ବୈଲୋଚନ ଏଆଇବିଓସିର ରାଜ୍ୟ ସଭାପତି
ଭୁବନେଶ୍ୱର,୨୮।୭: ଅଲ୍ ଇଣ୍ଡିଆ ବ୍ୟାଙ୍କ ଅଫିସର୍ସ କନ୍ଫେଡେରେଶନ (ଏଆଇବିଓସି) ରାଜ୍ୟ କାର୍ଯ୍ୟକାରୀ କମିଟିର ଏକ ଗୁରୁତ୍ୱପୂର୍ଣ୍ଣ ବୈଠକ ଶନିବାର ଭୁବନେଶ୍ୱରର ଭାରତୀୟ ଷ୍ଟେଟ୍ ବ୍ୟାଙ୍କ(ଏସ୍ବିଆଇ)ର ପ୍ରଧାନ କାର୍ଯ୍ୟାଳୟ ପରିସରରେ ଅନୁଷ୍ଠିତ ହୋଇଯାଇଛି। ଏପରିକି ଆଗାମୀ ୩ବର୍ଷ ପାଇଁ ଏଆଇବିଓସିର ରାଜ୍ୟ ସଭାପତି,…
ଗଳାବାଟ ଦେଇ ଓଡ଼ିଶାକୁ ଆସୁଛି ଆଳୁ
ଭୋଗରାଇ/ ଜଳେଶ୍ୱର, ୨୮ା୭(ପ୍ରଦୀପ ଦାସ/ରବିନାରାୟଣ ପାତ୍ର): ଓଡ଼ିଶାକୁ ଆଳୁ ପରିବହନ ସ୍ଥିତି ଅପରିବର୍ତ୍ତିତ ରହିଛି। ଶୁକ୍ରବାର ଓଡ଼ିଶା ସୀମାନ୍ତ ଜାତୀୟ ରାଜପଥ ପଶ୍ଚିମବଙ୍ଗ ସୋନାକଣିଆ ଓ ଦାନ୍ତୁନରେ ପଶ୍ଚିମବଙ୍ଗ ପ୍ରଶାସନ ଓଡ଼ିଶାକୁ ଆସୁଥିବା ଶତାଧିକ ଆଳୁ ବୋଝେଇ ଟ୍ରକ ଫେରାଇ ନେଇଥିବା…
ଆଜି ହୀରାକୁଦ ଜଳଭଣ୍ଡାରରୁ ନିଷ୍କାସନ ହେବ ପ୍ରଥମ ବନ୍ୟାଜଳ
ସମ୍ବଲପୁର,୨୮ା୭(ପ୍ରମୋଦ ବହିଦାର): ଉପରମୁଣ୍ଡରେ ବର୍ଷା ଯୋଗୁ ମହାନଦୀର ଜଳପ୍ରବାହ ବଢ଼ିଛି। ତେଣୁ ଜୁଲାଇ ୨୮ ରବିବାର ଜଳଭଣ୍ଡାରରୁ ସ୍ଲୁଇସ୍ ଗେଟ୍ ମାଧ୍ୟମରେ ଚଳିତ ଋତୁର ପ୍ରଥମ ବନ୍ୟାଜଳ ନିଷ୍କାସନ କରାଯିବ ବୋଲି ହୀରାକୁଦ ଜଳଭଣ୍ଡାର କର୍ତ୍ତୃପକ୍ଷ ସୂଚନା ଦେଇଛନ୍ତି। ଏଥିପାଇଁ ଗତ…
ବଢ଼ିପାରେ ଚିନି ଏମ୍ଏସ୍ପି
ଭୁବନେଶ୍ୱର, ୨୮।୭(ଅନୁରାଧା ମହାରଣା): ଆସନ୍ତା କିଛିଦିନ ମଧ୍ୟରେ ଚିନିର ସର୍ବନିମ୍ନ ସହାୟକ ମୂଲ୍ୟ(ଏମ୍ଏସ୍ପି) ବୃଦ୍ଧି ଉପରେ ସରକାର ନିଷ୍ପତ୍ତି ନେଇପାରନ୍ତି। କେନ୍ଦ୍ର ଖାଦ୍ୟ ସଚିବ ସଞ୍ଜୀବ ଚୋପ୍ରା ଏନେଇ ସୂଚନା ଦେଇଛନ୍ତି। ଅଲ ଇଣ୍ଡିଆ ସୁଗାର ଟ୍ରେଡ୍ ଆସୋସିଏଶନ (ଏଆଇଏସ୍ଟିଏ)ର ଏକ…
ଶିଳ୍ପ, ଖଣି ସଂସ୍ଥାରେ ୮,୦୬୦ କୋଟିର ଜଳକର ବାକି
ଯାଜପୁର,୨୮ା୭ (ହର୍ଷବର୍ଦ୍ଧନ ବେହେରା): ରାଜ୍ୟରେ ୨୦୨୦-୨୧ରୁ ୨୦୨୩-୨୪ ଆର୍ଥିକ ବର୍ଷ ସୁଦ୍ଧା ୨୨୩ଟି ଶିଳ୍ପସଂସ୍ଥାରେ ୭୨୬୨.୪୨୪ କୋଟି ଟଙ୍କା ଏବଂ ୫୫ଟି ଖଣିସଂସ୍ଥା ଉପରେ ୭୯୭.୭୨ କୋଟି ଟଙ୍କା ଜଳକର ବକେୟା ପଡ଼ିଛି। ଚଳିତ ବିଧାନସଭାର ତାରକା ପ୍ରଶ୍ନ ସଂଖ୍ୟା ୨୬୨କୁ…
ବଜାରରେ ଏଲ୍ଜିର ନୂତନ ଉତ୍ପାଦ
ଭୁବନେଶ୍ୱର,୨୮।୭: ଏଲ୍ଜି ଇଲେକ୍ଟ୍ରୋନିକ୍ସ ଇଣ୍ଡିଆ ପ୍ରାଇଭେଟ୍ ଲିମିଟେଡ୍ର ନୂତନ ଉତ୍ପାଦ ‘ଓଏଲ୍ଇଡି ଟିଭି’ର ସର୍ବଭାରତୀୟ ଉନ୍ମୋଚନ (ଅନାବରଣ) ନିକଟରେ ହୋଇଯାଇଛି। ଏପରିକି ଏଲ୍ଜି ନୂଆ ଏନ୍ପିଆଇ ସିରିଜ ଅଧୀନରେ ଏହି ଟିଭି ଅତ୍ୟାଧୁନିକ ଜ୍ଞାନକୌଶଳ ସହ ଆର୍ଟିଫିସିଆଲ ଇଣ୍ଡେଲିଜେନ୍ସି (ଏଆଇ) ଟେକ୍ନୋଲୋଜି…
କେନ୍ଦ୍ର ବଜେଟରେ ରାଜ୍ୟକୁ ଉପେକ୍ଷା ଉଦ୍ବେଗର ବିଷୟ: ଡି. ରାଜା
ଭୁବନେଶ୍ୱର, ୨୮।୭(ବନ୍ଦନା ସେଠୀ): ୨୦୨୪-୨୫ କେନ୍ଦ୍ର ବଜେଟ ସମ୍ପୂର୍ଣ୍ଣ ବିପର୍ଯ୍ୟୟକର ଓ ଏଥିରେ ରାଜ୍ୟକୁ ଉପେକ୍ଷା କରାଯିବା ଅତ୍ୟନ୍ତ ଉଦ୍ବେଗର ବିଷୟ ବୋଲି ଭାରତୀୟ କମ୍ୟୁନିଷ୍ଟ ପାର୍ଟିର ସାଧାରଣ ସମ୍ପାଦକ ଡି. ରାଜା କହିଛନ୍ତି। ଶନିବାର ସିପିଆଇ ରାଜ୍ୟ କାର୍ଯ୍ୟାଳୟଠାରେ ଅନୁଷ୍ଠିତ ଖବରଦାତା…
ଭାଜପା ପକ୍ଷରୁ ୧ କି.ମି.ର ତ୍ରିରଙ୍ଗା ଯାତ୍ରା
ଭୁବନେଶ୍ୱର, ୨୮।୭(ଅସମାପିକା ସାହୁ): କାର୍ଗିଲ ଯୁଦ୍ଧରେ ଶହୀଦ ହୋଇଥିବା ବୀର ସୈନିକଙ୍କ ସ୍ମୃତିରେ ଶୁକ୍ରବାର ଦେଶବ୍ୟାପୀ ୨୫ତମ କାର୍ଗିଲ ବିଜୟ ଦିବସ ପାଳନ କରାଯାଇଥିବାବେଳେ ଶନିବାର ଭାଜପା ଯୁବମୋର୍ଚ୍ଚା ପକ୍ଷରୁ ରାଜଧାନୀ ଭୁବନେଶ୍ୱରରେ ବିଶାଳ ତ୍ରିରଙ୍ଗା ଶୋଭାଯାତ୍ରା ଅନୁଷ୍ଠିତ ହୋଇଯାଇଛି। ୩…
ସୁପର ବିଳାସପୂର୍ଣ୍ଣ ଘରର ଚାହିଦା ବଢ଼ୁଛି
ନୂଆଦିଲ୍ଲୀ,୨୮।୭: କ୍ରମାଗତ ଭାବେ ଭାରତରେ ବିଳାସପୂର୍ଣ୍ଣ ରିଅଲ ଇଷ୍ଟେଟର ସଂଖ୍ୟା ବଢୁଥିବାବେଳେ ସୁପର ବିଳାସପୂର୍ଣ୍ଣ ଘରଗୁଡ଼ିକର ଚାହିଦା ମଧ୍ୟ ଅସାଧାରଣ ବୃଦ୍ଧି ଘଟିଛି। ଏପରିକି ଧନିକ ଶ୍ରେଣୀର କ୍ରେତାମାନେ ସଫଳତା ଓ ଆକାଂକ୍ଷାକୁ ପ୍ରତିଫଳିତ କରୁଥିବା ସମ୍ପତ୍ତି ପ୍ରତି ଆକର୍ଷିତ ହେଉଛନ୍ତି।…
ଜନତା ବାଛିବେ, କାଉନସିଲର କାଢ଼ିବେ
ଭବାନୀପାଟଣା,୨୮।୭ (ଉତ୍ତମ କୁମାର ଦାଶ): ବିଗତ ବର୍ଷରେ ବିଜ୍ଞପିତ ଅଞ୍ଚଳ ପରିଷଦ (ଏନ୍ଏସି), ମ୍ୟୁନିସିପାଲିଟି ଅଧ୍ୟକ୍ଷ ଓ ମହାନଗର ନିଗମ ମେୟରଙ୍କୁ କାଉନସିଲର ଓ କର୍ପୋରେଟର ପରୋକ୍ଷ ଭାବେ ଚୟନ କରୁଥିଲେ। ହେଲେ ପୂର୍ବ ରାଜ୍ୟ ସରକାର ୨୦୨୨ ପୌର ନିର୍ବାଚନ…
ଦମ୍ରେ ଆଳୁ ନାହିଁ
କଟକ,୨୮ା୭(କାର୍ତ୍ତିକ ସାହୁ): ଖାଉଟିଙ୍କୁ ଘାଇଲା କରିଛି ବର୍ଦ୍ଧିତ ଆଳୁ ଦର। ଓଡ଼ିଶା ବଜାରକୁ ପଶ୍ଚିମବଙ୍ଗ ଆଳୁ ପର୍ଯ୍ୟାପ୍ତ ଭାବେ ନ ଆସିବା କାରଣରୁ ପରିସ୍ଥିତି ସଙ୍ଗିନ ହୋଇଛି। ଗୃହିଣୀଙ୍କ ହାଣ୍ଡିଶାଳଠାରୁ ଆରମ୍ଭକରି ରାସ୍ତାକଡ଼ ବ୍ୟବସାୟୀଙ୍କ ଖାଦ୍ୟ ବେପାର ପ୍ରଭାବିତ ହୋଇଛି। ବିଶେଷକରି…
ପ୍ରଥମ ଟି୨୦ ଜିତିଲା ଭାରତ
ପାଲେକେଲ୍,୨୭ା୭(ପି.ଟି.): ଶ୍ରୀଲଙ୍କା ବିପକ୍ଷ ୩ ମ୍ୟାଚ ବିଶିଷ୍ଟ ଟି୨୦ ସିରିଜ୍ର ପ୍ରଥମ ମ୍ୟାଚ୍କୁ ୪୩ ରନ୍ରେ ଜିତି ବିଜୟରୁ ଅଭିଯାନ ଆରମ୍ଭ କରିଛି ଭାରତ। ପ୍ରଥମେ ବ୍ୟାଟିଂ କରିଥିବା ଭାରତ ୨୦ ଓଭରରେ ୭ ଉଇକେଟ ହରାଇ ୨୧୩ ରନ୍ କରିଥିଲା।…
Archives


