Home Left

ଶନିବାର ଭାଜପା ବିଧାୟକ ଦଳ ବୈଠକ ସମ୍ଭାବନା, ମୁଖ୍ୟମନ୍ତ୍ରୀ ନାଁରେ ଲାଗିପାରେ ମୋହର

ଭୁବନେଶ୍ୱର,୭।୬: ବିଧାନସଭା ଫଳାଫଳ ପ୍ରକାଶ ପାଇବାର ତିନି ଦିନ ବିତି ଯାଇଥିଲେ ମଧ୍ୟ କିଏ ଓଡ଼ିଶାର ପରବର୍ତ୍ତୀ ମୁଖ୍ୟମନ୍ତ୍ରୀ ହେବ ବହୁମତ ପାଇଥିବା ଭାରତୀୟ ଜନତା ପାର୍ଟି ତାହା ଏପର୍ଯ୍ୟନ୍ତ ନିର୍ଣ୍ଣୟ କରିପାରି ନାହିଁ। ତେବେ ବିଶେଷ ସୂତ୍ରରୁ ମିଳିଥିବା ଖବର…

ରାଷ୍ଟ୍ରପତିଙ୍କୁ ଭେଟି ସରକାର ଗଠନ ନେଇ ଦାବି ଉପସ୍ଥାପନ କଲେ ମୋଦି

ନୂଆଦିଲ୍ଲୀ,୭।୬: ନ୍ୟାଶନାଲ ଡେମୋକ୍ରାଟିକ ଆଲାଏନ୍ସର ସଂସଦୀୟ ଦଳ ବୈଠକରେ ଶୁକ୍ରବାର ନରେନ୍ଦ୍ର ମୋଦିଙ୍କୁ ଏନ୍‌ଡିଏ ଦଳର ନେତା ଚୟନ କରାଯାଇଛି। ନେତା ଚୟନ ପରେ ପ୍ରଧାନମନ୍ତ୍ରୀ ମୋଦି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କୁ ଭେଟିଛନ୍ତି। ଏହି ଅବସରରେ ପ୍ରଧାନମନ୍ତ୍ରୀ ମୋଦି ରାଷ୍ଟ୍ରପତିଙ୍କୁ ପୁଷ୍ପଗୁଚ୍ଛ…

କାନ୍ଦୁଛନ୍ତି ଏଲିନା ଦାଶ, କାନ୍ଦି କାନ୍ଦି ନବୀନଙ୍କୁ…

ଭୁବନେଶ୍ୱର,୭।୬: ଅଭିନୟରୁ ରାଜନୀତିକୁ ଏଣ୍ଟ୍ରି ମାରିଥିବା ଏଲିନା ଦାଶ କାନ୍ଦୁଛନ୍ତି। ଯାହାର ଭିଡିଓ ଏବେ ସୋସିଆଲ ମିଡିଆରେ ଭାଇରାଲ ହେଉଛି। ଭିଡିଓଟି ମୋବାଇଲରୁ ମୋବାଇଲ ଘୂରି ବୁଲୁଛି। ଭାଇରାଲ ଭିଡିଓରେ ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟଙ୍କୁ ସାର୍‌ ବୋଲି ସମ୍ବୋଧନ କରୁଛନ୍ତି।…

ମୋଦି ଧନ୍ୟବାଦ ଦେବାରୁ ଚାଇନାକୁ ଲାଗିଲା ଝଟ୍‌କା

ନୂଆଦିଲ୍ଲୀ,୭।୬: ଲୋକ ସଭା ନିର୍ବାଚନରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ବିଜୟକୁ ନେଇ ସାରା ବିଶ୍ୱରୁ ଅଭିନନ୍ଦନ ବାର୍ତ୍ତା ଆସୁଛି। ଏହି ସମୟରେ ତାଇୱାନର ରାଷ୍ଟ୍ରପତି ଲାଇ ଚିଙ୍ଗ-ଟି ମଧ୍ୟ ମୋଦିଙ୍କୁ ଶୁଭେଚ୍ଛା ଜଣାଇଛନ୍ତି, ଯାହାକୁ ପ୍ରଧାନମନ୍ତ୍ରୀ ଧନ୍ୟବାଦ ଜଣାଇଛନ୍ତି … ଏହି…

ମୁଖ୍ୟମନ୍ତ୍ରୀଙ୍କୁ ଲାଗିପାରେ ବଡ଼ ଝଟକା, ବିରୋଧୀ ଦଳକୁ ଯିବେ ୬ ବିଧାୟକ!

ମୁମ଼୍ବାଇ, ୭ା୬: ଲୋକସଭା ନିର୍ବାଚନ ଫଳ ଆସିବା ପରେ ମହାରାଷ୍ଟ୍ରର ରାନଜନୈତିକ ସ୍ଥିତି ସରଗରମ ହୋଇଛି। ବର୍ତ୍ତମାନର ଶାସନରେ ଥିବା ଶିନ୍ଦେ ଦଳକୁ ହାର୍‌ର ସାମ୍ନା କରିବାକୁ ପଡ଼ିଛି। ପୂର୍ବରୁ ଶିନ୍ଦେ ଗୋଷ୍ଠୀ ଅଧୀନରେ ରହିଥିବା ଆସନ ମଧ୍ୟ ଚଳିତ ନିର୍ବାଚନରେ…

ବଜ୍ରପାତରେ ଚାଲିଗଲା ଫାଇନାନ୍ସ କର୍ମଚାରୀଙ୍କ ଜୀବନ, ୨ ଗୁରୁତର

କାମାକ୍ଷାନଗର,୬।୭: ଢେଙ୍କାନାଲ ଜିଲା କାମାକ୍ଷାନଗର ରଙ୍ଗାଲି ବାମପାଶର୍‌ବ କୋନାଲ ନିକଟସ୍ଥ ବାଘୁଆ ଗ୍ରାମରେ ଶୁକ୍ରବାର ଏକ ଅଘଟଣ ଘଟିଛି। ବଜ୍ରପାତରେ ଜଣେ ଫାଇନାନ୍ସ କର୍ମଚାରୀଙ୍କ ମୃତ୍ୟୁ ଘଟିଛି। ଏଥିରେ ଅନ୍ୟ ୨ଜଣ ଗୁରୁତର ହୋଇଛନ୍ତି। ଗୁରୁତରଙ୍କୁ ଉଦ୍ଧାର କରି ସ୍ଥାନୀୟ ଡାକ୍ତରଖାନାରେ…

ଲକ୍ଷ୍ମୀବସ୍‌ ଡ୍ରଇଭରଙ୍କୁ ମାଡ଼, ବେକ ଓ ହାତରେ ଲାଗିଛି ଆଘାତ

ବାସୁଦେବପୁର,୬।୭: ଲକ୍ଷ୍ମୀ ବସ୍‌କୁ ନେଇ ବିଭିନ୍ନ ଘଟଣା ଦେଖିବାକୁ ମିଳିଥିବାବେଳେ ଶୁକ୍ରବାର ଆଉ ଏକ ମାମଲା ସାମ୍ନାକୁ ଆସିଛି। ବାସୁଦେବପୁରରେ ଲକ୍ଷ୍ମୀ ବସକୁ ଅଟକାଇଇ ଡ୍ରାଇଭରକୁ ମାଡ଼ ମାରିଛନ୍ତି ୨ ଯୁବକ। ଆର୍ତ୍ତୁଂ ଛକ ନିକଟରେ ବାଇକରେ ଆସି ଡ୍ରାଇରଙ୍କୁ ଏପରି…

କ୍ରମାଗତ ଅଷ୍ଟମ ଥର ପାଇଁ ରେପୋ ରେଟ୍ ଅପରିବର୍ତ୍ତିତ ରଖିଲା ଆରବିଆଇ

ମୁମ୍ବାଇ,୭।୬: ପୁଣିଥରେ ରିଜର୍ଭ ବ୍ୟାଙ୍କ ରେପୋ ରେଟ୍‌‌ ଅପରିବର୍ତ୍ତିତ ରଖିଛନ୍ତି । ଶୁକ୍ରବାର ଦ୍ୱିମାସିକ ମୁଦ୍ରାନୀତି ସମୀକ୍ଷା ପରେ ରେପୋ ରେଟ୍‌‌ ପୂର୍ବ ଭଳି ୬ ଦଶମିକ ୫ ପ୍ରତିଶତ ରଖାଯାଇଛି । କ୍ରମାଗତ ଭାବେ ଅଷ୍ଟମଥର ଲାଗି ରିଜର୍ଭ ବ୍ୟାଙ୍କ…

ନୂଆ ସରକାର ପ୍ରଭାବ, ସମସ୍ତ ରେକର୍ଡ ଭାଙ୍ଗିଲା ସେୟାର ମାର୍କେଟ୍‌

ମୁମ଼୍ବାଇ, ୭ା୬: ଦେଶରେ ପୁଣିଥରେ ମୋଦି ସରକାର ଏବଂ ରିଜର୍ଭ ବ୍ୟାଙ୍କ୍‌ର ନିଷ୍ପତ୍ତିର ପ୍ରଭାବ ସେୟାର ବଜାର ଉପରେ ପଡ଼ିଥିବା ଦେଖିବାକୁ ମିଳିଛି।  ଷ୍ଟକ୍‌ ଏକ୍ସଚେଞ୍ଜ ସେନ୍‌ସେକ୍ସର ସୂଚକାଙ୍କ ୧୭୦୦ ଅଙ୍କ ବୃଦ୍ଧି ସହିତ ସମସ୍ତ ପୂର୍ବ ରେକର୍ଡ ଭାଙ୍ଗିଛି। ସେନ୍‌ସେକ୍ସ…

ଭାଜପା କର୍ମୀ ହତ୍ୟା ମାମଲା: ରାଜକୋଟରୁ ଧରାପଡ଼ିଲେ ଆଉ ୨ ଅଭିଯୁକ୍ତ

ଛତ୍ରପୁର,୭।୬(ସନ୍ତୋଷ ପାଢ଼ୀ): ଗଞ୍ଜାମ ଜିଲା ଖଲ୍ଲିକୋଟ ଥାନା ଅଧୀନ ଶ୍ରୀକୃଷ୍ଣଶରଣପୁର ପଞ୍ଚାୟତରେ ଭାଜପା କର୍ମୀ ଦୀଲିପ ପାହାନ ହତ୍ୟାକାଣ୍ଡରେ ଜଡିତ ଦୁଇ ଅଭିଯୁକ୍ତ ଖଲ୍ଲିକୋଟ ପୋଲିସ ଗିରଫ କରିଛି । ଫଳରେ ଗିରଫ ଅଭିଯୁକ୍ତ ସଂଖ୍ୟା ୧୯କୁ ବୃଦ୍ଧି ପାଇଛି। ଅଭିଯୁକ୍ତମାନଙ୍କୁ…

ଏନଇଇଟି(ୟୁଜି) ପରୀକ୍ଷା ଅନିୟମିତତା ଅଭିଯୋଗ ଉପରେ ଏନଟିଏର ପ୍ରତିକ୍ରିୟା ଲୋଡିଲେ କଲିକତା ହାଇକୋର୍ଟ

ନୂଆଦିଲ୍ଲୀ,୭।୬: ୨୦୨୪ NEET (UG) ପରୀକ୍ଷା ପରିଚାଳନା କରୁଥିବା ବେଳେ ଅନିୟମିତତା ହୋଇଥିବା ପ୍ରଶ୍ନ ଉପରେ କଲିକତା ହାଇକୋର୍ଟ ନ୍ୟାସନାଲ ଟେଷ୍ଟିଂ ଏଜେନ୍ସି (ଏନଟିଏ) ରୁ ଜବାବ ମାଗିଛନ୍ତି। ଜଷ୍ଟିସ ଅପୂର୍ବ ସିହ୍ନା ରାୟ ଏବଂ କୌସିକ ଚନ୍ଦାଙ୍କ ଏକ ଡିଭିଜନ…

ଆମେରିକାଠାରୁ ଲଜ୍ଜାଜନକ ପରାଜୟ ପରେ ପାକିସ୍ତାନ ଉପରେ ଲାଗିଲା ବଲ୍ ଟାମ୍ପରିଂ ଅଭିଯୋଗ

ଟେକ୍ସାସ,୭।୬: ଚଳିତ ଟି-୨୦ ବିଶ୍ୱକପରେ ପାକିସ୍ତାନ ଆମେରିକା ଭଳି ନବାଗତ ଦଳଠାରୁ ଲଜ୍ଜାଜନକ ପରାଜୟର ସମ୍ମୁଖୀନ ହୋଇଛି। ଏହାପରେ ପ୍ରଶଂସକମାନେ ଏବଂ ପୂର୍ବତନ ବରିଷ୍ଠ ଖେଳାଳିମାନେ ବାବର ଆଜମଙ୍କ ଦଳକୁ କଡ଼ା ସମାଲୋଚନ କରୁଛନ୍ତି। ତେବେ ଏତିକିରେ ପାକିସ୍ତାନ ପାଇଁ ସମସ୍ୟା…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri