ସବୁକିଛି ହାସଲ କରିବା ପରେ, ସେହି ଗୋଟିଏ କଥା ‘ହିଟମ୍ୟାନ’ଙ୍କୁ ଜୀବନସାରା କନ୍ଦାଇବ! ରୋହିତ ଶର୍ମାଙ୍କୁ ଅବସର ନେବାକୁ…
ନୂଆଦିଲ୍ଲୀ,୧୭।୭: କ୍ରିକେଟ ପ୍ରଶଂସକମାନେ ନିଶ୍ଚିତ ଭାବରେ ଏହା ଜାଣିଥିବେ ଯେ ଲର୍ଡସରେ ଭାରତ ଏବଂ ଇଂଲଣ୍ଡ ମଧ୍ୟରେ ଖେଳାଯାଉଥିବା ତୃତୀୟ ଦିନିକିଆ ରୋହିତ ଶର୍ମାଙ୍କ କ୍ୟାରିୟରର ଶେଷ ଅନ୍ତର୍ଜାତୀୟ ମ୍ୟାଚ ହୋଇପାରେ। ଗୁରୁବାର ଦ୍ୱିତୀୟ ଦିନିକିଆ ସମୟରେ ଏହି ଖବର ପ୍ରକାଶ…
କଳିଯୁଗ ଶେଷକୁ ନେଇ ସତ ହେଉଛି କି ମାଳିକାର ଭବିଷ୍ୟବାଣୀ? ଜଗନ୍ନାଥ ମନ୍ଦିରର ଏହି ସଙ୍କେତ ବଢାଇଲା ଚିନ୍ତା!
ହିନ୍ଦୁ ଧର୍ମଶାସ୍ତ୍ରଗୁଡ଼ିକରେ ଅନେକ ସ୍ଥାନରେ ଉଲ୍ଲେଖ ରହିଛି ଯେ କଳିଯୁଗର ଶେଷରେ ଭଗବାନ ଜଗନ୍ନାଥ ‘କଲ୍କି ଅବତାର’ ରୂପରେ ପ୍ରକଟ ହେବେ ଏବଂ ପୁନର୍ବାର ‘ସତ୍ୟଯୁଗ’ର ସ୍ଥାପନା କରିବେ। କଳିଯୁଗର ଶେଷକୁ ନେଇ ଅନେକ ଭବିଷ୍ୟବାଣୀ ମଧ୍ୟ କରାଯାଇଛି, ଯେଉଁଥିରୁ କିଛି…
ଶ୍ରୀଜଗନ୍ନାଥଙ୍କ ଟାହିଆ ପ୍ରସଙ୍ଗ, ଗୋଟି ଗୋଟି କରି ସବୁ କଥା କହିଦେଲେ ଦଇତାପତି ନିଯୋଗ ସମ୍ପାଦକ, ଜାଣନ୍ତୁ…
ପୁରୀ,୧୭।୭: ଆଷାଢ଼ ଶୁକ୍ଳ ଦ୍ୱିତୀୟା ତିଥିରୁ ବିଶ୍ୱନିୟନ୍ତାଙ୍କ ବିଶ୍ୱପ୍ରସିଦ୍ଧ ନବଦିନାତ୍ମକ ରଥଯାତ୍ରା ଆରମ୍ଭ ହୋଇଯାଇଛି। ଇତିମଧ୍ୟରେ ରଥଟଣା ଶେଷ ହୋଇଛି। ଶରଧାବାଲିରେ ପହଞ୍ଚିଛନ୍ତି ୩ ରଥ। ରଥ ଉପରେ ଚତୁର୍ଦ୍ଧାମୂର୍ତ୍ତି ଭକ୍ତଙ୍କୁ ଦର୍ଶନ ଦେଉଛନ୍ତି। ଅପରପକ୍ଷରେ ଗୁରୁବାର ରଥଯାତ୍ରାରେ ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ…
‘ମୁଁ ଖେଳିବା ଛାଡିଦେବି…’, କ୍ରିକେଟ ଜଗତରେ ହଇଚଇ ସୃଷ୍ଟି କଲା ରୋହିତ ଶର୍ମାଙ୍କ….
ନୂଆଦିଲ୍ଲୀ,୧୭।୭: ୧୯ ଜୁଲାଇ ଦିନ ରୋହିତ ଶର୍ମା ନିଜ ଆନ୍ତର୍ଜାତୀୟ କ୍ୟାରିୟରର ଶେଷ ମ୍ୟାଚ ଖେଳିବେ। ଭାରତ ଏବଂ ଇଂଲଣ୍ଡ ମଧ୍ୟରେ ତୃତୀୟ ତଥା ନିର୍ଣ୍ଣାୟକ ଦିନିକିଆ (ODI) ମ୍ୟାଚ ଲର୍ଡସ ମୈଦାନରେ ଖେଳାଯିବ ଏବଂ ମିଡିଆ ରିପୋର୍ଟରେ ଦାବି କରାଯାଇଛି…
ସଞ୍ଜୟ ରାଉତଙ୍କ ବଡ଼ ଦାବି: ‘ବଦଳିପାରନ୍ତି ମହାରାଷ୍ଟ୍ରର ମୁଖ୍ୟମନ୍ତ୍ରୀ; ଦେବେନ୍ଦ୍ର ଫଡନଭିସଙ୍କୁ କେନ୍ଦ୍ରରେ ମିଳିବ ବଡ଼ ଭୂମିକା’
ମୁମ୍ବାଇ,୧୭।୭: ଉଦ୍ଧବ ଠାକରେଙ୍କ ଶିବସେନା (UBT)ର ରାଜ୍ୟ ସଭା ଏମପି ସଞ୍ଜୟ ରାଉତ ଏକ ଗୁରୁତ୍ୱପୂର୍ଣ୍ଣ ଦାବି କରିଛନ୍ତି। ଶୁକ୍ରବାର (୧୭ ଜୁଲାଇ) ସେ କହିଛନ୍ତି ଯେ ଯଦି ଆଗାମୀ ମାସ ମଧ୍ୟରେ ମହାରାଷ୍ଟ୍ର କ୍ୟାବିନେଟର ପୁନର୍ଗଠନ ହୁଏ, ତେବେ ମୁଖ୍ୟମନ୍ତ୍ରୀ…
ଏତିକି କିମି ବେଗରେ ପବନ ସହ ଝଡ଼ତୋଫାନ! ଚେତାବନୀ ଦେଲା IMD; ୧୪ ଘଣ୍ଟା ଭିତରେ…
ନୂଆଦିଲ୍ଲୀ,୧୭।୭: ଦେଶରେ ପ୍ରବଳ ଗରମ ଏବଂ ଗୁଳୁଗୁଳି ମଧ୍ୟରେ ପାଣିପାଗ ବିଭାଗ ଏବେ ଆଶ୍ୱାସନା ଦେଲା ଭଳି ଏକ ଆଲର୍ଟ ଜାରି କରିଛି। ପାଣିପାଗ ବିଭାଗ ଆସନ୍ତାକାଲି ଅର୍ଥାତ୍ ୧୮ ଜୁଲାଇରେ ଉତ୍ତର ପ୍ରଦେଶ (ୟୁପି), ବିହାର ସମେତ ୧୫ଟି ରାଜ୍ୟରେ…
କେସିଙ୍ଗା ରେଳ ଷ୍ଟେଶନ ଉଦ୍ଘାଟନ କଲେ ପ୍ରଧାନମନ୍ତ୍ରୀ, ୨୨ କୋଟି ବ୍ୟୟ ଅଟକଳରେ ନିର୍ମିତ…
କେସିଙ୍ଗା,୧୭ା୭(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲାର ମୁଖ୍ୟଦ୍ୱାର ଦେଶରେ ଥିବା କେସିଙ୍ଗା ରେଲଓ୍ବେ ଷ୍ଟେଶନର ଶୁଭ ଉଦ୍ଘାଟନ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ କରକମଳରେ ଭର୍ଚୁଆଲ ଦ୍ବାରା ଶୁକ୍ରବାର ଅପରାହ୍ନରେ ଉଦ୍ଘାଟନ କରିଛନ୍ତି। ଏଥିରେ ମୁଖ୍ୟ ଅତିଥି ଭାବେ ଧର୍ମଗଡ଼ ବିଧାୟକ ସୁଧୀର କୁମାର…
ବଦଳିଗଲା NDA ସଂସଦୀୟ ଦଳର ନାମ: ଏବେ ‘ମଙ୍ଗଳ ମିଳନ’ ନାମରେ ହେବ ବୈଠକ
ନୂଆଦିଲ୍ଲୀ,୧୭।୭: କେନ୍ଦ୍ରରେ ଭାରତୀୟ ଜନତା ପାର୍ଟି (BJP) ନେତୃତ୍ୱାଧୀନ ଶାସକ NDA ମେଣ୍ଟ ସଂସଦୀୟ ବୈଠକର ନାମ ବଦଳାଇ ଦିଆଯାଇଛି। ଏବେ ଏହାକୁ ‘ମଙ୍ଗଳ ମିଳନ’ ନାମ ଦିଆଯାଇଛି। ଏହାପୂର୍ବରୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ନେତୃତ୍ୱାଧୀନ NDA ସରକାରଙ୍କ କାର୍ଯ୍ୟକାଳ ମଧ୍ୟରେ…
ପାଠ୍ୟପୁସ୍ତକ ତ୍ରୁଟି ମାମଲା: ଓସେପା ଅଫିସରେ କ୍ରାଇମବ୍ରାଞ୍ଚ ଟିମ୍
ଭୁବନେଶ୍ୱର,୧୭।୭: ପାଠ୍ୟପୁସ୍ତକ ତ୍ରୁଟି ମାମଲାରେ କ୍ରାଇମବ୍ରାଞ୍ଚ ଡିଏସ୍ପି ନରେନ୍ଦ୍ର ବେହେରାଙ୍କ ନେତୃତ୍ୱରେ ୪ ଜଣିଆ ଟିମ୍ ଶୁକ୍ରବାର ଓସେପା ଅଫିସ୍ରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି। ତଦନ୍ତ ବେଳେ ଅଧିକାରୀମାନେ ଓସେପା ଉପନିର୍ଦ୍ଦେଶିକା ଇତିଶ୍ରୀ ନାୟକଙ୍କୁ ପଚରାଉଚରା କରିଥିବା ସୂଚନା ମିଳିଛି।…
‘ତୁମ ନାମରୁ ‘ଡାକ୍ତର’ ଶବ୍ଦ ହଟାଅ’: ଚିକିତ୍ସା ନ ମିଳିବାରୁ ୪ ବର୍ଷୀୟା ବଳାତ୍କାର ପୀଡିତାଙ୍କ ମୃତ୍ୟୁ; ଗାଜିଆବାଦର ୨ ହସ୍ପିଟାଲକୁ ସୁପ୍ରିମକୋର୍ଟଙ୍କ ଭର୍ତ୍ସନା
ନୂଆଦିଲ୍ଲୀ,୧୭।୭: ସୁପ୍ରିମକୋର୍ଟ ଗାଜିଆବାଦର ଦୁଇଟି ଘରୋଇ ହସ୍ପିଟାଲ ଏବଂ ସେମାନଙ୍କର ଡାକ୍ତରଙ୍କୁ ଶୁକ୍ରବାର ଜଣେ ଚାରି ବର୍ଷୀୟା ବଳାତ୍କାର ପୀଡିତାଙ୍କୁ ସମୟୋଚିତ ଚିକିତ୍ସା ଯୋଗାଇ ନ ଦେବା ପାଇଁ କଡ଼ା ଶବ୍ଦରେ ଭର୍ତ୍ସନା କରିଥିଲେ। କୋର୍ଟ ପର୍ଯ୍ୟବେକ୍ଷଣ କରିଥିଲେ ଯେ ଡାକ୍ତରଖାନାଗୁଡ଼ିକ…
ଅକାଳରେ ଜନ୍ମିତ ହାତୀଛୁଆର ମୃତ୍ୟୁ, ଜଙ୍ଗଲରେ ଜଗି ରହିଲେ ବନ କର୍ମଚାରୀ
ରିଆମାଳ,୧୭ା୭(ବଦ୍ରିନାରାୟଣ ଅଗ୍ରଓ୍ବାଲ): ଦେବଗଡ଼ ଜିଲା ରିଆମାଳ ବନାଞ୍ଚଳ ରେଙ୍ଗାଳବେଡ଼ା ଫରେଷ୍ଟ ସେକ୍ସନ ଅନ୍ତର୍ଗତ ମହାସିନ୍ଧୁ ଗ୍ରାମ ଜଙ୍ଗଲରେ ଗୁରୁବାର ସନ୍ଧ୍ୟାରେ ଏକ ଅକାଳରେ ଜନ୍ମିତ ହାତୀ ଶାବକର ମୃତ୍ୟୁ ଘଟିଛି। ଗାଈ ଜଗୁଆଳି ତଥା ଗ୍ରାମବାସୀ ଏ ଘଟଣା ଜାଣିଲା ପରେ…
୮ମ ବେତନ ଆୟୋଗ: କେବେଠାରୁ ଲାଗୁ ହେବ ନୂଆ ଦରମା? ୫୦ ଲକ୍ଷ କର୍ମଚାରୀ ଓ ୭୦ ଲକ୍ଷ ପେନସନଭୋଗୀଙ୍କ ପାଇଁ ଜରୁରୀ ଅପଡେଟ୍
ନୂଆଦିଲ୍ଲୀ,୧୭।୭: ଦେଶର ଲକ୍ଷ ଲକ୍ଷ କେନ୍ଦ୍ରୀୟ କର୍ମଚାରୀ ଏବଂ ପେନସନଭୋଗୀଙ୍କ ପାଇଁ ଏକ ବଡ଼ ଖବର। ୮ମ ବେତନ ଆୟୋଗ ଗଠନ ହେବାର ପ୍ରାୟ ୯ ମାସ ବିତିଯାଇଛି ଏବଂ ଏବେ ସମସ୍ତଙ୍କ ମନରେ ଗୋଟିଏ ପ୍ରଶ୍ନ ଯେ କର୍ମଚାରୀଙ୍କ ଦରମା…

