Home Left

୧୫ ମାସର ଶିଶୁକନ୍ୟାଙ୍କୁ ବଳାତ୍କାର

ଯୋଡ଼ା,୨୮ା୧୧(ମାନସ ମହାନ୍ତି): କେନ୍ଦୁଝର ଜିଲା ଯୋଡ଼ା ଥାନା ଅନ୍ତର୍ଗତ ଅଂଶେଇକଳା ପଞ୍ଚାୟତ ଅଧୀନ ଏକ ଗ୍ରାମରେ ଜଣେ ୧୫ ମାସର ଶିଶୁ କନ୍ୟାକୁ ବଳାତ୍କାର କରାଯାଇଛି। ଶିଶୁ କନ୍ୟାଙ୍କ ଅବସ୍ଥା ଗୁରୁତର ଥିବାରୁ ତାଙ୍କୁ ପ୍ରଥମେ ଚମ୍ପୁଆ ଓ ପରେ କେନ୍ଦୁଝର…

ଭାଜପା କାର୍ଯ୍ୟାଳୟରେ ୨ ଘଣ୍ଟା ରହିବେ ମୋଦି, କରିବେ ରାତ୍ରି ଭୋଜନ

ଭୁବନେଶ୍ୱର, ୨୮ା୧୧: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆସନ୍ତା ୨୯ରୁ ୩ ଦିନିଆ ଓଡ଼ିଶା ଗସ୍ତ କାର୍ଯ୍ୟକ୍ରମରେ ଆସୁଛନ୍ତି। ଏଠାରେ ୪୮ଘଣ୍ଟିଆ ଅବସ୍ଥାନ ସମୟରେ ପ୍ରଧାନମନ୍ତ୍ରୀ ଉଭୟ ଦଳୀୟ ଓ ସରକାରୀ କାର୍ଯ୍ୟକ୍ରମର ସମୀକ୍ଷା କରିବେ ବୋଲି ଜଣାପଡ଼ିଛି ତେବେ ଏ ନେଇ…

ଏଭଳି ହୋଇଥିଲେ ପନ୍ତଙ୍କୁ ୨୭ କୋଟି ବଦଳରେ ମିଳିଥାନ୍ତା ମାତ୍ର ୨୦ କୋଟି, ଏମିତି ବାଜି ପଲଟାଇଦେଲା ଲକ୍ଷ୍ନୌ

ନୂଆଦିଲ୍ଲୀ,୨୮।୧୧: ଆଇପିଏଲ ୨୦୨୨ ମେଗା ନିଲାମରେ ଲକ୍ଷ୍ନୌ ସୁପର ଜିଆଣ୍ଟସ ରିଷଭ ପନ୍ତଙ୍କୁ କିଣିଥିଲେ। ଏହି ପରି ଭାବେ ଆଇପିଏଲ ଇତିହାସରେ ପନ୍ତ ସବୁଠାରୁ ଦାମୀ ଖେଳାଳି ହୋଇଛନ୍ତି। ଲକ୍ଷ୍ନୌ ତାଙ୍କୁ ୨୭ କୋଟିରେ କିଣିଛି। କିନ୍ତୁ ଆପଣ ଜାଣନ୍ତି କି…

ଶୀତରେ ଥରୁଛି ଜି.ଉଦୟଗିରି, ସର୍ବନିମ୍ନ ତାପମାତ୍ରା ରହିଛି…

ଜି.ଉଦୟଗିରି,୨୮ା୧୧(ଶିଶିର ପଟ୍ଟନାୟକ): ଜି. ଉଦୟଗିରି ସହରରେ ଗୁରୁବାର ସର୍ବନିମ୍ନ ତାପମାତ୍ରା ୬.୨ ଡିଗ୍ରୀ ସେଲ୍‌ସିୟସ୍‌ ରେକର୍ଡ କରାଯାଇଥିବା ଜି. ଉଦୟଗିରି କୃଷି ଗବେଷଣା କେନ୍ଦ୍ର ତରଫରୁ ଜାଣିବାକୁ ମିଳିଛି । କିନ୍ତୁ ସହରଠାରୁ ଅଧିକ ଶୀତ ମୁକୁଲିଙ୍ଗିଆ, ସିରିକି, କୁର୍ମିଙ୍ଗିଆ ସମେତ…

ଦିଲ୍ଲୀ ସବୁଠାରୁ ଅସୁରକ୍ଷିତ ରାଜଧାନୀ, କେଜ୍‌ରିଓ୍ବାଲ କହିଲେ ଆଇନଶୃଙ୍ଖଳା ରକ୍ଷା କରିବାରେ ମୁଖ୍ୟତଃ…

ନୂଆଦିଲ୍ଲୀ,୨୮ା୧୧: ଆମ୍‌ ଆଦ୍‌ମୀ ପାର୍ଟିର ସଂଯୋଜକ ଅରବିନ୍ଦ କେଜ୍‌ରିଓ୍ବାଲ କହିଛନ୍ତି, ଦିଲ୍ଲୀ ହେଉଛି ବିଶ୍ୱର ସବୁଠାରୁ ଅସୁରକ୍ଷିତ ରାଜଧାନୀ। ସେ କହିଛନ୍ତି, ଆଇନଶୃଙ୍ଖଳା ରକ୍ଷା କରିବାରେ କେନ୍ଦ୍ର ସରକାର ଏବଂ ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା ବିଫଳ ହୋଇଛନ୍ତି। କେଜ୍‌ରିଓ୍ବାଲ ମଧ୍ୟ…

ଘରେ ପଶି ପୁତୁରାଙ୍କୁ ହତ୍ୟା, ଦାଦାଙ୍କୁ ଅଟକ ରଖିଲା ପୋଲିସ

ବ୍ରହ୍ମପୁର,୨୮ା୧୧(ସୁବାସ ଚନ୍ଦ୍ର ପାଢ଼ୀ): ଗଞ୍ଜାମ ଜିଲାରେ ଘରୋଇ ହିଂସା ଓ ପୂର୍ବ ଶତ୍ରୁତାରୁ ମାସେ ଭିତରେ ୩ ମୁଣ୍ଡ ଗଡ଼ିସାରିଲାଣି। ପୂର୍ବରୁ ଶେରଗଡ଼ରେ ଦୁଇଟି ହତ୍ୟାକାଣ୍ଡ ଘଟିଥିବାବେଳେ ବୁଧବାର ବିଳମ୍ବିତ ରାତିରେ ସଦର ଥାନା ଅନ୍ତର୍ଗତ ରୋହିଗାଁ ବଡ଼ସାହିରେ ପୁଣି ଏକ…

ଉପମୁଖ୍ୟମନ୍ତ୍ରୀଙ୍କ ବଡ଼ ସୂଚନା: ଯେଉଁଠି ଅଧିକ ‘ସୁଭଦ୍ରା’ ଫର୍ମ ରିଜେକ୍ଟ ହୋଇଛି, ସେଠାରେ ଆରମ୍ଭ ହେବ…

ଭୁବନେଶ୍ୱର,୨୮ା୧୧: କିଛି ମହିଳା ସୁଭଦ୍ରା ଯୋଜନା ପାଇଁ ଫର୍ମ ଆବେଦନ କରିଥିଲେ ମଧ୍ୟ ଆଜି ପର୍ଯ୍ୟନ୍ତ ସେମାନଙ୍କୁ ଟଙ୍କା ମିଳିନାହିଁ। କାହିଁକି ମିଳିନାହିଁ ବୋଲି ମହିଳାମାନେ ଅସନ୍ତୋଷ ବ୍ୟକ୍ତ କରୁଥିବାବେଳେ ଏନେଇ ଗୁରୁବାର ବଡ଼ ସୂଚନା ଦେଇଛନ୍ତି ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା।…

ଶପଥ ନେଲେ ପ୍ରିୟଙ୍କା ଗାନ୍ଧୀ: ଉପସ୍ଥିତ ରହିଲେ ପୁଅ, ଝିଅ

ନୂଆଦିଲ୍ଲୀ,୨୮।୧୧: କେରଳର ଓ୍ବାୟନାଡ୍‌ ସଂସଦୀୟ ଆସନରୁ ବିଜୟ ପରେ କଂଗ୍ରେସ ନେତ୍ରୀ ପ୍ରିୟଙ୍କା ଗାନ୍ଧୀ ଭଦ୍ରା ଗୁରୁବାର ସଂସଦରେ ଲୋକ ସଭା ସଦସ୍ୟା ଭାବେ ଶପଥ ନେଇଛନ୍ତି। ପ୍ରିୟଙ୍କା ଶବଥ ନେବା ସମୟରେ ତାଙ୍କ ଭାଇ ରାହୁଲ ଗାନ୍ଧୀ, ମା’ ସୋନିଆ…

ବଳ ଗୋଟାଉଛି ବାତ୍ୟା: ରେଡ୍‌ ଆାଲର୍ଟ ଜାରି, ଏହିସବୁ ଜିଲାରେ ଭୀଷଣ ବର୍ଷା

ନୂଆଦିଲ୍ଲୀ,୨୮।୧୧:ତାମିଲନାଡୁ ଓ ପଣ୍ଡିଚେରୀ ଉପକୂଳ ମୁହାଁ ଗଭୀର ଅବପାତ। ଆଜି ଭୀଷଣ ବାତ୍ୟାରେ ପରିଣତ ହେବାର ସମ୍ଭାବନା ରହିଛି । ବାତ୍ୟାରେ ପରିଣତ ହେବା ପରେ ସାଇକ୍ଲୋନ ଫେଙ୍ଗଲ ଆସନ୍ତା ୩୦ ତାରିଖ ସକାଳୁ କାକାଇକାଲ ଓ ମହାବଳୀପୁରମ ମଝିରେ ଉପକୂଳ…

ଲୋକନୃତ୍ୟ ଯୁବ କଳାକାର ଆଲୋକ ବିଷୋୟୀଙ୍କୁ ସମ୍ବର୍ଦ୍ଧିତ

ଦିଗପହଣ୍ଡି,୨୮ା୧୧(ଅଶେଷ ନାଥ ମିଶ୍ର):ଦିଗପହଣ୍ଡି ନୂଆ ବସଷ୍ଟାଣ୍ଡ ନିକଟସ୍ଥ ବିଚିତ୍ର ବର୍ନାଳି ନାଟ୍ୟ ସଂସଦ କକ୍ଷରେ ନାଟ୍ୟ ସଂସଦର ସଭାପତି ବିଶ୍ୱନାଥ ଚୌଧୁରୀଙ୍କ ସଭାପତିତ୍ୱରେ ଏକ ସମ୍ବର୍ଦ୍ଧନା ସଭା ଅନୁଷ୍ଠିତ ହୋଇଯାଇଛି। ଏଥିରେ ବିଚିତ୍ର ବର୍ନାଳି ନାଟ୍ୟ ସଂସଦର ପରିଚାଳନା ନିର୍ଦ୍ଦେଶକ ତଥା…

ଅନ୍ତର୍ଜାତୀୟ ମ୍ୟାଚ୍‌ ସମୟରେ ନିଆରା ଦୃଶ୍ୟ: ଲଞ୍ଚ୍‌ବେଳେ ପଡ଼ିଆ ଭିତରେ ପଶି କ୍ରିକେଟ୍‌ ଖେଳିଲେ ଦର୍ଶକ

ଖ୍ରୀଷ୍ଟଚର୍ଚ୍ଚ,୨୮।୧୧: ଇଂଲଣ୍ଡ ଦଳ ବର୍ତ୍ତମାନ ନ୍ୟୁଜିଲାଣ୍ଡ ଗସ୍ତରେ ଅଛି। ଦୁଇ ଦଳ ମଧ୍ୟରେ ଏକ ତିନି ମ୍ୟାଚ ବିଶିଷ୍ଟ ଟେଷ୍ଟ ସିରିଜ ଖେଳାଯାଉଛି। ସିରିଜର ପ୍ରଥମ ଟେଷ୍ଟ ଖ୍ରୀଷ୍ଟଚର୍ଚ୍ଚର ହାଗଲି ଓଭାଲରେ ଖେଳାଯାଉଛି। ମ୍ୟାଚର ଗୋଟିଏ ଦିନ ସମାପ୍ତ ହୋଇଛି, ଏହା…

ବେଆଇନ ଗଛ କାଟୁଥିଲେ, ଧରିଲା ବନବିଭାଗ: ୫ ଅଭିଯୁକ୍ତଙ୍କୁ କୋର୍ଟ ଚାଲାଣ

ଲାଞ୍ଜିଗଡ଼,୨୮।୧୧(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଦକ୍ଷିଣ ବନଖଣ୍ଡ ବିଶ୍ୱନାଥପୁର ରେଞ୍ଜ ଢେପଗୁଡା ସଂରକ୍ଷିତ ଜଙ୍ଗଲ ଠାରେ ବେଆଇନ ଭାବେ ଗଛ କାଟୁଥିବା ବେଳେ ବନବିଭାଗ ୫ ଅଭିଯୁକ୍ତଙ୍କୁ କୋର୍ଟ ଚାଲାଣ କରିଛି I ବନ ବିଭାଗ ପକ୍ଷରୁ ଜନ ସାଧାରଣଙ୍କୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?