Home Left

ତେଲ ନଦୀ ଉପରେ ୪ ଫୁଟ ପାଣି: ଭାସିଗଲା କ୍ରେନ୍‌

ପାଟଣା,୨୭।୭(ବୀରକିଶୋର ଦାଶ): ଲଗାଣ ବର୍ଷାରେ କେନ୍ଦୁଝର ଜିଲା ସାହାରପଡା ବ୍ଲକ ବେହାଲ ହୋଇପଡିଛି। ସାହାରପଡ଼ା ବ୍ଲକ କୁମୁଳା ବାହାଳୀ ନିକଟ ତେଲ ନଦୀ ପୋଲଉପରେ ଶନିବାର ୪ଫୁଟ ଉଚ୍ଚର ପାଣି ପ୍ରବାହିତ ହେଉଛି। ଫଳରେ କେନ୍ଦୁଝର-ମୟୁରଭଞ୍ଜ ଜିଲାକୁ ଯୋଗାଯୋଗ ବିଚ୍ଛିନ୍ନ ହୋଇଛି।…

ଅଧାରେ ଅଟକିଲା କେନାଲ ପାଣି

କାଏମା,୨୭ା୭(ଶିବପ୍ରସାଦ ମହାନ୍ତି): ଧର୍ମଶାଳା ବ୍ଲକ ଅନ୍ତର୍ଗତ ଶାନ୍ତି ବଜାରଠାରୁ ଡେରାବର ପର୍ଯ୍ୟନ୍ତ ଯାଇଥିବା ସବ୍‌ମାଇନର କେନାଲ ସଫେଇ ହୋଇ ନ ଥିବାରୁ ଅଧାରେ ଅଟକି ରହିଛି କେନାଲ ପାଣି। ଫଳରେ ଏହାକୁ ନେଇ ଚାଷୀଙ୍କ ମଧ୍ୟରେ ଅସନ୍ତୋଷ ଦେଖାଦେଇଛି। ସୂଚନା ମୁତାବକ,…

ବୈଠକ ପୂର୍ବରୁ ମମତାଙ୍କ ବଡ଼ ବୟାନ : ନୀତି ଆୟୋଗକୁ ରଦ୍ଦ କରି…

କୋଲକାତା,୨୭ା୭: ଆଉ କିଛି ସମୟ ପରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଅଧ୍ୟକ୍ଷତାରେ ଶନିବାର ନୂଆଦିଲ୍ଲୀରେ ନୀତି ଆୟୋଗର ୯ମ ଗଭର୍ନିଂ କାଉନସିଲ୍‌ ବୈଠକ ବସିବ। ୨୦୪୭ ସୁଦ୍ଧା ଭାରତକୁ ବିକଶିତ ରାଷ୍ଟ୍ରରେ ପରିଣତ କରିବା ଉପରେ ବୈଠକରେ ଗୁରୁତ୍ୱାରୋପ କରାଯିବ। ପଶ୍ଚିମବଙ୍ଗ…

ଶାହରୁଖଙ୍କ ବଡ଼ ଉପଲବ୍ଧି: ଗୋଲ୍ଡ କଏନରେ ରହିଲା କିଙ୍ଗଖାନ୍‌ଙ୍କ ଫଟୋ

ମୁମ୍ବାଇ,୨୭।୭: ବଲିଉଡ ବାଦଶାହା ଶାହରୁଖ ଖାନ୍‌ଙ୍କୁ ମିଳିଛି ଆଉ ଏକ ବଡ଼ ଉପଲବ୍ଧି। ପୂର୍ବରୁ କୌଣସି କଳାକାର ହାସଲ କରି ନ ଥିବା ସମ୍ମାନର ହକ୍‌ଦାର ହୋଇଛନ୍ତି ଶାହରୁଖ। ଫ୍ରାନ୍ସ ରାଜଧାନୀ ପ୍ୟାରିସ୍‌ର ଗ୍ରେଭିନ ମ୍ୟୁଜିୟମ ଶାହରୁଖ ଖାନ୍‌ଙ୍କୁ ସମ୍ମାନିତ କରିଛି,…

ରାଜ୍ୟରେ ଆଗାମୀ ୪ ଦିନ ଯାଏ ପ୍ରବଳ ବର୍ଷା, ୧୦ ଜିଲାକୁ ଓ୍ବାର୍ନିଂ

ଭୁବନେଶ୍ୱର,୨୭।୭: ଉତ୍ତର ବଙ୍ଗୋପସାଗର ଓ ପାର୍ଶ୍ୱବର୍ତ୍ତୀ ଅଞ୍ଚଳରେ ସୃଷ୍ଟି ହୋଇଥିବା ଲଘୁଚାପ କ୍ଷେତ୍ର ପ୍ରଭାବରେ ଉତ୍ତର ଓ ଓ ଉପକୂଳ ଓ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଆଗାମୀ ୪ ଦିନ ଯାଏ ରାଜ୍ୟରେ ପ୍ରବଳ ବର୍ଷା ହେବାର ସମ୍ଭାବନା…

ଅଲିମ୍ପିକ୍ସ ପୂର୍ବରୁ ଶରଣାର୍ଥୀଙ୍କୁ ବିଦାକଲା ଫ୍ରାନ୍ସ ପୋଲିସ

ପ୍ୟାରିସ୍‌,୨୭ା୭: ଅନେକ ହଜାର ଶରଣାର୍ଥୀ ନିଜ ଆସବାବପତ୍ର ଓ ପିଲାଙ୍କୁ ଧରି ପ୍ୟାରିସ୍‌ ରାସ୍ତାକଡ଼ରେ ଶୋଇଥିଲେ। ଅଲିମ୍ପିକ୍ସ ଗେମ୍ସର ଉଦ୍‌ଘାଟନୀ ସମାରୋହ ପୂର୍ବରୁ ଫ୍ରାନ୍ସ ପୋଲିସ ସେମାନଙ୍କୁ ସମ୍ପୃକ୍ତ ଅଞ୍ଚଳରୁ ଘଉଡ଼ାଇଦେଇଛି। ତଡ଼ା ଖାଇଥିବା ଶରଣାର୍ଥୀଙ୍କ ମଧ୍ୟରୁ ଅଧିକାଂଶ ହେଉଛନ୍ତି ଆଫ୍ରିକୀୟ।…

ବିଶ୍ୱ ବାଣିଜ୍ୟ ଦିବସ ପାଳିତ

ଭୁବନେଶ୍ୱର, ୨୭।୭: ପ୍ରତି ବର୍ଷ ଭଳି ଚଳିତ ବର୍ଷ ମଧ୍ୟ ୱାଲର୍‌ଡ ଟ୍ରେଡ୍‌ ସେଣ୍ଟର(ଡବ୍ଲ୍ୟୁଟିସି) ଭୁବନେଶ୍ୱର ପରିସରରେ ବିଶ୍ୱ ବାଣିଜ୍ୟ ଦିବସ-୨୦୨୪ (ୱାଲର୍‌ଡ ଟ୍ରେଡ୍‌ ଡେ-୨୦୨୪) ପାଳିତ ହୋଇଯାଇଛି। ଏହି ପରିପ୍ରେକ୍ଷୀରେ ଶୁକ୍ରବାର ଏକ ସ୍ବତନ୍ତ୍ର ସମାରୋହ ଓ ସମ୍ମାନ ଉତ୍ସବ…

ଭୁବନେଶ୍ୱରରେ ଲଜିଷ୍ଟିକ୍‌ କଲୋକ୍ୟୁମ୍‌-୨୦୨୪

ଭୁବନେଶ୍ୱର, ୨୭।୭: ଭାରତୀୟ ଶିଳ୍ପ ମହାସଂଘ(ସିଆଇଆଇ) ପକ୍ଷରୁ ଶୁକ୍ରବାର ଭୁବନେଶ୍ୱରରେ ଲଜିଷ୍ଟିକ୍‌ କଲୋକ୍ୟୁମ୍‌-୨୦୨୪ ଅନୁଷ୍ଠିତ ହୋଇଯାଇଛି। ଏପରିକି ‘ପୂର୍ବ ଭାରତରେ ଲଜିଷ୍ଟିକ ପରିବର୍ତ୍ତନ: ବ୍ୟବଧାନ ଦୂରୀକରଣ ଏବଂ ଭବିଷ୍ୟତ ନିର୍ମାଣ’ ଶୀର୍ଷକ ଏହି ୨ ଦିନିଆ ସମ୍ମିଳନୀରେ ପ୍ରମୁଖ ଅଂଶୀଦାର, ଶିଳ୍ପ…

କାର୍‌ରେ ଆସି ବସ୍‌ରୁ ରୁପା ଭର୍ତ୍ତି ବ୍ୟାଗ ନେଇଗଲେ ଦୁର୍ବୃତ୍ତ

ଖଲ୍ଲିକୋଟ,୨୬ା୭(ପ୍ରଶାନ୍ତ କୁମାର ମିଶ୍ର): କୋଲକାତା ଅଭିମୁଖେ ଯାଉଥିବା ଏକ ବସ୍‌ରୁ ଜଣେ ବ୍ୟବସାୟୀଙ୍କ ପ୍ରାୟ ୫୦ କେଜି ପୁରୁଣା ରୁପା ଜିନିଷ ଓ ୪ ଲକ୍ଷ ୭୨ ହଜାର ଟଙ୍କା ଚୋରି ହୋଇଥିବା ଖଲ୍ଲିକୋଟ ଥାନା ଅଧୀନ ଭେଜିପୁଟ ଫାଣ୍ଡିରେ ଅଭିଯୋଗ…

ନୂଆ ବିଧାୟକମାନେ ଶୁଣାଇଲେ ନିଜ ଅଞ୍ଚଳର ସମସ୍ୟା

ଭୁବନେଶ୍ୱର, ୨୭।୭(ସୁନିତ୍‌ ମିଶ୍ର): ଅପରାହ୍ନରେ ଗୃହ କାର୍ଯ୍ୟ ଆରମ୍ଭ ହେବା ପରେ ସୁରୁଖୁରୁରେ ଚଳାଇବା ଲାଗି ପ୍ରଥମେ ପରାମର୍ଶଦାତା କମିଟି ଗଠିତ ହୋଇଛି। ଏଥିରେ ବାଚସ୍ପତି ଅଧ୍ୟକ୍ଷ ଥିବାବେଳେ ତାଙ୍କ ସହ ୭ ଜଣଙ୍କୁ ସଦସ୍ୟ ରଖାଯାଇଛି। ଏନେଇ ଘୋଷଣା ହେବାପରେ…

ସଷ୍ଟେନେବିଲିଟି ଏକ୍ସଲେନ୍ସ ଆୱାର୍ଡ ସମାରୋହ

ଭୁବନେଶ୍ୱର, ୨୭।୭: ଦେଶର ପ୍ରମୁଖ ଶିଳ୍ପ ସଂଘ ଆସୋସିଏଟେଡ୍‌ ଚାମ୍ବର୍ସ ଅଫ କମର୍ସ ଆଣ୍ଡ ଇଣ୍ଡଷ୍ଟ୍ରି ଅଫ୍‌ ଇଣ୍ଡିଆ (ଆସୋଚାମ୍‌) ପକ୍ଷରୁ ଓଡ଼ିଶା ସିଏସ୍‌ଆର୍‌ ଏବଂ ସଷ୍ଟେନେବିଲିଟି ଏକ୍ସଲେନ୍ସ ଆୱାର୍ଡ ସମାରୋହ ଶୁକ୍ରବାର ଅନୁଷ୍ଠିତ ହୋଇଯାଇଛି। କର୍ପୋରେଟ୍‌ ସାମାଜିକ ଦାୟିତ୍ୱବୋଧ (ସିଏସ୍‌ଆର୍‌)ର…

ଓଜିଏସ୍‌ରେ ଟ୍ରାନ୍ସଫର୍ମେଟିଭ୍‌ ମାଷ୍ଟରକ୍ଲାସ୍‌

ଭୁବନେଶ୍ୱର, ୨୭।୭: ଓଡିଏମ୍‌ ଗ୍ଲୋବାଲ ସ୍କୁଲ୍‌ (ଓଜିଏସ୍‌)ର ବହୁ ପ୍ରତୀକ୍ଷିତ କାର୍ଯ୍ୟକ୍ରମ‘ ଟ୍ରାନ୍ସଫର୍ମେଟିଭ୍‌ ମାଷ୍ଟରକ୍ଲାସ୍‌’ ଶୁକ୍ରବାର ସ୍କୁଲ ପରିସରରେ ଅନୁଷ୍ଠିତ ହୋଇଯାଇଛି। ଏହି ଅବସରରେ ବରିଷ୍ଠ ଅଲିମ୍ପିଆନ୍‌ ତଥା ଅନ୍ତର୍ଜାତୀୟ ପ୍ରଶିକ୍ଷକ ପରାଗ ପାଟିଲ ସାମିଲ ହୋଇ ନିଜର ଅଭିଜ୍ଞତା ବାଣ୍ଟିଥିଲେ।…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri