ଶୋଇଥିବାବେଳେ ଘର ମାଲିକାଣୀଙ୍କୁ ବାହାର ପଟୁ ଶିକୁଳି ମାରି ୪ ଛେଳି ଧରି ଛୁ, ସକାଳୁ ଉଠି ଦେଖିଲା ବେଳକୁ…
ପାଟଣା ,୧୭।୭(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ଥାନା ବଡ଼ ପାଟଣା ପଞ୍ଚାୟତ ଗୁଳୁଦିପଶି ଗ୍ରାମରେ ଗୁରୁବାର ବିଳମ୍ବିତ ରାତିରେ ଜଗନ୍ନାଥ ବାରିକଙ୍କ ଘର ଭିତରୁ ୪ଟି ଛେଳି ଚୋରି ହୋଇଥିବା ପରିବାର ଲୋକେ ଅଭିଯୋଗ କରିଛନ୍ତିି । ସୂଚନା…
ବୃଦ୍ଧ, ଗୁରୁତର ଅସୁସ୍ଥ କଏଦୀଙ୍କ ପାଇଁ ଖୁସି ଖବର: ସୁପ୍ରିମକୋର୍ଟ ଜାରି କଲେ ନୂଆ ନିର୍ଦ୍ଦେଶ
ନୂଆଦିଲ୍ଲୀ,୧୭।୭: ଦେଶର ବିଭିନ୍ନ ଜେଲ୍ରେ ବନ୍ଦୀ ଥିବା ବୃଦ୍ଧ, ଗୁରୁତର ଅସୁସ୍ଥ ଏବଂ ଅକ୍ଷମ କଏଦୀମାନଙ୍କ ପାଇଁ ସୁପ୍ରିମକୋର୍ଟ ଏକ ବଡ଼ ନିଷ୍ପତ୍ତି ଶୁଣାଇଛନ୍ତି। ସମସ୍ତ ରାଜ୍ୟ ଏବଂ କେନ୍ଦ୍ରଶାସିତ ଅଞ୍ଚଳ ଏଭଳି କଏଦୀମାନଙ୍କୁ ସମୟ ପୂର୍ବରୁ ମୁକ୍ତ କରିବା ପାଇଁ…
ଛାତ୍ରଙ୍କ ସ୍କୁଲ ବ୍ୟାଗ୍ରେ ନାଗ ସାପ, ଖୋଲିବା ମାତ୍ରେ କଲା ସୁ ସୁ ଗର୍ଜନ, ଭିଡିଓ ଦେଖିଲେ…
ଭୋପାଳ,୧୭ା୭: ମଧ୍ୟପ୍ରଦେଶର ସାଗର ଜିଲାରୁ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି। ଜଣେ ଛାତ୍ରଙ୍କ ବ୍ୟାଗରୁ ହଠାତ୍ ଏକ ସାପ ବାହାରିଲା। ବିଷାକ୍ତ ସାପ ଦେଖିବା ପରେ ଶ୍ରେଣୀଗୃହରେ ଆତଙ୍କ ଖେଳିଗଲା ଏବଂ ପିଲାମାନେ ଭୟରେ ବାହାରକୁ ଦୌଡ଼ି ପଳାଇଲେ। ଏହି…
ପ୍ରେମ ବିବାହର ୩ ବର୍ଷ ପରେ ବଦଳିଗଲା ସ୍ବାମୀର ମନ, ଖାଇବାକୁ ଦେବା ବାହାନାରେ ପାହାଡ଼କୁ ନେଇ କାଟିଦେଲେ….
ଭୋପାଳ,୧୭।୭: ମଧ୍ୟପ୍ରଦେଶର ଦେବାସ ଜିଲାରୁ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି । ଜଣେ ସ୍ୱାମୀ ତାଙ୍କ ନିଜ ପତ୍ନୀଙ୍କୁ ନିର୍ମମ ଭାବରେ ଆକ୍ରମଣ କରିଥିବା ନେଇ ଅଭିଯୋଗ ହୋଇଛି । ଶିଳ୍ପାଞ୍ଚଳ ପୋଲିସ ଷ୍ଟେସନ ଅଞ୍ଚଳ ଅନ୍ତର୍ଗତ ଗରିବ୍ ନୱାଜ…
ସତ ହେଲା ମାହିଙ୍କ ଭବିଷ୍ୟବାଣୀ! ସ୍ପେନ-ଆର୍ଜେଣ୍ଟିନା ଫାଇନାଲ ପୂର୍ବରୁ ହଇଚଇ ସୃଷ୍ଟି କଲା ଧୋନୀଙ୍କ ୧୦ ବର୍ଷ ତଳର ପୋଷ୍ଟ
ନୂଆଦିଲ୍ଲୀ,୧୭।୭: ଫିଫା ବିଶ୍ୱକପ ୨୦୨୬ର ଆଭିମୁଖ୍ୟ ସ୍ପଷ୍ଟ ହୋଇସାରିଛି। ଚଳିତ ସଂସ୍କରଣର ମେଗା ଫାଇନାଲ ମ୍ୟାଚରେ ଦୁଇ ଶକ୍ତିଶାଳୀ ଦଳ ସ୍ପେନ ଏବଂ ଆର୍ଜେଣ୍ଟିନା ମୁହାଁମୁହିଁ ହେବାକୁ ଯାଉଛନ୍ତି। ୧୯୬୬ ଠାରୁ ପ୍ରଥମ ଥର ପାଇଁ ଏହି ଦୁଇ ଦେଶ ବିଶ୍ୱକପ…
ଉଲଗ୍ନ ହୋଇ ରାସ୍ତାରେ ଦୌଡ଼ିଲେ ଯୁବକ: ଭିଡିଓ ଭାଇରାଲ ପରେ ଅଞ୍ଚଳରେ ଚାଞ୍ଚଲ୍ୟ
ନାଗୌର,୧୭।୭: ରାଜସ୍ଥାନର ନାଗୌର ଜିଲାରେ ଜଣେ ଯୁବକ ଉଲଗ୍ନ ଅବସ୍ଥାରେ ରାସ୍ତାରେ ଦୌଡ଼ୁଥିବାର ଭିଡିଓ ଭାଇରାଲ ହେବା ପରେ ସ୍ଥାନୀୟ ଅଞ୍ଚଳରେ ଚାଞ୍ଚଲ୍ୟ ଖେଳିଯାଇଛି। ଏହି ଘଟଣାକୁ ନେଇ ପୋଲିସ ଏବେ ସ୍ଥିତି ସ୍ପଷ୍ଟ କରିଛି। ସୋସିଆଲ ମିଡିଆରେ କରାଯାଉଥିବା ସମସ୍ତ…
ବଣ ବିଲୁଆ ଆତଙ୍କ: ଲୋକଙ୍କୁ ଗୋଡ଼ାଇ ଗୋଡ଼ାଇ କାମୁଡୁଛି
ନୂଆପଡ଼ା,୧୭ା୭ (ମକାରୁ ବେମାଲ):ନୂଆପଡ଼ା ସଦର ବ୍ଲକ୍ ବେଲଟୁକୁରି ଥାନା ଅନ୍ତର୍ଗତ ଭାଲେଶ୍ୱର ପଞ୍ଚାୟତ ଅଞ୍ଚଳରେ ବଣ ବିଲୁଆ ଆତଙ୍କ ଦେଖାଦେଇଛି। ସପ୍ତାହକ ମଧ୍ୟରେ ବିଲୁଆ କାମୁଡ଼ାରେ ୪ଜଣ ଗୁରୁତର ହୋଇ ଚିକିତ୍ସିତ ହେଉଛନ୍ତି। ସେମାନେ ହେଲେ ଭାଲେଶ୍ୱର ଗଁା ହରିଜନ ପଡାର…
ବିଗୁଡୁଛି ସ୍ବାସ୍ଥ୍ୟବସ୍ଥା, ହେଲେ ଜିଦ୍ରେ ଅଟଳ ସୋନମ; ଡାକ୍ତର ଦେଲେ ଏଭଳି ଚେତାବନୀ
ନୂଆଦିଲ୍ଲୀ,୧୭।୭: ବିଶିଷ୍ଟ ପରିବେଶବିତ୍ ତଥା ସାମାଜିକ କର୍ମୀ ସୋନମ ୱାଙ୍ଗଚୁକଙ୍କ ସ୍ବାସ୍ଥ୍ୟବସ୍ଥା ଦିନକୁ ଦିନ ବିଗିଡ଼ିବାରେ ଲାଗିଛି। ଦିଲ୍ଲୀର ଯନ୍ତର-ମନ୍ତରଠାରେ ତାଙ୍କର ଆମରଣ ଅନଶନ ଆଜି ୨୦ ଦିନରେ ପହଞ୍ଚିଛି। ଦୀର୍ଘ ଦିନ ଧରି ଭୋକିଲା ରହିବା ଯୋଗୁ ତାଙ୍କ ଶରୀର…
କେସିଙ୍ଗାରେ ଶାନ୍ତିଶୃଙ୍ଖଳା ସହ ରଥଯାତ୍ରା ସମ୍ପନ୍ନ: ସହାୟତା କଲେ ବିଧାୟକ
କେସିଙ୍ଗା,୧୭।୭(ତୁମେଶ୍ୱର ସାହୁ): ତୁହାକୁ ତୁହା ବର୍ଷା ସତ୍ତ୍ୱେ କେସିଙ୍ଗା ବ୍ଳକର ୨୬ଟି ଗ୍ରାମ ପଞ୍ଚାୟତର ବିଭିନ୍ନ ଗ୍ରାମରେ ଥିବା ଶ୍ରୀଜଗନ୍ନାଥ ମନ୍ଦିରରେ ପବିତ୍ର ରଥଯାତ୍ରା ଶାନ୍ତି ଶୃଙ୍ଖଳା ସହ ପାଳିତ ହୋଇଯାଇଛି। କେସିଙ୍ଗା ବ୍ଲକର ସିର୍ଜା ପାଳି ଓ ବେଲଖଣ୍ଡି ଗ୍ରାମରେ…
ବର୍ଷା ଜଳରେ ବୁଡିଲା କେଶପୁର, ଘରୁ ବାହାରି ପାରୁନାହାନ୍ତି ଲୋକେ
କଟକ ସଦର,୧୭।୭(ସୁଶାନ୍ତ କୁମାର ଜେନା): କଟକ ସଦର ବ୍ଲକ ଅନ୍ତର୍ଗତ ଆୟତ୍ତପୁର ପଞ୍ଚାୟତ କେଶପୁର ଗହିରରେ ବର୍ଷା ଜଳ ଜମି ରହିଛି । ଫଳରେ ନଦୀର ଭ୍ରମ ସୃଷ୍ଟି କରୁଛି । ଲୋକେ ଘରୁ ବାହାରି ନପାରି ନାହିଁ ନଥିବା ସମସ୍ୟା…
ଗାଁରେ ପହଞ୍ଚିଲା ଦାଦନ ଶ୍ରମିକଙ୍କ ମୃତଦେହ: ପରିବାରରେ ଶୋକାକୁଳ ପରିବେଶ
ନୂଆପଡ଼ା,୧୭ା୭ (ମକାରୁ ବେମାଲ): ପୁଣି ଜଣେ ଦାଦନ ଶ୍ରମିକଙ୍କ ମୃତଦେହ ଗାଁରେ ପହଞ୍ଚିଛି। ଏପରି ଏକ କରୁଣ ଚିତ୍ର ନୂଆପଡ଼ା ଜିଲା କୋମନା ଥାନା କୁରେଶ୍ୱର ପଞ୍ଚାୟତ ଜନ୍ଧ୍ରାମୁଣ୍ଡା ଗାଁରେ ଦେଖିବାକୁ ମିଳିଛି। ମୃତକ ହେଲେ ଡୋଲାମଣି ମାଝି(୨୭)। ସୂଚନା ଅନୁଯାୟୀ,…
ନକଲି ସୁନା ବନ୍ଧକ ଦେଇ ନେଉଥିଲେ ଋଣ, ସତ ଜଣାପଡିବା ପରେ ହେଲା…
ଦେବଗଡ,୧୭।୭(ଶଶାଙ୍କ ଶେଖର ଝାଙ୍କର): ନକଲି ସୁନା ଅଳଙ୍କାର ବନ୍ଧକ ଦେଇ ଋଣ ଟଙ୍କା ହାତେଇବା ଅଭିଯୋଗରେ ଦେବଗଡ ଥାନା ପୋଲିସ ଏକ ମାମଲା ରୁଜୁ କରିବା ସହ ଏଘଟଣାରେ ୩ ଜଣ ଅଭିଯୁକ୍ତଙ୍କୁ ଗିରଫ କରି କୋର୍ଟଚାଲାଣ କରିଛି । ସେହିପରି…

