Home Left

କାଉଡ଼ିଆଙ୍କୁ ନେଇ ଯାଉଥିବା ବସ ଦୁର୍ଘଟଣାଗ୍ରସ୍ତ, ୧୭ ଆହତ

ଯାଜପୁର,୨୨।୭: ଯାଜପୁରରେ ସୋମବାର ଏକ ସଡ଼କ ଦୁର୍ଘଟଣା ହୋଇଛି। କାଉଡ଼ିଆଙ୍କୁ ନେଇ ଯାଉଥିବା ବସ ଦୁର୍ଘଟଣାଗ୍ରସ୍ତ ହୋଇଛି। ଫଳରେ ୧୭ କାଉଡିଆ ଆହତ ହୋଇଛନ୍ତି। ସେମାନଙ୍କୁ ଯାଜପୁର ରୋଡ ମେଡିକାଲରେ ଭର୍ତ୍ତି କରାଯାଇଛି। ସୂଚନାଯୋଗ୍ୟ, ରବିବାର ବିଳମ୍ବିତ ରାତିରେ କାଉଡ଼ିଆଙ୍କୁ ନେଇ…

ବିଧାୟକଙ୍କୁ ଗୁରୁମନ୍ତ୍ର ଦେଲେ ନବୀନ: କହିଲେ, ଏହି ପ୍ରସଙ୍ଗରେ…

ଭୁବନେଶ୍ୱର,୨୨।୭: ଆଜିଠାରୁ ବିଧାନସଭା ଅଧିବେଶନ ଆରମ୍ଭ ହେବ। ରାଜ୍ୟରେ ଭାଜପା ସରକାରର ଏହା ପ୍ରଥମ ଅଧିବେଶନ ଅନୁଷ୍ଠିତ ହେବାକୁ ଯାଉଛି। ୨୪ବର୍ଷ ପରେ ବିଜେଡି ବିରୋଧୀ ଦଳରେ ବସିଛି। ତେଣୁ ୨୭ ଦିନିଆ ବିଧାନସଭା ଅଧିବେଶନ ଉପରେ ସମସ୍ତଙ୍କ ନଜର ରହିଛି।…

ରାଜ୍ୟ ସଭାରେ ପ୍ରଭାବଶାଳୀ ବିରୋଧୀ ଭୂମିକା ନେବ ବିଜେଡି: ସସ୍ମିତ

ନୂଆଦିଲ୍ଲୀ,୨୨ା୭:ବିଜୁ ଜନତା ଦଳ (ବିଜେଡି) ପାର୍ଲାମେଣ୍ଟର ଉଚ୍ଚ ସଦନ ରାଜ୍ୟ ସଭାରେ ପ୍ରଭାବଶାଳୀ ବିରୋଧୀ ଦଳ ଭୂମିକା ନିଭାଇବ। ବିଜେଡିର ରାଜ୍ୟ ସଭା ନେତା ସସ୍ମିତ ପାତ୍ର ରବିବାର ଗଣମାଧ୍ୟମକୁ ଏହି ସୂଚନା ଦେଇଛନ୍ତି। ନୂଆଦିଲ୍ଲୀରେ ସରକାର ଡାକିଥିବା ସର୍ବଦଳୀୟ ବୈଠକ…

ଆଜି ଶ୍ରାବଣର ପ୍ରଥମ ସୋମବାର

ଭୁବନେଶ୍ୱର,୨୨ା୭(ସୂର୍ଯ୍ୟକାନ୍ତ ବେହେରା):ଶ୍ରାବଣ ମାସର ପ୍ରଥମ ସୋମବାର। ଶୈବପୀଠରେ ଜଳଲାଗି ପାଇଁ ବିଭିନ୍ନ ପ୍ରାନ୍ତରୁ ଶ୍ରଦ୍ଧାଳୁଙ୍କ ଆଗମନ ଲାଗି ରହିବ। ଜଳ ଉଠାଇବାଠାରୁ ଠାକୁରଙ୍କ ଜଳଲାଗି ପର୍ଯ୍ୟନ୍ତ ସବୁକିଛି କିପରି ସୁରକ୍ଷିତ ତଥା ଶୃଙ୍ଖଳିତ ଭାବେ ହେବ ସେଥିପାଇଁ କମିଶନରେଟ ପୋଲିସ ପକ୍ଷରୁ…

ଆଜିଠୁ ଯୁକ୍ତ୨ ନାମଲେଖା

ଭୁବନେଶ୍ୱର,୨୨ା୭(ଅସମାପିକା ସାହୁ):୨୦୨୪-୨୫ ଶିକ୍ଷାବର୍ଷ ପାଇଁ ଯୁକ୍ତ୨ ପ୍ରଥମ ବର୍ଷ ପ୍ରଥମ ପର୍ଯ୍ୟାୟ ନାମଲେଖା ସୋମବାରଠାରୁ ଆରମ୍ଭ ହେବ। ମୋଟ ୪,୨୬,୪୭୨ ଛାତ୍ରୀଛାତ୍ର ନାମଲେଖା ପାଇଁ ଚୟନ ହୋଇଛନ୍ତି। ଛାତ୍ରୀଛାତ୍ରମାନେ ୨୭ ତାରିଖ ମଧ୍ୟରେ ନାମ ଲେଖାଇବେ। ପ୍ରତି ଘଣ୍ଟାରେ କଲେଜରେ ୧୫ଜଣଙ୍କର…

ଏନ୍‌ଇଇଟି-ୟୁଜି ଶୁଣାଣି ଆଜି

ନୂଆଦିଲ୍ଲୀ,୨୨ା୭:ବିବାଦ ଘେରରେ ଛନ୍ଦିହୋଇଥିବା ଚଳିତ ବର୍ଷର ମେଡିକାଲ ପ୍ରବେଶିକା ପରୀକ୍ଷା ଏନ୍‌ଇଇଟି-ୟୁଜି ଅନିୟମିତତାକୁ ନେଇ ଦାଏର ୪୦ରୁ ଊର୍ଦ୍ଧ୍ୱ ଆବେଦନର ଶୁଣାଣି ସୁପ୍ରିମକୋର୍ଟରେ ସୋମବାର ଅନୁଷ୍ଠିତ ହେବ। ନ୍ୟାଶନାଲ ଟେଷ୍ଟିଂ ଏଜେନ୍ସି ଶନିବାର ଏହି ପରୀକ୍ଷାର କେନ୍ଦ୍ରଓ୍ବାରି ଏବଂ ସହରଓ୍ବାରି ଫଳାଫଳ…

୨୫ରେ ରାଜ୍ୟ ବଜେଟ: ବସିଲା ସର୍ବଦଳୀୟ ବୈଠକ

ଭୁବନେଶ୍ୱର, ୨୨। ୭(ସୁନିତ୍‌ ମିଶ୍ର):ସପ୍ତଦଶ ବିଧାନସଭାର ବଜେଟ ଅଧିବେଶନ ସୋମବାରଠାରୁ ଆରମ୍ଭ ହେବ। ଏହା ପୂର୍ବରୁ ରବିବାର ବାଚସ୍ପତି ସୁରମା ପାଢ଼ୀଙ୍କ ଅଧ୍ୟକ୍ଷତାରେ ସର୍ବଦଳୀୟ ବୈଠକ ଅନୁଷ୍ଠିତ ହୋଇଛି। ବୈଠକରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଓ ଦୁଇ ଉପ-ମୁଖ୍ୟମନ୍ତ୍ରୀ କନକ…

ଅଧିବେଶନ ପୂର୍ବରୁ ଶାସକ-ବିରୋଧୀ ପ୍ରସ୍ତୁତ:ବିରୋଧୀଙ୍କୁ ପାଲଟା ଆକ୍ରମଣ ପାଇଁ ଭାଜପାର ରଣନୀତି

ଭୁବନେଶ୍ୱର, ୨୨। ୭(ସୁନିତ୍‌ ମିଶ୍ର):ବିଧାନସଭା ଅଧିବେଶନ ସୋମବାରଠାରୁ ଆରମ୍ଭ ହେବ। ରାଜ୍ୟରେ ଭାଜପା ସରକାରର ଏହା ପ୍ରଥମ ଅଧିବେଶନ ଅନୁଷ୍ଠିତ ହେବାକୁ ଯାଉଛି। ୨୪ବର୍ଷ ପରେ ବିଜେଡି ବିରୋଧୀ ଦଳରେ ବସିଛି। ତେଣୁ ସୋମବାରଠାରୁ ଆରମ୍ଭ ହେବାକୁ ଥିବା ୨୭ ଦିନିଆ…

ସୋନି ବ୍ରାଭିଆ ୩ ଟିଭି ସିରିଜ

ଭୁବନେଶ୍ୱର, ୨୨ା୭ (ଅଭୟ ଦାଶ): ସୋନି ଇଣ୍ଡିଆର ବହୁ ପ୍ରତୀକ୍ଷିତ ତଥା ଅତ୍ୟାଧୁନିକ ଜ୍ଞାନକୌଶଳରେ ନିର୍ମିତ ବ୍ରାଭିଆ ୩ ସିରିଜ୍‌ ଟିଭିକୁ ନିକଟରେ ଉନ୍ମୋଚନ କରାଯାଇଛି। ଏପରିକି ଏହି ସିରିଜ୍‌ରେ ଆକର୍ଷଣୀୟ ଡିଜାଇନ, ଅତୁଳନୀୟ ଛବିର ମାନ, ଉନ୍ନତ ସାଉଣ୍ଡ ଓ…

ଭାରତ କ୍ୟୁଆର୍‌ କୋଡ୍‌ର ଶୁଭାରମ୍ଭ

ଭୁବନେଶ୍ୱର, ୨୨ା୭ (ଅଭୟ ଦାଶ): ବନ୍ଧନ ବ୍ୟାଙ୍କର ବହୁ ପ୍ରତୀକ୍ଷିତ ତଥା ଅତ୍ୟାଧୁନିକ ଜ୍ଞାନକୌଶଳରେ ନିର୍ମିତ ନୂଆ ପେମେଣ୍ଟ ସମାଧାନ ‘ଭାରତ କ୍ୟୁଆର୍‌ କୋଡ୍‌’ର ଶୁଭାରମ୍ଭ ସମ୍ପର୍କରେ ଘୋଷଣା କରାଯାଇଛି। ଏପରିକି ଭାରତ କ୍ୟୁଆର୍‌ କୋଡ୍‌ ଜରିଆରେ ଏହି ନୂଆ ପେମେଣ୍ଟ…

୫୦ ଦିନରେ ୫ କୋଟିରୁ ଅଧିକ କାରବାର: ମୁଖ୍ୟ ଆକର୍ଷଣ ବୟନିକାର କ୍ଲିୟରାନ୍ସ ସେଲ୍‌

ଭୁବନେଶ୍ୱର, ୨୨ା୭(ଅଭୟ ଦାଶ): ପ୍ରତି ବର୍ଷ ଭଳି ଚଳିତ ବର୍ଷ ମଧ୍ୟ ‘ନ୍ୟୁ ରାଜସ୍ଥାନ କଟନ୍‌ ଫାବ୍‌-୨୦୨୪ ପ୍ରଦର୍ଶନ (ମେଳା)’ର କାରବାର ବେଶ୍‌ ଉତ୍ସାହଜନକ ରହିଛି। ଏପରିକି ଜୁନ୍‌ ୧ରୁ ଆରମ୍ଭ ହୋଇଥିବା ଏହି ମେଳା ଏହାରି ମଧ୍ୟରେ ୫୦ ଦିନ…

ଭାଜପାରେ ଫାଟ: ଜୟନାରାୟଣ ମିଶ୍ରଙ୍କୁ ଜିଲା ସଭାପତିଙ୍କ ଚ୍ୟାଲେଞ୍ଜ

ସମ୍ବଲପୁର,୨୨ା୭(ଭବାନୀ ଶଙ୍କର ଭୋଇ ):ସମ୍ବଲପୁର ଭାଜପା ଜିଲା ସଭାପତି ଗିରୀଶ ପଟେଲଙ୍କ ଜନ୍ମଦିନ ଅବସରରେ ରବିବାର ନୟାପଡାରେ ଉଦ୍‌ଘାଟିତ ହୋଇଛି ଜିଲା ସଭାପତିଙ୍କ ଦଳୀୟ କାର୍ଯ୍ୟାଳୟ। ଏହି କାର୍ଯ୍ୟକ୍ରମରେ ସମ୍ବଲପୁର ବିଧାନ ସଭା କ୍ଷେତ୍ର ଅଧୀନ ବହୁ ପଦାଧିକାରୀ ଓ ଦଳୀୟ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri