Home Left

ଆଡିଲେଡ୍‌ରେ ଡେବ୍ୟୁ କରିବେ ଟିମ୍‌ ଇଣ୍ଡିଆର ୫ ଖେଳାଳି! ରୋହିତଙ୍କ ଅଧିନାୟକତ୍ୱରେ ଦେଖିବାକୁ ମିଳିବ ନିଆରା ଦୃଶ୍ୟ…

ନୂଆଦିଲ୍ଲୀ,୨୭।୧୧: ବର୍ଡର-ଗାଭାସ୍କର ଟ୍ରଫିର ଦ୍ୱିତୀୟ ମ୍ୟାଚ୍‌ ଆଡିଲେଡ୍‌ରେ ଖେଳାଯିବ। ଏହା ଏକ ଦିବାରାତ୍ର ମ୍ୟାଚ୍‌ ରହିବ। ଡିସେମ୍ବର ୬ରୁ ଏହି ମୁକାବିଲା ଆରମ୍ଭ ହେବ। ଏମିତିରେ ଦଳର ଏକାଦଶରେ ସେତେଟା ପରିବର୍ତ୍ତନ ଦେଖାଯାଇ ନ ପାରେ ବୋଲି କୁହାଯାଉଛି। ହେଲେ ଅତି…

ଓଡ଼ିଶା ଆସିବେ ପ୍ରଧାନମନ୍ତ୍ରୀ, ରିପୋର୍ଟ କାର୍ଡ ଦେବେ ମୋହନ ସରକାର

ଭୁବନେଶ୍ୱର,୨୭।୧୧: ୨୯ ତାରିଖ ଅପରାହ୍ନରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଓଡ଼ିଶା ଆସିବେ। ୩ଦିନିଆ ଓଡ଼ିଶା ଗସ୍ତରେ ଆସୁଥିବା ପ୍ରଧାନମନ୍ତ୍ରୀଙ୍କ ପାଖରେ ରାଜ୍ୟର ମୋହନ ସରକାର ନିଜର ରିପୋର୍ଟ କାର୍ଡ ରଖିବେ । ଏହାସହିତ ପ୍ରଧାନମନ୍ତ୍ରୀ ମୋଦି ଭାଜପା ରାଜ୍ୟ କାର୍ଯ୍ୟାଳୟକୁ ଯାଇ…

ଧନୁଷ-ଐଶ୍ୱର୍ଯ୍ୟାଙ୍କ ଛାଡପତ୍ରକୁ କୋର୍ଟ କଲେ ମଞ୍ଜୁର, ଏବେ ରାସ୍ତା ଅଲଗା…

ମୁମ୍ବାଇ: ସାଉଥ ଅଭିନେତା ଧନୁଷ ଏବଂ ଐଶ୍ୱର୍ଯ୍ୟା ରଜନୀକାନ୍ତ ଛାଡପତ୍ର ହୋଇଛି। ବିବାହର ୨୦ ବର୍ଷ ପରେ ଦମ୍ପତିଙ୍କର ଏବେ ରାସ୍ତା ଅଲଗା ହୋଇଯାଇଛି। ଦୁଇ ବର୍ଷ ପୂର୍ବେ ଅଲଗା ହେବା ଘୋଷଣା କରିବା ପରେ ଧନୁଷ ଏବଂ ଐଶ୍ୱର୍ଯ୍ୟା ବର୍ତ୍ତମାନ…

କ’ଣ ଆଧାର ସହ ଲିଙ୍କ୍‌ କରିବାକୁ ହେବ QR କୋଡ୍‌ ଥିବା ପାନ୍‌ କାର୍ଡ? ଜାଣନ୍ତୁ ସବୁଠାରୁ ଗୁରୁତ୍ୱପୂର୍ଣ୍ଣ…

ନୂଆଦିଲ୍ଲୀ,୨୭।୧୧: ନୂତନ ପାନ୍‌ 2.0 ଯୋଜନାକୁ କେନ୍ଦ୍ର କ୍ୟାବିନେଟ ଅନୁମୋଦନ କରିଛି। ଏହି ଯୋଜନା ଅନୁଯାୟୀ, ପାନ କାର୍ଡକୁ ନବୀକରଣ କରାଯିବ। ଏଥିରେ QR କୋଡ୍‌ ମଧ୍ୟ ଅନ୍ତର୍ଭୂକ୍ତ କରାଯିବ। ଏଭଳି ସ୍ଥିତିରେ ଲୋକଙ୍କ ମନରେ ଏକ ପ୍ରଶ୍ନ ରହିଛି ଯେ…

ପ୍ରେମିକା ନାବାଳିକା ଥିଲେ ବୋଲି ଯିବାକୁ ପଡ଼ିଥିଲା ଜେଲ, ଏବେ ସିଡବ୍ଲୁସିର ହସ୍ତକ୍ଷେପ ପରେ ବିବାହ କଲେ ପ୍ରେମୀ ଯୁଗଳ

ଭବାନୀପାଟଣା,୨୭।୧୧(ଉତ୍ତମ କୁମାର ଦାଶ)- କଳାହାଣ୍ଡି ଜିଲା ଶିଶୁ ମଙ୍ଗଳ ସମିତି (ସିଡବ୍ଲୁସି)ର ହସ୍ତକ୍ଷେପ ପରେ ଦୁଇ ପ୍ରେମୀ ଯୁଗଳ ଏକାଠି ହୋଇ ବିବାହ ହୋଇଛନ୍ତି। ଏ ନେଇ ଭବାନୀପାଟଣା ସ୍ଥିତ ଜିଲା ଶିଶୁ ମଙ୍ଗଳ ସମିତି କାର୍ଯ୍ୟାଳୟରେ ବୁଧବାର ସେମାନଙ୍କ ଆଦର୍ଶ…

ଲାଞ୍ଚ ନେଉଥିବା ବେଳେ ଭିଜିଲାନ୍ସ ହାତରେ ଧରାପଡିଲେ ସିଡିପିଓ

ବେଗୁନିଆପଡ଼ା ,୨୭।୧୧(ସୁଶାନ୍ତ କୁମାର ପଟ୍ଟନାୟକ): ଲାଞ୍ଚ ନେଇ ଭିଜିଲାନ୍ସ ହାତରେ ଧରାପଡିଲେ ଗଞ୍ଜାମ ଜିଲା ବେଗୁନିଆପଡା ସିଡିପିଓ ସାରାଣୀ ପାଣିଗ୍ରାହୀ। ୧୨ ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ଭିଜିଲାନ୍ସ ଆଗରେ ଧରାପଡିଛନ୍ତି। ଏକ ଅଙ୍ଗନଓ୍ବାଡି କେନ୍ଦ୍ରର କର୍ମଚାରୀଙ୍କ ବକେୟା ଅର୍ଥ…

କୋରାପୁଟ ବସ୍‌ଷ୍ଟାଣ୍ଡରେ ଛୁରା ମାଡ଼

କୋରାପୁଟ,୨୭।୧୧(ଅମିତାଭ ବେହେରା): କୋରାପୁଟ ବସଷ୍ଟାଣ୍ଡରେ ଛୁରାମାଡ଼। ବସ ଟାଇମିଂକୁ ନେଇ ବୁଧବାର ଅପରାହ୍ନରେ କୋରାପୁଟ ଘରୋଇ ମାଲିକ ସଂଘ ସଭାପତି ଏସ୍‌. କାସିମଙ୍କୁ କିଛି ଦୁର୍ବୃତ୍ତ ଛୁରାମାଡ଼ କରି ଫେରାର ହୋଇଯାଇଥିବା ଜଣାପଡ଼ିଛି। ଏ ନେଇ କୋରାପୁଟ ଟାଉନ୍‌ ଥାନାରେ ଲିଖିତ…

ଅଗ୍ନିଯୋଦ୍ଧା ନିଯୁକ୍ତି ସମାରୋହରେ ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା: ୫ ବର୍ଷରେ…

ଭୁବନେଶ୍ୱର,୨୭।୧୧: ଅଗ୍ନିଯୋଦ୍ଧା ନିଯୁକ୍ତି ସମାରୋହରେ ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା କରି କହିଛନ୍ତି, ଆଜି ୯୪୧ ଅଗ୍ନିଯୋଦ୍ଧାଙ୍କୁ ନିଯୁକ୍ତି ଦେଇ ପ୍ରତିଶ୍ରୁତି ପାଳନ କରିଛୁ।ନିକଟରେ ୧୬ ହଜାର ୯ ଜଣ ପ୍ରାଥମିକ ଶିକ୍ଷକଙ୍କୁ ନିଯୁକ୍ତି ଦେଇଥିଲୁ। ଖୁବ୍‌ଶୀଘ୍ର ୨ ହଜାରରୁ ଊଦ୍ଧର୍‌ବ ଗୃହରକ୍ଷୀଙ୍କୁ…

ଭୁଲ ବାଟ ଦେଖାଇଲା ଗୁଗୁଲ ମ୍ୟାପ୍‌, ବ୍ରିଜ୍‌ରୁ ଖସି ୩ ଜଣଙ୍କର ଗଲା ଜୀବନ, ସମ୍ପୂର୍ଣ୍ଣ ଘଟଣା ଜାଣିଲେ…

ବରେଲି,୨୭।୧୧: ଗୁଗୁଲ ମ୍ୟାପ୍‌ ଦେଖି ଯାଉଥିବା ବେଳେ ଏକ ଅସମ୍ପୂର୍ଣ୍ଣ ବ୍ରିଜ୍‌ରୁ ଖସି ୩ ଜଣଙ୍କର ମୃତ୍ୟୁ ଘଟିଛି। ଏହି ଦୁର୍ଘଟଣା ରବିବାର ଘଟିଥିବା ସୂଚନା ମିଳିଛି। ବାଦାୟଁର ସମରେର ସହିତ ଫରିଦପୁରକୁ ସଂଯୋଗ କରିବା ପାଇଁ ଏହି ବ୍ରିଜ୍‌ ୧…

‘ମୋତେ ପ୍ରଧାନମନ୍ତ୍ରୀ ମୋଦି ଫୋନ୍‌ କରିଥିଲେ, ମୁଁ ତାଙ୍କୁ କହିଲି…’

ମୁମ୍ବାଇ,୨୭।୧୧: ମହାରାଷ୍ଟ୍ରର ପରବର୍ତ୍ତୀ ମୁଖ୍ୟମନ୍ତ୍ରୀ କିଏ ହେବେ? ଏହାକୁ ନେଇ କଳ୍ପନାଜଳ୍ପନା ଜାରି ରହିଥିବା ବେଳେ ଶିବସେନା (ଶିନ୍ଦେ ଦଳ) ମୁଖ୍ୟ ଏକନାଥ ଶିନ୍ଦେ ବୁଧବାର ଖବରଦାତା ସମ୍ମିଳନୀରେ ସ୍ପଷ୍ଟ କରିଛନ୍ତି। ମଙ୍ଗଳବାର ପ୍ରଧାନମନ୍ତ୍ରୀ କରିଥିବା ଫୋନ୍‌ କଲ୍‌ ବିଷୟରେ ଏକନାଥ…

ମହାରାଷ୍ଟ୍ରର ନୂଆ ମୁଖ୍ୟମନ୍ତ୍ରୀଙ୍କୁ ନେଇ ଶେଷ ହେଲା ସସ୍‌ପେନ୍ସ

ମୁମ୍ବାଇ,୨୭।୧୧: ମହାରାଷ୍ଟ୍ରର ପରବର୍ତ୍ତୀ ମୁଖ୍ୟମନ୍ତ୍ରୀ କିଏ ହେବେ? ଏହି ପ୍ରଶ୍ନକୁ ନେଇ ଏକ ରାଜନୀତି ଗରମ ରହିଛି। ଏବେ ଲାଗୁଛି ଯେ ମହାଯାତୀରେ ସସପେନ୍ସ ଶେଷ ହେବାକୁ ଯାଉଛି। ଏହି ସମୟରେ ରାଜ୍ୟରେ ମୁଖ୍ୟମନ୍ତ୍ରୀ ପଦ ପାଇଁ ବିହାରର ଫର୍ମୁଲାକୁ ପୁନରାବୃତ୍ତି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?