କୁଟ୍ଟେଙ୍କ ଉପରୁ ନିଲମ୍ବନ ହଟାଇଲେ ନିର୍ବାଚନ କମିଶନ, ଆଶୀଷ ସିଂ ଉପରେ ହୋଇପାରେ କାର୍ଯ୍ୟାନୁଷ୍ଠାନ
ଭୁବନେଶ୍ୱର,୮।୬: ଆଇପିଏସ ଅଧିକାରୀ ଡିଏସ କୁଟ୍ଟେଙ୍କ ଉପରୁ ନିଲମ୍ବନ ହଟାଇଲେ ନିର୍ବାଚନ କମିଶନ। ନିର୍ବାଚନ ପ୍ରକ୍ରିୟାରେ ଅନୈତିକ ହସ୍ତକ୍ଷେପ ପାଇଁ ତାଙ୍କୁ ନିଲମ୍ବିତ କରାଯାଇଥିଲା। ଏବେ ତାଙ୍କ ନିଲମ୍ବନଙ୍କ ତତ୍କାଳ ହଟାଇ ମୁଖ୍ୟ ଶାସନ ସଚିବଙ୍କ ନିକଟରେ ରିପୋର୍ଟ କରିବାକୁ କୁହାଯାଇଛି।…
ବିଜେଡିରେ ଅସନ୍ତୋଷ, ଶଙ୍ଖ ଭବନରେ ପାଣ୍ଡିଆନଙ୍କ ବିରୋଧରେ ନାରା
ଭୁବନେଶ୍ୱର,୮।୬: ପରାଜୟ ପରେ ବିଜେଡିରେ ଅସନ୍ତୋଷ। କ୍ଷୁବ୍ଧ ହୋଇଛନ୍ତି ଯୁବ ଓ ଛାତ୍ର ନେତା। କୌଣସି ପରିସ୍ଥିତିରେ ପାଣ୍ଡିଆନ କିମ୍ବା ତାଙ୍କ ସମର୍ଥକଙ୍କୁ ଶଙ୍ଖ ଭବନରେ ପୂରାଇ ଦିଆଯିବ ନାହିଁ ବୋଲି ବିଜେଡିର ଯୁବ ଓ ଛାତ୍ରନେତା ମାନେ ଚେତାବନୀ ଦେଇଛନ୍ତି।…
ଭାରତ-ପାକିସ୍ତାନ ଟି-୨୦ ବିଶ଼୍ବକପ୍ ମ୍ୟାଚ୍ ପୂର୍ବରୁ ଭାରତକୁ ଝଟକା
ନୂଆଦିଲ୍ଲୀ, ୮ା୬: ଟି-୨୦ ବିଶ଼୍ବକପ୍ ପାଇଁ ଏବେ ଅଭ୍ୟାସ ମ୍ୟାଚ୍ ଚାଲିଥିବା ବେଳେ ଭାରତୀୟ କ୍ରିକେଟ୍ ଦଳର ଅଧିନାୟକ ରୋହିତ ଶର୍ମା ପୁଣିଥରେ ଆହତ ହୋଇଛନ୍ତି। ପୂର୍ବରୁ ଆୟାରଲାଣ୍ଡ ବିପକ୍ଷ ମ୍ୟାଚ୍ରେ ରୋହିତ ଆହତ ହୋଇଥିବା ବେଳେ ଏବେ ପାକିସ୍ତାନ ସହିତ…
ସରକାର ବଦଳିବା ପରେ ଏହି ସହରରେ ୩ ଦିନରେ ଦୁଇ ଗୁଣା ବଢିଲାଣି ଜମିର ଦାମ, ବିଦେଶରୁ ଆସୁଛି ଡିମାଣ୍ଡ
ଅମରାବତି,୮।୬: ତୃତୀୟ ଥର ପାଇଁ ମୋଦି ସରକାର ଦେଶରେ ଆସିବା ପରେ ଆନ୍ଧ୍ରପ୍ରଦେଶ, ଅମରାବତୀ ତଥା ରାଜ୍ୟର ଭବିଷ୍ୟତର ମୁଖ୍ୟମନ୍ତ୍ରୀ ଚନ୍ଦ୍ରାବାବୁ ନାଇଡୁଙ୍କ ପାଇଁ ଭଲ ଦିନ ଆସିଥିବା ପରି ମନେ ହେଉଛି। ଚନ୍ଦ୍ରାବାବୁ ନାଇଡୁ ଜୁନ ୧୨ରେ ଅମରାବତୀରେ ଆନ୍ଧ୍ରପ୍ରଦେଶର…
ରାଜଧାନୀର ଏହି ଫ୍ୟାକ୍ଟ୍ରିରେ ଭୟଙ୍କର ନିଆଁ, ୩ ଜଣଙ୍କ ମୃତ୍ୟୁ
ନୂଆଦିଲ୍ଲୀ, ୮ା୬: ରାଜଧାନୀ ଦିଲ୍ଲୀର ନରେଲା ଇଣ୍ଡଷ୍ଟ୍ରିଆଲ୍ ଅଞ୍ଚଳରେ ଶନିବାର ସକାଳୁ ଏକ ଫ୍ଟ୍ୟାକ୍ଟ୍ରିରେ ଭୀଷଣ ନିଆଁ ଲାଗିଛି । ଏହି ଅଗ୍ନିକାଣ୍ଡରେ ବର୍ତ୍ତମାନ ପର୍ଯ୍ୟନ୍ତ ୩ ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ୬ ଜଣ ଗୁରୁତର ହୋଇଛନ୍ତି। ସେମାନଙ୍କୁ ହସ୍ପିଟାଲ୍ରେ…
ନବୀନ ନିବାସରେ ବିଜେଡି ନେତାଙ୍କ ଭିଡ, ନିଆଯାଇପାରେ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି
ଭୁବନେଶ୍ୱର,୮।୬: ବିଜେଡିର ବରିଷ୍ଠ ନେତାଙ୍କୁ ନବୀନ ନିବାସକୁ ଡକାଯାଇଛି। କିଛି ଗୁରୁତ୍ୱପୂର୍ଣ୍ଣ ବିଷୟରେ ଆଲୋଚନା ହୋଇପାରେ। ଏଥିପାଇଁ ନବୀନ ନିବାସରେ ପହଞ୍ଚିସାରିଛନ୍ତି ବିଜେଡିର ସାଂଗଠନିକ ସମ୍ପାଦକ ପ୍ରଣବ ପ୍ରକାଶ ଦାସ, ଅତନୁ ସବ୍ୟସାଚ୍ଚୀ ନାୟକ, ପ୍ରତାପ ଦେବ, କଳିକେଶ ସିଂହଦେଓ ଏବଂ…
ପାଣ୍ଡିଆନଙ୍କ ବିରୋଧରେ ଇଡିରେ ଅଭିଯୋଗ, ଗିରଫ କରିବାକୁ ଦାବି କଲେ ଶ୍ରୀଜଗନ୍ନାଥ ସେନା
ପୁରୀ,୮ା୬(ଅଜିତ୍ କୁମାର ମହାନ୍ତି): ଓଡ଼ିଆ ଅସ୍ମିତାକୁ ନଷ୍ଟ କରିଥିବା ଏବଂ ଓଡ଼ିଶାରୁ ୫୦ ହଜାର କୋଟି ଲୁଟି ନେଇଥିବା ଅଭିଯୋଗରେ ବିଜେଡି ନେତା କାର୍ତ୍ତିକ ପାଣ୍ଡିଆନଙ୍କୁ ଗିରଫ କରିବା ପାଇଁ ଶ୍ରୀଜଗନ୍ନାଥ ସେନା ପକ୍ଷରୁ ଶୁକ୍ରବାର ପ୍ରବର୍ତ୍ତନ ନିର୍ଦ୍ଦେଶାଳୟର ମୁଖ୍ୟଙ୍କ ନିକଟରେ…
ଚେଇଁ ରହି ସ୍ବପ୍ନ ଦେଖୁଛନ୍ତି ବଘେଲ: ଭାଜପା
ନୂଆଦିଲ୍ଲୀ,୮।୬: ଲୋକ ସଭା ନିର୍ବାଚନର ଫଳାଫଳ ପରେ ନେତାମାନେ ପରସ୍ପର ବିରୋଧରେ ବିବୃତ୍ତି ଦେବା ଆରମ୍ଭ କରି ଦେଇଛନ୍ତି। ସେପଟେ ଛତିଶଗଡ଼ର ପୂର୍ବତନ ମୁଖ୍ୟମନ୍ତ୍ରୀ ଭୁପେଶ ବଘେଲଙ୍କ ଏକ ବୟାନ ସାମ୍ନାକୁ ଆସିଛି। ସେ କହିଛନ୍ତି, ଦେଶରେ ୬ ମାସ କିମ୍ବା…
ପୁଣି ଭୁଶୁଡି ପଡ଼ିଲା ମାଲକାନଗିରି ଏୟାରପୋର୍ଟର ପାଚେରି
ମାଲକାନଗିରି, ୮।୬(ଦୁର୍ଯ୍ୟୋଧନ ପାତ୍ର): ମାଲକାନଗିରି ଏୟାରପୋର୍ଟର ପାଚେରି ପୁଣି ଭୁଶୁଡି ପଡ଼ିଛି। ରାତିରେ ବର୍ଷା ପବନ ଯୋଗୁ ପାଚେରି ଭୁଶୁ ପଡିଥିବା ଜଣାପଡିଛି। ହେଲେ ଏଥିରେ କାହାର କିଛି କ୍ଷତି ଘଟିନଥିବା ସୂଚନା ରହିଛି। ଏୟାରପୋର୍ଟର ପାଚେରି ନିମ୍ନମାନର କାମ ଯୋଗୁ…
ଅନ୍ଧାରରେ ଶ୍ରୀମନ୍ଦିର, ତଦନ୍ତ ନିର୍ଦେଶ ଦେଲେ ମୁଖ୍ୟ ଶାସନ ସଚିବ
ପୁରୀ,୮।୬: ରାଜ୍ୟରେ ସରକାର ପରିବର୍ତନ ହେବା ପରେ ଅନ୍ଧାର ହୋଇଯାଇଛି ପୁରୀ ଶ୍ରୀମନ୍ଦିର। ଯାହାକୁ ନେଇ ସାରା ରାଜ୍ୟରେ ଏବେ ଚର୍ଚ୍ଚା ସୃଷ୍ଟି ହୋଇଛି। ତେବେ ପୂର୍ବରୁ ଆଲୋକୀକରଣ ପାଇଁ ନିୟୋଜିତ ଥିବା ଠିକା ସଂସ୍ଥା ଲାଇଟ ଖୋଲି ନେଇଥିଲା ବେଳେ…
ନ୍ୟୁଜିଲାଣ୍ଡକୁ ହରାଇ ଇତିହାସ ରଚିଲା ଆଫଗାନିସ୍ତାନ
ନୂଆଦିଲ୍ଲୀ, ୮ା୬: ଆଫଗାନିସ୍ତାନ ଦଳ ବିସ୍ଫୋରକ ଢଙ୍ଗରେ ଏହାର ଟି-୨୦ ବିଶ୍ୱକପ ୨୦୨୪ ଅଭିଯାନ ଆରମ୍ଭ କରିଛି। ପ୍ରଥମ ମ୍ୟାଚରେ ଉଗାଣ୍ଡାକୁ ହରାଇ ଦଳ ବଡ ବିଜୟ ହାସଲ କରିଥିଲା। କିନ୍ତୁ ବର୍ତ୍ତମାନ ନ୍ୟୁଜିଲାଣ୍ଡ ଉପରେ ଏକ ଧମାକାଦାର ବିଜୟ ସହ…
ଡେନମାର୍କ ପ୍ରଧାନମନ୍ତ୍ରୀଙ୍କ ଉପରେ ଆକ୍ରମଣ, ଆକ୍ରମଣକାରୀ ଗିରଫ
କୋପେନହାଗନ,୮।୬: ସେଣ୍ଟ୍ରାଲ କୋପେନହାଗନରେ ଜଣେ ବ୍ୟକ୍ତି ଡେନମାର୍କ ପ୍ରଧାନମନ୍ତ୍ରୀ ଫ୍ରେଡେରିକସେନଙ୍କ ଉପରେ ଆକ୍ରମଣ କରିଥିଲେ। ପୋକେନହାଗନର ଜଣେ ବାସିନ୍ଦା ଏହି ସୂଚନା ଦେଇଛନ୍ତି। ଜଣେ ସ୍ଥାନୀୟ ବାସିନ୍ଦା କହିଛନ୍ତି ଯେ ପ୍ରଧାନମନ୍ତ୍ରୀ ମେଟେ ଫ୍ରେଡେରିକସେନଙ୍କ ଉପରେ ଜଣେ ବ୍ୟକ୍ତି ଆକ୍ରମଣ କରିଥିଲେ…
Archives


