ଆଜି ୩ ଘଣ୍ଟା ବନ୍ଦ ରହିବ ମହାପ୍ରଭୁଙ୍କ ଦର୍ଶନ
ପୁରୀ,୨୪।୭: ଶ୍ରୀମନ୍ଦିରରେ ଆଜି ମହାପ୍ରଭୁଙ୍କ ବନକଲାଗି ଅନୁଷ୍ଠିତ ହେବ। ବନକଲାଗି ନୀତି ଗୁପ୍ତନୀତି ହୋଇଥିବାରୁ ୩ ଘଣ୍ଟା ସର୍ବସାଧାରଣ ଦର୍ଶନ ବନ୍ଦ ରହିବ ବୋଲି ବୁଧବାର ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ସୂଚନା ଦିଆଯାଇଛି। ଦ୍ୱିତୀୟ ଭୋଗମଣ୍ଡପ ଭୋଗ ଶେଷ ହେବା ପରେ…
୮ ଜଣିଆ ଟାସ୍କଫୋର୍ସ ଗଠନ କଲେ ମୁଖ୍ୟମନ୍ତ୍ରୀ, କୃଷ୍ଣଚନ୍ଦ୍ର ମହାପାତ୍ରଙ୍କୁ ଦେଲେ…
ଭୁବନେଶ୍ୱର,୨୪।୭: ଉତ୍ତର ଓଡ଼ିଶା ବିକାଶ ପରିଷଦ ଗଠନ ନିମନ୍ତେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝି ଏକ ଟାସ୍କଫୋର୍ସ ଗଠନ କରିଛନ୍ତି। ଗୃହ ନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ କୃଷ୍ଣଚନ୍ଦ୍ର ମହାପାତ୍ର ଏହି ଟାସ୍କ ଫୋର୍ସର ଅଧ୍ୟକ୍ଷ ଭାବେ ନିଯୁକ୍ତ କରାଯାଇଛି।…
ଏନ୍ଇଇଟି-ୟୁଜି ଉପରେ ସୁପ୍ରିମକୋର୍ଟଙ୍କ ରାୟ ସତ୍ୟର ବିଜୟ: ଧର୍ମେନ୍ଦ୍ର
ଭୁବନେଶ୍ୱର, ୨୪।୭(ସୁନିତ୍ ମିଶ୍ର): ଏନ୍ଇଇଟି୍-ୟୁଜି ପୁନଃ ପରୀକ୍ଷା ହେବ ନାହିଁ ବୋଲି ସୁପ୍ରିମ୍କୋର୍ଟ କହିବା ପରେ କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ପ୍ରତିକ୍ରିୟା ପ୍ରକାଶ କରିଛନ୍ତି। ନୂଆଦିଲ୍ଲୀରେ ଏହି ପ୍ରସଙ୍ଗରେ ମଙ୍ଗଳବାର ଏକ ଖବରଦାତା ସମ୍ମିଳନୀରେ ସେ କହିଛନ୍ତି, ସୁପ୍ରିମକୋର୍ଟ ଦେଇଥିବା…
ନିଯୁକ୍ତି, ଦକ୍ଷତା ବିକାଶକୁ ଗୁରୁତ୍ୱ ଦେଲେ ମୋଦି ସରକାର, ଏଥର ମିଳିବ ଚାକିରି
ନୂଆଦିଲ୍ଲୀ,୨୪।୦୭: ଅର୍ଥମନ୍ତ୍ରୀ ନିର୍ମଳା ସୀତାରାମନ୍ ମଙ୍ଗଳବାର ଲୋକ ସଭାରେ ଉପସ୍ଥାପନ କରିଥିବା ବଜେଟରେ ନିଯୁକ୍ତି, ଦକ୍ଷତା ବିକାଶକୁ ସର୍ବାଧିକ ଗୁରୁତ୍ୱ ଦେଇଛନ୍ତି। ୪.୧ କୋଟି ଯୁବବର୍ଗଙ୍କ ନିମନ୍ତେ ବିଭିନ୍ନ ଯୋଜନା ପାଇଁ ବଜେଟରେ ୨ ଲକ୍ଷ କୋଟି ଟଙ୍କା ରଖାଯାଇଛି। ସରକାର ୯ଟି…
ଅପରାଜିତାଙ୍କୁ ମିଳିଲା ବଡ଼ ଦାୟିତ୍ୱ
ଭୁବନେଶ୍ୱର,୨୪।୭: ଭାଜପା ଏମ୍ପି ଅପରାଜିତା ଷଡ଼ଙ୍ଗୀ ହେଲେ ଏସିଆ ପାସିଫିକ ଗ୍ରୁପ IPU ଉପସଭାପତି। ଅପରାଜିତା IPU କାର୍ଯ୍ୟକାରୀ କମିଟି ଦ୍ବାରା ମନୋନୀତ ହୋଇଥିବା ସୂଚନା ମିଳିଛି। ତେବେ ସେ ବାଚସ୍ପତି ଓମ ବିର୍ଲାଙ୍କ ମାଧ୍ୟମରେ ସୂଚନା ପାଇଥିବା ସୋସିଆଲ ମିଡିଆ…
ପଦ୍ମଶ୍ରୀ କମଳା ପୂଜାରୀଙ୍କ ମୃତ୍ୟୁ ପଛରେ ରହିଛି ଷଡଯନ୍ତ୍ର! ବିଜେଡି କହିଲା…
ଭୁବନେଶ୍ୱର,୨୪।୭: ପଦ୍ମଶ୍ରୀ କମଳା ପୂଜାରୀଙ୍କ ମୃତ୍ୟୁକୁ ନେଇ ବଡ଼ ଅଭିଯୋଗ ଆଣିଛି। କମଳା ପୂଜାରୀଙ୍କ ମୃତ୍ୟୁ ପଛରେ ଷଡଯନ୍ତ୍ର ରହିଛି ବୋଲି ବିଜେଡି ବିଜେଡି ମୁଖପାତ୍ର ତଥା ଏମପି ସୁଲତା ଦେଓ ଦାବି କରିଛନ୍ତି। ସେ ସୋସିଆଲ ମିଡିଆରେ ଏକ ଭିଡିଓରେ…
ଦୁର୍ଦ୍ଦିନରେ ବିସ୍ଥାପିତ ଗାଡ଼ି ମାଲିକ
ଯାଜପୁର,୨୪।୭(ହର୍ଷବର୍ଦ୍ଧନ ବେହେରା): କଳିଙ୍ଗନଗର ଶିଳ୍ପାଞ୍ଚଳ ଓ ସୁକିନ୍ଦା ଖଣି ଅଞ୍ଚଳରେ ରାଜ୍ୟ ବାହାର ପରିବହନ ଠିକାସଂସ୍ଥାକୁ ଅଧିକ ପ୍ରାଧାନ୍ୟ ମିଳିଥିବାରୁ ସ୍ଥାନୀୟ ତଥା ଶିଳ୍ପ ବିସ୍ଥାପିତ ଟ୍ରକ ମାଲିକମାନେ ଏବେ ଦୁର୍ଦ୍ଦିନରେ କାଳାତିପାତ କରୁଛନ୍ତି। ସ୍ଥାନୀୟ ଗାଡ଼ି ମାଲିକଙ୍କ ରୋଜଗାରକୁ ବନ୍ଦ…
ବଜେଟରେ ସ୍ଥାନ ପାଇଲା ନାହିଁ ଯାଜପୁର ରୋଡ୍-ଧାମରା ରେଳ ପ୍ରକଳ୍ପ
ଯାଜପୁର,୨୪।୭(ହର୍ଷବର୍ଦ୍ଧନ ବେହେରା) : ଯାଜପୁର ରୋଡ ରେଳଷ୍ଟେଶନଠାରୁ ଧାମରା ବନ୍ଦର ଭାୟା ଯାଜପୁର ଟାଉନ ଓ ଆରଡି ୯୬ କି.ମି. ବିଶିଷ୍ଟ ପ୍ରସ୍ତାବିତ ନୂତନ ରେଳପଥ ନିର୍ମାଣ ପାଇଁ ୨୯୯୬ କୋଟି ୮୧ ଲକ୍ଷ ୪୫ ହଜାର ୧୨୩ ଟଙ୍କା ଅଟକଳ…
ଗ୍ରାମାଞ୍ଚଳ ଜମି ପାଇଁ ଭୂ-ଆଧାର ବ୍ୟବସ୍ଥା କରିବେ କେନ୍ଦ୍ର ସରକାର
ନୂଆଦିଲ୍ଲୀ, ୨୪।୦୭: କେନ୍ଦ୍ର ଅର୍ଥ ମନ୍ତ୍ରୀ ନିର୍ମଳା ସୀତାରାମନ୍ ମଙ୍ଗଳବାର ସଂସଦରେ କେନ୍ଦ୍ରୀୟ ବଜେଟ ୨୦୨୪-୨୫ ଉପସ୍ଥାପନ କରି କହିଛନ୍ତି ଯେ ଉଭୟ ଗ୍ରାମାଞ୍ଚଳ ଏବଂ ସହରାଞ୍ଚଳରେ ଭୂମି ସମ୍ପର୍କିତ ସଂସ୍କାର ଏବଂ ଅନ୍ୟାନ୍ୟ କାର୍ଯ୍ୟକୁ ଆଗାମୀ ୩ ବର୍ଷ ମଧ୍ୟରେ…
ଶ୍ରେଣୀଗୃହରେ ଛତା ଧରି ବସିଲେ ଛାତ୍ରୀଛାତ୍ର
ଖମାର,୨୪।୭ (ରଜନୀକାନ୍ତ ମହାରଣା): ଅନୁଗୋଳ ଜିଲା ପାଲଲହଡା ଉପଖଣ୍ଡ ଶଙ୍ଖମୁରସ୍ଥିତ ଲକ୍ଷ୍ମୀ ନାରାୟଣ ସରକାରୀ ବିଦ୍ୟାଳୟ ଶ୍ରେଣୀଗୃହରେ ମଙ୍ଗଳବାର ଛତା ଧରି ବସିଛନ୍ତି ଛାତ୍ରୀଛାତ୍ର। ଗତବର୍ଷ ୫-ଟି ଅଧୀନରେ ଏହି ବିଦ୍ୟାଳୟର ଉନ୍ନତୀକରଣ ହୋଇଥିବା ବେଳେ କିଛି ମାସ ନ ଯାଉଣୁ…
ବଳାତ୍କାର କରି ଭିଡିଓ ଭାଇରାଲ କରିଦେଲେ, ପରେ…
ଛେଣ୍ଡିପଦା,୨୪।୭ (ଅଜିତ ଧଳ): ଅନୁଗୋଳ ଜିଲା ବାଗଡ଼ିଆ ଥାନା ଅଞ୍ଚଳର ଜଣେ ଯୁବତୀଙ୍କୁ ବଳାତ୍କାର ସହ ଭିଡିଓ ଭାଇରାଲ କରିବା ଅଭିଯୋଗରେ ପୋଲିସ ଅଭିଯୁକ୍ତ ଯୁବକ ଦେବଗଡ଼ ଜିଲା କୁଣ୍ଢେଇଗୋଳା ଥାନା ଗମ୍ଭାରୀପାଳ ଗ୍ରାମର ରମାକାନ୍ତ ବେହେରା (୩୮)ଙ୍କୁ ଗିରଫ କରିଛି।…
ଜାଣନ୍ତୁ କେଉଁ ମନ୍ତ୍ରଣାଳୟକୁ କେତେ କୋଟି ଦେଲେ କେନ୍ଦ୍ର ସରକାର…
ନୂଆଦିଲ୍ଲୀ, ୨୪।୦୭: ମନ୍ତ୍ରଣାଳୟ ଅନୁଯାୟୀ ବ୍ୟୟବରାଦ (କୋଟିରେ) ୧ ଅର୍ଥ ମନ୍ତ୍ରଣାଳୟ ୧୮,୫୮,୧୫୮.୫୨ ୨ ପ୍ରତିରକ୍ଷା ମନ୍ତ୍ରଣାଳୟ ୬,୨୧,୯୪୦.୮୫ ୩ ସଡ଼କ ପରିବହନ ଓ ରାଜପଥ ୨,୭୮,୦୦୦.୦୦ ୪ ରେଳ ମନ୍ତ୍ରଣାଳୟ ୨,୫୫,୩୯୩.୦୦ ୫ ଖାଉଟି ବ୍ୟାପାର, ଖାଦ୍ୟ ଓ ସାଧାରଣ…
Archives


