Home Left

ବିଜେଡି ଲୋକଙ୍କୁ ଭ୍ରମିତ କରୁଛି: ବଳଭଦ୍ର

ନବରଙ୍ଗପୁର,୮।୧୨(ସଦାଶିବ ପ୍ରହରାଜ): ବିଜେଡିର ଖବରଦାତା ସମ୍ମିଳନୀ ପରେ ସ୍ଥାନୀୟ ଏକ ଲଜ୍‌ରେ ଭାଜପା ମଧ୍ୟ ଖବରଦାତା ସମ୍ମିଳନୀ କରି ବିଜେଡିକୁ କଡ଼ା ସମାଲୋଚନା କରିଛି। ୨୪ ବର୍ଷରେ ଯେଉଁ ସରକାର କିଛି କରିପାରିଲା ନାହିଁ ସେମାନେ ୬ ମାସର ସରକାରଙ୍କ ପ୍ରତି…

ନବରଙ୍ଗପୁରକୁ ସରକାର ଉପେକ୍ଷା କରୁଛନ୍ତି: ରମେଶ

ନବରଙ୍ଗପୁର,୮।୧୨(ସଦାଶିବ ପ୍ରହରାଜ): ନବରଙ୍ଗପୁରକୁ ଭାଜପା ସରକାର ସବୁ କ୍ଷେତ୍ରରେ ଉପେକ୍ଷା କରୁଥିବା ଅଭିଯୋଗ ଆଣିଛି ବିଜେଡି। ଏକ ଖବରଦାତା ସମ୍ମିଳନୀ କରି ଶନିବାର ଜିଲା ବିଜେଡି ସଭାପତି ତଥା ପୂର୍ବତନ ଏମ୍‌ପି ରମେଶ ଚନ୍ଦ୍ର ମାଝି ଭାଜପା ଉପରେ ବର୍ଷିଛନ୍ତି। କେନ୍ଦ୍ରୀୟ…

ପ୍ରଭାତ ବିଶ୍ୱାଳ ବନାମ ନୟନ ମହାନ୍ତି

କଟକ,୮।୧୨ (କାର୍ତ୍ତିକ ସାହୁ): ରେଳମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ ଶନିବାର କଟକ ରେଳ ଷ୍ଟେଶନର ଦ୍ୱିତୀୟ ପ୍ରବେଶ ପଥକୁ ଉଦ୍‌ଘାଟନ କରିଛନ୍ତି। ଏହି ଉଦ୍‌ଘାଟନୀ ସଭାରେ ବିଜେଡି ନେତା ତଥା ବିଧାୟକ ସୌଭିକ୍‌ ବିଶ୍ୱାଳ କହିଛନ୍ତି, ତାଙ୍କ ବାପା ଡ. ପ୍ରଭାତ ରଞ୍ଜନ…

ବଙ୍ଗୋପସାଗରରେ ପୁଣି ଲଘୁଚାପ! ଏସବୁ ସ୍ଥାନରେ ଘଡଘଡି ସହ ବର୍ଷା

ଭୁବନେଶ୍ୱର,୮।୧୨:ଏଣିକି ଆହୁରି ଖସିବ ପାରଦ, ବଢ଼ିବ ଶୀତ। ଗଲା କିଛି ଦିନ ଦେବ ଦିନ ବେଳା ତାତି ୩୦ ଡିଗ୍ରୀ ଉପରେ ରହୁଥିବାବେଳେ ରାତିରେ ଥଣ୍ଡା ଅନୁଭୂତ ହେଉଥିଲା। ମାତ୍ର ଗତକାଲି ଠାରୁ ରାତି ତାପମାତ୍ରା ୨ ରୁ ୪ ଡିଗ୍ରୀ…

ପ୍ରଧାନମନ୍ତ୍ରୀଙ୍କୁ ହତ୍ୟା ଧମକ

ମୁମ୍ବାଇ, ୮।୧୨: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ହତ୍ୟା ନେଇ ଶନିବାର ମୁମ୍ବାଇ ପୋଲିସକୁ ଏକ ଧମକ ହସ୍ତଗତ ହୋଇଛି। ଘଟଣା ସମ୍ପର୍କରେ ମୁମ୍ବାଇ ପୋଲିସର ଜଣେ ବରିଷ୍ଠ ପୋଲିସ ଅଧିକାରୀ କହିଛନ୍ତି, ମୁମ୍ବାଇ ଟ୍ରାଫିକ୍‌ ପୋଲିସର ହେଲ୍‌ପଲାଇନ ନମ୍ବରକୁ ହ୍ବାଟ୍ସଆପ୍‌ ଯୋଗେ…

ଡାମାସ୍‌କସ୍‌ରେ ସିରିଆ ବିଦ୍ରୋହୀ

ଡାମାସ୍‌କସ୍‌୮।୧୨: ସିରିଆର ବିଦ୍ରୋହୀ ଯୋଦ୍ଧାମାନେ ଶନିବାର ରାତିରେ ରାଷ୍ଟ୍ରପତି ବଶର ଅଲ୍‌-ଅସାଦ ରହୁଥିବା ରାଜଧାନୀ ଡାମାସ୍‌କସ୍‌ର କେତେକ ଉପନଗରରେ ପହଞ୍ଚତ୍ ଯାଇଛନ୍ତି। ଇତିମଧ୍ୟରେ ବିଦ୍ରୋହୀମାନେ ଦାରା ସମେତ ୪ ସହରକୁ ଦଖଲ କରିସାରିଛନ୍ତି। ଡାମାସ୍‌କସ୍‌ ସେମାନଙ୍କର ଶେଷ ଟାର୍ଗେଟ ବୋଲି ବିଦ୍ରୋହୀ…

ପ୍ରଭାତ ବିଶ୍ୱାଳ ବନାମ ନୟନ ମହାନ୍ତି

କଟକ,୮ା୧୨ (କାର୍ତ୍ତିକ ସାହୁ): ରେଳମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ ଶନିବାର କଟକ ରେଳ ଷ୍ଟେଶନର ଦ୍ୱିତୀୟ ପ୍ରବେଶ ପଥକୁ ଉଦ୍‌ଘାଟନ କରିଛନ୍ତି। ଏହି ଉଦ୍‌ଘାଟନୀ ସଭାରେ ବିଜେଡି ନେତା ତଥା ବିଧାୟକ ସୌଭିକ୍‌ ବିଶ୍ୱାଳ କହିଛନ୍ତି, ତାଙ୍କ ବାପା ଡ. ପ୍ରଭାତ ରଞ୍ଜନ…

ସ୍କୁଲରେ ଛାତ୍ରୀଛାତ୍ରଙ୍କୁ ମିଳୁଛି ସ୍ମୋକିଂ ବ୍ରେକ୍‌

ବ୍ରିସ୍‌ବେନ: ଅଷ୍ଟ୍ରେଲିଆର କୁଇନ୍ସଲ୍ୟାଣ୍ଡସ୍ଥିତ ଆରେଥୁସା ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଏକ ଅଜବ ନିୟମ ସମସ୍ତଙ୍କୁ ଆଶ୍ଚର୍ଯ୍ୟ କରିଛି। ଏହି ବିଦ୍ୟାଳୟ ନିଜ ଛାତ୍ରୀଛାତ୍ରମାନଙ୍କୁ ଧୂମପାନ କରିବାକୁ ଅନୁମତି ପ୍ରଦାନ କରିଛି। ଉକ୍ତ ବିଦ୍ୟାଳୟର କ୍ୟାମ୍ପସ୍‌ ମଧ୍ୟରେ ସିଗାରେଟ ଟାଣିବା ପାଇଁ ଛାତ୍ରୀଛାତ୍ରମାନଙ୍କୁ…

ଚାକିରି କାଳରେ ପାଚିକାଙ୍କ ମୃତ୍ୟୁ ହେଲେ ପରିବାର ସଦସ୍ୟଙ୍କୁ ମିଳିବ ଲକ୍ଷେ ଟଙ୍କା

ଭୁବନେଶ୍ୱର,୮ା୧୨(ଅନୁରାଧା ମହାରଣା): ପ୍ରଧାନମନ୍ତ୍ରୀ ପୋଷଣ ଶକ୍ତି ନିର୍ମାଣ ଯୋଜନା ଅଧୀନରେ କାର୍ଯ୍ୟରତ ମଧ୍ୟାହ୍ନଭୋଜନ ପାଚିକାଙ୍କ ପାଇଁ ରାଜ୍ୟ ସରକାର ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ଗ୍ରହଣ କରିଛନ୍ତି। ଚାକିରି କାଳରେ ପାଚିକାଙ୍କ ମୃତ୍ୟୁ ହେଲେ ତାଙ୍କ ପରିବାର ସଦସ୍ୟଙ୍କୁ ମୃତ୍ୟୁକାଳୀନ ସହାୟତା ବାବଦକୁ ୧…

ସରକାରଙ୍କ ବଡ଼ ଘୋଷଣା, ଆଜି ଏମାନଙ୍କୁ ମିଳିବ ୮୦୦ଟଙ୍କା ବୋନସ୍‌

ଭୁବନେଶ୍ୱର, ୮ା୧୨(ଅନିଲ ଦାସ): ରାଜ୍ୟ ସରକାର ଚାଷୀଙ୍କୁ ଧାନ କୁଇଣ୍ଟାଲ ପିଛା ୮ ଶହ ଟଙ୍କାର ଇନ୍‌ପୁଟ ସବ୍‌ସିଡି ପ୍ରଦାନ କରିବେ। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ରବିବାର ଚାଷୀଙ୍କୁ ଧାନର ଇନ୍‌ପୁଟ ସହାୟତା ରାଶି ବଣ୍ଟନ କରିବେ। ବରଗଡ଼ ସୋହେଲାର…

ଚାକିରି କାଳରେ ପାଚିକାଙ୍କ ମୃତ୍ୟୁ ହେଲେ, ମିଳିବ…

ଭୁବନେଶ୍ୱର,୭ା୧୨: ପ୍ରଧାନମନ୍ତ୍ରୀ ପୋଷଣ ଶକ୍ତି ନିର୍ମାଣ ଯୋଜନା ଅଧୀନରେ କାର୍ଯ୍ୟରତ ମଧ୍ୟାହ୍ନଭୋଜନ ପାଚିକାଙ୍କ ପାଇଁ ରାଜ୍ୟ ସରକାର ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ଗ୍ରହଣ କରିଛନ୍ତି। ଚାକିରି କାଳରେ ପାଚିକାଙ୍କ ମୃତ୍ୟୁ ହେଲେ ତାଙ୍କ ପରିବାର ସଦସ୍ୟଙ୍କୁ ମୃତ୍ୟୁକାଳୀନ ସହାୟତା ବାବଦକୁ ୧ ଲକ୍ଷ…

ପୂର୍ବତନ ଅବକାରୀ ଡେପୁଟି କମିଶନରଙ୍କୁ ୨ ବର୍ଷ ଜେଲ

କଟକ,୭ା୧୨(କାର୍ତ୍ତିକ ସାହୁ)- ସମ୍ବଲପୁର ନର୍ଥ ଡିଭିଜନର ପୂର୍ବତନ ଡେପୁଟି କମିଶନର ସ୍ବୟଂମ୍ଭୁ ପ୍ରସାଦ ମିଶ୍ର କଟକ ସ୍ବତନ୍ତ୍ର ଭିଜିଲାନ୍ସ ଅଦାଲତରେ ଶନିବାର ଦଣ୍ଡିତ ହୋଇଛନ୍ତି। ଅଦାଲତ ତାଙ୍କୁ ୨ ବର୍ଷ ଜେଲଦଣ୍ଡ ସହ ୧ ଲକ୍ଷ ଟଙ୍କା ଜରିମାନା ପାଇଁ ଦଣ୍ଡାଦେଶ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?