ଶେଷଦିନରେ ୭ ଲକ୍ଷ କୋଟି ଯୋଡ଼ିଲେ ନିବେଶକ
ନୂଆଦିଲ୍ଲୀ,୨୭।୭: କ୍ରମାଗତ ଭାବେ ହ୍ରାସ ପାଉଥିବା ଘରୋଇ ଶେୟାର ବଜାର ଚଳିତ ସପ୍ତାହ କାର୍ଯ୍ୟ ଦିବସର ଶେଷ ଦିନରେ ନିବେଶକ ୭ ଲକ୍ଷ କୋଟି ଟଙ୍କାରୁ ଅଧିକ ପୁଞ୍ଜି ବଜାରରେ ଯୋଡ଼ିଛନ୍ତି। ଫଳରେ ଶେୟାର ବଜାରର ନିବେଶକ ଓ ପୁଞ୍ଜି ବଜାରରେ…
ଅବସର ବୟସ ବଢ଼ାଇବାକୁ ଚାଇନାର ଯୋଜନା
ବେଜିଂ,୨୭ା୭(ପି.ଟି.): ଚାଇନାରେ ବୟସ୍କଙ୍କ ସଂଖ୍ୟା ବଢ଼ୁଥିବାରୁ କର୍ମଚାରୀଙ୍କ ଅବସର ବୟସସୀମା ବଢ଼ାଇବାକୁ ଚାଇନିଜ୍ କମ୍ୟୁନିଷ୍ଟ ପାର୍ଟି ଯୋଜନା କରୁଥିବାରୁ ଏହାକୁ ନେଇ ସାଧାରଣରେ ଉତ୍ତେଜନା ପ୍ରକାଶ ପାଇଛି। ବର୍ତ୍ତମାନ ଚାଇନାର ସହରାଞ୍ଚଳରେ ପୁରୁଷ କର୍ମଚାରୀମାନଙ୍କ ଅବସର ବୟସସୀମା ୬୦ ବର୍ଷ ହୋଇଥିବାବେଳେ ମହିଳାମାନଙ୍କ…
କର୍ନାଟକରେ ୧,୬୦୦ ଟନ୍ର ଲିଥିୟମ ଖଣି ଠାବ
ନୂଆଦିଲ୍ଲୀ, ୨୭ା୭: କର୍ନାଟକର ମାଣ୍ଡ୍ୟା ଏବଂ ୟାଦଗିରି ଜିଲାରେ ଲିଥିୟମ୍ ଖଣିର ସନ୍ଧାନ ମିଳିଥିବା କେନ୍ଦ୍ର ଭୂବିଜ୍ଞାନ ରାଷ୍ଟ୍ରମନ୍ତ୍ରୀ ଜିତେନ୍ଦ୍ର ସିଂ ରାଜ୍ୟ ସଭାକୁ ସୂଚନା ଦେଇଛନ୍ତି। ଉପରୋକ୍ତ ୨ ଜିଲାର ଖଣିରେ ୧,୬୦୦ ଟନ୍ ଓଜନର ଲିଥିୟମ୍ ମହଜୁଦ ଥିବା ଆଟୋମିକ୍…
ମୋଦିଙ୍କ ‘ଅଗ୍ନିପଥ’ ମନ୍ତବ୍ୟକୁ ବିରୋଧୀଙ୍କ ନିନ୍ଦା
ନୂଆଦିଲ୍ଲୀ, ୨୭ା୭(ପି.ଟି.): କାର୍ଗିଲ ଯୁଦ୍ଧ ବିଜୟର ୨୫ତମ ବାର୍ଷିକୀ ପାଳନ ଅବସରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶୁକ୍ରବାର ଡ୍ରାସ୍ଠାରେ ଶହୀଦମାନଙ୍କୁ ଶ୍ରଦ୍ଧାଞ୍ଜଳି ଜଣାଇବା ସହ ଜାତୀୟ ସୁରକ୍ଷା ସମ୍ପର୍କିତ ସମ୍ବେଦନଶୀଳ ପ୍ରସଙ୍ଗ ଉପରେ କେତେଜଣ ରାଜନୀତି କରୁଥିବା ଅଭିଯୋଗ କରିଥିଲେ। ପେନ୍ସନ ଅର୍ଥ…
ଚତୁର୍ଥ ଲଘୁଚାପରୁ ବନ୍ୟା ଆଶଙ୍କା
ଭୁବନେଶ୍ୱର,୨୭ା୭(ଅନୁରାଧା ମହାରଣା): ଲଘୁଚାପ ପ୍ରଭାବରେ ଓଡ଼ିଶାରେ ତୁହାକୁ ତୁହା ବର୍ଷା ଲାଗିରହିଥିବାବେଳେ ପ୍ରାୟ ସବୁ ଜିଲାରେ ସ୍ଥିତି ବିଗିଡ଼ିବାରେ ଲାଗିଛି। ବର୍ଷା ଯୋଗୁ ବିଲବାଡ଼ି ଜଳାର୍ଣ୍ଣବ ହେବା ସହ ନଦୀନାଳରେ ଜଳସ୍ତର ବଢ଼ୁଛି। ଏପରି ସ୍ଥିତିରେ ଶୁକ୍ରବାର ବଙ୍ଗୋପସାଗରରେ ଆଉ ଏକ…
୫୮ ବର୍ଷରେ ଅଲିମ୍ପିକ୍ସ ଡେବ୍ୟୁ କଲେ ଏହି ଖେଳାଳି
ସାଣ୍ଟିଆଗୋ,୨୬ା୭: ଚିଲିର ଟେବୁଲ ଟେନିସ୍ ଖେଳାଳି ଝେଙ୍ଗ ଝିୟିଙ୍ଗ ୫୮ ବର୍ଷ ବୟସରେ ଅଲିମ୍ପିକ୍ସ ପଦାର୍ପଣ କରିବାକୁ ଯାଉଛନ୍ତି। ଚାଇନାରେ ଜନ୍ମ ନେଇଥିବା ଏହି ଖେଳାଳି ଜଣକ ୧୯୮୯ ମସିହାରେ ଦେଶ ଛାଡିଥିଲେ। ଟିଆନମେନ୍ ସ୍କୋୟାରରେ ଗଣହତ୍ୟା ହେଉଥିବା ବେଳେ ସେ…
ଅଲିମ୍ପିକ୍ସ ପୂର୍ବରୁ ଶରଣାର୍ଥୀଙ୍କୁ ବିଦାକଲା ଫ୍ରାନ୍ସ ପୋଲିସ
ପ୍ୟାରିସ୍,୨୭ା୭: ଅନେକ ହଜାର ଶରଣାର୍ଥୀ ନିଜ ଆସବାବପତ୍ର ଓ ପିଲାଙ୍କୁ ଧରି ପ୍ୟାରିସ୍ ରାସ୍ତାକଡ଼ରେ ଶୋଇଥିଲେ। ଅଲିମ୍ପିକ୍ସ ଗେମ୍ସର ଉଦ୍ଘାଟନୀ ସମାରୋହ ପୂର୍ବରୁ ଫ୍ରାନ୍ସ ପୋଲିସ ସେମାନଙ୍କୁ ସମ୍ପୃକ୍ତ ଅଞ୍ଚଳରୁ ଘଉଡ଼ାଇଦେଇଛି। ତଡ଼ା ଖାଇଥିବା ଶରଣାର୍ଥୀଙ୍କ ମଧ୍ୟରୁ ଅଧିକାଂଶ ହେଉଛନ୍ତି ଆଫ୍ରିକୀୟ।…
ବଢ଼ିପାରେ ମଧ୍ୟାହ୍ନଭୋଜନ ମୁଣ୍ଡ ପିଛା ଖର୍ଚ୍ଚ
ଭୁବନେଶ୍ୱର,୨୭ା୭(ଅନିଲ ଦାସ): ସ୍କୁଲରେ ଛାତ୍ରୀଛାତ୍ରମାନଙ୍କୁ ଦିଆଯାଉଥିବା ମଧ୍ୟାହ୍ନଭୋଜନ ମୁଣ୍ଡପିଛା ମୂଲ୍ୟ ବଢ଼ିପାରେ। ଏ ନେଇ ରାଜ୍ୟ ସରକାର ଚିନ୍ତା କରୁଛନ୍ତି। ବିଜେଡି ସଭ୍ୟ ରଣେନ୍ଦ୍ର ପ୍ରତାପ ସ୍ବାଇଁଙ୍କ ଏକ ଲିଖିତ ପ୍ରଶ୍ନର ଉତ୍ତରରେ ଶୁକ୍ରବାର ବିଧାନସଭାରେ ସ୍କୁଲ ଓ ଗଣଶିକ୍ଷା ମନ୍ତ୍ରୀ…
ଗାଁ ଲୋକେ କରିଥିଲେ ଏଭଳି ଅପମାନ, ସହି ନପାରି ଜୀବନ ହାରିଲେ ୯ମ ଶ୍ରେଣୀ ଛାତ୍ର
ବେଲଗୁଣ୍ଠା/ ଭଞ୍ଜନଗର, ୨୭ା୭ (କୃଷ୍ଣଚନ୍ଦ୍ର ପଟ୍ଟନାୟକ/ ବାବୁଲା ପ୍ରଧାନ): ପିଲାଙ୍କ ଖେଳବେଳେ ଜଣେ ମହିଳାଙ୍କ ଦେହରେ ବଲ୍ ବାଜିଯିବା ଭଳି ସାମାନ୍ୟ ଘଟଣାକୁ ନେଇ ଥାନାରେ ଏତଲା ଦିଆଯିବା ଏବଂ ଏହାକୁ ନେଇ ଟାହିଟାପରା କରାଯିବା କୋମଳମତି ପିଲାଙ୍କ ଉପରେ ଗୁରୁତର…
ଆଜି ନ୍ୟୁଜିଲାଣ୍ଡ ବିପକ୍ଷରୁ ଭାରତର ଅଭିଯାନ ଆରମ୍ଭ
ପ୍ୟାରିସ, ୨୭।୭ : ପ୍ୟାରିସ ଅଲିମ୍ପିକ୍ସରେ ଭାରତୀୟ ହକି ଦଳର ଅଭିଯାନ ଶନିବାର ଆରମ୍ଭ ହେବ। ଟୋକିଓ ଅଲିମ୍ପିକ୍ସ ବ୍ରୋଞ୍ଜ ମେଡାଲିଷ୍ଟ ଭାରତର ପ୍ରଥମ ପ୍ରତିଦ୍ୱନ୍ଦ୍ୱୀ ହେଉଛି ନ୍ୟୁଜିଲାଣ୍ଡ। ‘ପୁଲ୍ ଅଫ୍ ଡେଥ୍’ରେ ସ୍ଥାନ ପାଇଥିଲେ ହେଁ ଭାରତୀୟ ପୁରୁଷ ଦଳ…
ଆଳୁ ଅଭାବ: ଦର ବଢ଼ିଲା
ଭୁବନେଶ୍ୱର, ୨୭।୭(ସୁନିତ୍ ମିଶ୍ର): ସପ୍ତାହକ ମଧ୍ୟରେ ଆଳୁ ଦର ୧୫ ଟଙ୍କାରୁ ଅଧିକ ବୃଦ୍ଧି ପାଇସାରିଲାଣି। ଆଳୁ ଏବେ କେଉଁଠି ୪୫ ଟଙ୍କା ତ ଆଉ କେଉଁଠାରେ ୫୦ ଟଙ୍କାରେ ଲୋକମାନଙ୍କୁ କିଣିବାକୁ ପଡୁଛି। କିଛି ସ୍ଥାନରେ ଖୁଚୁରାରେ ୫୫ ଟଙ୍କାରେ…
ସରକାର ନିଜ ଦୋଷ ଲୁଚାଉଛନ୍ତି: ବିରୋଧୀ
ଭୁବନେଶ୍ୱର,୨୭ା୭(ଅନିଲ ଦାସ): ରଥ ଉପରୁ ବଡ଼ ଠାକୁର ଖସିପଡ଼ିବା, ଦଳାଚକଟାରେ ଜଣଙ୍କ ମୃତ୍ୟୁ ହେବା, ଟ୍ରାଫିକ ଅବ୍ୟବସ୍ଥା, ଅଣ ସେବାୟତ ରଥ ଉପରେ ଚଢ଼ିବା ପ୍ରସଙ୍ଗକୁ ନେଇ ବିରୋଧୀ ଓ ଶାସକ ଦଳ ମୁହାଁମୁହିଁ ହୋଇଛନ୍ତି। ରାଜ୍ୟ ସରକାର ଶ୍ରୀଜୀଉଙ୍କ ନୀତିରେ…
Archives


