ଥମୁନି ଦାଦନ ଦୁଃଖ: ଗାଁକୁ ଫେରିଲା ଶ୍ରମିକଙ୍କ ମୃତଦେହ
ଗୋପାଳପୁର,୨୮।୧୧(ନବୀନ ରାଜ ଆଚାରୀ): ଗଞ୍ଜାମ ଜିଲା ରଙ୍ଗେଈଲୁଣ୍ଡା ବ୍ଲକ ଅଧୀନ ପାନାପଲ୍ଲୀ ଗ୍ରାମର ଜଣେ ଯୁବକ ଦାଦାନ ଖଟିବାକୁ ଯାଇ ଶବ ହୋଇ ଘରକୁ ଫେରିଛନ୍ତି। ମୃତକ ହେଲେ ଏଲ୍. ଘନଶ୍ୟାମ ରେଡ୍ଡୀ। ମିଳିଥିବା ସୂଚନା ମୁତାବକ, ୯ ମାସ ହେଲା…
ଯେତେବେଳେ ବି ମୁଖ୍ୟମନ୍ତ୍ରୀ ବାଛିବାକୁ ସମୟ ନେଇଛି ଭାଜପା ସାମ୍ନାକୁ ଆସିଛି ସରପ୍ରାଇଜ୍ ଚେହେରା
ମୁମ୍ବାଇ,୨୮।୧୧: ମହାରାଷ୍ଟ୍ର ବିଧାନସଭା ନିର୍ବାଚନ ଫଳାଫଳ ଆସିବାକୁ ୬ ଦିନ ହୋଇ ଗଲାଣି। ହେଲେ ରାଜ୍ୟର ମୁଖ୍ୟମନ୍ତ୍ରୀ କିଏ ହେବେ ତାହା ଏବେ ପର୍ଯ୍ୟନ୍ତ ସ୍ପଷ୍ଟ ହୋଇନାହିଁ। କୁହାଯାଉଛି କି ମହାରାଷ୍ଟ୍ରରେ ଭାରତୀୟ ଜନତା ପାର୍ଟି(ଭାଜପା)ର ନେତା ହିଁ ମୁଖ୍ୟମନ୍ତ୍ରୀ ଚୌକିରେ…
ସଙ୍ଗଠନରେ ବଢୁଛି ଉତ୍ପୀଡନ: ଆତ୍ମସମର୍ପଣ କଲେ ହାର୍ଡକୋର ମାଓବାଦୀ
ଫୁଲବାଣୀ,୨୮ା୧୧(ରାକେଶ କୁମାର ରାଉତ): ସୁରକ୍ଷା ବାହିନୀର ଲଗାତାର ଚଢାଉ କନ୍ଧମାଳ ଜିଲାରେ ମାଓବାଦୀଙ୍କ କାର୍ଯ୍ୟକ୍ରମରେ ରୋକ ଲଗାଇଛି। ଗୁରୁବାର ଜଣେ କ୍ୟାଡର ମାଓବାଦୀ କନ୍ଧମାଳ ପୋଲିସ ପାଖରେ ଆତ୍ମସମର୍ପଣ କରିଛନ୍ତି। ସେ ହେଲେ ବିଜା ମାଡଭି ଓରଫ ଟିକେଶ। ସେ ଗତ…
୩୦ କୋଟି ରୋଜଗାର କରି ବିଶ୍ୱ ରେକର୍ଡ କଲେ ପନ୍ତ, କୋହଲିଙ୍କୁ ବି ଟପିଗଲେ…
ନୂଆଦିଲ୍ଲୀ,୨୮।୧୧: ଭାରତୀୟ କ୍ରିକେଟର ଋଷଭ ପନ୍ତଙ୍କ ଲାଗି ନଭେମ୍ବର ୨୪ ଏକ ସ୍ମରଣୀୟ ଦିନ। କାରଣ ଏହି ଦିନ ତାଙ୍କ ଉପରେ ଟଙ୍କା ବର୍ଷା ହୋଇଛି ଯାହାର କଳ୍ପନା କେହି ବି କରି ନ ଥିଲେ। ତେବେ ଆଇପିଏଲ ଅକ୍ସନରେ ଲକ୍ଷ୍ନୌ…
ହେମନ୍ତ ସୋରେନ ୪ର୍ଥ ଥର ପାଇଁ ଝାଡ଼ଖଣ୍ଡର ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଲେ ସତ, ହେଲେ ଅସଲ ରେକର୍ଡ ଭାଙ୍ଗିବେ ୧୭ରେ
ରାଞ୍ଚି,୨୮।୧୧: ଚତୁର୍ଥ ଥର ପାଇଁ ଝାଡ଼ଖଣ୍ଡ ମୁକ୍ତି ମୋର୍ଚ୍ଚା ନେତା ହେମନ୍ତ ସୋରେନ ଝାଡ଼ଖଣ୍ଡର ମୁଖ୍ୟମନ୍ତ୍ରୀ ଭାବରେ ଶପଥ ଗ୍ରହଣ କରିଛନ୍ତି। ଗୁରୁବାର ରାଞ୍ଚିର ଐତିହାସିକ ମୋହରାବାଦି ପଡିଆରେ ହେମନ୍ତ ସୋରେନ ରାଜ୍ୟର ୧୪ତମ ମୁଖ୍ୟମନ୍ତ୍ରୀ ଭାବରେ ଶପଥ ଗ୍ରହଣ କରିଛନ୍ତି।…
ରାଜ୍ୟସ୍ତରୀୟ ଖୋ ଖୋ ପ୍ରତିଯୋଗିତା: ଭୁବନେଶ୍ୱର କିସ୍ ଚାମ୍ପିୟନ
ଦିଗପହଣ୍ଡି/ପାଟପୁର,୨୮।୧୧(ଅଶେଷ ନାଥ ମିଶ୍ର/ସୀମାଞ୍ଚଳ ସାହୁ): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଳକ ପାଟପୁର ବିଶ୍ୱାସ ରାୟ ବିଜ୍ଞାନ ମହାବିଦ୍ୟାଳୟ ମିନି ଷ୍ଟାଡିୟମରେ ଉଚ୍ଚମାଧ୍ୟମିକ ଶିକ୍ଷା ପରିଷଦ ଆନୁକୁଲ୍ୟରେ ଗତ ୩ ଦିନ ଧରି ଚାଲିଥିବା ରାଜ୍ୟସ୍ତରୀୟ ଯୁକ୍ତ ୨ ଆନ୍ତଃ ଉଚ୍ଚମାଧ୍ୟମିକ ବିଦ୍ୟାଳୟ…
ହଠାତ ସନ୍ନ୍ୟାସ ଘୋଷଣା କରି ଚମକାଇଲେ ଟିମ୍ ଇଣ୍ଡିଆର ଏହି ଖେଳାଳି, ବିରାଟଙ୍କ ସହ ଜିତିଥିଲେ ବିଶ୍ୱକପ୍
ନୂଆଦିଲ୍ଲୀ,୨୮।୧୧: ବର୍ତ୍ତମାନ ଟିମ୍ ଇଣ୍ଡିଆ ଅଷ୍ଟ୍ରେଲିଆ ବିପକ୍ଷରେ ୫ ମ୍ୟାଚ୍ ବିଶିଷ୍ଟ ଟେଷ୍ଟ ସିରିଜ ଖେଳୁଛି। ଏସବୁ ମଧ୍ୟରେ ଟିମ୍ ଇଣ୍ଡିଆର ଜଣେ ଖେଳାଳି ସନ୍ନ୍ୟାସ ଘୋଷଣା କରିଛନ୍ତି। ଏହି ଖେଳାଳି ଦଳ ପାଇଁ ଅନ୍ତିମ ଅନ୍ତର୍ଜାତୀୟ ମୁକାବିଲା ୨୦୧୯ରେ ଖେଳିଥିଲେ।…
ନିର୍ବାଚନ ପୂର୍ବରୁ ମୁଖ୍ୟମନ୍ତ୍ରୀଙ୍କ ନାମକୁ ନେଇ ହୋଇ ନ ଥିଲା ଚର୍ଚ୍ଚା, ମହାୟୁତିର ଟେନସନ ବଢାଇଲେ ଅଜିତ ପାଓ୍ବାର!
ମୁମ୍ବାଇ,୨୮।୧୧: ମହାରାଷ୍ଟ୍ରର ପରବର୍ତ୍ତୀ ମୁଖ୍ୟମନ୍ତ୍ରୀଙ୍କ ସମ୍ପର୍କରେ ପାଞ୍ଚ ଦିନ ପର୍ଯ୍ୟନ୍ତ ସସପେନ୍ସ ଜାରି ରହିଛି। ମହାରାଷ୍ଟ୍ର ମୁଖ୍ୟମନ୍ତ୍ରୀଙ୍କ ସମ୍ପର୍କରେ ଗୁରୁବାର ଦିଲ୍ଲୀରେ ଏନଡିଏ ବୈଠକ ଅନୁଷ୍ଠିତ ହେବ। ଏହି ବୈଠକରେ ଯୋଗଦେବା ପାଇଁ ଜାତୀୟତାବାଦୀ କଂଗ୍ରେସ ପାର୍ଟି (ଏନସିପି) ମୁଖ୍ୟ ଅଜିତ…
ଚିନ୍ମୟ ଦାସଙ୍କ ଗିରଫକୁ ନେଇ ଗର୍ଜିଲେ ଶେଖ ହସିନା
ନୂଆଦିଲ୍ଲୀ/ଢାକା,୨୮।୧୧: ବହିଷ୍କୃତ ବାଂଲାଦେଶ ପ୍ରଧାନମନ୍ତ୍ରୀ ଶେଖ ହସିନା ଦେଶଦ୍ରୋହ ଅଭିଯୋଗରେ ହିନ୍ଦୁ ଭିକ୍ଷୁ ଚିନ୍ମୟ କୃଷ୍ଣ ଦାସଙ୍କ ଗିରଫଦାରୀକୁ ତୀବ୍ର ନିନ୍ଦା କରିବା ସହ ତାଙ୍କୁ ତୁରନ୍ତ ମୁକ୍ତ କରିବାକୁ ଦାବି କରିଛନ୍ତି। ଆୱାମୀ ଲିଗ ସଭାପତି ବଙ୍ଗବନ୍ଧୁଙ୍କ ଝିଅ ଶେଖ…
ଡିସେମ୍ବର ୧ରେ କଂସ ଚୟନ
ବରଗଡ଼,୨୮।୧୧(ପ୍ରେମାନନ୍ଦ ଖମାରୀ): ବରଗଡ଼ ଧନୁଯାତ୍ରା ମହୋତ୍ସବ ୨୦୨୫ ଜାନୁୟାରୀ ୩ତାରିଖରୁ ଆରମ୍ଭ ହେବ। ଏଥର କଂସ ଅଭିନେତା ଚୟନ ହେବାକୁ ଯାଉଥିବାରୁ ଏହି ମହୋତ୍ସବରେ କାହା ଭାଗ୍ୟରେ କଂସ ଅଭିନୟର ସୁଯୋଗ ଜୁଟିବ ତାକୁ ସଭିଁଏ ଚାହିଁ ବସିଛନ୍ତି। ଆସନ୍ତା ଡିସେମ୍ବର…
ବୁମ୍ରାଙ୍କୁ ନେଇ ଅଷ୍ଟ୍ରେଲିଆ ଖେଳାଳିଙ୍କ ମଧ୍ୟରେ ଛନକା, ଟ୍ରାଭିସ ହେଡ୍ କହିଲେ…
ଆଡିଲେଡ,୨୮।୧୧: ଭାରତ-ଅଷ୍ଟ୍ରେଲିଆ ମଧ୍ୟରେ ପ୍ରଥମ ଟେଷ୍ଟ ପର୍ଥରେ ଖେଳାଯାଇଥିଲା। ଏଥିରେ ଆୟୋଜକ ଟିମ୍କୁ ୨୯୫ ରନ୍ରେ ପରାଜିତ ହେବାକୁ ପଡ଼ିଥିଲା। ଅଷ୍ଟ୍ରେଲିଆର ଏହି ହାର୍ର ସ୍କ୍ରିପ୍ଟ ଜସପ୍ରିତ୍ ବୁମ୍ରା ଲେଖିଥିଲେ। ସେ ମ୍ୟାଚ୍ରେ ୫ ଉଇକେଟ ନେଇଥିଲେ। ଏହାପରଠାରୁ କଙ୍ଗାରୁ ଟିମ୍ରେ…
ମୋଦିଙ୍କ ଗସ୍ତ ପାଇଁ ରାଜଧାନୀରେ ଟ୍ରାଫିକ କଟକଣା
ଭୁବନେଶ୍ୱର,୨୮।୧୧: ନଭେମ୍ବର ୨୯ରୁ ୧ ତାରିଖ ପର୍ଯ୍ୟନ୍ତ ରାଜଧାନୀ ଭୁବନେଶ୍ୱରରେ ୩ ଦିନିଆ ମହାନିର୍ଦ୍ଦେଶକ ପୋଲିସ(ଡିଜିପି) ଏବଂ ଇନ୍ସପେକ୍ଟର ଜେନେରାଲ ପୋଲିସ (ଆଇଜିପି) ସମ୍ମିଳନୀ ଅନୁଷ୍ଠିତ ହେବ। ଏନେଇ କମିଶନରେଟ୍ ପୋଲିସ ପକ୍ଷରୁ ଭୁବନେଶ୍ୱରର ବିଭିନ୍ନ ସ୍ଥାନ ପାଇଁ ଗୁରୁବାର କଟକଣା…

