Home Left

ବିଶ୍ୱରେକର୍ଡ କଲା ଟିମ୍‌ଇଣ୍ଡିଆ: ଏମିତି କରିବାରେ ବିଶ୍ୱର ପ୍ରଥମ ଦଳ

କଲମ୍ବୋ,୨୯।୭: ଭାରତ ଏବଂ ଶ୍ରୀଲଙ୍କା ମଧ୍ୟରେ ଏକ ତିନି ମ୍ୟାଚ ବିଶିଷ୍ଟ ଟି-୨୦ ସିରିଜ ଖେଳାଯାଉଛି। ସିରିଜର ୨ଟି ମ୍ୟାଚ ଶେଷ ହୋଇଛି ଏବଂ ଉଭୟ ମ୍ୟାଚ ଜିତି ଟିମ ଇଣ୍ଡିଆ ଏକ ବଡ଼ ଅଗ୍ରଣୀ ହାସଲ କରିଛି। ଏହି ଅଗ୍ରଣୀ…

ବିଭିନ୍ନ ବିଭାଗର ତଦାରଖ କରିବ ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟ: ମୁଖ୍ୟମନ୍ତ୍ରୀଙ୍କୁ ରିପୋର୍ଟ କରିବା ଲାଗି ଏହି ୬ ଅଧିକାରୀଙ୍କୁ ଦିଆଗଲା ଦାୟିତ୍ୱ

ଭୁବନେଶ୍ୱର,୨୯।୭: ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟ ବିଭିନ୍ନ ବିଭାଗର ତଦାରଖ କରିବ । ଏ ନେଇ ସିଏମଓ ଅଧିକାରୀଙ୍କୁ ଦାୟିତ୍ୱ ବାଣ୍ଟି ଦିଆଯାଇଛି। ୬ ଅଧିକାରୀଙ୍କ ମଧ୍ୟରେ ଏହି ଦାୟିତ୍ୱ ବଣ୍ଟନ କରାଯାଇଛି। ସେମାନେ ହେଲେ ନିକୁଞ୍ଜ ବିହାରୀ ଧଳ, ଅରିନ୍ଦମ ଡାକୁଆ, ଅନୁପମ…

ସୁବର୍ଣ୍ଣପୁର ସହର ପାଇଁ ସିସି କ୍ୟାମେରା ସ୍ବପ୍ନ

ସୋନପୁର,୨୯ା୭(ମୃତ୍ୟୁଞ୍ଜୟ ଶତପଥୀ): ସୁବର୍ଣ୍ଣପୁର ସହରର ଗୁରୁତ୍ୱପୂର୍ଣ୍ଣ ଛକ ଏବଂ ଜିଲାର ବିନିକା ଓ ତରଭା ସହରରେ ସିସି ଟିଭି କ୍ୟାମେରା ଲଗାଇବା ପାଇଁ ନିଷ୍ପତ୍ତି ହୋଇଛି। ଜାନୁୟାରୀ ମାସରେ ଜିଲା ସଡକ ସୁରକ୍ଷା କମିଟି ଓ ସଚେତନ ନାଗରିକଙ୍କୁ ନେଇ ଅନୁଷ୍ଠିତ…

କାଉଡ଼ିଆଙ୍କୁ ଅଟକାଇ ପାଦ ଧୋଇଦେଉଛନ୍ତି ମନ୍ତ୍ରୀ: ଯିଏ ଦେଖୁଛି, ସେ କହୁଛି

ଭୁବନେଶ୍ୱର,୨୯।୭: ଉଚ୍ଚଶିକ୍ଷା ମନ୍ତ୍ରୀ ତଥା ଧାମନଗର ବିଧାୟକ ସୂର୍ଯ୍ୟବଂଶୀ ସୂରଜ ପ୍ରତି ବର୍ଷ କାଉଡ଼ିଆଙ୍କ ସେବା କରୁଥିବା ଦେଖିବାକୁ ମିଳିଥାଏ। ଶ୍ରାବଣ ଆସିଲେ ପ୍ରତି ବର୍ଷ କାଉଡିଆ ପାଣିଭାର ନେଇ ଯାଆନ୍ତି ଓ ମନ୍ତ୍ରୀ ସୂର୍ଯ୍ୟବଂଶୀ ସେମାନଙ୍କ ପାଦସେବା କରନ୍ତି। ସବୁ…

ଆମେରିକାକୁ ଖୋଲା ଚେତାବନୀ ଦେଲେ: ଏମିତି କଲେ ହେବ ଶୀତଳ ଯୁଦ୍ଧ

ମସ୍କୋ,୨୯।୭: ରୁଷିଆର ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ ଆମେରିକାକୁ ଚେତାବନୀ ଦେଇଛନ୍ତି। ଯଦି ଆମେରିକା ଜର୍ମାନୀରେ ଦୀର୍ଘ ଦୂରଗାମୀ କ୍ଷେପଣାସ୍ତ୍ର ନିୟୋଜନ କରେ ତେବେ ଏହାର ପ୍ରତିକ୍ରିୟାରେ ମଧ୍ୟବର୍ତ୍ତୀକାଳୀନ ଆଣବିକ କ୍ଷେପଣାସ୍ତ୍ର ଉତ୍ପାଦନ ଆରମ୍ଭ କରିବ। ପୁଟିନ ଏହା ମଧ୍ୟ କହିଛନ୍ତି, କ୍ଷେପଣାସ୍ତ୍ର…

ବାଲି ଚୋରାଚାଲାଣବେଳେ ହାଇଓ୍ବା ଜବତ

ପାଟଣା,୨୯।୭(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ତହସିଲ ଅଞ୍ଚଳରେ ବାଲି ମାଫିଆମାନେ ଦିନରାତି ବିଭିନ୍ନ ନଦୀ ନାଳରୁ ଏଭଳି କି ସଂରକ୍ଷିତ ଜଙ୍ଗଲ ମଧ୍ୟରେ ଥିବା ନଦୀ ନାଳରୁ ଚୋରା ବାଲି ଉତ୍ତୋଳନ କରି ଚାଲାଣ କରୁଛନ୍ତି। ଏଥିପାଇଁ ବାଲି…

ଆଖିବୁଜି ଅତିଥି ଶିକ୍ଷକ ନିଯୁକ୍ତି

ବରଗଡ଼,୨୯।୭(ପ୍ରେମାନନ୍ଦ ଖମାରୀ): ନକଲି ଶିକ୍ଷକ ନିଯୁକ୍ତି ବରଗଡ଼ ଜିଲାରେ ହଇଚଇ ସୃଷ୍ଟି କରିଛି। ପ୍ରସଙ୍ଗ ନୂଆ ନ ହେଲେ ମଧ୍ୟ ଏହାକୁ ନେଇ ଜିଲା ଶିକ୍ଷା ବିଭାଗ ଉଠୁଛି ଓ ପଡ଼ୁଛି। ଜିଲାସାରା ଏଭଳି ଏକ ସମ୍ବେଦନଶୀଳ ପ୍ରସଙ୍ଗ ଆଲୋଡ଼ନ ସୃଷ୍ଟି…

ଚାରମାଳରେ ବଡ଼ଠାକୁର ପଡ଼ିଯିବା ଘଟଣା: ତଦନ୍ତ ଲାଗି ଗଠନ ହୋଇନାହିଁ କମିଟି

ପୁରୀ,୨୯ା୭: ପୁଣି ଭକ୍ତଙ୍କ ଭାବାବେଗ ସହିତ ଖେଳ। ଆଡ଼ପ ମଣ୍ଡପକୁ ପହଣ୍ଡି ବେଳେ ବଡ଼ଠାକୁର ଚାରମାଳ ଉପରେ ପଡ଼ିଯିବା ଘଟଣା ଦେଶ ଦୁନିଆର ଅଗଣିତ ଶ୍ରଦ୍ଧାଳୁଙ୍କ ମନରେ କଷ୍ଟ ଦେଇଥିଲା। ଘଟଣାର ତଦନ୍ତ କରାଯାଇ ଦୋଷୀଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ…

ମାଛ ବ୍ୟବସାୟୀଙ୍କ କବଳରେ ସଂରକ୍ଷିତ ଜଙ୍ଗଲ

କେନ୍ଦ୍ରାପଡ଼ା,୨୯ା୭ (ଜଗନ୍ନାଥ ଧଳ): ଜୈବ ବିବିଧତାଭରା ଜାତୀୟ ଉଦ୍ୟାନ ଭିତରକନିକା ଏବେ ନିଜର ମାନ ହରାଉଛି। ତଟକ୍ଷୟ, ଜଙ୍ଗଲ ଜମି ସମସ୍ୟା ଥିବାବେଳେ ସାମୁଦ୍ରିକ ଓ ଆଭ୍ୟନ୍ତର ଅଞ୍ଚଳ ଉପରେ ମାଛ ବ୍ୟବସାୟୀଙ୍କ ଲୋଲୁପ ଦୃଷ୍ଟି ପଡ଼ିଛି। ମହାକାଳପଡ଼ା ବ୍ଲକ ବଉଳକଣୀ…

ଭଗବଦ ଗୀତାରୁ ମିଳିଥିଲା ପ୍ରେରଣା: ମନୁ ଭାକର

ପ୍ୟାରିସ୍‌,୨୯ା୭(ପି.ଟି.): ପ୍ୟାରିସ୍‌ ଅଲିମ୍ପିକ୍ସ ୨୦୨୪ରେ ଭାରତର ପଦକ ଖାତା ଖୋଲିଛନ୍ତି ଶୁଟର ମନୁ ଭାକର। ହରିୟାଣାର ଝାଝରରେ ଜନ୍ମିତ ୨୨ ବର୍ଷୀୟା ମନୁ ଫ୍ରାନ୍ସର ଚାଟାରକ୍ସରେ ଜିତିଛନ୍ତି ଐତିହାସିକ ବ୍ରୋଞ୍ଜ ପଦକ। ନିଜର ଏହି ସଫଳତାର ଶ୍ରେୟ ସେ ଶ୍ରୀମଦ ଭଗବଦ୍‌…

ମାତୃତ୍ୱ ଅପେକ୍ଷାରେ ଭିତରକନିକାର ସୁନ୍ଦରୀ ମଲ୍ଲୀ

ରାଜନଗର,୨୯ା୭ (ଭାସ୍କର ରାଉତରାୟ): ଭିତରକନିକା ଜାତୀୟ ଉଦ୍ୟାନର ଶୋଭାକୁ ଦ୍ୱିଗୁଣିତ କରୁଥିବା ୨୯ ବର୍ଷିଆ ଶଙ୍ଖୁଆ ମା’ ଧଳା କୁମ୍ଭୀର ମଲ୍ଲୀ ଚଳିତବର୍ଷ ପ୍ରଜନନ ଋତୁରେ ସାମିଲ ହୋଇଛି। ଭିତରକନିକା ଜାତୀୟ ଉଦ୍ୟାନର ଏକ ଆବଦ୍ଧ ପୁଷ୍କରିଣୀ ଭିତରେ ନିଃସଙ୍ଗ ଜୀବନ…

ଆଜି ମୁଖ୍ୟମନ୍ତ୍ରୀଙ୍କ ବିରୋଧରେ ସ୍ବାଧିକାର ଭଙ୍ଗ ନୋଟିସ୍ ଆଣିବ କଂଗ୍ରେସ: ତାରା

ଭୁବନେଶ୍ୱର,୨୯ା୭: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ବିରୋଧରେ ସୋମବାର ସ୍ବାଧିକାର ଭଙ୍ଗ ନୋଟିସ ଆଣିବ କଂଗ୍ରେସ। ଗତ ୨୬ ତାରିଖରେ ଗୃହ ଚାଲିଥିବାବେଳେ ଅଗ୍ନିବୀରମାନଙ୍କ ପାଇଁ ଚାକିରିରେ ୧୦ ପ୍ରତିଶତ ସଂରକ୍ଷଣ ଓ ବୟସ କୋହଳ ନେଇ ମୁଖ୍ୟମନ୍ତ୍ରୀ ଗୃହ ବାହାରେ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri