Home Left

ସ୍ମାର୍ଟଫୋନ ୟୁଜର୍ସଙ୍କ ବଲ୍ଲେ-ବଲ୍ଲେ! ବଡ଼ ଘୋଷଣା କଲେ ଅର୍ଥମନ୍ତ୍ରୀ

ନୂଆଦିଲ୍ଲୀ,୨୩।୭: ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ ମଙ୍ଗଳବାର ସାଧାରଣ ବଜେଟ ଉପସ୍ଥାପନ କରିଛନ୍ତି। ଏଥର ବଜେଟ୍‌ରେ ସ୍ମାର୍ଟଫୋନ ୟୁଜର୍ସଙ୍କ ଖୁସିଖବର ରହିଛି। ଏହି ସମୟ ମଧ୍ୟରେ ମୋବାଇଲ ଫୋନ ଏବଂ ଚାର୍ଜର ଶସ୍ତା ହେବ ବୋଲି ଅର୍ଥମନ୍ତ୍ରୀ ଘୋଷଣା କରିଛନ୍ତି। ନିର୍ମଳା ସୀତାରମଣ…

ଜାଣନ୍ତୁ ଏଥର ବଜେଟ୍‌ରେ କ’ଣ  ରହିଛି

ନୂଆଦିଲ୍ଲୀ,୨୩।୭: ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ ସଂସଦରେ ବଜେଟ ଉପସ୍ଥାପନ କରିଛନ୍ତି। ଅଭିଭାଷଣ ଆରମ୍ଭରେ ଅର୍ଥମନ୍ତ୍ରୀ କହିଛନ୍ତି, ଲଗାତାର ତୃତୀୟ ଥର ପାଇଁ ମୋଦି ସରକାର କ୍ଷମତାକୁ ଆସିଛନ୍ତି। ଭାରତରେ ମୁଦ୍ରାସ୍ଫୀତି କ୍ରମାଗତ ଭାବେ ହ୍ରାସ ପାଉଛି। ଭାରତର ଅର୍ଥନୀତି ଦ୍ରୁତ ଗତିରେ…

ମୋଦି ୩.୦ରେ ଦୁଇ ରତ୍ନ ନୀତୀଶ-ନାଇଡୁ, ବଜେଟରେ କାହା ଉପରେ ଅଧିକ ଟଙ୍କା ବର୍ଷା କଲେ ଅର୍ଥମନ୍ତ୍ରୀ

ନୂଆଦିଲ୍ଲୀ,୨୩।୭: କ୍ରମାଗତ ତୃତୀୟ ଥର ପାଇଁ ନରେନ୍ଦ୍ର ମୋଦି ପ୍ରଧାନମନ୍ତ୍ରୀ ହୋଇଛନ୍ତି। ତେବେ ଏନଡିଏ ସହଯୋଗୀ ଦଳରେ ନୀତୀଶ କୁମାରଙ୍କ ଜନତା ଦଳ (ୟୁନାଇଟେଡ) ଏବଂ ଚନ୍ଦ୍ରବାବୁ ନାଇଡୁଙ୍କ ତେଲୁଗୁ ଦେଶମ ପାର୍ଟି (ଟିଡିପି) ପ୍ରମୁଖ ଦଳ ଭାବରେ ଉଭା ହୋଇଛି।…

ବଜେଟ୍‌ରେ ପେନସନ୍‌ଭୋଗୀଙ୍କ ପାଇଁ ଖୁସି ଖବର, ମିଳିବ ୨୫ ହଜାର ଛାଡ଼

ନୂଆଦିଲ୍ଲୀ, ୨୩।୭: କେନ୍ଦ୍ର ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ ମୋଦି ସରକାରଙ୍କ ତୃତୀୟ କାର୍ଯ୍ୟକାଳର ପ୍ରଥମ ବଜେଟରେ ପେନସନଭୋଗୀଙ୍କ ପାଇଁ ବଡ଼ ଘୋଷଣା କରିଛନ୍ତି । ଆୟକର ଭରିବା ବେଳେ ପେନ୍‌ସନ୍‌ଭୋଗୀଙ୍କୁ ମିଳୁଥିବା ୧୫ ହଜାର ଷ୍ଟାଣ୍ଡାର୍ଡ ଡିଡକ୍ସନକୁ ସରକାର ବଢ଼ାଇ ଦେଇଛନ୍ତି…

ବାପାଙ୍କୁ କୁଣ୍ଢାଇ ଧରି କାନ୍ଦିକାନ୍ଦି ଏମିତି କହିଲେ ଝିଅ: ବାପାଙ୍କ ଆଖିରେବି ରହିଲାନି ଲୁହ, ଭାଇରାଲ ଭିଡିଓ ଦେଖିଲେ…

ସୋସିଆଲ ମିଡିଆରେ ଏକ ଭିଡିଓ ବର୍ତ୍ତମାନ ଭାଇରାଲ ହେବାରେ ଲାଗିଛି ଯେଉଁଥିରେ ଜଣେ ଚା’  ବିକାଳଙ୍କ  ଝିଅ ତାଙ୍କ ବାପାଙ୍କୁ କୁଣ୍ଢାଇ ଧରିି କହନ୍ତି, ପାପା, ମୁଁ ଜଣେ  ସିଏ ହୋଇଗଲି। ଏହି ଖବର ଶୁଣିବା ପରେ ତାଙ୍କ ବାପା ମଧ୍ୟ…

ବଜେଟ୍‌ରେ ବେତନ ଭୋଗୀଙ୍କ ପାଇଁ ବଡ଼ ଘୋଷଣା, ମିଳିବ ୭୫ ହଜାର ଛାଡ଼

ନୂଆଦିଲ୍ଲୀ, ୨୩।୭: କେନ୍ଦ୍ର ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ ମୋଦି ସରକାରଙ୍କ ତୃତୀୟ କାର୍ଯ୍ୟକାଳର ପ୍ରଥମ ବଜେଟରେ ବେତନ ଭୋଗୀଙ୍କ ପାଇଁ ବଡ଼ ଘୋଷଣା କରିଛନ୍ତି । ଆୟକର ଭରିବା ବେଳେ ବେତନ ଭୋଗୀଙ୍କୁ ମିଳୁଥିବା ୫୦ ହଜାର ଷ୍ଟାଣ୍ଡାର୍ଡ ଡିଡକ୍ସନକୁ ସରକାର…

୫ ବର୍ଷ ବଢ଼ିଲା ପ୍ରଧାନମନ୍ତ୍ରୀ ଗରିବ କଲ୍ୟାଣ ଅନ୍ନ ଯୋଜନା

ନୂଆଦିଲ୍ଲୀ,୨୩।୭: ମଙ୍ଗଳବାର ଲୋକ ସଭାରେ ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ ୨୦୨୪-୨୫ ଆର୍ଥିକ ବର୍ଷ ପାଇଁ ବଜେଟ ଉପସ୍ଥାପନ କରିଛନ୍ତି। ବଜେଟରେ ପ୍ରଧାନମନ୍ତ୍ରୀ ଗରିବ କଲ୍ୟାଣ ଅନ୍ନ ଯୋଜନାକୁ ୫ ବର୍ଷ ବଢାଇ ଦିଆଯାଇଛି। ବଜେଟରେ ଗରିବଙ୍କ ପାଇଁ ସ୍ବତନ୍ତ୍ର ବିବେଚନା କରାଯାଉଛି।…

ପିଏମ କ୍ରେଡିଟ୍‌ କାର୍ଡ ଯୋଜନା ଉପରେ ବଡ଼ ଘୋଷଣା କଲେ ଅର୍ଥମନ୍ତ୍ରୀ

ନୂଆଦିଲ୍ଲୀ,୨୩।୭: କେନ୍ଦ୍ର ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ ଆଜି ୨୦୨୪-୨୫ ଆର୍ଥିକ ବର୍ଷ ପାଇଁ ସାଧାରଣ ବଜେଟ ଉପସ୍ଥାପନ କରିଛନ୍ତି। ଏହି ବଜେଟରେ ଚାଷୀଙ୍କୁ ବିଶେଷ ଧ୍ୟାନ ଦିଆଯାଇଛି। ବଜେଟରେ କୃଷକମାନେ ଅନେକ ଉପହାର ପାଇଛନ୍ତି। ଏଥିମଧ୍ୟରୁ ପ୍ରଧାନମନ୍ତ୍ରୀ କିସାନ କ୍ରେଡିଟ୍‌ କାର୍ଡ…

ବଦଳିଲା ଆୟକର ସ୍ଲାବ୍‌ ରେଟ୍‌, ଏତିକି ଆୟ ପର୍ଯ୍ୟନ୍ତ ଦେବାକୁ ପଡ଼ିବନି ଟ୍ୟାକ୍ସ

ନୂଆଦିଲ୍ଲୀ, ୨୩।୭: କେନ୍ଦ୍ର ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ ମୋଦି ସରକାରଙ୍କ ତୃତୀୟ କାର୍ଯ୍ୟକାଳର ପ୍ରଥମ ବଜେଟ ଉପସ୍ଥାପନ କରୁଛନ୍ତି । ବଜେଟ ସମୟରେ ସେ ଆୟକର ସ୍ଲାବ୍‌ରେଟ୍‌ରେ ପରିବର୍ତ୍ତନ କରିଛନ୍ତି । ପୂର୍ବରୁ ଥିବା ୩ ଲକ୍ଷ ପର୍ଯ୍ୟନ୍ତ ଆୟ ଉପରେ…

ବଜେଟ୍‌ରେ ବନ୍ୟା କ୍ଷତିଗ୍ରସ୍ତ ୫ ରାଜ୍ୟକୁ ସ୍ବତନ୍ତ୍ର ସହାୟତା

ନୂଆଦିଲ୍ଲୀ,୨୩।୭: ମଙ୍ଗଳବାର ଲୋକ ସଭାରେ ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ ୨୦୨୪-୨୫ ଆର୍ଥିକ ବର୍ଷ ପାଇଁ ବଜେଟ ଉପସ୍ଥାପନ କରିଛନ୍ତି। ଅର୍ଥମନ୍ତ୍ରୀ ନିର୍ମଳାଙ୍କ ଏହା ହେଉଛି ସପ୍ତମ ବଜେଟ ଏବଂ ମୋଦି ସରକାରଙ୍କ ତୃତୀୟ କାର୍ଯ୍ୟକାଳର ପ୍ରଥମ ବଜେଟ। ବଜେଟ୍‌ରେ ବନ୍ୟା କ୍ଷତିଗ୍ରସ୍ତ…

ବଜେଟ୍‌ରେ ଓଡ଼ିଶାକୁ ବିଶେଷ ଗୁରତ୍ୱ, ଏସବୁ ପାଇଁ ଦିଆଯିବ ସ୍ବତନ୍ତ୍ର ଆର୍ଥିକ ସହାୟତା: ଅର୍ଥମନ୍ତ୍ରୀ 

ନୂଆଦିଲ୍ଲୀ,୨୩।୭: ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ ୨୦୨୪-୨୫ ଆର୍ଥିକ ବର୍ଷ ପାଇଁ ମଙ୍ଗଳବାର ସମ୍ପୂର୍ଣ୍ଣ ବଜେଟ ଉପସ୍ଥାପନ କରିଛନ୍ତି। ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣଙ୍କ ଏହା ହେଉଛି ସପ୍ତମ ବଜେଟ ଏବଂ ମୋଦି ସରକାରଙ୍କ ତୃତୀୟ କାର୍ଯ୍ୟକାଳର ପ୍ରଥମ ବଜେଟ। ତେବେ ମୋଦି ସରକାରଙ୍କ…

ମୋଦି ସରକାରଙ୍କ ଘୋଷଣା, ଶସ୍ତା ହେବ ଏହି ଔଷଧ

ନୂଆଦିଲ୍ଲୀ, ୨୩।୭: କେନ୍ଦ୍ର ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ ମୋଦି ସରକାରଙ୍କ ତୃତୀୟ କାର୍ଯ୍ୟକାଳର ପ୍ରଥମ ବଜେଟ ଉପସ୍ଥାପନ କରୁଛନ୍ତି । ବଜେଟ ସମୟରେ ସେ କର୍କଟ ରୋଗୀଙ୍କ ବିଷୟରେ ଏକ ବଡ ଘୋଷଣା କରିଛନ୍ତି। କର୍କଟ ରୋଗର ଚିକିତ୍ସାରେ ବ୍ୟବହୃତ ତିନିଟି…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri