Home Left

ନନ୍ଦନକାନନ ଆସିଲେ ୫ ଲକ୍ଷ୍ମୀପେଚା

ତ୍ରିଶୂଳିଆ,୩୦ା୧୧(ତୁଷାରକାନ୍ତ ବେହେରା):ସିଟି ଫରେଷ୍ଟ ଡିଭିଜନର ନନ୍ଦନକାନନ ଥାନା ଅଧୀନ ରଘୁନାଥପୁର ଅଞ୍ଚଳରୁ ଉଦ୍ଧାର ହୋଇଥିବା ୫ ଲକ୍ଷ୍ମୀପେଚାଙ୍କୁ ବନ ବିଭାଗ ଶୁକ୍ରବାର ନନ୍ଦନକାନନ ପ୍ରାଣୀ ଉଦ୍ୟାନକୁ ହସ୍ତାନ୍ତର କରିଛି। ଏହି ଉଦ୍ଧାର ପେଚାଙ୍କ ମଧ୍ୟରେ ୩ ବଡ଼ ଓ ୨ ଛୁଆ…

ମାଡ଼ିଆସୁଛି ବାତ୍ୟା ‘ଫେଙ୍ଗାଲ’: ଆଜି ୧୭ ଜିଲାରେ ବର୍ଷିବ

ଭୁବନେଶ୍ୱର,୩୦ା୧୧(ଅନୁରାଧା ମହାରଣା):ଦକ୍ଷିଣ ପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଗଭୀର ଅବପାତ ଘନୀଭୂତ ହେଉଥିବାବେଳେ କ୍ରମଶଃ ବାତ୍ୟାର ରୂପ ନେବାକୁ ଯାଉଛି। ବାତ୍ୟାର ନାଁ ‘ଫେଙ୍ଗାଲ’ ରଖାଯାଇଥିବାବେଳେ ଏହା ତାମିଲନାଡୁ ଉପକୂଳରେ ମାଡ଼ହେବା ସମ୍ଭାବନା ରହିଛି। ତେବେ ବାତ୍ୟାର ସିଧାସଳଖ ପ୍ରଭାବ ଓଡ଼ିଶା…

ବ୍ଲାକ୍‌ ଫ୍ରାଇଡେ ସେଲ୍‌ରେ ଆକର୍ଷଣୀୟ ରିହାତି

ନୂଆଦିଲ୍ଲୀ,୩୦।୧୧: ଦେଶର ପ୍ରମୁଖ ଇ କମର୍ସ ପ୍ଲାଟ୍‌ଫର୍ମ ତଥା ଆମାଜନ ଇଣ୍ଡିଆର ବହୁ ପ୍ରତୀକ୍ଷିତ ଅଫର ଏବଂ ପ୍ରଥମ ବ୍ଲାକ୍‌ ଫ୍ରାଇଡେ ସେଲ୍‌ (ଇଭେଣ୍ଟ)ର ଶୁଭାରମ୍ଭ ନିକଟରେ ହୋଇଯାଇଛି। ଏହି ସେଲ୍‌ ୨୦୨୪ ଡିସେମ୍ବର ୨ ପର୍ଯ୍ୟନ୍ତ ଚାଲିବାକୁ ଥିବାବେଳେ ପ୍ଲାଟ୍‌ଫର୍ମର…

ବଜାରରେ ଲାଭାର ନୂତନ ଉତ୍ପାଦ

ନୂଆଦିଲ୍ଲୀ,୩୦।୧୧: ଲାଭା ଇଣ୍ଟରନ୍ୟାଶନାଲ ଲିମିଟେଡ୍‌ ବା ଲାଭାର ନୂତନ ଉତ୍ପାଦ ତଥା ୟୁଭା ସିରିଜର ଅତ୍ୟାଧୁନିକ ମଡେଲ ‘ୟୁଭା-୪’ର ଅନାବରଣ (ଶୁଭାରମ୍ଭ) ନିକଟରେ ହୋଇଯାଇଛି। ୬,୯୯୯ ଟଙ୍କାର ଆକର୍ଷଣୀୟ ପ୍ରାରମ୍ଭିକ ମୂଲ୍ୟରେ ଉପଲବ୍ଧ ୟୁଭା-୪ ପାୱାର ପରଫର୍ମାନ୍ସ, ସୁନ୍ଦର ଡିଜାଇନ ଏବଂ…

ବେଦାନ୍ତ ଲିମିଟେଡ୍‌କୁ ପ୍ଲାଟିନମ୍‌ ପୁରସ୍କାର

ନୂଆଦିଲ୍ଲୀ,୩୦।୧୧: ବେଦାନ୍ତ ଲିମିଟେଡ୍‌କୁ ନିକଟରେ ଆଉ ଏକ ଜାତୀୟସ୍ତରର ସମ୍ମାନ ପ୍ରଦାନ କରାଯାଇଛି। ଏପରିକି ଇଣ୍ଡିଆନ୍‌ ଚାମ୍ବର ଅଫ୍‌ କମର୍ସ (ଆଇସିସି) ଦ୍ୱାରା ଆୟୋଜିତ ୬ଷ୍ଠ ଆଇସିସି ଜାତୀୟ ବୃତ୍ତିଗତ ସ୍ବାସ୍ଥ୍ୟ ‘ଇସ୍ପାତ ଏବଂ ଖଣି କ୍ଷେତ୍ର’ ସମ୍ମାନ ବର୍ଗରେ କମ୍ପାନୀକୁ…

ରୁପା ଦର ୧,୦୦,୦୦୦ ପାର

ଭୁବନେଶ୍ୱର,୩୦।୧୧ (ଅଭୟ ଦାଶ): କ୍ରମାଗତ ଭାବେ ରୁପା ଦର ଘରୋଇ ବଜାରରେ ବଢ଼ି ଚାଲିଛି। ଏପରିକି କିଛିଦିନର ସ୍ଥିରତା ପରେ ପୁଣି ଥରେ ରୁପା ଦର ୧,୦୦,୦୦୦ ଟଙ୍କା ପାର କରିଛି। ଶୁକ୍ରବାର ଭୁବନେଶ୍ୱରରେ ରୁପା କିଲୋଗ୍ରାମ ପିଛା ୧,୦୧,୦୦୦ ଟଙ୍କାରେ…

୯ ବର୍ଷର ନାବାଳିକାଙ୍କୁ ବଳାତ୍କାର କଲେ ଜେଜେବାପା: ବାନ୍ଧିଲା ପୋଲିସ

ପଟ୍ଟାମୁଣ୍ଡାଇ,୩୦ା୧୧(କଳ୍ପତରୁ ନାୟକ):କେନ୍ଦ୍ରାପଡ଼ା ଜିଲା ପଟ୍ଟାମୁଣ୍ଡାଇ ଗ୍ରାମାଞ୍ଚଳ ଥାନା ଅଧୀନ ଏକ ଗ୍ରାମରେ ଜଣେ ୯ ବର୍ଷର ନାବାଳିକାଙ୍କୁ ଜଣେ ବୃଦ୍ଧ ବଳାତ୍କାର କରିଥିବା ଅଭିଯୋଗ ହୋଇଛି। ଗ୍ରାମାଞ୍ଚଳ ଥାନା ପୋଲିସ ସମ୍ପୃକ୍ତ ବୃଦ୍ଧଙ୍କୁ ଗିରଫ କରି ଶୁକ୍ରବାର କୋର୍ଟ ଚାଲାଣ କରିଛି।…

ସର୍ବଭାରତୀୟ ଡିଜିପି ସମ୍ମିଳନୀ:ଆଜି ଯୋଗଦେବେ ପ୍ରଧାନମନ୍ତ୍ରୀ

ଭୁବନେଶ୍ୱର,୩୦ା୧୧(ଅନିଲ ଦାସ):ପୋଲିସ ମହାନିର୍ଦ୍ଦେଶକ / ମହାନିରୀକ୍ଷକମାନଙ୍କ ସର୍ବଭାରତୀୟ ସମ୍ମିଳନୀ ଶୁକ୍ରବାର ଭୁବନେଶ୍ୱରସ୍ଥିତ ଲୋକସେବା ଭବନ କନ୍‌ଭେନ୍‌ଶନ ସେଣ୍ଟରରେ ଆରମ୍ଭ ହୋଇଛି। ଏହି ସମ୍ମିଳନୀକୁ ସ୍ବରାଷ୍ଟ୍ରମନ୍ତ୍ରୀ ଅମିତ୍‌ ଶାହା ଉଦ୍‌ଘାଟନ କରିଛନ୍ତି। ଏଥିରେ ପ୍ରଧାନମନ୍ତ୍ରୀଙ୍କ ପ୍ରମୁଖ ସଚିବ, ଜାତୀୟ ସୁରକ୍ଷା ପରାମର୍ଶଦାତା, ସ୍ବରାଷ୍ଟ୍ର…

ପାକିସ୍ତାନ ପାଇଁ ଗୁପ୍ତଚରଗିରି: ଭାରତୀୟ ଯୁବକ ଗିରଫ

ନୂଆଦିଲ୍ଲୀ,୩୦ା୧୧: ଗୁପ୍ତଚରଗିରି ଅଭିଯୋଗରେ ଭାରତୀୟ ନାଗରିକ ଦିନେଶ ଗୋହିଲଙ୍କୁ ଗୁଜରାଟ ଆତଙ୍କବାଦ ନିରୋଧୀ ସ୍କ୍ବାଡ୍‌ (ଏଟିଏସ୍‌) ଗିରଫ କରିଛି। ଭାରତୀୟ ତଟସୁରକ୍ଷା ଏବଂ ସାମୁଦ୍ରିକ ସୀମା ଅଭିଯାନ ସମ୍ପର୍କରେ ଗୁରୁତ୍ୱପୂର୍ଣ୍ଣ ସୂଚନା ପାକିସ୍ତାନକୁ ପଠାଯାଉଥିବା ନେଇ ଗୋଇନ୍ଦା ଖବର ପାଇବା ପରେ…

ସାପକାମୁଡ଼ାକୁ ସୂଚନୀୟ ରୋଗ ଘୋଷଣାକଲା କେନ୍ଦ୍ର

ନୂଆଦିଲ୍ଲୀ,୩୦ା୧୧: ଭାରତରେ ସାପକାମୁଡ଼ା ଓ ତତ୍‌ଜନିତ ମୃତ୍ୟୁକୁ କେନ୍ଦ୍ର ସ୍ବାସ୍ଥ୍ୟ ମନ୍ତ୍ରଣାଳୟ ସୂଚନୀୟ ରୋଗ ଘୋଷଣା କରିଛି। ଦେଶରେ ବର୍ଷକୁ ୩ରୁ ୪ ନିୟୁତ ସାପ କାମୁଡ଼ା ଘଟୁଥିବାବେଳେ ସେଥିରୁ ପ୍ରାୟ ୫୦, ୦୦୦ ଜଣଙ୍କର ମୃତ୍ୟୁ ହେଉଥିବା ଏକ ତଥ୍ୟରୁ…

ଜଙ୍ଗଲ ସୁରକ୍ଷାରେ ୧୩୯ ଅତ୍ୟାଧୁନିକ ଯାନ ସାମିଲ

ବାରଙ୍ଗ/ଭୁବନେଶ୍ୱର,୩୦।୧୧ (ଲିଙ୍ଗରାଜ ରାଉତ/ବନ୍ଦନା ସେଠୀ):ଆହୁରି ଅଧିକ ସୁଦୃଢ଼ ହେବ ଜଙ୍ଗଲ ସୁରକ୍ଷା ଅଭିଯାନ। ଜଙ୍ଗଲ ନିଅଁା, ପ୍ରାକୃତିକ ବିପର୍ଯ୍ୟୟର ମୁକାବିଲା ସହ ଶିକାର ଓ ଚୋରା କାରବାର ରୋକିବାକୁ ବଡ଼ ପଦକ୍ଷେପ ନେଇଛନ୍ତି ରାଜ୍ୟ ସରକାର। ଜଙ୍ଗଲ ସୁରକ୍ଷାରେ ଅଲ୍‌-ଟେରେନ୍‌ ଭେହିକିଲ୍‌…

ପ୍ରଥମକରି ଗାଁରେ ଜଳିଲା ବିଜୁଳି ଆଲୁଅ

ଉମରକୋଟ,୩୦।୧୧(ସନ୍ତୋଷ ଶତପଥୀ):ଦୀର୍ଘ ବର୍ଷ ପରେ ଉମରକୋଟ ବ୍ଲକ୍‌ର ୨ ଗାଁରେ ବିଦ୍ୟୁତ୍‌ ସଂଯୋଗ ହୋଇଛି। ଏହାକୁ ନେଇ ଉଭୟ ଗାଁର ଲୋକେ ବେଶ୍‌ ଖୁସି ଅଛନ୍ତି। ସୂଚନାନୁଯାୟୀ, ଉମରକୋଟ ବ୍ଲକ୍‌ ବକଦା ପଞ୍ଚାୟତର ଗଟିଗୁଡ଼ା ଓ କୋପେନା ଗ୍ରାମରେ ବିଦ୍ୟୁତ୍‌ ସଂଯୋଗ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?