ପାକିସ୍ତାନ ସେନା ଉପରେ BLAର ବଡ଼ ଆକ୍ରମଣ, ବଲୁଚିସ୍ତାନକୁ ସ୍ୱାଧୀନ ଦେଶ ଘୋଷଣା କରି ଦେଖାଇଲା ଶକ୍ତି!
ଇସଲାମବାଦ,୧୭।୭: ପାକିସ୍ତାନର ପ୍ରଧାନମନ୍ତ୍ରୀ ଶେହବାଜ ସରିଫ ଏବଂ ଫିଲ୍ଡ ମାର୍ଶାଲ ଅସୀମ ମୁନିରଙ୍କ ପାଇଁ ସମସ୍ୟା କମିବାର କୌଣସି ସଙ୍କେତ ଦେଖାଯାଉନାହିଁ । ଗୋଟିଏ ପଟେ, ପିଓକେରେ ପ୍ରତିବାଦକାରୀମାନେ ପାକିସ୍ତାନ ବିରୁଦ୍ଧରେ ଆନ୍ଦୋଳନ ଆରମ୍ଭ କରିଛନ୍ତି, ଅନ୍ୟପଟେ, ବଲୁଚିସ୍ତାନ ନିଜକୁ ଏକ…
ମା’ଙ୍କୁ ସୁପାରି ଦେଇ ହତ୍ୟା କଲେ ଝିଅ: କାରଣ ଜାଣିଲେ ହେବେ ଆଶ୍ଚର୍ଯ୍ୟ
ଜୟପୁର(ରାଜସ୍ଥାନ), ୧୭।୭:ପିଲାମାନଙ୍କ ଏକ ସୁରକ୍ଷିତ ଭବିଷ୍ୟତ ଗଢ଼ିବା ପାଇଁ ମା’ବାପାମାନେ ଜୀବନରେ ବହୁ ତ୍ୟାଗ କରିଥାନ୍ତି। ନିଜେ କଷ୍ଟ ସହୁଥିଲେ ସୁଦ୍ଧା ପିଲାମାନଙ୍କୁ ଏହାର ଅନୁଭବ ହେବାକୁ ଦେଇ ନ ଥାନ୍ତି। ହେଲେ ବେଳେବେଳେ ପିଲାମାନଙ୍କ କାର୍ଯ୍ୟକଳାପ ଏଭଳି ନିଷ୍ଠୁର ହୋଇଥାଏ,…
ଅଲଇଣ୍ଡିଆ ବ୍ୟାଡ଼ମିଣ୍ଟନ ପ୍ରତିଯୋଗିତା: ଛତିଶଗଡ଼ରେ ଚମକିବେ ୟୁରୋ ସ୍କୁଲର ଛାତ୍ରୀଛାତ୍ର
ଛତ୍ରପୁର,୧୭।୭(ଦିଲ୍ଲୀପ ସାମଲ): ଛତିଶଗଡରେ ଚମକିବେ ୟୁରୋ ସ୍କୁଲର ଛାତ୍ରୀଛାତ୍ର। ଛତିଶଗଡ଼ ଭିଲାଇଠାରେ ୧୭ ଠାରୁ ୧୯ ତାରିଖ ୩ ଦିନିଆ ସିବିଏସଇ ଅଲଇଣ୍ଡିଆ କ୍ଲଷ୍ଟରସ୍ତରୀୟ ବ୍ୟାଡ଼ମିଣ୍ଟନ ପ୍ରତିଯୋଗିତା ଅନୁଷ୍ଠିତ ହେବାକୁ ଯାଉଛି l ଏହି ଅବସରରେ ଗଞ୍ଜାମ ଜିଲା ଛତ୍ରପୁର ସହରର…
କଙ୍ଗୋ ଜଙ୍ଗଲରୁ ମିଳିଲା ନୂଆ ପ୍ରଜାତିର ମାଙ୍କଡ଼, କମଳା ରଙ୍ଗର ଓଠ ସାଙ୍ଗକୁ…
କିନ୍ସାସା/ଫ୍ଲୋରିଡା, ୧୭ା୭: ଡେମୋକ୍ରାଟିକ ରିପବ୍ଲିକ ଅଫ୍ କଙ୍ଗୋ (ଡି.ଆର୍. କଙ୍ଗୋ)ର ଦୁର୍ଗମ ଜଙ୍ଗଲରେ ଗବେଷକମାନେ ସମ୍ପୂର୍ଣ୍ଣ ନୂଆ ପ୍ରଜାତିର ମାଙ୍କଡ଼ ଖୋଜିପାଇଛନ୍ତି। କଳା ରଙ୍ଗର ଚମକଦାର ଲୋମ, କଳା ମୁହଁ ଏବଂ ଗୋଲାପୀ-କମଳା ମିଶ୍ରିତ ଆକର୍ଷଣୀୟ ଓଠ ଥିବା ଏହି ସ୍ବତନ୍ତ୍ର…
ଶ୍ରୀଲିଙ୍ଗରାଜ ମନ୍ଦିର ଗର୍ଭଗୃହରେ ସୋନୁ ନିଗମଙ୍କ ଫଟୋ ଭାଇରାଲ: ଉଠିଲା ପ୍ରଶ୍ନବାଚୀ
ପୁରୁଣାଭୁବନେଶ୍ୱର,୧୭ା୭(ସୁବାସ ଚନ୍ଦ୍ର ପ୍ରଧାନ):ଏକାମ୍ର କ୍ଷେତ୍ରର ଆରାଧ୍ୟ ପ୍ରଭୁ ଶ୍ରୀଲିଙ୍ଗରାଜଙ୍କ ମନ୍ଦିର ଗର୍ଭଗୃହରେ ବଲିଉଡ୍ କଣ୍ଠଶିଳ୍ପୀ ସୋନୁ ନିଗମ ପୂଜାର୍ଚ୍ଚନା କରୁଥିବା ସମୟର ଏକ ଫଟୋ ଗୁରୁବାର ସୋସିଆଲ ମିଡିଆରେ ଭାଇରାଲ ହୋଇଛି। ଏନେଇ ସେବାୟତ, ଶ୍ରଦ୍ଧାଳୁ ଏବଂ ବୁଦ୍ଧିଜୀବୀଙ୍କ ମଧ୍ୟରେ ଅସନ୍ତୋଷ…
ଟ୍ରମ୍ପଙ୍କ ବଡ଼ ଅଭିଯୋଗ, ୨୨ କୋଟି ଆମେରିକୀୟ ଭୋଟରଙ୍କ ଡାଟା ଚୋରି କରିଛି ଚାଇନା
ଓ୍ବାଶିଂଟନ,୧୭।୭: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଆମେରିକା ନିର୍ବାଚନ ତଥ୍ୟ ସହିତ ଚାଇନା ଅଦଳବଦଳ କରୁଥିବା ଅଭିଯୋଗ କରିଛନ୍ତି। ୨୫ମିନିଟର ଏକ ଭାଷଣରେ ସେ କହିଛନ୍ତି ଯେ, ସେ ସିଷ୍ଟମ ମଧ୍ୟରେ ଚମକପ୍ରଦ ଦୁର୍ବଳତା ସମ୍ପର୍କରେ ସୂଚନା ସାର୍ବଜନୀନ କରୁଛି ।…
ପ୍ରବଳ ବର୍ଷା, ଏହି ଜିଲାରେ ଆଜି ସ୍କୁଲ୍-ଅଙ୍ଗନବାଡ଼ି କେନ୍ଦ୍ର ବନ୍ଦ
ସୋନପୁର,୧୭।୭; ରାଜ୍ୟରେ ପ୍ରବଳ ବର୍ଷା ଜାରି ରହିଛି । ଲଘୁଚାପ ପ୍ରଭାବରେ ଆସନ୍ତା ୧୮ ତାରିଖ ପର୍ଯ୍ୟନ୍ତ ରାଜ୍ୟରେ ବର୍ଷା ଲାଗି ରହିବ । ପାଣିପାଗ ବିଭାଗ ସତର୍କ କରାଇଛି ଯେ ଶୁକ୍ରବାର ରାଜ୍ୟର ଅଧିକାଂଶ ସ୍ଥାନରେ ପ୍ରବଳ ବର୍ଷା ହୋଇପାରେ…
ଅଗଷ୍ଟ ୫ରେ ପାକିସ୍ତାନରେ ହେବ ବଡ଼ ପ୍ରତିବାଦ ରାଲି, କାହିଁକି ଜାଣନ୍ତୁ…
ଲାହୋର,୧୬।୭: ଜେଲରେ ଥିବା ପାକିସ୍ତାନର ପୂର୍ବତନ ପ୍ରଧାନମନ୍ତ୍ରୀ ଇମ୍ରାନ ଖାନ୍ଙ୍କ ଦଳ ଅଗଷ୍ଟ ୫ତାରିଖରେ ସାରା ଦେଶରେ ପ୍ରତିବାଦ କରିବାକୁ ଡାକରା ଦେଇଛି। ସେହି ଦିନ ସେମାନଙ୍କ ନେତାଙ୍କ ଜେଲ ରହଣିର ୩ ବର୍ଷ ପୂରିବ। ଇମ୍ରାନ୍ଙ୍କ ଦଳ ‘ପାକିସ୍ତାନ ତେହେରିକ-ଇ-ଇନସାଫ୍’…
ରୋହିତ ଶର୍ମାଙ୍କ ଆନ୍ତର୍ଜାତୀୟ କ୍ୟାରିୟରରେ ପଡ଼ିବ ପୂର୍ଣ୍ଣଚ୍ଛେଦ! ଇଂଲଣ୍ଡ ବିପକ୍ଷ ଅନ୍ତିମ ଦିନିକିଆ ହେବ…
ମୁମ୍ବାଇ,୧୬।୭: ଭାରତୀୟ କ୍ରିକେଟ୍ ଦଳର ପୂର୍ବତନ ଅଧିନାୟକ ତଥା ଷ୍ଟାର୍ ଓପନର ରୋହିତ ଶର୍ମାଙ୍କ ଆନ୍ତର୍ଜାତୀୟ କ୍ରିକେଟ୍ କ୍ୟାରିୟରର ଅନ୍ତ ଘଟିବାକୁ ଯାଉଛି। ଲର୍ଡସ ଠାରେ ଜୁଲାଇ ୧୯ ତାରିଖରେ ଇଂଲଣ୍ଡ ବିପକ୍ଷରେ ଖେଳାଯିବାକୁ ଥିବା ତୃତୀୟ ଦିନିକିଆ ମ୍ୟାଚ୍ ତାଙ୍କ…
ପ୍ରକାଶ ପାଇଲା NEET UG ୨୦୨୬ ପରୀକ୍ଷାଫଳ: ୧୧.୨୧ ଲକ୍ଷ ଛାତ୍ରୀଛାତ୍ର କୃତକାର୍ଯ୍ୟ, ସଫଳତା ହାରରେ ଆଗରେ ମହିଳା
ନୂଆଦିଲ୍ଲୀ,୧୬।୭: ନ୍ୟାସନାଲ ଟେଷ୍ଟିଂ ଏଜେନ୍ସି (NTA) ପକ୍ଷରୁ ନ୍ୟାସନାଲ ଏଲିଜିବିଲିଟି କମ୍ ଏଣ୍ଟ୍ରାନ୍ସ ଟେଷ୍ଟ (NEET UG) ୨୦୨୬ ର ପରୀକ୍ଷା ଫଳ ପ୍ରକାଶ ପାଇଛି। ମେଡିକାଲ୍ ନାମଲେଖା ଏବଂ କାଉନସେଲିଂ ପ୍ରକ୍ରିୟା ଯେପରି ସଠିକ୍ ସମୟରେ ହୋଇପାରିବ, ସେଥିପାଇଁ ଏହି…
ରଥଯାତ୍ରା: ମୀନାବଜାର ଦୋଳିରେ କରେଣ୍ଟ ଲାଗି ଚାଲିଗଲା ନାବାଳକଙ୍କ ଜୀବନ
ପାରଳାଖେମୁଣ୍ଡି,୧୬ା୭(ଗିରିଧାରୀ ପରିଚ୍ଛା): ପାରଳାଖେମୁଣ୍ଡିରେ ରଥଯାତ୍ରା ପାଇଁ ପଡିଥିବା ମୀନା ବଜାର ପରିସରରେ ବିଦ୍ୟୁତ୍ ଆଘାତରେ ଜଣେ ନାବାଳକ(୧୫)ଙ୍କ ମୃତ୍ୟୁ ହୋଇଛି। ସେ ହେଲେ ପାରଳାଖେମୁଣ୍ଡି ଫ୍ରେଣ୍ଡ୍ସ କଲୋନୀ ତୃତୀୟ ଗଳିର ମୋହନ ବେହେରାଙ୍କ ପୁଅ ବିନୋଦ ବେହେରା (୧୫)। ରଥଯାତ୍ରା ଅବସରରେ…
ରଥଯାତ୍ରାରେ ଭକ୍ତଙ୍କ ମୃତ୍ୟୁକୁ ନେଇ ବଡ଼ କଥା କହିଲେ ମନ୍ତ୍ରୀ
ପୁରୀ,୧୬।୭: ପୁରୀ ରଥଯାତ୍ରାରେ ଅଣନିଶ୍ବାସୀ ହୋଇ ଭକ୍ତଙ୍କ ମୃତ୍ୟୁକୁ ନେଇ ସ୍ବାସ୍ଥ୍ୟମନ୍ତ୍ରୀ ମୁକେଶ ମହାଲିଙ୍ଗ ଏକ ବଡ଼ ସୂଚନା ଦେଇଛନ୍ତି। ରଥଯାତ୍ରାରେ ଦଳା ଚକଟା ହୋଇ ନ ଥିବା ମନ୍ତ୍ରୀ କହିଥିବା ବେଳେ ଅଣନିଶ୍ବାସୀ ହେବା କାରଣରୁ ଜଣେ ୬୦ ବର୍ଷୀୟ…

