ତାରାପଦର-ନୁନରେଶ ରାସ୍ତା ବେହାଲ: ପ୍ରଧାନମନ୍ତ୍ରୀ ସଡ଼କ ଯୋଜନାରେ ସାମିଲ ଦାବି
ଥୁଆମୂଳ ରାମପୁର,୧୪ା୧୦ (ଦୁର୍ଗା କୀର୍ତ୍ତି)- କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକର ତାରାପଦର-ନୁନରେଶ ରାସ୍ତା ଶୋଚନୀୟ ହୋଇପଡିଛି। ଫଳରେ ଏହି ରାସ୍ତା ଉପରେ ନିର୍ଭର କରୁଥିବା ଆଖପାଖ ଅଞ୍ଚଳବାସୀ ନାହିଁ ନ ଥିବା ଅସୁବିଧାର ସମ୍ମୁଖୀନ ହେଉଛନ୍ତି। ରାୟଗଡ଼ା ଜିଲା...
ଅନନ୍ୟାଙ୍କ ବିପକ୍ଷରେ ଲକ୍ଷ୍ୟ
ମୁମ୍ବାଇ: ନିକଟରେ ରିଲିଜ୍ ହୋଇଥିବା ଆର୍ୟନ ଖାନ୍ଙ୍କ ‘ଦି ବ୍ୟାଣ୍ଡ୍ସ ଅଫ୍ ବଲିଉଡ୍’ ଓ୍ବେବ୍ ସିରିଜ୍ରେ ଅଭିନେତା ଲକ୍ଷ୍ୟ ଲାଲ୍ଓ୍ବାନୀଙ୍କୁ ମୁଖ୍ୟ ଭୂମିକାରେ ଦେଖିବାକୁ ମିଳିଥିଲା। ଏହି ସିରିଜ୍ରେ ତାଙ୍କ ଅଭିନୟକୁ ଖୁବ୍ ପ୍ରଶଂସା କରାଯାଇଥିଲା। ୨୦୨୩ରେ ରିଲିଜ୍ ହୋଇଥିବା ‘ଧର୍ମା...
ସବୁଠୁ ସଂକୀର୍ଣ୍ଣ ନଦୀ
ବେଜିଂ: ଚାଇନାର ହୁଆଲାଇ ନଦୀକୁ ବିଶ୍ୱର ସବୁଠାରୁ ସଂକୀର୍ଣ୍ଣ ନଦୀ ଭାବରେ ବିବେଚନା କରାଯାଇଥାଏ। ହାଓଲାଇ ନାମରେ ମଧ୍ୟ ପରିଚିତ ଏହି ନଦୀ ଉତ୍ତର ଚାଇନାର ଆଭ୍ୟନ୍ତରୀଣ ମଙ୍ଗୋଲିଆ ଅଞ୍ଚଳରେ ରହିଛି। ଏହି ସଂକୀର୍ଣ୍ଣ ନଦୀର ଲମ୍ବ ପ୍ରାୟ ୧୭ କି....
ବିହାରର ସବୁ ଆସନରେ ଗୋରକ୍ଷକଙ୍କୁ ପ୍ରାର୍ଥୀ କରିବେ ଶଙ୍କରାଚାର୍ଯ୍ୟ
ପାଟନା, ୧୪।୧୦: ବିହାରର ସମସ୍ତ ୨୪୩ ବିଧାନସଭା ଆସନରେ ଗୋରକ୍ଷକଙ୍କୁ ପ୍ରାର୍ଥୀ କରିବାକୁ ଉତ୍ତରାଖଣ୍ଡର ଜ୍ୟୋତିର୍ମଠ ଶଙ୍କରାଚାର୍ଯ୍ୟ ଅଭିମୁକ୍ତେଶ୍ୱରାନନ୍ଦ ସରସ୍ବତୀ ସୋମବାର ଘୋଷଣା କରିଛନ୍ତି। ତେବେ ନାମାଙ୍କନ ପ୍ରକ୍ରିୟା ସମାପ୍ତ ହେବା ପରେ ଯାଇ ସେ ନିର୍ବାଚନରେ ଲଢ଼ୁଥିବା ସମସ୍ତ ଗୋରକ୍ଷକଙ୍କ...
କୋଲକାତା ଗଣବଳାତ୍କାର ପୀଡ଼ିତାଙ୍କ ସହ କଥା ହେଲେ ମୁଖ୍ୟମନ୍ତ୍ରୀ: କହିଦେଲେ ଏମିତି କଥା
ଭୁବନେଶ୍ୱର,୧୪ା୧୦(ସୁନିତ୍ ମିଶ୍ର):ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ସୋମବାର ସନ୍ଧ୍ୟାରେ ପଶ୍ଚିମବଙ୍ଗ ଦୁର୍ଗାପୁରଠାରେ ଗଣବଳାତ୍କାରର ଶିକାର ହୋଇଥିବା ଓଡ଼ିଆ ଝିଅ, ତାଙ୍କ ମା’ ଏବଂ ସେଠାରେ ଉପସ୍ଥିତ ଓଡ଼ିଶା ମହିଳା କମିଶନ ଅଧ୍ୟକ୍ଷା ଶୋଭନା ମହାନ୍ତିଙ୍କ ସହିତ ଆଲୋଚନା କରିଛନ୍ତି। ଆଲୋଚନା...
ତ୍ରିପୁରାରେ ୧୪ ମାସର ଶିଶୁକନ୍ୟାଙ୍କୁ ବଳାତ୍କାର ପରେ ହତ୍ୟା
ଅଗରତାଲା, ୧୪ା୧୦: ତ୍ରିପୁରାର ପନିସାଗର ଅଞ୍ଚଳରେ ଶନିବାର ଏକ ୧୪ ମାସର ଶିଶୁକନ୍ୟାଙ୍କୁ ଜଣେ ଦିନ ମଜୁରିଆ ଶ୍ରମିକ ବଳାତ୍କାର କରି ହତ୍ୟା କରିଛନ୍ତି। ଶିଶୁକନ୍ୟାର ମୃତଦେହ ଏକ ଧାନ କ୍ଷେତ ମଧ୍ୟରେ ପୋତା ଯାଇଥିବା ଅବସ୍ଥାରେ ଉଦ୍ଧାର ହୋଇଛି।...
ନୂଆପଡ଼ା ବିଧାନସଭା ଉପନର୍ବାଚନ: ସୀମାବର୍ତ୍ତୀ ଜିଲା ପ୍ରଶାସନର ସହାୟତା ଲୋଡ଼ିଲା ନୂଆପଡ଼ା ପ୍ରଶାସନ
ନୂଆପଡ଼ା,୧୩ା୧୦ (ମକାରୁ ବେମାଲ): ନୂଆପଡ଼ା ବିଧାନସଭା ଉପନର୍ବାଚନକୁ ଅବାଧ ନିରପେକ୍ଷ ଓ ତ୍ରୁଟିଶୂନ୍ୟ କରିବା ପାଇଁ ସୀମାନ୍ତ ଛତିଶଗଡ଼ ରାଜ୍ୟର ମହାସମୁନ୍ଦ ଓ ଗରିଆବନ୍ଧ ଜିଲା ପ୍ରଶାସନର ସହାୟତା ଲୋଡିଛି ନୂଆପଡା ଜିଲା ପ୍ରଶାସନ। ଏହି ଅବସରରେ ନୂଆପଡା ଓସ୍ବାନ...
ନୂଆପଡ଼ା ଉପନିର୍ବାଚନ ତ୍ରିମୁଖୀ ନୁହେଁ ଭାଜପା, କଂଗ୍ରେସ ମଧ୍ୟରେ ଲଢ଼େଇ: ଭକ୍ତ
ନୂଆପଡ଼ା,୧୩ା୧୦ (ମକାରୁ ବେମାଲ)ନୂଆପଡ଼ା ଉପନିର୍ବାଚନରେ ତ୍ରିମୁଖୀ ନୁହେଁ, ଭାଜପା ଓ କଂଗ୍ରେସ ମଧ୍ୟରେ ଲଢେଇ ହେବ ଏବଂ କଂଗ୍ରେସ ବହୁମତରେ ବିଜୟୀ ହେବ ବୋଲି ପିସିସି ସଭାପତି ଭକ୍ତ ଚରଣ ଦାସ କହିଛନ୍ତି। ସୋମବାର ସ୍ଥାନୀୟ ଏବିଟି ସମ୍ମିଳନୀ କକ୍ଷରେ...
ପାକିସ୍ତାନର ଶାନ୍ତି ପ୍ରସ୍ତାବକୁ ପ୍ରତ୍ୟାଖ୍ୟାନ କଲା ଆଫଗାନିସ୍ତାନ, ରକ୍ଷମନ୍ତ୍ରୀ-ISI ମୁଖିଆଙ୍କୁ ଦେଲା ନାହିଁ ଭିସା
ନୂଆଦିଲ୍ଲୀ,୧୩।୧୦: ଇସ୍ଲାମାବାଦର ଆଫଗାନିସ୍ତାନକୁ ଶାନ୍ତିର ପ୍ରୟାସରେ ବଡ଼ ବିଫଳତା ମିଳିଛି। ଆଫଗାନିସ୍ତାନ ପାକିସ୍ତାନର ରକ୍ଷଣାମନ୍ତ୍ରୀ ଖ୍ୱାଜା ଆସିଫ, ଆଇଏସ୍ଆଇ ମୁଖ୍ୟ ଆସିମ୍ ମାଲିକ ସହ ଅନ୍ୟ ଦୁଇ ଜେନେରାଲଙ୍କ ଭିସା ଆବେଦନକୁ ପ୍ରତ୍ୟାଖ୍ୟାନ କରିଛି। ରିପୋର୍ଟ୍ ଅନୁଯାୟୀ, ଗତ ୩...
ଜିଲା ପୋଲିସ ପ୍ରଶାସନ ପକ୍ଷରୁ ଅଭିଯୋଗ ଶୁଣାଣି: ୪୮୫ ଅଭିଯୋଗ …
ଦିଗପହଣ୍ଡି/ପାଟପୁର, ୧୩/୧୦(ଅଶେଷ ନାଥ ମିଶ୍ର/ସିମାଞ୍ଚଳ ସାହୁ): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପରିସରରେ ସୋମବାର ଗଞ୍ଜାମ ଜିଲା ପୋଲିସ ଓ ପ୍ରଶାସନ ପକ୍ଷରୁ ମିଳିତ ଅଭିଯୋଗ ଶୁଣାଣି ଅନୁଷ୍ଠିତ ହୋଇଥିଲା। ସାନଖେମୁଣ୍ଡି ବିଡ଼ିଓ ଜୀତେନ୍ଦ୍ର କୁମାର ମିଶ୍ରଙ୍କ ପ୍ରତ୍ୟକ୍ଷ ତତ୍ତ୍ବାବଧାନରେ...
୨୫ରେ ଖୋଲିପାରେ କଳିଙ୍ଗା ଘାଟି ରାସ୍ତା: ୧୭ରେ ବିଧାୟକ,ଉପଜିଲାପାଳ କରିବେ ବାଇପାସ୍ ରାସ୍ତା ଅନୁଧ୍ୟାନ
ଭଞ୍ଜନଗର,୧୩ା୧୦(ବାବୁଲା ପ୍ରଧାନ)- ଆଜିକୁ ୩୦ ଦିନ ହେବ ଗମନା ଗମନ ପାଇଁ ବନ୍ଦ ଥିବା କଳିଙ୍ଗା ଘାଟି ଜାତୀୟ ରାଜପଥ ରାସ୍ତାକୁ ଆସନ୍ତା ୨୫ ତାରିଖରେ ପରୀକ୍ଷାମୂଳକ ଭାବେ ଖୋଲିବା ଲାଗି ଯୋଜନା କରାଯାଇଛି। ବର୍ଷା ଯଦି ନ ହୁଏ...
ବାସୁଦେବପୁର ପଞ୍ଚାୟତରେ ମିଳିତଅଭିଯୋଗ ଶୁଣାଣି
ଦିଗପହଣ୍ଡି,୧୩।୧୦(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ବ୍ଳକ ବାସୁଦେବପୁର ପଞ୍ଚାୟତ କାର୍ଯ୍ୟାଳୟ ପରିସରରେ ପ୍ରଶାସନ ପକ୍ଷରୁ ସୋମବାର ପଞ୍ଚାୟତ ସ୍ତରୀୟ ମିଳିତ ଅଭିଯୋଗ ଶୁଣାଣୀ ଅନୁଷ୍ଠିତ ହୋଇଯାଇଛି । ଦିଗପହଣ୍ଡି ତହସିଲଦାର ସନ୍ତୋଷ କୁମାର ସାହୁ, ଅତିରିକ୍ତ ବିଡିଓ ଉମେଶ କୁମାର...
Archives


