ରେଲଓ୍ବେକୁ ୨.୬୨ ଲକ୍ଷ କୋଟି
ଭୁବନେଶ୍ୱର,୨୪।୭(ଅନୁରାଧା ମହାରଣା): ବିଭିନ୍ନ ସ୍ଥାନରେ ରେଳ ଦୁର୍ଘଟଣା ପରେ ରେଳ ଭିତ୍ତିଭୂମି ତଥା ନୂତନ ଟ୍ରେନକୁ ମଜଭୁତ କରିବା ପାଇଁ ବଜେଟରେ କିଛି ବଡ଼ ଘୋଷଣା କରାଯାଇପାରେ ବୋଲି ଆଶା କରାଯାଉଥିଲା, ମାତ୍ର ସେପରି କିଛି ଦେଖିବାକୁ ମିଳିଲା ନାହିଁ। ରେଳ…
ଏଇ ଭାରତରେ
ଏମିତି ଘର, ଯେଉଁଠି ମଣିଷ ଓ ପକ୍ଷୀ ଉଭୟ ରହୁଛନ୍ତି। ଏମିତିକା ଘରଟିଏ ଦେଖିବାକୁ ମିଳେ ନୋଏଡାରେ। ଉକ୍ତ ଘର ଏକ ଅଶ୍ୱତ୍ଥ ଗଛ ନିକଟରେ ନିର୍ମାଣ କରାଯାଇଛି। ୭୦୦୦ ବର୍ଗଫୁଟର ଏହି ଘରର ନାଁ ବି ରଖାଯାଇଛି ଅଶ୍ୱତ୍ଥ। ଦିଲ୍ଲୀର…
ତୋର ମୋର ଭାବ
ପାଠପଢୁଥିବା ୨ ଜଣ କିଶୋରୀ ହଠାତ୍ ଉଭାନ ହୋଇଗଲେ। ବିଦ୍ୟାଳୟ କର୍ତ୍ତୃପକ୍ଷ ବହୁ ଖୋଜାଖୋଜି କଲେ। ସେମାନଙ୍କ ସନ୍ଧାନ ମିଳିଲାନାହିଁ। ଥାନାରେ ଏତଲା ଦିଆଗଲା। ୨ ଦିନ ପରେ ଏକ ରେଳଷ୍ଟେଶନରେ ସନ୍ଦେହଜନକଭାବେ ପୋଲିସ ସେମାନଙ୍କୁ ଠାବକଲା। ସେମାନଙ୍କୁ ଫେରାଇଆଣିବା ପରେ…
ନିର୍ବାଚନ ପରେ ଦରବୃଦ୍ଧି
ପୂର୍ବରୁ ଜିନିଷପତ୍ରର ଆକାଶଛୁଆଁ ମୂଲ୍ୟବୃଦ୍ଧିରେ ସାଧାରଣ ଜନତା ହନ୍ତସନ୍ତ ହୋଇପଡ଼ିଥିଲେ। କିନ୍ତୁ ସାଧାରଣ ନିର୍ବାଚନ ଫଳାଫଳ ପ୍ରକାଶ ପାଇବା ପରେ ପରେ ତୃତୀୟ ଏନ୍ଡିଏ ସରକାର ଆସିବା ପରଠାରୁ ନିତ୍ୟ ପ୍ରୟୋଜନୀୟ ଦ୍ରବ୍ୟ, ବିଶେଷକରି ଖାଦ୍ୟଦ୍ରବ୍ୟର ଦରଦାମ ବଢ଼ିଚାଲିଛି। ଚାଉଳ, ଅଟା,…
ବଜେଟ ୨୦୨୪
କେନ୍ଦ୍ର ଅର୍ଥମନ୍ତ୍ରୀ ନିର୍ମଳା ସୀତାରାମନ ୨୦୨୪-୨୫ ଆର୍ଥିକ ବର୍ଷ ଲାଗି ପାର୍ଲାମେଣ୍ଟରେ ବଜେଟ ଉପସ୍ଥାପନ କରିଛନ୍ତି। ଏହା ତାଙ୍କର ସପ୍ତମ ବଜେଟ। ଏହି ବଜେଟରେ କୃଷି, ଶିଳ୍ପ ଓ ରୋଜଗାର ଦକ୍ଷତା ବିକାଶ ଉପରେ ବିଶେଷ ଧ୍ୟାନ ଦିଆଯାଇଥିବା ଅର୍ଥମନ୍ତ୍ରୀ ସୀତାରାମନ…
ବଜେଟ୍ ପାଇଁ ମୋଦିଙ୍କୁ ଧନ୍ୟବାଦ ଜଣାଇଲେ ମୁଖ୍ୟମନ୍ତ୍ରୀ ମୋହନ ମାଝି
ଭୁବନେଶ୍ୱର,୨୩।୭: ଚଳିତ ବଜେଟରେ ଓଡ଼ିଶାର ପର୍ଯ୍ୟଟନ କ୍ଷେତ୍ରର ବିକାଶ ପାଇଁ ବିଶେଷ ଗୁରୁତ୍ୱ ଦିଆଯିବା ସହ ଆବଶ୍ୟକ ଆର୍ଥିକ ସହାୟତା ପ୍ରଦାନ କରିବା ପାଇଁ ବ୍ୟବସ୍ଥା କରାଯାଇଥିବାରୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏବଂ ଅର୍ଥମନ୍ତ୍ରୀ ନିର୍ମଳା ସୀତାରାମନଙ୍କୁ ରାଜ୍ୟବାସୀଙ୍କ ତରଫରୁ ଧନ୍ୟବାଦ…
ଭାଜପା ମନ୍ତ୍ରୀଙ୍କ ନବୀନଙ୍କୁ ଗିରଫ ଦାବି ହାସ୍ୟାସ୍ପଦ: ଅରୁଣ
ଭୁବନେଶ୍ୱର,୨୦ା୭-ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକଙ୍କୁ ଗିରଫ କରିବାକୁ ସଂସଦୀୟ ବ୍ୟାପାର ମନ୍ତ୍ରୀ ମୁକେଶ ମହାଲିଙ୍ଗ କରିଥିବା ଦାବିକୁ ହାସ୍ୟାସ୍ପଦ ବୋଲି କହିଛନ୍ତି ବିଜେଡି ବିଧାୟକ ଅରୁଣ ସାହୁ। ପୂର୍ବରୁ ଏଭଳି ଦାବି କରାଯିବାର କୌଣସି ନଜିର ନାହିଁ। ବିଧାନସଭା କିମ୍ବା…
ଯିଏ ଅଣଓଡ଼ିଆଙ୍କ କଣ୍ଟ୍ରୋଲରେ ଥିଲେ ସିଏ ଆମକୁ ଓଡ଼ିଆ ‘ଅସ୍ମିତା’ ଶିଖାଉଛନ୍ତି: ଭାଜପା
ଭୁବନେଶ୍ୱର, ୨୩।୭: ଦୀର୍ଘ ୨୫ ବର୍ଷ ପରେ ବିରୋଧୀ ଆସନକୁ ଆସିଥିବା ବିଜେଡି ବିଧାନସଭାରେ ହଙ୍ଗାମା କରୁଥିବା ଦେଖାଯାଇଛି। ମଙ୍ଗଳବାର ରାଜ୍ୟପାଳଙ୍କ ପୁଅ ଏଏସ୍ଓଙ୍କୁ ମାଡ଼ ମାରିବା ଘଟଣାରେ ଗୃହରେ ଅଚଳାବସ୍ଥା ସୃଷ୍ଟି ହୋଇଥିଲା। ଗୋଟିଏ ପଟେ ବିଜେଡି ମୁଖ୍ୟମନ୍ତ୍ରୀ ବିବୃତି…
ରାଜ୍ୟପାଳଙ୍କ ପୁଅଙ୍କଠାରୁ ମାଡ଼ ଖାଇ ବଦଳି ହେଲେ ଏଏସ୍ଓ, ଆଇନମନ୍ତ୍ରୀଙ୍କ ମନ୍ତବ୍ୟ ଦାୟିତ୍ୱହୀନ କହିଲେ…
ଭୁବନେଶ୍ୱର, ୨୩।୭: ବିଧାନସଭାରେ ରାଜ୍ୟପାଳଙ୍କ ପୁଅ ଏଏସ୍ଓଙ୍କୁ ମାଡ଼ ମାରିବା ଘଟଣାକୁ ନେଇ ଅଚଳାବସ୍ଥା ଦେଖିବାକୁ ମିଳିଛି। ମଙ୍ଗଳବାର ବିରୋଧୀ ବିଜେଡି ଏବଂ କଂଗ୍ରେସ ବିଧାୟକମାନେ ମୁଖ୍ୟମନ୍ତ୍ରୀଙ୍କ ବିବୃତି ଦାବି କରିଛନ୍ତି। ଏନେଇ ବିରୋଧୀ ଦଳ ମୁଖ୍ୟ ସଚେତକ ପ୍ରମିଳା ମଲ୍ଲିକ…
‘ଭାଜପା ସରକାର ଚଳାଇବାରେ ଅକ୍ଷମ’
ଭୁବନେଶ୍ୱର, ୨୩।୭: ରାଜ୍ୟପାଳଙ୍କ ପୁଅ ଏଏସ୍ଓଙ୍କୁ ମାଡ଼ ମାରିବା ଘଟଣାରେ ବିରୋଧୀ ସରକାରଙ୍କୁ ଘେରିଛନ୍ତି। ଏହି ପ୍ରସଙ୍ଗକୁ ନେଇ ମଙ୍ଗଳବାର ଉଭୟ ବିଜେଡି ଓ କଂଗ୍ରେସ ବିଧାନସଭାରେ ପ୍ରବଳ ହଟ୍ଟଗୋଳ କରିଥିବା ଦେଖାଯାଇଛି। ତେବେ ଏନେଇ ବିଜେଡି ବିଧାୟକ ଅରୁଣ ସାହୁ…
ସବୁ ଜିଲାରେ ହେବ ମେଡିକାଲ କଲେଜ, ବଡ଼ ଘୋଷଣା କଲେ ସ୍ବାସ୍ଥ୍ୟମନ୍ତ୍ରୀ
ଭୁବନେଶ୍ୱର,୨୩।୭: ବଡ଼ ଘୋଷଣା କଲେ ରାଜ୍ୟ ସରକାର। ଏଥର ସବୁ ଜିଲାରେ ହେବ ମେଡିକାଲ କଲେଜ । ଏନେଇ ଗୃହରେ ବିବୃତ୍ତି ରଖିଛନ୍ତି ସ୍ବାସ୍ଥ୍ୟମନ୍ତ୍ରୀ ମୁକେଶ ମହାଲିଙ୍ଗ । ସବୁ ଜିଲାରେ ମେଡିକାଲ କଲେଜ କରିବା ମୋଦିଙ୍କ ଗ୍ୟାରେଣ୍ଟି ବୋଲି କହିଛନ୍ତି…
ଶୀଘ୍ର ଶୀଘ୍ର କିଣି ନିଅନ୍ତୁ ସୁନା, ଏତେ ହଜାର କମିଲା ସୁନା ଦର
ନୂଆଦିଲ୍ଲୀ,୨୩।୭: ସୁନା କୁଣିବାକୁ ଚାହୁଁଛନ୍ତି କି? ତା’ହେଲେ ଡେରି କାହିଁକି। ଶୀଘ୍ର ଯାଇ ସୁନା କିଣି ଆଣନ୍ତୁ। କାରଣ ସୁନା ଦର କମିଛି। ସୁନା ଓ ରୂପା ଉପରେ କଷ୍ଟମ ଶୁଳ୍କ ହ୍ରାସ କରିବାକୁ ସରକାର ବଜେଟରେ ଘୋଷଣା କରିଥିବାରୁ ଏହି…
Archives


