Home Left

ଆଜି ଦିଲ୍ଲୀ ଯିବେ ମୁଖ୍ୟମନ୍ତ୍ରୀ: ପଛରେ ରହିଛି ଏଭଳି କାରଣ

ଭୁବନେଶ୍ୱର, ୨୬।୭(ସୁନିତ୍‌ ମିଶ୍ର):ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଶୁକ୍ରବାର ସାରେ ଦିଲ୍ଲୀ ଯାତ୍ରା କରିବେ। ଶନିବାର ଅନୁଷ୍ଠିତ ନୀତି ଆୟୋଗ ବୈଠକରେ ଯୋଗଦେବାର କାର୍ଯ୍ୟକ୍ରମ ରହିଛି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଅଧ୍ୟକ୍ଷତାରେ ନୀତି ଆୟୋଗର ବୈଠକ ହେବ। ଏହି ବୈଠକରେ ବିଭିନ୍ନ…

ଜଗନ୍‌ ମୋହନଙ୍କୁ ପାବ୍‌ଲୋ ଏସ୍‌କୋବରଙ୍କ ସହ ତୁଳନା କଲେ ଚନ୍ଦ୍ରାବାବୁ

ଅମରାବତୀ,୨୬ା୭:ଆନ୍ଧ୍ରପ୍ରଦେଶ ମୁଖ୍ୟମନ୍ତ୍ରୀ ଏନ୍‌. ଚନ୍ଦ୍ରବାବୁ ନାଇଡୁ ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ଓ୍ବାଇଏସ୍‌ଆର୍‌ସିପି ନେତା ଜଗନ୍‌ ମୋହନ ରେଡ୍ଡୀଙ୍କୁ କଲମ୍ବିଆର ଡ୍ରଗ୍‌ ବ୍ୟବସାୟୀ ପାବ୍‌ଲୋ ଏସ୍‌କୋବରଙ୍କ ସହ ତୁଳନା କରିଛନ୍ତି। ଗୁରୁବାର ଆନ୍ଧ୍ରପ୍ରଦେଶ ବିଧାନସଭାରେ ଏକ ଶ୍ୱେତପତ୍ର ପ୍ରକାଶ କରିବା ଅବସରରେ ଚନ୍ଦ୍ରବାବୁ…

ନବୀନ ପଟ୍ଟନାୟକଙ୍କୁ ଗିରଫ କରିବା ପ୍ରସଙ୍ଗ: ମନ୍ତ୍ରୀ-ବିଧାୟକ ମୁହାଁମୁହିଁ

ଭୁବନେଶ୍ୱର,୨୬।୭(ଅନିଲଦାସ):ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକଙ୍କୁ ଗରିଫ କରିବା ପ୍ରସଙ୍ଗକୁ ନେଇ ସଂସଦୀୟ ବ୍ୟାପାର ମନ୍ତ୍ରୀ ମୁକେଶ ମହାଲିଙ୍ଗ ଓ ବିଜେଡି ବିଧାୟକ ଅରୁଣ ସାହୁ ମୁହାଁମୁହିଁ ହୋଇଛନ୍ତି। ଗୁରୁବାର ବିଧାନସଭା ଶୂନ୍ୟକାଳରେ ଏହି ପ୍ରସଙ୍ଗ ଉଠାଇ ଅରୁଣ କହିଛନ୍ତି, ଗତ…

ଇଂଲଣ୍ଡ ଭଳି ଟିକସ ଦେଉଛୁ, ସୋମାଲିଆ ଭଳି ସେବା ପାଉଛୁ: ରାଘବ

ନୂଆଦିଲ୍ଲୀ, ୨୬ା୭:ଏନ୍‌ଡିଏ ତୃତୀୟ ପାଳି ସରକାର ଉପସ୍ଥାପନ କରିଥିବା ୨୦୨୪-୨୫ ବର୍ଷର ବଜେଟକୁ ରାଜ୍ୟ ସଭା ସଦସ୍ୟ ତଥା ଆପ୍‌ ନେତା ରାଘବ ଚଢ଼ା କଡ଼ା ସମାଲୋଚନା କରିଛନ୍ତି। ଭାରତ ଇଂଲଣ୍ଡ ଭଳି ଟିକସ ଦେଉଥିବାବେଳେ ସୋମାଲିଆ ଭଳି ସେବା ପାଉଥିବା…

ଅସ୍ତମିତ ଅସ୍ମିତା

ଦୁବଂଶ ଧ୍ବଂସ ମୂଳରେ ଥିଲା କୋକୁଆ। ବାସ୍ତବରେ କୋକୁଆର ସ୍ବରୂପ କେହି ଦେଖି ନ ଥିଲେ। କୋକୁଆ କୌଣସି ଜୀବ ବା ଜୀବାଣୁ ନ ଥିଲା। ଜନମୁଖରେ କେବଳ କୋକୁଆ ଶୁଭୁଥିଲା। ପରସ୍ପର ମଧ୍ୟରେ କୋକୁଆ କୋକୁଆ ଶବ୍ଦ ସହ ଗଣ୍ଡଗୋଳ…

ଭଙ୍ଗା ପୋଲର ଆତ୍ମକଥା

ହେଉଛି ଭଙ୍ଗା ପୋଲ। ନାମକରଣ ହେବା ପରେ ପରେ ମୁଁ ଭାଙ୍ଗିଗଲି, ସେଥିପାଇଁ ମୋତେ ମୋ ନାମରେ କେହି ଜାଣନ୍ତି ନାହିଁ। ଦିନେ ଦିବାଲୋକରେ ସମସ୍ତଙ୍କ ସାମ୍ନାରେ, ତଳେ ପଡ଼ିଗଲି। ମୁଁ ନିଜେ ପଡ଼ି ନ ଥିଲି, ଯୋଜନା କରି ମୋ…

ଆଜିଠୁ ପ୍ୟାରିସ୍‌ ଅଲିମ୍ପିକ୍ସ: ବିଶ୍ୱର ୧୦,୫୦୦ରୁ ଊର୍ଦ୍ଧ୍ୱ ଆଥଲେଟ୍‌ଙ୍କ ସମାଗମ

ପ୍ୟାରିସ୍‌,୨୬ା୭(ପି.ଟି.):ପ୍ୟାରିସ୍‌ ପ୍ରସ୍ତୁତ। ବିଶ୍ୱର ୧୦,୫୦୦ରୁ ଊର୍ଦ୍ଧ୍ୱ ଆଥଲେଟ୍‌ଙ୍କ ସମାଗମରେ ‘ସିଟି ଅଫ୍‌ ଲାଇଟ୍ସ’ ହୋଇଉଠିଛି ଚଳଚଞ୍ଚଳ। ଶୁକ୍ରବାରଠାରୁ ଏଠାରେ ଆରମ୍ଭ ହେବ ବିଶ୍ୱର ସର୍ବୋଚ୍ଚ କ୍ରୀଡ଼ା ପ୍ରତିଯୋଗିତା ଅଲିମ୍ପିକ୍ସର ୩୩ତମ ସଂସ୍କରଣ। ବିଶ୍ୱର ପ୍ରଥମ ସହର ଭାବରେ ପ୍ୟାରିସ୍‌ ତୃତୀୟ ଥର…

ତାଲିବାନ୍‌ ଶାସନରେ ଲିଙ୍ଗଗତ ବିଭେଦ

ଆଜକୁ ତିନି ବର୍ଷ ପୂର୍ବେ ଆଫଗାନିସ୍ତାନରେ ତାଲିବାନ୍‌ କ୍ଷମତାକୁ ଫେରିଥିଲା। ତା’ ପରଠାରୁ ସେଠାରେ ଝିଇମାନେ ମାଧ୍ୟମିକ ବିଦ୍ୟାଳୟରେ ପଢ଼ିପାରିନାହାନ୍ତି। ସେମାନଙ୍କ ପାଇଁ ମୌଳିକ ଶିକ୍ଷାର ଅତ୍ୟଧିକ ଆବଶ୍ୟକତା ରହିଥିଲେ ବି ତାଲିବାନ୍‌ ଶାସନରେ ସେମାନଙ୍କ ଅଧିକାର କ୍ରମଶଃ ହ୍ରାସ ପାଇଆସିଛି।…

ଶିଶୁକନ୍ୟାଙ୍କୁ ବଳାତ୍କାର: ବାପା ଗିରଫ

କୁଚିଣ୍ଡା,୨୫ା୭(ବିରଞ୍ଚତ୍ ଦର୍କା): ମଦନିଶା କିଭଳି ମଣିଷକୁ ପିଶାଚ କରିଦିଏ ଏହାର ଏକ ଜ୍ୱଳନ୍ତ ଉଦାହରଣ ଦେଖିବାକୁ ମିଳିଛି ସମ୍ବଲପୁର ଜିଲା ମହୁଲପାଲି ଥାନା ଅଞ୍ଚଳରେ। ଜଣେ ବ୍ୟକ୍ତି ତାଙ୍କର ୬ ବର୍ଷୀୟା ଶିଶୁକନ୍ୟାକୁ ବଳାତ୍କାର କରିବା ଅଭିଯୋଗରେ ଗିରଫ ହୋଇଛନ୍ତି। ଆଉ…

ସାଇକେଲ ଷ୍ଟୋର, ଗୋଦାମରେ ଜିଏସ୍‌ଟି ଚଢ଼ାଉ

ବରଗଡ଼,୨୫।୭(ପ୍ରେମାନନ୍ଦ ଖମାରୀ): ବରଗଡ଼ ଥାନାଛକରେ ରହିଥିବା ମହାଲକ୍ଷ୍ମୀ ସାଇକେଲ ଷ୍ଟୋରରେ ଗୁରୁବାର ଜିଏସ୍‌ଟି ଚଢ଼ାଉ ହୋଇଥିଲା। ଟିକସ ଫାଙ୍କିଥିବା ଅଭିଯୋଗରେ ବରଗଡ଼ର ସିଟି ଜିଏସଟି ଡେପୁଟି କମିଶନର ନାଭିଦିତ୍ୟ ନାୟକଙ୍କ ତତ୍ତ୍ୱାବଧାନରେ ଏହି ଚଢ଼ାଉ ହୋଇଥିଲା। ସମ୍ପୃକ୍ତ ସାଇକେଲ ଷ୍ଟୋର ମାଲିକଙ୍କ…

ଛଅ ମାସ ନ ପୂରୁଣୁ ଭାଙ୍ଗିଲା ଚେକଡ୍ୟାମ

ବାଲିଗୁଡ଼ା,୨୫ା୭(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲା ବାଲିଗୁଡା ଉପଖଣ୍ଡ ଅଧୀନ କୋଟଗଡ଼ ବ୍ଲକ୍‌ ସୁବର୍ଣ୍ଣଗିରି ପଞ୍ଚାୟତର ପାଜୀକିରି ଓ ସିନ୍ଦିଗୁଡ଼ା ଗ୍ରାମରେ ଦୁର୍ନୀତିର ଗନ୍ଧ ବାରି ହୋଇଛି। ଜଳ ସଂଗୃହୀତ ଓ ମୃତ୍ତିକା ସଂରକ୍ଷଣ ବାବଦକୁ ଆସିଥିବା ଏକ କୋଟିରୁ ଅଧିକ…

ବଜେଟରେ ସ୍ବାସ୍ଥକୁ ଗୁରୁତ୍ୱ, ବ୍ୟୟବରାଦ ହେଲା ଏତିକି କୋଟି

ଭୁବନେଶ୍ୱର,୨୫।୭: ବିଧାନସଭାରେ ମୁଖ୍ୟମନ୍ତ୍ରୀ ମୋହନ ମାଝି ବଜେଟ ଉପସ୍ଥାପନ କରିଛନ୍ତି। ମୋଟ ୨ ଲକ୍ଷ ୬୫ ହଜାର କୋଟି ଟଙ୍କାର ବଜେଟ ଉପସ୍ଥାପନ କରିଛନ୍ତି ମୁଖ୍ୟମନ୍ତ୍ରୀ। ୨୦୨୩-୨୪ ତୁଳନାରେ ବଜେଟ ପରିମାଣ ୧୫% ଅଧିକ ରହିଛି। ବଜେଟରେ ଜନସ୍ବାସ୍ଥ୍ୟ ସେବା ପାଇଁ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri