Home Left

ସିରିଜ ଆରମ୍ଭରୁ ଶ୍ରୀଲଙ୍କା ଦଳକୁ ବଡ଼ ଧକ୍କା

ପାଲିକେଲ,୨୫ା୭: ଶନିବାରଠାରୁ ଆରମ୍ଭ ହେବାକୁଥିବା ଭାରତ ବିପକ୍ଷ ଆଗାମୀ ଅନ୍ତର୍ଜାତୀୟ ଟି୨୦ କ୍ରିକେଟ ସିରିଜରୁ ଶ୍ରୀଲଙ୍କା ପେସ୍‌ ବୋଲର ନୁଓ୍ବାନ ଥୁସାରା ବାଦ୍‌ ପଡ଼ିଛନ୍ତି। ବୁଧବାର ଟ୍ରେନିଂ ବେଳେ ତାଙ୍କର ଗୋଟିଏ ଆଙ୍ଗୁଠିରେ ଆଘାତ ଲାଗିଛି। ଯଦିଓ ତାଙ୍କର ଅଣ ବୋଲିଂ…

ବୁଥ କ୍ୟାପଚରିଂର ୯୦୦ ଅଭିଯୋଗରୁ ୮୭୫ ପଶ୍ଚିମବଙ୍ଗର! ଲୋକ ସଭାରେ ମନ୍ତ୍ରୀ ଉପସ୍ଥାପନ କଲେ…

ନୂଆଦିଲ୍ଲୀ,୨୫।୭: ସରକାର ଗୁରୁବାର (ଜୁଲାଇ ୨୫, ୨୦୨୪)ରେ କହିଛନ୍ତି ଯେ ନିକଟରେ ଅନୁଷ୍ଠିତ ଲୋକ ସଭା ଓ ବିଧାନସଭା ନିର୍ବାଚନ ସମୟରେ ମତଦାନ କେନ୍ଦ୍ରଗୁଡ଼ିକର ୯୨୫ ଅଭିଯୋଗ ଗ୍ରହଣ କରାଯାଇଥିଲା, ଯେଉଁଥିରୁ ସର୍ବାଧିକ ୮୭୫ ଅଭିଯୋଗ ପଶ୍ଚିମବଙ୍ଗରୁ ଆସିଥିଲା। ରାଜ୍ୟ ଆଇନ…

କେଶବ ପ୍ରସାଦ ମୌର୍ଯ୍ୟଙ୍କୁ ସମର୍ଥନ ଦେଲେ ଭାଜପା ବିଧାୟକ

ଲକ୍ଷ୍ନୌ,୨୫।୭: ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ଗୁରୁବାର ମେରୁଟ ଡିଭିଜନର ବିଧାୟକଙ୍କ ସହ ଏକ ବୈଠକ କରିଛନ୍ତି। ଏହି ବୈଠକ ପରେ ଗାଜିଆବାଦର ଲୋନି ବିଧାୟକ ନନ୍ଦ କିଶୋର ଗୁର୍ଜର ଉପ ମୁଖ୍ୟମନ୍ତ୍ରୀ କେଶବ ପ୍ରସାଦ ମୌର୍ଯ୍ୟଙ୍କ ବିଷୟରେ ଏକ ଆଶ୍ଚର୍ଯ୍ୟଜନକ ବିବୃତ୍ତି…

ବାଂଲାଦେଶରେ ହିଂସା ଯୋଗୁ ଭାରତ ଫେରିଲେ ୬୭୦୦ ଛାତ୍ର

ନୂଆଦିଲ୍ଲୀ,୨୫।୭: ବାଂଲାଦେଶରେ ଛାତ୍ରମାନଙ୍କ ଦ୍ୱାରା ଦେଶବ୍ୟାପୀ ବିରୋଧ ଯୋଗୁଁ ୬୭୦୦ରୁ ଅଧିକ ଭାରତୀୟ ଛାତ୍ର ବାଂଲାଦେଶରୁ ଭାରତ ଫେରିଛନ୍ତି। ଛାତ୍ରମାନଙ୍କୁ ଭାରତ ପଠାଇବାରେ ବାଂଲାଦେଶ ସରକାର ଏକ ଗୁରୁତ୍ୱପୂର୍ଣ୍ଣ ଭୂମିକା ଗ୍ରହଣ କରିଛନ୍ତି। ବୈଦେଶିକ ମନ୍ତ୍ରଣାଳୟର ମୁଖପାତ୍ର ରାଣନ୍ଧୀର ଜୈସୱାଲ ଏଠାରେ…

ପରିବା ଦର ଆକାଶ ଛୁଆଁ, ସଂସଦରେ ସରକାର କହିଲେ ଏହାର କାରଣ

ନୂଆଦିଲ୍ଲୀ,୨୫।୭: ଦେଶରେ ପନିପରିବା ଦର ଆକାଶଛୁଆଁ ହେଉଛି। ଆଳୁ, ପିଆଜ ଏବଂ ଟମାଟୋର ମୂଲ୍ୟ ଯଥେଷ୍ଟ ବୃଦ୍ଧି ପାଇଛି। ରୋଷେଇ ଘରେ ପ୍ରତିଦିନ ବ୍ୟବହୃତ ପନିପରିବା ଦର ୧୫ ରୁ ୫୮ପ୍ରତିଶତ ବୃଦ୍ଧି ପାଇଛି। ମୂଲ୍ୟ ବୃଦ୍ଧି ପଛରେ ଅନେକ କାରଣ…

ଚା’ ପିଇବା ବେଳେ ଲୋକଙ୍କୁ ଉପରକୁ ମାଡ଼ିଗଲା ଭ୍ୟାନ୍‌

ସୋନପୁର,୨୫।୭: ସୋନପୁର-ସମ୍ବଲପୁର ରାସ୍ତାର ମେଟାକାନି ମନ୍ଦିର ନିକଟରେ ଗୁରୁବାର ଏକ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି। ରାସ୍ତା କଡ଼ ଦୋକାନରେ ଚା’ ପିଇବା ବେଳେ ଏକ ପିକ୍‌ଅପ୍‌ ଭ୍ୟାନ ମାଡ଼ିଯାଇ ୩ଜଣଙ୍କ ମୃତ୍ୟୁ ଘଟିଛି। ଦୁର୍ଘଟଣାରେ ଜଣେ ଗୁରୁତର ହୋଇ ହସ୍ପିଟାଲରେ ଭର୍ତ୍ତି…

ମେଧାବୀ ଛାତ୍ରଛାତ୍ରୀମାନଙ୍କୁ ମାଗଣାରେ ମିଳିବ ଲାପ୍‌ଟପ୍; ଏତିକି କୋଟି ଟଙ୍କା ବ୍ୟୟବରାଦର କଲେ ସରକାର

ଭୁବନେଶ୍ୱର,୨୫।୭: ପ୍ରଥମ ଥର ରାଜ୍ୟରେ କ୍ଷମତାକୁ ଆସିଥିବା ଭାଜପା ସରକାର ବଜେଟରେ ଶିକ୍ଷା କ୍ଷେତ୍ର ପାଇଁ ୩୫ ହଜାର ୫ ଶହ ୩୬ କୋଟି ଟଙ୍କାର ବ୍ୟୟବରାଦ କରିଛନ୍ତି। ମେଧାବୀ ଛାତ୍ରଛାତ୍ରୀମାନଙ୍କୁ ଲାପ୍‌ଟପ୍ ବିତରଣ କରିବା ପାଇଁ “ଗୋଦାବରୀଶ ବିଦ୍ୟାର୍ଥୀ ପ୍ରୋତ୍ସାହନ”…

ସମସ୍ତଙ୍କୁ ମାଗଣାରେ ମିଳିବ ଚକ୍ଷୁ ଚିକିତ୍ସା; ଆରମ୍ଭ ହେଲା “ସୁରେନ୍ଦ୍ର ସାଏ ଦିବ୍ୟ ଦୃଷ୍ଟି ଯୋଜନା”

ଭୁବନେଶ୍ୱର,୨୫।୭: ରାଜ୍ୟରେ ସମସ୍ତଙ୍କୁ ମାଗଣାରେ ସାର୍ବଜନୀନ ବ୍ୟାପକ ଚକ୍ଷୁ ଯତ୍ନସେବା ଯୋଗାଇଦେବା ଉଦ୍ଦେଶ୍ୟରେ “ସୁରେନ୍ଦ୍ର ସାଏ ଦିବ୍ୟ ଦୃଷ୍ଟି ଯୋଜନା”ର ଶୁଭାରମ୍ଭ କରିଛନ୍ତି ମୋହନ ସରକାର। ଏହି ଯୋଜନା ଦ୍ୱାରା ମୋତିଆ ବିନ୍ଦୁ, ଗ୍ଲୁକୋମା ଓ କର୍ଣିଆର ଅସୁସ୍ଥତା କ୍ଷେତ୍ରରେ ଅସ୍ତ୍ରୋପଚାର…

ମାଗଣା ବିଜୁଳି ସେବା ପାଇଁ ସହାୟତା ଘୋଷଣା

ଭୁବନେଶ୍ୱର,୨୫।୭: ବିଧାନସଭାରେ ମୁଖ୍ୟମନ୍ତ୍ରୀ ମୋହନ ମାଝି ବଜେଟ ଉପସ୍ଥାପନ କରିଛନ୍ତି। ବଜେଟରେ ପ୍ରଧାନମନ୍ତ୍ରୀ ସୂର୍ଯ୍ୟଘର ଯୋଜନାରେ ମାଗଣା ବିଜୁଳି ସେବା ପାଇଁ ସହାୟତା ଘୋଷଣା କରିଛନ୍ତି। ଏକ କିଲୋୱାଟ ପ୍ରକଳ୍ପ ପାଇଁ କେନ୍ଦ୍ର ୩୦ ହଜାର ରିହାତି ଦେବ। ସେହିପରି ୨…

ଆସିଲା ‘ବିକଶିତ ଗାଁ ବିକଶିତ ଓଡ଼ିଶା’ ନୂଆ ଯୋଜନା

ଭୁବନେଶ୍ୱର,୨୫।୭: ୨୦୨୪-୨୫ ଆର୍ଥିକ ବର୍ଷ ପାଇଁ ଗୁରୁବାର ବିଧାନସଭାରେ ପୂର୍ଣ୍ଣାଙ୍ଗ ବଜେଟ ଉପସ୍ଥାପିତ ହୋଇଛି। ମୁଖ୍ୟମନ୍ତ୍ରୀ ତଥା ଅର୍ଥମନ୍ତ୍ରୀ ମୋହନ ଚରଣ ମାଝି ବିଧାନସଭାରେ ବଜେଟ ଉପସ୍ଥାପନ କରିଛନ୍ତି। ଏପରିକି ରାଜ୍ୟର ବିକାଶ ପାଇଁ କେତେକ ନୂଆ ଯୋଜନା ବଜେଟ୍‌ରେ ଉପସ୍ଥାପନ…

ବଜେଟରେ ବଡ଼ ଘୋଷଣା: ନବମ, ଏକାଦଶ ପିଲାଙ୍କୁ ମିଳିବ ଏତିକି ଟଙ୍କା

ଭୁବନେଶ୍ୱର,୨୫।୭: ବିଧାନସଭାରେ ମୁଖ୍ୟମନ୍ତ୍ରୀ ମୋହନ ମାଝି ବଜେଟ ଉପସ୍ଥାପନ କରିଛନ୍ତି। ମୋଟ ୨ ଲକ୍ଷ ୬୫ ହଜାର କୋଟି ଟଙ୍କାର ବଜେଟ ଉପସ୍ଥାପନ କରିଛନ୍ତି ମୁଖ୍ୟମନ୍ତ୍ରୀ। ବଜେଟରେ ମୁଖ୍ୟମନ୍ତ୍ରୀ ଶିକ୍ଷା ଏବଂ ଛାତ୍ରକୁ ଗୁରୁତ୍ୱ ଦେଇଛନ୍ତି। ଏଣିକି ସ୍କୁଲରେ ଡ୍ରପ ଆଉଟ…

କଟକ ଏସ୍‌ସିବି ପାଇଁ ବଜେଟ୍‌ରେ ହଜାରେ କୋଟି

ଭୁବନେଶ୍ୱର,୨୫।୭: ୨୦୨୪-୨୫ ଆର୍ଥିକ ବର୍ଷ ପାଇଁ ଗୁରୁବାର ବିଧାନସଭାରେ ପୂର୍ଣ୍ଣାଙ୍ଗ ବଜେଟ ଉପସ୍ଥାପିତ ହୋଇଛି। ମୁଖ୍ୟମନ୍ତ୍ରୀ ତଥା ଅର୍ଥମନ୍ତ୍ରୀ ମୋହନ ଚରଣ ମାଝି ବିଧାନସଭାରେ ବଜେଟ ଉପସ୍ଥାପନ କରିଛନ୍ତି। ରାଜ୍ୟରେ କୃଷି, ସ୍ବାସ୍ଥ୍ୟସେବାକୁ ଗୁରୁତ୍ୱ ଦିଆଯାଇଛି। ସ୍ବାସ୍ଥ୍ୟ ଭିତ୍ତିଭୂମି ବିକାଶ ପାଇଁ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri