ରାଜପଥ ଉପରେ ଗଦା ହୋଇଛି କୁଢ଼କୁଢ଼ ପ୍ଲାଷ୍ଟିକ୍, ଗୋରୁ ଖାଇ ହେଉଛନ୍ତି ଅସୁସ୍ଥ
ଦାରିଙ୍ଗବାଡ଼ି,୨୧ା୧(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ପରେ ଅନ୍ୟତମ ବଜାର ହେଉଛି ସିମନବାଡ଼ି। ଗୋପାଳପୁରଠାରୁ ରାଇପୁରକୁ ସଂଯୋଗ ହେଉଥିବା ୫୯ ନଂ ଜାତୀୟ ରାଜପଥ କଡ଼ରେ ଏବେ କୁଢ଼କୁଢ଼ ଅଳିଆ ଗଦାକୁ ନେଇ ବଢ଼ିଛି ଚିନ୍ତା। ପରିବେଶ ଦୂଷିତ ସହ ବିଭିନ୍ନ…
ଭାବପ୍ରବଣ କରିଦେବ ଖବର! ମାଲିକଙ୍କ ମୃତଦେହ ପାଖରେ ରାତିସାରା ବସି ରହିଲା ପୋଷା କୁକୁର, ଅନ୍ତିମ ସଂସ୍କାର ପାଇଁ ୪ କିଲୋମିଟର…
ନୂଆଦିଲ୍ଲୀ,୨୧ା୧: ମଧ୍ୟପ୍ରଦେଶର ଶିବପୁରୀ ଜିଲ୍ଲାରେ ମଣିଷ ଏବଂ ପଶୁମାନଙ୍କ ମଧ୍ୟରେ ଏକ ଅନନ୍ୟ ସମ୍ପର୍କକୁ ଦର୍ଶାଉଥିବା ଏକ ଭିଡିଓ ଇଣ୍ଟରନେଟରେ ଦ୍ରୁତ ଗତିରେ ଭାଇରାଲ ହେଉଛି । ପୋଷା କୁକୁର ମୋତିର ନିଜ ମାଲିକଙ୍କ ପ୍ରତି ବିଶ୍ୱସ୍ତତା ଏହି ଭିଡିଓରେ ଦେଖାଯାଉଛି…
ଏହି ମୋଗଲ ଶାସକ ପ୍ରତିଦିନ ପିଉଥିଲେ ଗଙ୍ଗାଜଳ, କାରଣ ଜାଣିଲେ…
ଗଙ୍ଗାକୁ ବିଶ୍ୱର ସବୁଠାରୁ ପବିତ୍ର ନଦୀ ବୋଲି ବିବେଚନା କରାଯାଏ। ଭାରତରେ ଗଙ୍ଗାକୁ ମାତା ବୋଲି କୁହାଯାଏ। ଧାର୍ମିକ ବିଶ୍ୱାସ ଅନୁଯାୟୀ, ଗଙ୍ଗାରେ ସ୍ନାନ କରିବା ଦ୍ୱାରା ସମସ୍ତ ପାପ ଧୋଇଯାଏ ଏବଂ ଗଙ୍ଗା ଜଳକୁ ଅମୃତ ବୋଲି ବିବେଚନା କରାଯାଏ।…
ଆଜି ଭାରତ-ନ୍ୟୁଜିଲାଣ୍ଡ ପ୍ରଥମ ଟି୨୦: ସୂର୍ଯ୍ୟକୁମାରଙ୍କ ଉପରେ ସମସ୍ତଙ୍କ ନଜର
ନାଗପୁର,୨୧ା୧: ସ୍ଥାନୀୟ ବିଦର୍ଭ କ୍ରିକେଟ ଆସୋସିଏଶନ ଷ୍ଟାଡିୟମରେ ବୁଧବାର ଭାରତ ଓ ନ୍ୟୁଜିଲାଣ୍ଡ ମଧ୍ୟରେ ୫ ମ୍ୟାଚ୍ ବିଶିଷ୍ଟ ଟି୨୦ ସିରିଜ୍ର ପ୍ରଥମ ମ୍ୟାଚ୍ ଖେଳାଯିବ। ଆଗାମୀ ଟି୨୦ ବିଶ୍ୱକପ୍କୁ ୩ ସପ୍ତାହରୁ କମ୍ ସମୟ ଥିବାରୁ ଏହି ସିରିଜ୍ ଉଭୟ…
ଗଛରେ ଚଢ଼ି କାଠ କାଟୁଥିଲେ ଶ୍ରମିକ, ହଠାତ୍ ଘଟିଲା ଏମିତି…
କେନ୍ଦ୍ରାପଡ଼ା,୨୧ା୧(ଜଗନ୍ନାଥ ଧଳ): କେନ୍ଦ୍ରାପଡ଼ା ଜିଲା ନିକିରାଇ ଥାନା ଅନ୍ତର୍ଗତ ପାଳକଣା ଗାଁରେ ଏକ ଦୁଃଖଦ ଘଟଣା ଘଟିଛି। ଜଣେ ଶ୍ରମିକ ଚାକୁଣ୍ଡା ଗଛରେ ଚଢ଼ି କାଠ କାଟିଲା ବେଳେ ଖସିପଡ଼ିବାରୁ ତାଙ୍କର ମୃତ୍ୟୁ ଘଟିଛି। ମୃତ ଶ୍ରମିକ ଜଣକ ସ୍ଥାନୀୟ ଧୂମାତ…
ଅଧିକାରୀଙ୍କୁ ଚିଠି ଲେଖିଲେ ମୁଖ୍ୟ ଶାସନ ସଚିବ, ସମୟସୀମା ମଧ୍ୟରେ…
ଭୁବନେଶ୍ୱର,୨୧ା୧: ସମସ୍ତ ବରିଷ୍ଠ ଅଧିକାରୀଙ୍କୁ ଚିଠି ଲେଖିଛନ୍ତି ମୁଖ୍ୟ ଶାସନ ସଚିବ ଅନୁ ଗର୍ଗ। କେନ୍ଦ୍ର ସରକାରଙ୍କ ଚିଠିକୁ ଗୁରୁତ୍ୱ ଦେବାକୁ ସେ ନିର୍ଦ୍ଦେଶ ଦେଇଛନ୍ତି। ମୁଖ୍ୟ ଶାସନ ସଚିବ କହିଛନ୍ତି, ଗୁରୁତ୍ୱପୂର୍ଣ୍ଣ ପ୍ରସଙ୍ଗକୁ ୭ ଦିନରେ ବ୍ୟକ୍ତିଗତ ଭାବେ ଜବାବ…
ଜେଡି ଭାନ୍ସ ଆମେରିକାକୁ ଏମିତି ଖବର ଦେଲେ ଯେ ଖୁସି ହୋଇଗଲା ହ୍ବାଇଟ ହାଉସ, ଜାଣନ୍ତୁ କ’ଣ…
ଓ୍ବାଶିଂଟନ,୨୧।୧: ଆମେରିକାର ଉପରାଷ୍ଟ୍ରପତି ଜେ.ଡି. ଭାନ୍ସ ଏବଂ ତାଙ୍କ ପତ୍ନୀ ଉଷା ଭାନ୍ସ ଜୁଲାଇ ଶେଷ ଭାଗରେ ସେମାନଙ୍କର ଚତୁର୍ଥ ସନ୍ତାନ ଆଶା କରୁଛନ୍ତି। ଭାନ୍ସ ଦମ୍ପତି ଏକ ମିଳିତ ବିବୃତ୍ତିରେ କହିଛନ୍ତି, ‘ଆମେ ଏହି ଖବର ଜଣାଇ ବହୁତ ଖୁସି…
କାର୍କୁ ଧକ୍କା ଦେଇ ଟ୍ରକ୍କୁ ପିଟିଲା ପିକ୍ଅପ୍: ୩ ଗୁରୁତର
ବାରିପଦା,୨୧ା୧: ଏନ୍ଏଚ୍ ୧୬ ଦରକୋଳି ଛକରେ ସିରିଜ ଦୁର୍ଘଟଣା ଘଟିଛି। ଏକ କାର୍କୁ ଗୋଟିଏ ପିକ୍ଅପ୍ ଧକ୍କା ଦେଇଥିବାବେଳେ ପରେ ଟ୍ରକ୍କୁ ଧକ୍କା ଦେଇଥିଲା ପିକ୍ଅପ୍। ଫଳରେ ପିକ୍ଅପ୍ରେ ଥିବା ୩ ଜଣ ଗୁରୁତର ହୋଇଛନ୍ତି। ଅନ୍ୟପକ୍ଷରେ-ଟ୍ରକ୍ ଓ ପିକ୍ଅପ୍ ଜବତ…
ଶ୍ରୀ ରାମ ମନ୍ଦିର ଟ୍ରଷ୍ଟର ଅଧ୍ୟକ୍ଷ ମହନ୍ତ ନୃତ୍ୟ ଗୋପାଳ ଦାସ ଅସୁସ୍ଥ, ୩୬ ଘଣ୍ଟା ଉପବାସରେ
ଲକ୍ଷ୍ନୌ,୨୧।୧: ଶ୍ରୀରାମ ଜନ୍ମଭୂମି ତୀର୍ଥ କ୍ଷେତ୍ର ଟ୍ରଷ୍ଟର ଅଧ୍ୟକ୍ଷ ମହନ୍ତ ନୃତ୍ୟ ଗୋପାଳ ଦାସଙ୍କ ସ୍ବାସ୍ଥ୍ୟାବସ୍ଥା ହଠାତ ଖରାପ ହୋଇଯାଇଛି। ଗତ ୩୬ଘଣ୍ଟା ଧରି ସେ କିଛି ଖାଇ ନଥିଲେ, ଯାହା ଫଳରେ ତାଙ୍କ ଅବସ୍ଥା ଖରାପ ହୋଇଯାଇଥିଲା। ଏହି ସମୟ…
ସରକାରୀ କର୍ମଚାରୀଙ୍କ ପାଇଁ ଖୁସି ଖବର, ୫% ବଢିବ DA!
ନୂଆଦିଲ୍ଲୀ,୨୧।୧: କେନ୍ଦ୍ର ସରକାରୀ କର୍ମଚାରୀମାନେ ଦୀର୍ଘ ଦିନ ଧରି ଅଷ୍ଟମ ବେତନ କମିଶନ ଅଧୀନରେ ଦରମା ବୃଦ୍ଧି ପାଇଁ ଅପେକ୍ଷା କରିଆସୁଛନ୍ତି। ଜାନୁଆରୀ 2026 ପରେ ମଧ୍ୟ ଦରମା ସଂଶୋଧନ ସମ୍ପର୍କରେ କୌଣସି ସରକାରୀ ଘୋଷଣା ହୋଇନାହିଁ। ICRA ରିପୋର୍ଟ ଅନୁଯାୟୀ,…
ଜବରଦଖଲ ଉଚ୍ଛେଦ ପ୍ରକ୍ରିୟା ଜୋରଦାର: ଦାରିଙ୍ଗବାଡିରେ ପୋଲିସ ଛାଉଣି
ଦାରିଙ୍ଗବାଡି,୨୧।୧(ଅରୁଣ ସାହୁ):ଓଡିଶାର କଶ୍ମୀର କୁହାଯାଉଥିବା ଦାରିଙ୍ଗବାଡି ସହରକୁ ଟ୍ରାଫିକ ମୁକ୍ତ ଓ ସୌନ୍ଦର୍ଯ୍ୟକରଣ କରିବାକୁ ଜିଲା ପ୍ରଶାସନର ନିର୍ଦ୍ଦେଶ କ୍ରମେ ବୁଧବାର ସ୍ଥାନୀୟ ପ୍ରଶାସନ ପକ୍ଷରୁ ଜବରଦଖଲ ଉଛେଦ କାର୍ଯ୍ୟକୁ ଜୋରଦାର କରାଯାଇଛି। ଏହି ପ୍ରରିପ୍ରେକ୍ଷୀରେ ସ୍ଥାନୀୟ ତହସିଲଦାର ତଥା କାର୍ଯ୍ୟନିର୍ବାହୀ…
ବାଂଲାଦେଶକୁ ନେଇ ଭାରତ ସରକାରଙ୍କ ବଡ଼ ନିଷ୍ପତ୍ତି
ନୂଆଦିଲ୍ଲୀ,୨୧।୧: ବାଂଲାଦେଶର ବର୍ତ୍ତମାନର ସୁରକ୍ଷା ପରିସ୍ଥିତିକୁ ଦୃଷ୍ଟିରେ ରଖି, ଭାରତ ମଙ୍ଗଳବାର (ଜାନୁଆରୀ ୨୦, ୨୦୨୬) ସେଠାରେ ନିଯୁକ୍ତ ଭାରତୀୟ ଅଧିକାରୀଙ୍କ ପରିବାରକୁ ଫେରାଇ ନେବାକୁ ନିଷ୍ପତ୍ତି ନେଇଛି। ଏହି ପଦକ୍ଷେପ ବାଂଲାଦେଶର ସଂସଦୀୟ ନିର୍ବାଚନର ମାତ୍ର ସପ୍ତାହ ପୂର୍ବରୁ ନିଆଯାଇଛି।…
Archives


