ବଜେଟ୍ରେ ବେତନ ଭୋଗୀଙ୍କ ପାଇଁ ବଡ଼ ଘୋଷଣା, ମିଳିବ ୭୫ ହଜାର ଛାଡ଼
ନୂଆଦିଲ୍ଲୀ, ୨୩।୭: କେନ୍ଦ୍ର ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ ମୋଦି ସରକାରଙ୍କ ତୃତୀୟ କାର୍ଯ୍ୟକାଳର ପ୍ରଥମ ବଜେଟରେ ବେତନ ଭୋଗୀଙ୍କ ପାଇଁ ବଡ଼ ଘୋଷଣା କରିଛନ୍ତି । ଆୟକର ଭରିବା ବେଳେ ବେତନ ଭୋଗୀଙ୍କୁ ମିଳୁଥିବା ୫୦ ହଜାର ଷ୍ଟାଣ୍ଡାର୍ଡ ଡିଡକ୍ସନକୁ ସରକାର…
୫ ବର୍ଷ ବଢ଼ିଲା ପ୍ରଧାନମନ୍ତ୍ରୀ ଗରିବ କଲ୍ୟାଣ ଅନ୍ନ ଯୋଜନା
ନୂଆଦିଲ୍ଲୀ,୨୩।୭: ମଙ୍ଗଳବାର ଲୋକ ସଭାରେ ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ ୨୦୨୪-୨୫ ଆର୍ଥିକ ବର୍ଷ ପାଇଁ ବଜେଟ ଉପସ୍ଥାପନ କରିଛନ୍ତି। ବଜେଟରେ ପ୍ରଧାନମନ୍ତ୍ରୀ ଗରିବ କଲ୍ୟାଣ ଅନ୍ନ ଯୋଜନାକୁ ୫ ବର୍ଷ ବଢାଇ ଦିଆଯାଇଛି। ବଜେଟରେ ଗରିବଙ୍କ ପାଇଁ ସ୍ବତନ୍ତ୍ର ବିବେଚନା କରାଯାଉଛି।…
ପିଏମ କ୍ରେଡିଟ୍ କାର୍ଡ ଯୋଜନା ଉପରେ ବଡ଼ ଘୋଷଣା କଲେ ଅର୍ଥମନ୍ତ୍ରୀ
ନୂଆଦିଲ୍ଲୀ,୨୩।୭: କେନ୍ଦ୍ର ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ ଆଜି ୨୦୨୪-୨୫ ଆର୍ଥିକ ବର୍ଷ ପାଇଁ ସାଧାରଣ ବଜେଟ ଉପସ୍ଥାପନ କରିଛନ୍ତି। ଏହି ବଜେଟରେ ଚାଷୀଙ୍କୁ ବିଶେଷ ଧ୍ୟାନ ଦିଆଯାଇଛି। ବଜେଟରେ କୃଷକମାନେ ଅନେକ ଉପହାର ପାଇଛନ୍ତି। ଏଥିମଧ୍ୟରୁ ପ୍ରଧାନମନ୍ତ୍ରୀ କିସାନ କ୍ରେଡିଟ୍ କାର୍ଡ…
ବଦଳିଲା ଆୟକର ସ୍ଲାବ୍ ରେଟ୍, ଏତିକି ଆୟ ପର୍ଯ୍ୟନ୍ତ ଦେବାକୁ ପଡ଼ିବନି ଟ୍ୟାକ୍ସ
ନୂଆଦିଲ୍ଲୀ, ୨୩।୭: କେନ୍ଦ୍ର ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ ମୋଦି ସରକାରଙ୍କ ତୃତୀୟ କାର୍ଯ୍ୟକାଳର ପ୍ରଥମ ବଜେଟ ଉପସ୍ଥାପନ କରୁଛନ୍ତି । ବଜେଟ ସମୟରେ ସେ ଆୟକର ସ୍ଲାବ୍ରେଟ୍ରେ ପରିବର୍ତ୍ତନ କରିଛନ୍ତି । ପୂର୍ବରୁ ଥିବା ୩ ଲକ୍ଷ ପର୍ଯ୍ୟନ୍ତ ଆୟ ଉପରେ…
ବଜେଟ୍ରେ ବନ୍ୟା କ୍ଷତିଗ୍ରସ୍ତ ୫ ରାଜ୍ୟକୁ ସ୍ବତନ୍ତ୍ର ସହାୟତା
ନୂଆଦିଲ୍ଲୀ,୨୩।୭: ମଙ୍ଗଳବାର ଲୋକ ସଭାରେ ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ ୨୦୨୪-୨୫ ଆର୍ଥିକ ବର୍ଷ ପାଇଁ ବଜେଟ ଉପସ୍ଥାପନ କରିଛନ୍ତି। ଅର୍ଥମନ୍ତ୍ରୀ ନିର୍ମଳାଙ୍କ ଏହା ହେଉଛି ସପ୍ତମ ବଜେଟ ଏବଂ ମୋଦି ସରକାରଙ୍କ ତୃତୀୟ କାର୍ଯ୍ୟକାଳର ପ୍ରଥମ ବଜେଟ। ବଜେଟ୍ରେ ବନ୍ୟା କ୍ଷତିଗ୍ରସ୍ତ…
ବଜେଟ୍ରେ ଓଡ଼ିଶାକୁ ବିଶେଷ ଗୁରତ୍ୱ, ଏସବୁ ପାଇଁ ଦିଆଯିବ ସ୍ବତନ୍ତ୍ର ଆର୍ଥିକ ସହାୟତା: ଅର୍ଥମନ୍ତ୍ରୀ
ନୂଆଦିଲ୍ଲୀ,୨୩।୭: ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ ୨୦୨୪-୨୫ ଆର୍ଥିକ ବର୍ଷ ପାଇଁ ମଙ୍ଗଳବାର ସମ୍ପୂର୍ଣ୍ଣ ବଜେଟ ଉପସ୍ଥାପନ କରିଛନ୍ତି। ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣଙ୍କ ଏହା ହେଉଛି ସପ୍ତମ ବଜେଟ ଏବଂ ମୋଦି ସରକାରଙ୍କ ତୃତୀୟ କାର୍ଯ୍ୟକାଳର ପ୍ରଥମ ବଜେଟ। ତେବେ ମୋଦି ସରକାରଙ୍କ…
ମୋଦି ସରକାରଙ୍କ ଘୋଷଣା, ଶସ୍ତା ହେବ ଏହି ଔଷଧ
ନୂଆଦିଲ୍ଲୀ, ୨୩।୭: କେନ୍ଦ୍ର ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ ମୋଦି ସରକାରଙ୍କ ତୃତୀୟ କାର୍ଯ୍ୟକାଳର ପ୍ରଥମ ବଜେଟ ଉପସ୍ଥାପନ କରୁଛନ୍ତି । ବଜେଟ ସମୟରେ ସେ କର୍କଟ ରୋଗୀଙ୍କ ବିଷୟରେ ଏକ ବଡ ଘୋଷଣା କରିଛନ୍ତି। କର୍କଟ ରୋଗର ଚିକିତ୍ସାରେ ବ୍ୟବହୃତ ତିନିଟି…
ହୋଟେଲରୁ ବଡ଼ ଧରଣର ଚୋରି
ରାୟଗଡ଼ା,୨୩।୭(ଆଶିଷ ରଞ୍ଜନ ପଣ୍ଡା): ଜିଲାପାଳଙ୍କ କାର୍ଯ୍ୟାଳୟଠାରୁ ୧୦୦ ମିଟର ଦୂର ସାଇରାମ ରେଷ୍ଟୁରାଣ୍ଟ ନାମକ ଏକ ହୋଟେଲରୁ ମଙ୍ଗଳବାର ଭୋର ୩ଟାରେ ଏକ ବଡ଼ଧରଣର ଚୋରି ହୋଇଥିବା ଜଣାପଡିଛି। ହୋଟେଲରୁ ପ୍ରାୟ ୩ ଲକ୍ଷରୁ ଉଦ୍ଧର୍ବ ଟଙ୍କା, ସିସି ଟିଭି ହାର୍ଡ…
ମାଗଣା ବିଜୁଳିକୁ ନେଇ ବଡ଼ ବୟାନ ଦେଲେ ଅର୍ଥମନ୍ତ୍ରୀ: କହିଲେ…
ନୂଆଦିଲ୍ଲୀ,୨୩।୭: ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ ସଂସଦରେ ବଜେଟ ଉପସ୍ଥାପନ କରିଛନ୍ତି। ଅଭିଭାଷଣ ଆରମ୍ଭରେ ଅର୍ଥମନ୍ତ୍ରୀ କହିଛନ୍ତି, ଲଗାତାର ତୃତୀୟ ଥର ପାଇଁ ମୋଦି ସରକାର କ୍ଷମତାକୁ ଆସିଛନ୍ତି। ଭାରତରେ ମୁଦ୍ରାସ୍ଫୀତି କ୍ରମାଗତ ଭାବେ ହ୍ରାସ ପାଉଛି। ଭାରତର ଅର୍ଥନୀତି ଦ୍ରୁତ ଗତିରେ…
ପ୍ରଧାନମନ୍ତ୍ରୀ ଆବାସ ଯୋଜନାରେ ୩ କୋଟି ଘର, ସହରୀ ଆବାସ ପାଇଁ ୧୦ ଲକ୍ଷକୋଟି ଘୋଷଣା
ନୂଆଦିଲ୍ଲୀ, ୨୩।୭: ମୋଦି ସରକାରଙ୍କ ତୃତୀୟ ପାଳିର ସାଧାରଣ ବଜେଟ ଉପସ୍ଥାପନ ସଂସଦରେ ଆରମ୍ଭ ହୋଇଛି । ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ ଗୋଟିଏ ପରେ ଗୋଟିଏ ବିଭାଗ ପାଇଁ ଘୋଷଣା ଜାରି ରଖିଛନ୍ତି । ଏହି କ୍ରମରେ ଦେଶର ଗରିବ ନାଗରିକଙ୍କ…
ବଜେଟ୍ରେ ମହିଳାଙ୍କୁ ଗୁରୁତ଼୍ବ ଦେଲେ ମୋଦି ସରକାର, ଘୋଷଣା କଲେ ୩ ଲକ୍ଷ କୋଟି…
ନୂଆଦିଲ୍ଲୀ, ୨୩।୭: ମୋଦି ସରକାରଙ୍କ ତୃତୀୟ ପାଳିର ସାଧାରଣ ବଜେଟ ଉପସ୍ଥାପନ ସଂସଦରେ ଆରମ୍ଭ ହୋଇଛି । ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ ଗୋଟିଏ ପରେ ଗୋଟିଏ ବିଭାଗ ପାଇଁ ଘୋଷଣା ଜାରି ରଖିଛନ୍ତି । ଏହି କ୍ରମରେ ଦେଶରେ ବିକାଶରେ ମହିଳାଙ୍କ…
ପୁଣି ଅଜଣା ରୋଗ ନେଲା ଶିଶୁର ଜୀବନ
କୋରାପୁଟ: କୋରାପୁଟ ଜିଲା ନାରାୟଣପାଟଣା ବିଚଳଚୁଆଁ ଗାଁରେ ମଙ୍ଗଳବାର ପୁଣି ଅଜଣା ରୋଗରେ ଜଣେ ୩ ବର୍ଷୀୟା ଝିଅର ମୃତ୍ୟୁ ଘଟିଛି। ଏହାକୁ ନେଇ ଅଞ୍ଚଳରେ ଭୟର ବାତାବରଣ ଖେଳି ଯାଇଛି। ମିଳିଥିବା ସୂଚନା ମୁତାବକ, କିଛି ଦିନ ହେଲା ୩…
Archives


