Home Left

ମୋଦି କହିଲେ, ଏହାର ବଡ ଦାବିଦାର ହେଉଛନ୍ତି ଦେଶର ସରକାରୀ କର୍ମଚାରୀ, ପିଏମଓ ହେଉ ଜନତାଙ୍କ କାର୍ଯ୍ୟାଳୟ

ନୂଆଦିଲ୍ଲୀ,୧୦।୬: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସୋମବାର PMO ରେ କର୍ମଚାରୀମାନଙ୍କୁ ସମ୍ବୋଧିତ କରିଛନ୍ତି। ସେ କହିଛନ୍ତି ଯେ ଆଗାମୀ ବର୍ଷଗୁଡିକରେ ଆମକୁ ବିଶ୍ୱ ମାନଦଣ୍ଡଠାରୁ ଅଧିକ କାମ କରିବାକୁ ପଡ଼ିବ। ସେ କହିଛନ୍ତି ଯେ ଆମ ଦେଶକୁ ସେଠାକୁ ନେବାକୁ ପଡିବ…

ଟି-୨୦ ବିଶ୍ୱକପ୍‌ରୁ ବିଦା ହେଲା ଏହି ଦଳ: ସୁପର୍‌-୮ରେ ପହଞ୍ଚିବାର ସ୍ବପ୍ନ ଭାଙ୍ଗିଲା

ଆଣ୍ଟିଗୁଆ,୧୦।୬: ଟି-୨୦ ବିଶ୍ୱକପ ୨୦୨୪ରୁ ପ୍ରଥମ ଦଳ ଭାବେ ବାଦ୍‌ ପଡିଛି ଓମାନ। ଗ୍ରୁପ ପର୍ଯ୍ୟାୟର ୨୦ତମ ମ୍ୟାଚ ଓମାନ ଏବଂ ସ୍କଟଲାଣ୍ଡ ମଧ୍ୟରେ ଖେଳାଯାଇଥିଲା। ଏହି ମ୍ୟାଚରେ ଓମାନକୁ ପରାଜୟର ସାମ୍ନା କରିବାକୁ ପଡିଥିଲା ଏବଂ ଏହି ସଂସ୍କରଣରେ ଏହା…

ମୋଦିଙ୍କ ଶପଥ ଗ୍ରହଣ କାର୍ଯ୍ୟକ୍ରମରେ ବୁଲୁଥିଲା ଅଜଣା ଜନ୍ତୁ! ଦେଖନ୍ତୁ ଭିଡିଓ

ନୂଆଦିଲ୍ଲୀ,୧୦।୬: ରବିବାର ନରେନ୍ଦ୍ର ମୋଦି ତୃତୀୟ ଥର ପାଇଁ ପ୍ରଧାନମନ୍ତ୍ରୀ ଭାବେ ଶପଥ ନେଇଛନ୍ତି। ତାଙ୍କ ସହ ଆଉ ୭୧ ଜଣ ମନ୍ତ୍ରୀ ଭାବେ ପଦ ଓ ଗୋପନୀୟତାର ଶପଥ ପାଠ କରିଛନ୍ତି। ତେବେ ରାଷ୍ଟ୍ରପତି ଭବନରେ ଶପଥ ପାଠ କାର୍ଯ୍ୟକ୍ରମରେ…

ଏହି ୪ ମନ୍ତ୍ରଣାଳୟ ନିଜ ପାଖରେ ରଖିବ ଭାଜପା

ନୂଆଦିଲ୍ଲୀ,୧୦।୬: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ କ୍ୟାବିନେଟର ଶପଥ ଗ୍ରହଣ ପରଠାରୁ ମନ୍ତ୍ରଣାଳୟ ବିଭାଜନକୁ ନେଇ ନିରନ୍ତର ଆଲୋଚନା ଚାଲିଛି। ଆଜି ସନ୍ଧ୍ୟା ସୁଦ୍ଧା ମୋଦି ୩.୦ କ୍ୟାବିନେଟର ମନ୍ତ୍ରୀଙ୍କ ମଧ୍ୟରେ ମନ୍ତ୍ରଣାଳୟର ବଣ୍ଟନ ହୋଇପାରେ। ମନ୍ତ୍ରଣାଳୟ ସମ୍ବନ୍ଧୀୟ ତାଲିକା ସୋମବାର ବିଳମ୍ବିତ…

ପ୍ରଧାନମନ୍ତ୍ରୀ ଭାବେ ମୋଦିଙ୍କୁ କେତେ ମିଳିବ ଦରମା? ତା’ସହ ମିଳିବ ଏସବୁ ସୁବିଧା

ନୂଆଦିଲ୍ଲୀ,୧୦।୬: ତୃତୀୟ ଥର ପାଇଁ ନରେନ୍ଦ୍ର ମୋଦି ଦେଶର ପ୍ରଧାନମନ୍ତ୍ରୀ ଭାବେ ଶପଥ ଗ୍ରହଣ କରିଛନ୍ତି। ଏହା ସହ ସେ ଜବାହରଲାଲ ନେହେରୁଙ୍କ ପରେ କ୍ରମାଗତ ତୃତୀୟ ଥର ପାଇଁ ପ୍ରଧାନମନ୍ତ୍ରୀ ହୋଇଥିବା ଦ୍ୱିତୀୟ ନେତା ହୋଇଛନ୍ତି। ପ୍ରଧାନମନ୍ତ୍ରୀ ଭାବରେ ନରେନ୍ଦ୍ର…

ପାଣ୍ଡିଆନ୍‌ ରାଜନୀତିରୁ ସନ୍ୟାସ ନେବା ପଛରେ ରହିଛି ବଡ଼ କାରଣ, ଜାଣନ୍ତୁ କ’ଣ କହିଲେ ଅରିନ୍ଦମ

ଭୁବନେଶ୍ୱର,୧୦।୬: କାର୍ତ୍ତିକ ପାଣ୍ଡିଆନ୍‌ ପ୍ରତ୍ୟକ୍ଷ ରାଜନୀତିରୁ ସନ୍ୟାସ ନେଇଥିବା କଥାକୁ ଗ୍ରହଣ କରିନାହାଁନ୍ତି ଭାଜପା ନେତା ତଥା ଅଭିନେତା ଅରିନ୍ଦମ ରାୟ। ଅରିନ୍ଦମ କହିଛନ୍ତି ଏହା କେବଳ କେବଳ ଆଇୱାସ । ବର୍ତ୍ତମାନ ପରିସ୍ଥିତିକୁ ଦେଖି ସେ ଏଭଳି କରିଛନ୍ତି ।…

ମୁଖ୍ୟମନ୍ତ୍ରୀଙ୍କ ଚର୍ଚ୍ଚା ମଧ୍ୟରେ ଆସିଲା ମନମୋହନଙ୍କ ବଡ଼ ପ୍ରତିକ୍ରିୟା

ଭୁବନେଶ୍ୱର,୧୦।୬: ଓଡ଼ିଶାରେ ନିର୍ବାଚନର ଫଳାଫଳ ବାହାରିବାର ସପ୍ତାହେ ବିତିଯାଇଥିଲେ ମଧ୍ୟ ଭାଜପା କାହାକୁ ମୁଖ୍ୟମନ୍ତ୍ରୀ ଗାଦିରେ ବସାଇବ, ସେନେଇ ଏଯାଏ ଘୋଷଣା କରିନାହିଁ। ତେବେ ଆସନ୍ତାକାଲି ସୁଦ୍ଧା ମୁଖ୍ୟମନ୍ତ୍ରୀଙ୍କ ନାଁ ସ୍ପଷ୍ଟ ହୋଇଯିବ ବୋଲି ଦଳର ରାଜ୍ୟ ସଭାପତି ମନମୋହନ ସାମଲ…

ମୋଦି ଶପଥ ନେବାବେଳେ ଘରର ସବୁ ଲାଇଟ୍‌ ବନ୍ଦ କରି ଅନ୍ଧାରରେ ବସିଥିଲେ ମମତା ବାନାର୍ଜୀ:ଜାଣନ୍ତୁ କାହିଁକି

ନୂଆଦିଲ୍ଲୀ,୧୦।୬:ତୃଣମୂଳ କଂଗ୍ରେସ ଏମ୍‌ପି ସାଗରିକା ଘୋଷ ସୋମବାର ଏକ ବଡ଼ ଖୁଲାସା କରିଛନ୍ତି। ସେ କହିଛନ୍ତି, ରବିବାର ସାରେ ମୋଦି ଏବଂ କେନ୍ଦ୍ର ମନ୍ତ୍ରୀଙ୍କ ଶପଥ ଗ୍ରହଣ ସମାରୋହରେ ତୃଣମୂଳ କଂଗ୍ରେସ ସୁପ୍ରିମୋ ମମତା ବାନାର୍ଜୀ ତାଙ୍କ ଘରେ ଥିବା ସମସ୍ତ…

ରାଜ୍ୟରେ ଜାରି ରହିଛି ହିଟୱେଭ୍‌: ୮ ଜିଲାକୁ ଚିଠି ଲେଖି ସତର୍କ କରାଇଲେ ଏସ୍‌ଆରସି

ଭୁବନେଶ୍ୱର,୧୦।୬: ରାଜ୍ୟରେ ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ପ୍ରବେଶ କରିସାରିଥିବା ବେଳେ ପଶ୍ଚିମ ଓଡ଼ିଶାରେ ପ୍ରଚଣ୍ଡ ତାତିକୁ ଉପକୂଳରେ ଗୁଳୁଗୁଳି କଲବଲ କରୁଛି। ପ୍ରଚଣ୍ଡ ତାତି ନେଇ ୮ ଜିଲାପାଳଙ୍କୁ ଚିଠି ଲେଖିଛନ୍ତି ଏସ୍‌ଆରସି। ତାତିର ମୁକାବିଲା ନେଇ ପଦକ୍ଷେପ ନେବାକୁ ଏସ୍‌ଆରସି…

ପାକିସ୍ତାନ ସହ ଯୁଦ୍ଧ ଆରମ୍ଭ କରିବାକୁ ପଡିବ: କେନ୍ଦ୍ର ମନ୍ତ୍ରୀଙ୍କ ବଡ ବୟାନ

ନୂଆଦିଲ୍ଲୀ,୧୦।୬: ଜମ୍ମୁ କଶ୍ମୀରରେ ହୋଇଥିବା ରେସି ଆତଙ୍କବାଦୀ ଆକ୍ରମଣରେ କେନ୍ଦ୍ର ମନ୍ତ୍ରୀ ରାମଦାସ ଅଠାଓ୍ବେଲେ ପ୍ରତିକ୍ରିୟା ଦେଇଛନ୍ତି। ସେ କହିଛନ୍ତି ଯେ ମୋର ବିଶ୍ୱାସ ଯେ ଜମ୍ମୁ କଶ୍ମୀରରେ ଆତଙ୍କବାଦ ସମାପ୍ତ ହୋଇଛି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ତୃତୀୟ ଥର ପାଇଁ…

ତୃତୀୟ କାର୍ଯ୍ୟକାଳ ପ୍ରଥମ ଫାଇଲ୍‌ ଦସ୍ତଖତ କରିବା ପରେ ଏମିତି କଥା କହିଦେଲେ ପ୍ରଧାନମନ୍ତ୍ରୀ ମୋଦି

ନୂଆଦିଲ୍ଲୀ,୧୦।୬: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସୋମବାର ଦାୟିତ୍ୱ ଗ୍ରହଣ କରିଥିଲେ। ପ୍ରଧାନମନ୍ତ୍ରୀ କିଷାନ ନିଧିର ୧୭ତମ କିସ୍ତି ରିଲିଜ୍‌ କରିବାକୁ ପ୍ରଧାନମନ୍ତ୍ରୀ ମୋଦି ତାଙ୍କର ପ୍ରଥମ ଫାଇଲରେ ଦସ୍ତଖତ କରିଛନ୍ତି। ନରେନ୍ଦ୍ର ମୋଦି ଏହାକୁ ସୌଭାଗ୍ୟର ବିଷୟ ବୋଲି କହିଛନ୍ତି। ପ୍ରଧାନମନ୍ତ୍ରୀ…

ପ୍ରଥମଥର ନିର୍ବାଚନ ଜିତି କେନ୍ଦ୍ରମନ୍ତ୍ରୀ ହେଲେ ଏହି ୫ ନେତା:ଲିଷ୍ଟ୍‌ରେ ଅଛନ୍ତି,ସବୁଠୁ ଧନୀ ଏମ୍‌ପିଠୁ ଆରମ୍ଭ କରି ମେୟର୍‌ ପର୍ଯ୍ୟନ୍ତ ନାଁ

ନୂଆଦିଲ୍ଲୀ,୧୦।୬: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି କେନ୍ଦ୍ରରେ ତୃତୀୟ କାର୍ଯ୍ୟକାଳ ଗ୍ରହଣ କରିଛନ୍ତି। ପ୍ରଧାନମନ୍ତ୍ରୀ ମୋଦିଙ୍କ ସହ ୭୧ ମନ୍ତ୍ରୀ ଶପଥ ଗ୍ରହଣ କରିଛନ୍ତି। ଏଥିମଧ୍ୟରେ ୩୦ ଜଣ କ୍ୟାବିନେଟ ମନ୍ତ୍ରୀ ଏବଂ ୫ ଜଣ ସ୍ବାଧୀନ ଚାର୍ଜ ମନ୍ତ୍ରୀ ଏବଂ ୩୬ଟି…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri