ୍ରଶ୍ନପତ୍ର ଲିକ୍‌ ଅଭିଯୋଗ:ସାନି ପରୀକ୍ଷା ପାଇଁ କେନ୍ଦ୍ର, ଏନ୍‌ଟିଏକୁ ଜବାବ ମାଗିଲେ ସୁପ୍ରିମକୋର୍ଟ

ନୂଆଦିଲ୍ଲୀ,୧୨ା୬:ପ୍ରଶ୍ନପତ୍ର ଲିକ୍‌ ଓ ଅସାଧୁ ଉପାୟ ଅବଲମ୍ବନ ଅଭିଯୋଗ ଆଧାରରେ ଏନ୍‌ଇଇଟି-ୟୁଜି ୨୦୨୪କୁ ବାତିଲକରି ସାନି ପରୀକ୍ଷା କରାଇବା ପାଇଁ ହୋଇଥିବା ଆବେଦନ ଉପରେ ସୁପ୍ରିମକୋର୍ଟ ମଙ୍ଗଳବାର କେନ୍ଦ୍ର ସରକାର ଏବଂ ପରୀକ୍ଷା ପରିଚାଳକ ନ୍ୟାଶନାଲ ଟେଷ୍ଟିଂ ଏଜେନ୍ସି (ଏନ୍‌ଟିଏ)କୁ ଜବାବ…

‘ସ୍ପିକର’ ଉପରେ ନଜର

ନୂଆଦିଲ୍ଲୀ,୧୨ା୬: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ନେତୃତ୍ୱରେ ଜାତୀୟ ଗଣତାନ୍ତ୍ରିକ ମେଣ୍ଟ (ଏନ୍‌ଡିଏ) ସରକାରଙ୍କ ତୃତୀୟ ପାଳି ଶାସନ ବିଧିବଦ୍ଧ ଭାବେ ଆରମ୍ଭ ହୋଇଛି। ପ୍ରଧାନମନ୍ତ୍ରୀଙ୍କ ସମେତ ମୋଟ ୭୨ ଜଣ ମନ୍ତ୍ରୀ ଶପଥ ନେଇଛନ୍ତି। ତେଲୁଗୁ ଦେଶମ୍‌ ପାର୍ଟି (ଟିଡିପି) ଏବଂ…

ଖଣି ଦୁର୍ନୀତି କଥା ଉଠାଇ ବୋମାମାଡ଼ର ଶିକାର ହୋଇଥିଲେ ମୋହନ

ଭୁବନେଶ୍ୱର/କେନ୍ଦୁଝର,୧୨ା୬ (ସୁନିତ୍‌ ମିଶ୍ର/ନରେଶ ଚନ୍ଦ୍ର ପଟ୍ଟନାୟକ):କେନ୍ଦୁଝର ଜିଲାର ଟାଣୁଆ ନେତା ତଥା ବିଧାୟକ ମୋହନ ଚରଣ ମାଝୀ ଓଡ଼ିଶାର ୧୫ତମ ମୁଖ୍ୟମନ୍ତ୍ରୀ ଭାବେ ବୁଧବାର ଶପଥ ନେବାକୁ ଯାଉଛନ୍ତି। ଏ ସମ୍ପର୍କରେ ଭାଜପା ବିଧାୟକ ଦଳ ବୈଠକ ପରେ ଘୋଷଣା ହେବା…

ମୁଖ୍ୟମନ୍ତ୍ରୀ ଭାବେ ନାଁ ଘୋଷଣା ପରେ ଏକ୍ସ, ଫେସ୍‌ବୁକ୍‌ରେ ବଢ଼ିଲା ମୋହନ ମାଝିଙ୍କ ଫଲୋର୍ସ

ଭୁବନେଶ୍ୱର,୧୨।୬: ଭାଜପା ବିଧାୟକ ଦଳ ନେତା ତଥା ମୁଖ୍ୟମନ୍ତ୍ରୀ ଭାବେ ମୋହନ ଚରଣ ମାଝିଙ୍କ ନାମ ଘୋଷଣା ହେବା ପରେ ସୋସିଆଲ ମିଡିଆରେ ତାଙ୍କ ପ୍ରଶଂସକ ବଢ଼ିବାରେ ଲାଗିଛନ୍ତି। ଏକ୍ସରେ ତାଙ୍କ ଫଲୋର୍ସ ବଢ଼ି ପ୍ରାୟ ୭ ହଜାର ଛୁଇଁଥିବାବେଳେ ଫେସ…

ମୋହନଙ୍କ କ୍ୱାର୍ଟର୍ସରେ ବଢ଼ିଲା ସୁରକ୍ଷା

ଭୁବନେଶ୍ୱର,୧୨।୬: ଭାବି ମୁଖ୍ୟମନ୍ତ୍ରୀ ମୋହନ ମାଝିଙ୍କ ଗାନ୍ଧି ମାର୍ଗରେ ଥିବା ସରକାରୀ କ୍ୱାର୍ଟର୍ସରେ ସୁରକ୍ଷା ବଢ଼ାଇ ଦିଆଯାଇଛି। ମଙ୍ଗଳବାର ରାତିରେ କ୍ୱାର୍ଟର୍ସ ନଂ- ବି/୧ରେ ଏକ ପ୍ଲାଟୁନ ପୋଲିସ ଫୋର୍ସ ମୁତୟନ କରାଯାଇଛି। କିଛି ବନ୍ଧୁକଧାରୀ ବାଟାଲିୟନ ଯବାନ ମଧ୍ୟ କ୍ୱାର୍ଟର୍ସକୁ…

ମୋହନ ମାଝିଙ୍କ ପିଏ ମୃତ

ଭୁବନେଶ୍ୱର,୧୨ା୬ (ସତ୍ୟଜିତ୍‌ ରାଉତ): ଭୁବନେଶ୍ୱର ୟୁନିଟ-୮ ଡେଲଟା ବ୍ରହ୍ମାକୁମାରୀ ଆଶ୍ରମ ସମ୍ମୁଖରେ ମଙ୍ଗଳବାର ପୂର୍ବାହ୍ନରେ ଏକ ମର୍ମନ୍ତୁଦ ଦୁର୍ଘଟଣା ହୋଇଛି। ଦୁଇ କାର୍‌ ମଝିରେ ଏକ ବାଇକ ଚାପି ହୋଇଯିବାରୁ ଚାଳକଙ୍କ ଡାହାଣ ଗୋଡ ଛିଣ୍ଡିଯିବା ସହ ତାଙ୍କର ମୃତ୍ୟୁ ହୋଇଛି।…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri