ଶ୍ରେଣୀଗୃହରେ ଛତା ଧରି ବସିଲେ ଛାତ୍ରୀଛାତ୍ର
ଖମାର,୨୪।୭ (ରଜନୀକାନ୍ତ ମହାରଣା): ଅନୁଗୋଳ ଜିଲା ପାଲଲହଡା ଉପଖଣ୍ଡ ଶଙ୍ଖମୁରସ୍ଥିତ ଲକ୍ଷ୍ମୀ ନାରାୟଣ ସରକାରୀ ବିଦ୍ୟାଳୟ ଶ୍ରେଣୀଗୃହରେ ମଙ୍ଗଳବାର ଛତା ଧରି ବସିଛନ୍ତି ଛାତ୍ରୀଛାତ୍ର। ଗତବର୍ଷ ୫-ଟି ଅଧୀନରେ ଏହି ବିଦ୍ୟାଳୟର ଉନ୍ନତୀକରଣ ହୋଇଥିବା ବେଳେ କିଛି ମାସ ନ ଯାଉଣୁ…
ବଳାତ୍କାର କରି ଭିଡିଓ ଭାଇରାଲ କରିଦେଲେ, ପରେ…
ଛେଣ୍ଡିପଦା,୨୪।୭ (ଅଜିତ ଧଳ): ଅନୁଗୋଳ ଜିଲା ବାଗଡ଼ିଆ ଥାନା ଅଞ୍ଚଳର ଜଣେ ଯୁବତୀଙ୍କୁ ବଳାତ୍କାର ସହ ଭିଡିଓ ଭାଇରାଲ କରିବା ଅଭିଯୋଗରେ ପୋଲିସ ଅଭିଯୁକ୍ତ ଯୁବକ ଦେବଗଡ଼ ଜିଲା କୁଣ୍ଢେଇଗୋଳା ଥାନା ଗମ୍ଭାରୀପାଳ ଗ୍ରାମର ରମାକାନ୍ତ ବେହେରା (୩୮)ଙ୍କୁ ଗିରଫ କରିଛି।…
ଜାଣନ୍ତୁ କେଉଁ ମନ୍ତ୍ରଣାଳୟକୁ କେତେ କୋଟି ଦେଲେ କେନ୍ଦ୍ର ସରକାର…
ନୂଆଦିଲ୍ଲୀ, ୨୪।୦୭: ମନ୍ତ୍ରଣାଳୟ ଅନୁଯାୟୀ ବ୍ୟୟବରାଦ (କୋଟିରେ) ୧ ଅର୍ଥ ମନ୍ତ୍ରଣାଳୟ ୧୮,୫୮,୧୫୮.୫୨ ୨ ପ୍ରତିରକ୍ଷା ମନ୍ତ୍ରଣାଳୟ ୬,୨୧,୯୪୦.୮୫ ୩ ସଡ଼କ ପରିବହନ ଓ ରାଜପଥ ୨,୭୮,୦୦୦.୦୦ ୪ ରେଳ ମନ୍ତ୍ରଣାଳୟ ୨,୫୫,୩୯୩.୦୦ ୫ ଖାଉଟି ବ୍ୟାପାର, ଖାଦ୍ୟ ଓ ସାଧାରଣ…
ବଜେଟରେ ମହିଳାଙ୍କ ପାଇଁ ବଡ଼ ଘୋଷଣା
ଅର୍ଥମନ୍ତ୍ରୀ ନିର୍ମଳା ସୀତାରାମନ୍ ମହିଳା ଓ ବାଳିକାମାନଙ୍କ ସୁବିଧା ପାଇଁ ବିଭିନ୍ନ ଯୋଜନା ନିମନ୍ତେ ୩ ଲକ୍ଷ କୋଟିରୁ ଅଧିକ ଟଙ୍କାର ବ୍ୟୟବରାଦ କରିଛନ୍ତି। ଅର୍ଥନୈତିକ ବିକାଶରେ ମହିଳାମାନଙ୍କ ଭୂମିକା ବଢ଼ାଇବା ପାଇଁ ସରକାରଙ୍କ ପ୍ରତିବଦ୍ଧତା ବଜେଟରୁ ପ୍ରତୀୟମାନ ହୋଇଥିବା ଅର୍ଥମନ୍ତ୍ରୀ…
ଘରେ ଛାଡ଼ିଦେବାକୁ କହି ୪ ବର୍ଷର ଶିଶୁକନ୍ୟାକୁ କରିଥିଲେ ବଳାତ୍କାର, ଏବେ…
ଫୁଲବାଣୀ, ୨୪।୭(ରାକେଶ କୁମାର ରାଉତ): ଜଣେ ୪ ବର୍ଷର ନାବାଳିକାଙ୍କୁ ବଳାତ୍କାର ମାମଲାର ବିଚାର କରି ମଙ୍ଗଳବାର ଫୁଲବାଣୀ ସ୍ବତନ୍ତ୍ର ପୋସ୍କୋ କୋର୍ଟ ବିଚାରପତି ରାଜେଶ ଦାସ ଅଭିଯୁକ୍ତଙ୍କୁ ୨୫ ବର୍ଷ ସଶ୍ରମ କାରାଦଣ୍ଡରେ ଦଣ୍ଡିତ କରିଛନ୍ତି। ଏଥିସହ ତାଙ୍କୁ ୬୦…
ପ୍ରତିରକ୍ଷା କ୍ଷେତ୍ରକୁ ବିଶେଷ ଫୋକସ୍, ବଜେଟ୍ରେ ବଡ଼ ଘୋଷଣା
ନୂଆଦିଲ୍ଲୀ, ୨୪।୦୭: ୨୪-୨୫ ଆର୍ଥିକ ବର୍ଷର ନିୟମିତ କେନ୍ଦ୍ର ବଜେଟରେ ପ୍ରତିରକ୍ଷା ମନ୍ତ୍ରଣାଳୟକୁ ୬,୨୧,୯୪୦.୮୫ କୋଟି ଟଙ୍କା (ପାଖାପାଖି ୭୫ ବିଲିୟନ ଆମେରିକୀୟ ଡଲାର) ଆବଣ୍ଟନ କରାଯାଇଛି। ଅନ୍ତରୀଣ ବଜେଟରେ ମନ୍ତ୍ରଣାଳୟକୁ ଦିଆଯାଇଥିବା ଆବଣ୍ଟନକୁ ବଜାୟ ରଖି କେନ୍ଦ୍ର ସରକାର ଇନୋଭେଶନ୍ସ…
୫-ଟି ଓ ମୋ ସ୍କୁଲ ଅଭିଯାନରେ ୧ କୋଟିରୁ ଊର୍ଦ୍ଧ୍ୱ ଟଙ୍କା ହେରଫେର: ବିଦ୍ୟାଳୟରେ ଭିଜିଲାନ୍ସ ଟେକ୍ନିକାଲ ଟିମ୍
ବାହାନଗା, ୨୩।୭(ଅରୂପ କୁମାର ଦାସ): ବାଲେଶ୍ୱର ଜିଲା ବାହାନଗା ବ୍ଲକ ସାଉଡୁ ପଞ୍ଚାୟତ ଥାଲସଡା ଗ୍ରାମସ୍ଥିତ ଦାମୋଦର ଉଚ୍ଚବିଦ୍ୟାଳୟରେ ୫-ଟି ଓ ମୋ ସ୍କୁଲ ଅଭିଯାନରେ ୧ କୋଟିରୁ ଊର୍ଦ୍ଧ୍ୱ ଟଙ୍କା ହେରଫେର ହୋଇଥିବା ଅଭିଯୋଗ ହୋଇଛି। ଏନେଇ ଗ୍ରାମବାସୀ ବାରମ୍ବାର…
ପ୍ରତିଦିନ ବିଧାୟକ ଦଳ ବୈଠକ, ତାରା ଯୋଗଦେଉନାହାନ୍ତି: କାଡାମ
ଭୁବନେଶ୍ୱର, ୨୪।୭(ସୁନିତ୍ ମିଶ୍ର): ବିଧାନସଭା ଅଧିବେଶନରେ କେଉଁଦିନ କ’ଣ ସବୁ ପ୍ରସଙ୍ଗକୁ ନେଇ ସରକାରୀ ଦଳକୁ ଟାର୍ଗେଟ କରାଯିବ ସେଥିଲାଗି ପ୍ରତ୍ୟେକ ଦିନ କଂଗ୍ରେସ ପକ୍ଷରୁ ନିଷ୍ପତ୍ତି ହେବ। ତେଣୁ ପ୍ରତିଦିନ କଂଗ୍ରେସର ବିଧାୟକ ଦଳ ବୈଠକ ସକାଳ ସାଢ଼େ ୯ଟାରୁ…
ବାରଣ୍ଡାରେ ପଢୁଛନ୍ତି ଛାତ୍ରୀଛାତ୍ର
ତିହିଡ଼ି,୨୪।୭(ସଞ୍ଜିତ ବଳ): ପ୍ରାଥମିକ ଶିକ୍ଷାକୁ ସୁଦୃଢ଼ କରିବାକୁ ସରକାରୀସ୍ତରରେ ଉଦ୍ୟମ କରାଯାଉଛି। ମାତ୍ର ତିହିଡ଼ି ବ୍ଲକ୍ ଶ୍ୟାମସୁନ୍ଦରପୁର ପଞ୍ଚାୟତ ଅଧୀନ ଶ୍ୟାମସୁନ୍ଦରପୁର ପ୍ରକଳ୍ପ ଉଚ୍ଚ ପ୍ରାଥମିକ ସ୍କୁଲରେ ଶ୍ରେଣୀଗୃହର ଅଭାବ ଯୋଗୁ ଛାତ୍ରୀଛାତ୍ର ବାରଣ୍ଡାରେ ବସି ପାଠ ପଢ଼ିବା ସରକାରୀ ଯୋଜନାକୁ…
ଆସ୍ଥା ଭୋଟରେ ହାରିଲେ ଭାଜପା ପୌରାଧ୍ୟକ୍ଷା
ଫୁଲବାଣୀ, ୨୪ା୭(ରାକେଶ କୁମାର ରାଉତ): ଫୁଲବାଣୀ ପୌରାଧ୍ୟକ୍ଷା ସ୍ମିତାରାଣୀ ମହାନ୍ତିଙ୍କ ନାମରେ ଆସିଥିବା ଅନାସ୍ଥା ପ୍ରସ୍ତାବ ଉପରେ ମଙ୍ଗଳବାର ଆସ୍ଥା ଭୋଟ ହୋଇଥିଲା ଓ ଏଥିରେ ସେ ହାରିଯାଇଛନ୍ତି। ଭାଜପା ପୌରାଧ୍ୟକ୍ଷାଙ୍କ ବିରୋଧରେ ୧୧ ଜଣ କାଉନସିଲର ମତଦାନ କରିଥିଲେ। ସେମାନଙ୍କ…
ନବୀନଙ୍କୁ ଗିରଫ କରିବାକୁ ମୁକେଶଙ୍କ ଦାବି
ଭୁବନେଶ୍ୱର,୨୪ା୭(ଅନିଲ ଦାସ): ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକଙ୍କୁ ଗିରଫ କରିବାକୁ ସଂସଦୀୟ ବ୍ୟାପାର ମନ୍ତ୍ରୀ ମୁକେଶ ମହାଲିଙ୍ଗ ବିଧାନସଭାରେ ଦାବି କରିଛନ୍ତି। ମଙ୍ଗଳବାର ବିଧାନସଭାରେ ରାଜ୍ୟପାଳଙ୍କ ଅଭିଭାଷଣ ଉପରେ ଧନ୍ୟବାଦ ପ୍ରସ୍ତାବ ଆଗତ କରି ସେ କହିଛନ୍ତି ଯେ, ବିରୋଧୀ…
ଭିଜିଲାନ୍ସ ଜାଲରେ ସୁସୁବା ସରପଞ୍ଚ, ତାଙ୍କ ସ୍ବାମୀ
କଣିହାଁ, ୨୪ା୭ (ସଚ୍ଚିଦାନନ୍ଦ ପ୍ରଧାନ): ଅନୁଗୋଳ ଜିଲା କଣିହାଁ ବ୍ଲକ ସୁସୁବା ପଞ୍ଚାୟତର ସରପଞ୍ଚ ମାମାଲି ସାମଲ ଓ ତାଙ୍କ ସ୍ବାମୀ ଶିଶିର ସାମଲ ମଙ୍ଗଳବାର ଭିଜିଲାନ୍ସ ଜାଲରେ ପଡ଼ିଛନ୍ତି। ଜଣେ ହିତାଧିକାରୀଙ୍କ ଲକ୍ଷାଧିକ ଟଙ୍କାର ବିଲ୍ ପାସ୍ କରାଇଦେବାକୁ ସରପଞ୍ଚ…
Archives


