Home Left

ଭକ୍ତଙ୍କୁ ନେଇ ଯାଉଥିବା ବସ୍‌ ଦୁର୍ଘଟଣାଗ୍ରସ୍ତ, ୩ ଜଣଙ୍କ ମୃତ୍ୟୁ

ମିର୍ଜାପୁର, ୨୮।୦୭: ଉତ୍ତରପ୍ରଦେଶର ମିର୍ଜାପୁରରେ ଏକ ମାଲବାହୀ ଗାଡି ଏବଂ ବସ ମଧ୍ୟରେ ଏକ ବଡ଼ ଦୁର୍ଘଟଣା ଘଟିଛି । ଏହି ଦୁର୍ଘଟଣାରେ ତିନି ଜଣଙ୍କର ମୃତ୍ୟୁ ହୋଇଛି। ବିନ୍ଦୁଚାଲ ପୋଲିସ ଷ୍ଟେସନ ଅଞ୍ଚଳର ମହୋଖର ଗ୍ରାମ ନିକଟରେ ଏହି ଘଟଣା…

ରାତି ପାହିଲେ ଭୋଳାନାଥଙ୍କୁ କରିଥାନ୍ତେ ଜଳଲାଗି: ହେଲେ ଅଧାରେ ରହିଲା କାଉଡ଼ିଆଙ୍କ ପାଣିଭାର

ଭୁବନେଶ୍ୱର,୨୮।୬: ଯାଜପୁରରେ ଏକ ଅଭାବନୀୟ ଘଟଣା ଘଟିଛି। ବୈତରଣୀରେ ବୁଡ଼ି ଜଣେ କାଉଡ଼ିଆଙ୍କ ମୃତ୍ୟୁ ଘଟିଛି। ମୃତକ ହେଲେ ଭଣ୍ଡାରିପୋଖରି ଅନ୍ତର୍ଗତ ରହଣିଆ ଅଞ୍ଚଳର ପୁରୁଷୋତମପୁର ଗାଁର ପ୍ରଶାନ୍ତ ସାମଲ। ଶ୍ରାବଣ ସୋମବାରରେ ଭୋଳାନାଥଙ୍କୁ ଜଳଲାଗି କରିବା ପାଇଁ ବଲ୍ଲଭୀ ଘାଟ…

ହଠାତ୍‌ ମାଡ଼ି ଆସିଲା ପାଣି, ୩ ୟୁପିଏସ୍‌ସି ଆଶାୟୀଙ୍କ ମୃତ୍ୟୁ

ନୂଆଦିଲ୍ଲୀ, ୨୮।୦୭: ରାଜଧାନୀ ଦିଲ୍ଲୀର ଏକ କୋଚିଂ ସେଣ୍ଟର ଭିତରକୁ ହଠାତ୍‌ ନାଳ ପାଣି ମାଡ଼ି ଆସିବାରୁ ଏଥିରେ ୩ ଜଣ ୟୁପିଏସ୍‌ସି ଆଶାୟୀଙ୍କ ମୃତ୍ୟୁ ହୋଇଛି । ଦୀର୍ଘ ୪ ଘଣ୍ଟା ଧରି ପାଣିରେ ଫସି ରହିବା ପରେ ସେମାନଙ୍କର…

ଓଡ଼ିଶାରୁ ଯିବେ ୨ ହଜାର BSF ଯବାନ; ଜମ୍ମୁରେ ସକ୍ରିୟ ୧୦୦ ବିଦେଶୀ ଆତଙ୍କୀ

ନୂଆଦିଲ୍ଲୀ, ୨୮।୭: ଭାରତ-ପାକିସ୍ତାନ ସୀମାରେ ଆତଙ୍କବାଦୀଙ୍କ ଜମ୍ମୁ ଅଞ୍ଚଳରେ ସୁରକ୍ଷା ବଢାଇବା ପାଇଁ ଓଡ଼ିଶାରୁ ୨,୦୦୦ ରୁ ଅଧିକ କର୍ମଚାରୀଙ୍କୁ ନେଇ ଦୁଇଟି ବିଏସଏଫ ବାଟାଲିୟନ ବାହାର କରିବାକୁ ସରକାର ନିର୍ଦ୍ଦେଶ ଦେଇଛନ୍ତି। ଗତ କିଛିଦିନ ହେଲା ଆତଙ୍କୀ ତଙ୍କୀ ଆକ୍ରମଣ…

ଝଞ୍ଜାବତୀ ନଦୀରୁ ମିଳିଲା ନିଖୋଜ ମା’ର ମୃତଦେହ

କୋରାପୁଟ, ୨୮।୭,(ଅମିତାଭ ବେହେରା): ଝଞ୍ଜାବତୀ ନଦୀରୁ ମିଳିଲା ନିଖୋଜ ମା’ର ମୃତଦେହ ଉଦ୍ଧାର। ଡକରିଘାଟି ଗାଁ ନିକଟ ନଦୀରୁ ମୃତଦେହ ଉଦ୍ଧାର କରିଛି ଓଡ୍ରାଫ୍‌ ଟିମ୍। ଏବେ ମଧ୍ୟ ଝିଅ ନିଖୋଜ ରହିଥିଲା ବେଳ ଉଦ୍ଧାର ପାଇଁ ପ୍ରୟାସ ଚାଲିଛି। ଗତକାଲି…

ଜାତୀୟ ମାତାପିତା ଦିବସ

ମାତାପିତା ଏବଂ ପିଲାଙ୍କ ମଧ୍ୟରେ ସମ୍ପର୍କ ଅତ୍ୟନ୍ତ ସ୍ବତନ୍ତ୍ର। ଏହି ସମ୍ପର୍କକୁ ଅଧିକ ସ୍ବତନ୍ତ୍ର କରିବା ପାଇଁ ପ୍ରତିବର୍ଷ ଲୋକମାନେ ମାତାପିତା ଦିବସ ପାଳନ କରିଥାନ୍ତି। ମାତାପିତା ସୋମାନଙ୍କ ପିଲାମାନଙ୍କୁ ଛୋଟରୁ ବଡ଼ ହେବା ପର୍ଯ୍ୟନ୍ତ ପ୍ରତିପୋଷଣ କରନ୍ତି, ପ୍ରତ୍ୟେକ କ୍ଷେତ୍ରରେ…

ମୁଖ୍ୟମନ୍ତ୍ରୀ ମୋହନ, ଉପମୁଖ୍ୟମନ୍ତ୍ରୀ କନବର୍ଦ୍ଧନଙ୍କୁ ମୋଦିଙ୍କ ପରାମର୍ଶ

ନୂଆଦିଲ୍ଲୀ, ୨୮।୭: ଶନିବାର ନୂଆଦିଲ୍ଲୀରେ ଭାଜପା ମୁଖ୍ୟମନ୍ତ୍ରୀମାନଙ୍କ ସହିତ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ବୈଠକ କରିଛନ୍ତି। ନିର୍ବାଚନ ସମୟରେ ଦଳ ପକ୍ଷରୁ ରାଜ୍ୟବାସୀଙ୍କୁ ଦିଆଯାଇଥିବା ପ୍ରତିଶ୍ରୁତିକୁ ବୈଠକରେ ମୋଦି ଓଡ଼ିଶାର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମଝି ଓ ଉପମୁଖ୍ୟମନ୍ତ୍ରୀ କନକବର୍ଦ୍ଧନ ସିଂହଦେଓଙ୍କୁ…

କୋହଲିଙ୍କ ବିଶ୍ୱ ରେକର୍ଡ ଭାଙ୍ଗିଲେ ସୂର୍ଯ୍ୟକୁମାର!

ପାଲେକେଲ୍‌,୨୮।୭: ଭାରତୀୟ ଟି୨୦ ଟିମ୍‌ର ସ୍ଥାୟୀ ଅଧିନାୟକ ହେବା ପରେ ସୂର୍ଯ୍ୟକୁମାର ଯାଦବ ବିରାଟ କୋହଲି ଅନ୍ତର୍ଜାତୀୟ ଟି୨୦ରେ କରିଥିବା ଏକ ବିଶ୍ୱ ରେକର୍ଡର ସମକକ୍ଷ ହୋଇଛନ୍ତି। ଶ୍ରୀଲଙ୍କା ବିପକ୍ଷ ପ୍ରଥମ ଟି୨୦ ମୁକାବିଲାରେ ସେ ୨୬ ବଲ୍‌ରେ ୫୮ ରନ୍‌ର…

ଗୋଟିଏ ଝଟ୍‌କାରେ ଶେଷ ହୋଇଥାନ୍ତା ବିଶ୍ନୋଇଙ୍କ କ୍ୟାରିୟର ! ମୁହଁରେ ବାଜିଲା ବଲ୍‌, ଗୋଟିଏ ଇଞ୍ଚରୁ ବଞ୍ଚିଗଲା ଆଖି…

ପାଲେକେଲ୍‌,୨୮।୭: ଶ୍ରୀଲଙ୍କା ବିପକ୍ଷ ପ୍ରଥମ ଟି୨୦ ମ୍ୟାଚ୍‌ରେ ଟିମ୍‌ ଇଣ୍ଡିଆ ବିଜେତା ହୋଇଛି। ପ୍ରଥମେ ବ୍ୟାଟିଂ କରି ଟିମ୍‌ ଇଣ୍ଡିଆ ୨୧୩ ରନ୍‌ କରିଥିଲା। ଜବାବରେ ଶ୍ରୀଲଙ୍କା ଟିମ୍‌ ୧୭୦ ରନ୍‌ରେ ଅଲଆଉଟ୍‌ ହୋଇଯାଇଥିଲା। ତେବେ ଏହି ମ୍ୟାଚ୍‌ରେ ଏଭଳି କିଛି…

ଖୋଲିଲା ହୀରାକୁଦ ଗେଟ୍‌

ସମ୍ବଲପୁର,୨୮।୭: ଚଳିତ ବର୍ଷର ପ୍ରଥମ ବନ୍ୟାଜଳ ଛାଡ଼ିଲା ହୀରାକୁଦ। ୭ନଂ ସ୍ଲୁଇସ ଗେଟ୍‌ରୁ ପ୍ରଥମ ବନ୍ୟାଜଳ ନିଷ୍କାସନ ହୋଇଛି। ଉପରମୁଣ୍ଡରେ ବର୍ଷା ଯୋଗୁ ମହାନଦୀର ଜଳପ୍ରବାହ ବଢ଼ିଛି। ତେଣୁ ରବିବାର ଜଳଭଣ୍ଡାରରୁ ସ୍ଲୁଇସ ଗେଟ ମାଧ୍ୟମରେ ଚଳିତ ଋତୁର ପ୍ରଥମ ବନ୍ୟାଜଳ…

ଆଶା ଦେଲେ ମନୁ ଭାକର

ପ୍ୟାରିସ୍‌,୨୮।୭(ପି.ଟି.): ପ୍ୟାରିସ୍‌ ଅଲିମ୍ପିକ୍ସ ୨୦୨୪ର ପ୍ରଥମ ଦିନରେ ଭାରତୀୟ ଶୁଟରଙ୍କ ପାଇଁ ଅତ୍ୟନ୍ତ ସାଧାରଣ ରହିଥିବା ବେଳେ ଫାଇନାଲରେ ପ୍ରବେଶ କରି ଆଶା ଉଜ୍ଜୀବିତ ରଖିଛନ୍ତି ମନୁ ଭାକର। ଦ୍ୱିତୀୟ ଥର ଅଲିମ୍ପିକ୍ସରେ ଅଂଶଗ୍ରହଣ କରିଥିବା ମନୁ ପ୍ରଥମ ଥର ଏକ…

ବାରବାଟୀ ନବୀକରଣକୁ ସରକାର ନା କହିବା ଦୁର୍ଭାଗ୍ୟଜନକ: ସୁବାସ

କଟକ,୨୮।୭(ଶିଳ୍ପା ପ୍ରିୟଦର୍ଶିନୀ): ବିଜେଡି ସରକାର କଟକ ବାରବାଟୀ ଷ୍ଟାଡିୟମର ନବୀକରଣ କରିବା ସହ ଏହାକୁ ବିଶ୍ୱସ୍ତରୀୟ ରୂପ ଦେବାକୁ ୭୦୦ କୋଟି ଟଙ୍କାର ବ୍ୟୟବରାଦ କରିଥିଲେ। ତତ୍କାଳୀନ ସରକାରଙ୍କ ଦ୍ୱାରା ଏଥିପାଇଁ ଭିଭିପ୍ରସ୍ତର ସ୍ଥାପନ କରାଯାଇଥିଲା। ହେଲେ ବିଧାନସଭାରେ କ୍ରୀଡ଼ାମନ୍ତ୍ରୀ ସୂର୍ଯ୍ୟବଂଶୀ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri