Home Left

AAPରେ ସାମିଲ ହେବେ UPSCର ଲୋକପ୍ରିୟ ଶିକ୍ଷକ ଅବଧ ଓଝା? ଦିଲ୍ଲୀରୁ ନିର୍ବାଚନ ଲଢ଼ିବା ନେଇ ଚର୍ଚ୍ଚା

ନୂଆଦିଲ୍ଲୀ,୨।୧୨: ରାଜନୀତିରେ ଏଣ୍ଟ୍ରି କରିବାକୁ ଯାଉଛନ୍ତି ୟୁପିଏସ୍‌ସିର ଖ୍ୟାତନାମା ଶିକ୍ଷକ ତଥା ମୋଟିଭେସନାଲ ସ୍ପିକର୍‌ ଅବଧ ଓଝା। ସୋମବାର ସେ ଆମ୍‌ ଆଦ୍‌ମୀ ପାର୍ଟିରେ ଯୋଗ ଦେବେ। ଦଳ ପକ୍ଷରୁ ଖବରଦାତା ସମ୍ମିଳନୀ କରି ଏନେଇ ଘୋଷଣା କରାଯିବ। ତେବେ ଦିଲ୍ଲୀ…

ଝରିଗାଁରେ ଘନକୁହୁଡ଼ି ସହ ଶୀତ ଲହରୀ, ଚା’ର ମଜା ନେଉଛନ୍ତି ଲୋକେ

ଝରିଗାଁ,୧ା୧୨(କିଶୋର ଚନ୍ଦ୍ର ମଣ୍ଡଳ): ଚଳିତବର୍ଷ ବିଳମ୍ବରେ ଶୀତ ଆସିଥିଲେ ମଧ୍ୟ ଘନକୁହୁଡ଼ି ସହ ଶୀତର ଲହରୀ ଦେଖାଦେଇଛି। ନବରଙ୍ଗପୁର ଜିଲା ଝରିଗାଁ ବ୍ଲକରେ ଗତ ତିନିଦିନ ହେବ ଘନକୁହୁଡ଼ି ସକାଳ ୯ଟା ପର୍ଯ୍ୟନ୍ତ ପଡୁଥିବାରୁ ଯାତାୟାତ କରୁଥିବା ଯାନବାହନ ଚଳାଚଳରେ ବାଧା…

ଦାଦନ ଖଟିବାକୁ ଯାଇ ସନ୍ଦେହଜନକ ମୃତ୍ୟୁ: ରେଳ ଟ୍ରାକରୁ ମୃତଦେହ ଜବତ

ଦାରିଙ୍ଗବାଡି,୨।୧୨(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ଅଞ୍ଚଳରୁ ଅନେକ ଲୋକ ଦାଦନ ଖଟିବାକୁ ଯାଇ ମୃତ୍ୟୁର ଶିକାର ହେଉଥିବା ନଜିର ରହିଛି। ଜଣେ ଜନଜାତି ସମ୍ପ୍ରଦାୟର ଯୁବକ ଦାଦନ ଖଟିବାକୁ ରାଜ୍ୟ ବାହାରକୁ ଯାଇଥିଲେ। ମାତ୍ର ଗୋଟିଏ ଦିନ କାମ…

ଛାଡପତ୍ର ଖବର ମଧ୍ୟରେ ବିବାହିତ ପୁରୁଷଙ୍କୁ ଏମିତି ଉପଦେଶ ଦେଲେ ଅଭିଷେକ

ମୁମ୍ବାଇ: ବଲିଉଡ ଅଭିନେତ୍ରୀ ଐଶ୍ୱର୍ଯ୍ୟା ରାୟ ବଚ୍ଚନ ଅଭିଷେକ ବଚ୍ଚନଙ୍କ ସହ ତାଙ୍କ ବ୍ୟକ୍ତିଗତ ଜୀବନ ବିଷୟରେ ଦୀର୍ଘ ଦିନ ଧରି ଖବରରେ ରହିଛନ୍ତି। ଦମ୍ପତିଙ୍କ ବିବାହକୁ ନେଇ ସୋସିଆଲ ମିଡିଆରେ ଅନେକ ଗୁଜବ ପ୍ରଚାରିତ ହେଉଛି। ତେବେ ଏହି ଖବର…

ବାଇଡେନଙ୍କ ୟୁଟର୍ନ, ପୁଅ ସମ୍ପୂର୍ଣ୍ଣ ଦୋଷମୁକ୍ତ

ଓ୍ବାଶିଂଟନ,୨।୧୨: ବେଆଇନ ବନ୍ଧୁକ ରଖିବା ଏବଂ ଆୟକର ଛାଡ ମାମଲାରେ ଆମେରିକାର ରାଷ୍ଟ୍ରପତି ଜୋ ବାଇଡେନ ତାଙ୍କ ପୁଅକୁ କ୍ଷମା କରିଛନ୍ତି। ଡିସେମ୍ବର ୧ରେ ଏକ ବିବୃତ୍ତି ଦେଇ ରାଷ୍ଟ୍ରପତି ଏ ସମ୍ପର୍କରେ ସୂଚନା ଦେଇଛନ୍ତି। ତେବେ ବାଇଡେନଙ୍କ ଏହି ନିଷ୍ପତ୍ତିକୁ…

ରୋଗୀଙ୍କୁ ଦିଆଯାଉଛି ଏକ୍ସପାଏରି ରକ୍ତ

ନୀଳଗିରି, ୨।୧୨(ପ୍ରଶାନ୍ତ ବିଶ୍ୱାଳ): ବାଲେଶ୍ୱର ଜିଲା ନୀଳଗିରି ଉପଖଣ୍ଡ ମେଡ଼ିକାଲରେ ପ୍ରସବ ପରେ ଜଣେ ମହିଳାଙ୍କୁ ଏକ୍ସପାଏରୀ ରକ୍ତ ଦିଆଯାଉଥିବା ପରିବାର ଲୋକେ ଅଭିଯୋଗ ଆଣିଛନ୍ତି। ନୀଳଗିରି ଏନ୍‌ଏସି ୮ନଂ. ୱାର୍ଡ଼ର ରବୀନ୍ଦ୍ର କୁଅଁରଙ୍କ ସ୍ତ୍ରୀ ସସ୍ମିତାଙ୍କ ଗତ ସୋମବାର ସିଜରିଂ…

ପରିତ୍ୟକ୍ତ ଅବସ୍ଥାରେ ଶବଦାହ କେନ୍ଦ୍ର

ଆଗରପଡ଼ା,୨।୧୨(ସୁଶାନ୍ତ ଦାଶ): ଭଦ୍ରକ ଜିଲା ଆଗରପଡ଼ା ଥାନା ଅନ୍ତର୍ଗତ ପୁରୁଷଣ୍ଢ ମେଳନ ପଡ଼ିଆ ଶ୍ମଶାନରେ ନିର୍ମାଣ ହୋଇଥିବା ଶବଦାହ କେନ୍ଦ୍ର ଅତ୍ୟନ୍ତ ପରିତ୍ୟକ୍ତ ଅବସ୍ଥାରେ ପଡ଼ି ରହିଛି। ରକ୍ଷଣାବେକ୍ଷଣ ଅଭାବରୁ କେନ୍ଦ୍ର ମଧ୍ୟରେ କଣ୍ଟା ଗଛ ଲତାରେ ଭରି ରହିଛି। ତା…

ଦିଶାହୀନ କଂଗ୍ରେସ ଅଯଥା ପ୍ରଳାପ କରୁଛି: ଭାଜପା ଯୁବମୋର୍ଚ୍ଚା

ଭୁବନେଶ୍ୱର,୨।୧୨(ସୁନିତ୍‌ ମିଶ୍ର): ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଲଗାତର ୩ ଦିନ ଧରି ରାଜ୍ୟର ରାଜଧାନୀରେ ଉପସ୍ଥିତ ରହି ବିଭିନ୍ନ ସରକାରୀ ଓ ଦଳୀୟ କାର୍ଯ୍ୟକ୍ରମରେ ଯୋଗ ଦେଇଛନ୍ତି। ସେ ତାଙ୍କ ଗସ୍ତ ଶେଷ କରି ରାଜ୍ୟରୁ ବାହୁଡ଼ିଛନ୍ତି। ସେ ଓଡ଼ିଶାରେ ୩…

ଚର୍ଚ୍ଚାରେ ରାଜ୍ୟ ସଭା ସଦସ୍ୟ ଦେବାଶିଷ ସାମନ୍ତରାୟ: ବିଡିଓଙ୍କୁ ରିପୋର୍ଟ ମାଗିଲା ଡିପିଏମ୍‌ୟୁ ଅଫିସ

ଭବାନୀପାଟଣା,୨।୧୨(ଉତ୍ତମ କୁମାର ଦାଶ): ରାଜ୍ୟ ସଭା ଏମ୍‌ପି ତଥା କଟକ-ବାରବାଟୀର ପୂର୍ବତନ ବିଧାୟକ ଦେବାଶିଷ ସାମନ୍ତରାୟ କଳାହାଣ୍ଡି ଜିଲା ଜୁନାଗଡ଼ ବ୍ଲକର ୨ଟି ପଞ୍ଚାୟତକୁ ୧ କୋଟି ଟଙ୍କା ଆର୍ଥିକ ଅନୁଦାନ ଦେଉଥିବା ଘଟଣା ଏବେ ଜିଲାରେ ଚର୍ଚ୍ଚାର ବିଷୟ ହୋଇଛି।…

ମୁଁ ମୁଖ୍ୟମନ୍ତ୍ରୀ ହେବି, ଦେବେନ୍ଦ୍ର ଫଡନାଭିସ ମୁଖ୍ୟମନ୍ତ୍ରୀ ହେବାର ଖବର ଆସିବା ପରେ କାହିଁକି ଏମିତି କହିଲେ ଶିନ୍ଦେ

ମୁମ୍ବାଇ,୨।୧୨: ମହାରାଷ୍ଟ୍ରରେ ବିଧାନସଭା ନିର୍ବାଚନରେ ମହାୟୁତୀ ବିଜୟୀ ହୋଇଛି। କିନ୍ତୁ ଏହା ପରେ ମୁଖ୍ୟମନ୍ତ୍ରୀ କିଏ ହେବେ ତାକୁ ନେଇ ନେଇ ଏବେ ବିବାଦ ଲାଗି ରହିଛି। ଶିବସେନା ନେତା ତଥା କାର୍ଯ୍ୟକାରୀ ମୁଖ୍ୟମନ୍ତ୍ରୀ ଏକନାଥ ଶିନ୍ଦେ ତାଙ୍କ ପଦ ଛାଡିବାକୁ…

ଅଭିନୟରୁ ସନ୍ନ୍ୟାସ ନେଇ ଘୋଷଣା କରି ଚମକାଇଲେ ଅଭିନେତା ବିକ୍ରାନ୍ତ ମେସି, ୨୦ ବର୍ଷ କ୍ୟାରିୟରରେ ପଡ଼ିଲା ପୂର୍ଣ୍ଣଚ୍ଛେଦ

ବମ୍ବେ: ଅଭିନୟରୁ ସନ୍ନ୍ୟାସ ଘୋଷଣା କଲେ ଚର୍ଚ୍ଚିତ ବଲିଉଡ୍‌ କଳାକାର ବିକ୍ରାନ୍ତ ମେସି। ନିକଟରେ ତାଙ୍କ ଫିଲ୍ମ ‘ଦ ସାବରମତି ରିପୋର୍ଟ’ ରିଲିଜ ହୋଇଥିଲା। ଏଥିରେ ତାଙ୍କ ଚରିତ୍ର ସମସ୍ତଙ୍କ ହୃଦୟ ଜିତିବାରେ ସଫଳ ହୋଇଥିଲା। ଫିଲ୍ମକୁ ନେଇ ଚର୍ଚ୍ଚା ଥମି…

ଉତ୍ତର ପ୍ରଦେଶରୁ ଆସୁଛି ୩୦୦ ଟ୍ରକ୍‌ ଆଳୁ: ଯୋଗାଣ ମନ୍ତ୍ରୀ

ଭୁବନେଶ୍ୱର,୨।୧୨(ସୁନିତ୍‌ ମିଶ୍ର): ପଶ୍ଚିମବଙ୍ଗ ସରକାର ଓଡ଼ିଶାକୁ ଆଳୁ ଗାଡ଼ି ଛାଡ଼ିବା ଲାଗି ମନା କରିବା ପରେ ରାଜ୍ୟରେ ବର୍ତ୍ତମାନ ସାଧାରଣ ଖାଉଟିଙ୍କ ହାଣ୍ଡିଶାଳ ଉପରେ ମାଡ଼ ହୋଇଛି। ଆଳୁ ଯୋଗାଣରେ ବାଧା ସୃଷ୍ଟି ହେବାପରେ ଖାଉଟିଙ୍କୁ ଅନେକ ସ୍ଥାନରେ ଏବେ ଆଳୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?