୩ ଗାଁର ଲୋକଙ୍କୁ ଗାଁ ଛାଡ଼ିବାକୁ ନିର୍ଦ୍ଦେଶ, ଗ୍ରାମବାସୀ କହିଲେ ଦାବି ପୂରଣ ନ ହେଲେ…
ବଲାଙ୍ଗୀର,୧୭ା୭(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଲୋୟର ସୁକତେଲ ଜଳଭଣ୍ଡାର ଭିତରେ ଥିବା କୁମିଆପାଲି ଗାଁର ଲୋକଙ୍କୁ ଗାଁ ଛାଡ଼ିବାକୁ ଲୋୟର ସୁକ୍ତେଲ ଥଇଥାନ, ପୁନର୍ବାସ, ଶିବିର ଓ କୋଠା ବିଭାଗ ପକ୍ଷରୁ ଗାଁରେ ସର୍ବସାଧାରଣ ନୋଟିସ୍ ଛପାଯାଇଛି। ଉକ୍ତ ନୋଟିସ୍ରେ ଚଳିତ…
ଅମିତାଭଙ୍କୁ ଧନୀ ବନାଇବାରେ ଥିଲା ଏହି ବ୍ୟକ୍ତିଙ୍କ ହାତ! ଜାଣନ୍ତୁ କିଏ ସେହି ୧୫,୦୦୦ କୋଟିର ମାଲିକ
ମୁମ୍ବାଇ: କୌଣସି ଏକ ସମୟରେ ବଲିଉଡ ସୁପରଷ୍ଟାର ଅମିତାଭ ବଚ୍ଚନଙ୍କ ଚାର୍ଟାର୍ଡ ଆକାଉଣ୍ଟାଣ୍ଟ (CA) ଥିବା ପ୍ରେମଚନ୍ଦ ଗୋଧାଙ୍କ ଶୂନ୍ୟରୁ ଶିଖରକୁ ପହଞ୍ଚିବାର କାହାଣୀ ପ୍ରକୃତରେ ଅତ୍ୟନ୍ତ ଆକର୍ଷଣୀୟ ଏବଂ ପ୍ରେରଣାଦାୟୀ ଅଟେ। ରାଜସ୍ଥାନର ଏକ ଚାଷୀ ପରିବାରରେ ଜନ୍ମଗ୍ରହଣ କରିଥିବା…
ଦାନ ଚୋରି ମାମଲାରେ ହୋଇପାରେ ବଡ଼ କାର୍ଯ୍ୟାନୁଷ୍ଠାନ, ୧୦୦ କର୍ମଚାରୀଙ୍କୁ କରାଯିବ ବହିଷ୍କାର !
ଅଯୋଧ୍ୟା,୧୭।୭: ଅଯୋଧ୍ୟା ରାମ ମନ୍ଦିର ଦାନ ଚୋରି ଘଟଣାର SIT ତଦନ୍ତ ପରେ ଏକ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟାନୁଷ୍ଠାନ ପାଇଁ ପ୍ରସ୍ତୁତି ଚାଲିଛି। ମିଳିଥିବା ସୂଚନା ମୁତାବକ, ସୁପାରିଶ ଆଧାରରେ ରାମ ମନ୍ଦିରରେ ନିଯୁକ୍ତି ପାଇଥିବା ୧୦୦ କର୍ମଚାରୀ SIT ସ୍କାନରରେ ରହିଛନ୍ତି।…
ଜୁଲାଇରେ ୧୭ ପ୍ରତିଶତ ଅଧିକ ବର୍ଷା: ବଢ଼ିପାରେ ହୀରାକୁଦ ଜଳଭଣ୍ଡାର ସ୍ତର
ଭୁବନେଶ୍ୱର,୧୭ା୭: ଜୁଲାଇ ୧ରୁ ଆଜି ପର୍ଯ୍ୟନ୍ତ ରାଜ୍ୟରେ ୧୭% ଅଧିକ ବର୍ଷା ହୋଇଛି। ଏନେଇ ଜଳ ସମ୍ପଦ ବିଭାଗ ସର୍ବୋଚ୍ଚ ଯନ୍ତ୍ରୀ ଦିଲ୍ଲୀପ ରାଉତ ସୂଚନା ଦେଇଛନ୍ତି। ବଲାଙ୍ଗୀରରେ ସବୁଠୁ ଅଧିକ ବର୍ଷା ହୋଇଥିବାବେଳେ କିଛି ସ୍ଥାନରେ ବନ୍ୟା ପରିସ୍ଥିତି ସୃଷ୍ଟି…
ଗୋଟିଏ ଦିନପରେ କୋଟିଆରେ ହେଲା ରଥଟଣା: ଯୋଗ ଦେଲେ ପଟ୍ଟାଙ୍ଗି ବିଧାୟକଙ୍କ ସହ…
ପଟ୍ଟାଙ୍ଗି,୧୭।୭(ଶରତ କୁମାର ଧଳ): ସାରା ରାଜ୍ୟରେ ଗୋଟିଏ ଦିନରେ ରଥଯାତ୍ରା ବା ରଥଟଣା ହେଉଥିବା ବେଳେ ରାଜ୍ୟର କିଛି ସ୍ଥାନରେ ଦିନକ ପରେ ରଥଯାତ୍ରା ବା ରଥଟଣା ହୋଇଥାଏ । ସେଥିମଧ୍ୟରୁ କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ଅଧୀନରେ ରହିଥିବା କୋଟିଆ…
IND vs ENG: ତୃତୀୟ ODI ପୂର୍ବରୁ ଟିମ ଇଣ୍ଡିଆକୁ ବଡ଼ ଝଟକା; ନିର୍ଣ୍ଣାୟକ ମ୍ୟାଚରୁ ବାଦ ପଡ଼ିଲେ ଏହି ଖେଳାଳି
ନୂଆଦିଲ୍ଲୀ,୧୭।୭: ଇଂଲଣ୍ଡ ବିପକ୍ଷ ତୃତୀୟ ତଥା ନିର୍ଣ୍ଣାୟକ ମ୍ୟାଚ ପୂର୍ବରୁ ଟିମ ଇଣ୍ଡିଆ ପ୍ରାରମ୍ଭିକ ବିପର୍ଯ୍ୟୟର ସମ୍ମୁଖୀନ ହୋଇଛି। ସ୍ପିନ ଅଲରାଉଣ୍ଡର ୱାଶିଂଟନ ସୁନ୍ଦର ଶେଷ ମ୍ୟାଚ ଖେଳି ନ ପାରନ୍ତି , ଦ୍ୱିତୀୟ ଦିନିକିଆ ସମୟରେ ସେ ଆଘାତ ପାଇଥିଲେ।…
ସାଧାରଣ ଲୋକ ବି ଖୋଲିପାରିବେ ନିଜର ଏକ ବ୍ୟାଙ୍କ? ଜାଣନ୍ତୁ କେତେ ଟଙ୍କା ଆବଶ୍ୟକ…
ନୂଆଦିଲ୍ଲୀ,୧୭।୭: ଅନେକ ଲୋକ ନିଜର ବ୍ୟାଙ୍କ ଆରମ୍ଭ କରିବାର ସ୍ୱପ୍ନ ଦେଖନ୍ତି, କିନ୍ତୁ ଭାରତରେ ଏହା ପ୍ରକୃତରେ ସମ୍ଭବ କି? ଏହାର ଉତ୍ତର ହେଉଛି ହଁ। ଭାରତୀୟ ରିଜର୍ଭ ବ୍ୟାଙ୍କ (RBI) ର ‘ଅନ୍-ଟ୍ୟାପ୍ ଲାଇସେନ୍ସିଂ ନୀତି’ (On-Tap Licensing Policy)…
ବିସିସିଆଇ ଅଧିକାରୀଙ୍କ ସହ ସାକ୍ଷାତ କଲେ ରୋହିତ ଶର୍ମା; ଜାଣନ୍ତୁ କ’ଣ ହେଲା ବୈଠକରେ
ନୂଆଦିଲ୍ଲୀ,୧୭।୭: ଭାରତୀୟ କ୍ରିକେଟ ଗଣମାଧ୍ୟମରେ ଗୁରୁବାର ପ୍ରକାଶିତ ଖବରରୁ ଭାରତୀୟ କ୍ରିକେଟ ହଇଚଇ ସୃଷ୍ଟି ହୋଇଥିଲା ଯେଉଁଥିରେ ଦାବି କରାଯାଇଥିଲା ଯେ ୧୯ ଜୁଲାଇରେ ଲର୍ଡସରେ ଇଂଲଣ୍ଡ ବିପକ୍ଷରେ ଖେଳାଯାଉଥିବା ତୃତୀୟ ଦିନିକିଆ ରୋହିତ ଶର୍ମାଙ୍କ କ୍ୟାରିୟରର ଶେଷ ମ୍ୟାଚ ହୋଇପାରେ।…
୭ ମାସର ଗର୍ଭବତୀ ଥାଇ ଆକ୍ସନ କରୁଛନ୍ତି ଦୀପିକା
ବଲିଉଡ ହେଉ କି ହଲିଉଡ ଆଜିର ଅଭିନେତ୍ରୀମାନେ ଗର୍ଭାବସ୍ଥାରେ ମଧ୍ୟ ଅତ୍ୟନ୍ତ ସମର୍ପିତ ହୋଇ ସେମାନଙ୍କର ବୃତ୍ତିଗତ କର୍ତ୍ତବ୍ୟ ପାଳନ କରୁଛନ୍ତି। ଏହାର ସଦ୍ୟତମ ଉଦାହରଣ ହେଉଛନ୍ତି ଦୀପିକା ପାଦୁକୋନ। ସେ ୭ ମାସର ଗର୍ଭବତୀ ଥାଇ ମଧ୍ୟ ତାଙ୍କର ଆଗାମୀ…
ନିଟ୍ ପରୀକ୍ଷାରେ କୃତକାର୍ଯ୍ୟ ହେଲେ ଦୁଇ ଭଉଣୀ: ଛୁଟୁଛି ଶୁଭେଚ୍ଛାର ସୁଅ
କର୍ଲାମୁଣ୍ଡା,୧୭।୭(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ତିନି ଛାତ୍ରୀଛାତ୍ର ସଫଳତା ପାଇଛନ୍ତି। ଏଥିମଧ୍ୟରୁ ଗୋଟିଏ ପରିବାରର ଦୁଇ ଭଉଣୀ ଏକା ସାଙ୍ଗେ ନିଟ ପରୀକ୍ଷାରେ ଉତ୍ତୀର୍ଣ୍ଣ ହେବା ଖବର ଜଣାପଡ଼ିବା ପରେ ଅଞ୍ଚଳରେ ଖୁସିର ଲହରୀ ଖେଳିଯାଇଛି। ସେମାନେ…
ବଲାଙ୍ଗୀରରେ ଶାନ୍ତିଶୃଙ୍ଖଳା ସହ ସମ୍ପନ୍ନ ହେଲା ରଥଯାତ୍ରା, ବର୍ଷାକୁ ଖାତିର ନକରି ରଥ ଟାଣିଲେ ମହିଳା ଭକ୍ତ
ବଲାଙ୍ଗୀର,୧୭।୭(ସୁନିଲ କୁମାର ମହାନ୍ତି): ବଲାଙ୍ଗୀରରେ ସୁରୁଖୁରୁରେ ରଥଯାତ୍ରା ପାଳିତ ହୋଇଯାଇଛି । ଅପରାହ୍ଣରେ ଗୋପାଲଜୀ ମନ୍ଦିରରୁ ଶ୍ରୀଜିଉଙ୍କୁ ରଥାରୂଢ଼ କରାଯିବା ପରେ ଶ୍ରଦ୍ଧାଳୁମାନେ ରଥ ଟାଣିଥିଲେ। ରଥକୁ ଶ୍ରଦ୍ଧାଳୁମାନେ ଟାଣି ନେଇ ହସ୍ପିଟାଲ ଛକ ପାଖ ମାଉସୀ ମା’ ମନ୍ଦିରକୁ ନେଇଥିଲେ।…
ଆସୁଛି ୧୦-୨୦ ଟଙ୍କିଆ ପ୍ଲାଷ୍ଟିକ ନୋଟ୍, ଆରବିଆଇ ଜାରି କଲା….
ନୂଆଦିଲ୍ଲୀ,୧୭।୭: ଦେଶରେ ଖୁବ୍ଶୀଘ୍ର ପ୍ଲାଷ୍ଟିକ୍ ନୋଟ୍ ପ୍ରଚଳନ ହେବାକୁ ଯାଉଛି । ଭାରତୀୟ ରିଜର୍ଭ ବ୍ୟାଙ୍କ (RBI) ଦେଶର ମୁଦ୍ରା ବ୍ୟବସ୍ଥାରେ ଏହି ଗୁରୁତ୍ୱପୂର୍ଣ୍ଣ ଏବଂ ଆଧୁନିକ ପରିବର୍ତ୍ତନ ପାଇଁ ପ୍ରସ୍ତୁତି କରୁଛି । ସୂଚନା ଅନୁଯାୟୀ, RBI ଖୁବ୍ଶୀଘ୍ର ପଲିମର…

