Home Left

କଲେଜ ହଷ୍ଟେଲରୁ ଛାତ୍ରଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର, କାହିଁକି ଏମିତି ଚରମ ନିଷ୍ପତ୍ତି ନେଲେ କାରଣ ଅସ୍ପଷ୍ଟ

ସମ୍ବଲପୁର,୨୧।୧(ପ୍ରମୋଦ ବହିଦାର): ସମ୍ବଲପୁର ବିଶ୍ୱବିଦ୍ୟାଳୟ (ଏସୟୁ) ବ୍ରହ୍ମପୁତ୍ର ଛାତ୍ରାବାସର ୫୨ ନମ୍ବର କୋଠରୀରୁ ଜଣେ ଛାତ୍ରଙ୍କ ଝୁଲନ୍ତା ମୃତଦେହକୁ ଉଦ୍ଧାର କରାଯାଇଛି। ସେ ହେଉଛନ୍ତି ସୁନ୍ଦରଗଡ଼ ଜିଲାର ସ୍ନାତକୋତ୍ତର ଅର୍ଥନୀତି ବିଭାଗର ଦ୍ୱିତୀୟ ବର୍ଷର ଛାତ୍ର କୁତ୍ରାର ସୁରଜ କୁଜୁର(୨୨)। ସେ…

ରାଜ୍ୟରେ ବଢିଲା ତାପମାତ୍ରା

ଭୁବନେଶ୍ୱର,୨୧।୧: ରାଜ୍ୟରେ ବଢିଲା ତାପମାତ୍ରା। ଉପକୂଳ ଓ ଆଭ୍ୟନ୍ତରୀଣ ଓଡ଼ିଶାରେ ବଢିଲା ତାପମାତ୍ରା। ୪ ଦିନରେ ଉପକୂଳରେ ୩ ଓ ଆଭ୍ୟନ୍ତରୀଣରେ ୭ ଡିଗ୍ରୀ ବୃଦ୍ଧି ହୋଇଛି। ଝାରସୁଗୁଡ଼ାରେ ସର୍ବାଧିକ ୭.୨ ଡିଗ୍ରୀ ବଢି ୧୪ ଡିଗ୍ରୀ ହେଲା ତାପମାତ୍ରା। ସେହିପରି…

ପିସ୍ତଲରୁ ନିଜକୁ ଗୁଳି କରିଦେଲେ ଯୁବ କଂଗ୍ରେସ ନେତା, ସହରରେ ଶୋକର ଛାୟା

ସୋନପୁର,୨୧l୧(ମୃତ୍ୟୁଞ୍ଜୟ ଶତପଥୀ): ସୁବର୍ଣ୍ଣପୁର ଜିଲା କଂଗ୍ରେସ କମିଟିର କୋଷାଧ୍ୟକ୍ଷ ରାଜେଶ ମିଶ୍ର(୪୦) ଆତ୍ମହତ୍ୟା କରିଛନ୍ତି। ମଙ୍ଗଳବାର ବିଳମ୍ବିତ ରାତିରେ ଏହି ଘଟଣା ଘଟିଛି। ସୁବର୍ଣ୍ଣପୁର ସହର ଭଗବତୀପ୍ଲଟ ସ୍ଥିତ ବାସଭବନରେ ନିଜ ପିସ୍ତଲରୁ ମୁଣ୍ଡକୁ ଗୁଳି ମାରି ସେ ଆତ୍ମହତ୍ୟା କରିଥିବା…

ମୋ ସ୍ବାମୀ ମୋତେ ମାରିଦେବେ….କାହିଁକି ଏମିତି କହିଲେ ମହାକାଶଚାରୀ ସୁନିତା ୱିଲିୟମ୍ସ

ନୂଆଦିଲ୍ଲୀ,୨୧।୧: ନାସା ମହାକାଶଚାରୀ ସୁନିତା ୱିଲିୟମ୍ସ ଭାରତରେ ଅଛନ୍ତି। ସେ ଦିଲ୍ଲୀରେ ସ୍ବର୍ଗତ କଳ୍ପନା ଚାୱଲାଙ୍କ ୯୦ ବର୍ଷୀୟା ମାଆଙ୍କୁ ଭେଟିଥିଲେ। ସାକ୍ଷାତ ସମୟରେ ଦୁହେଁ ସ୍ମୃତିଚାରଣ କରିଥିଲେ। ଭାରତୀୟ ବଂଶୋଦ୍ଭବ ଆମେରିକୀୟ ମହାକାଶଚାରୀ ଚାୱଲା ଫେବୃଆରୀ ୨୦୦୩ରେ ସ୍ପେସ ସଟଲ…

ଟଙ୍କା ଅନୁମୋଦନ ପରେ ଯୁକ୍ତ ୨ ପାଇଁ ମିଳିଲା ଅନୁମତି: ଅଞ୍ଚଳବାସୀଙ୍କ ମଧ୍ୟରେ ଖେଳିଗଲା ଖୁସିର ଲହରୀ

ଭଞ୍ଜନଗର,୨୧।୧(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର କେନ୍ଦ୍ରୀୟ ବିଦ୍ୟାଳୟ ପାଇଁ ଆଉ ଏକ ଖୁସି ଖବର ପହଞ୍ଚିଛି। କେନ୍ଦ୍ରୀୟ ବିଦ୍ୟାଳୟ ଖୋଲିବାର ୧୫ ବର୍ଷ ପରେ ଯୁକ୍ତ ୨ ଖୋଲିବା ପାଇଁ କେନ୍ଦ୍ର ସରକାର ଗତକାଲି ଅନୁମତି ଦେଇଛନ୍ତି। ଫଳରେ ଭଞ୍ଜନଗର…

ଉନ୍ନୟନ କାର୍ଯ୍ୟର ସମୀକ୍ଷା କଲେ ବିଧାୟକ ସମର୍ପିତ ହୋଇ କାମ କରିବାକୁ ଆହ୍ବାନ

ନୂଆପଡ଼ା,୨୧ା୧ (ମକାରୁ ବେମାଲ): ନୂଆପଡ଼ା ବିଧାନସଭା କ୍ଷେତ୍ର ବିକାଶ ସମିତି ବୈଠକ ସ୍ଥାନୀୟ ସଦ୍‌ଭାବନା ସଭା ଗୃହଠାରେ ମଙ୍ଗଳବାର ଅନୁଷ୍ଠିତ ହୋଇଯାଇଛି। ନୂଆପଡ଼ା ବିଧାୟକ ଜୟ ଢୋଲକିଆ ଅଧ୍ୟକ୍ଷତା କରି ସମର୍ପିତ ଭାବରେ ଜନସାଧାରଣଙ୍କୁ ସେବା ଯୋଗାଇଦେବା ପାଇଁ ଅଧିକାରୀମାନଙ୍କୁ ଆହ୍ବାନ…

ବିରାଟ-ରୋହିତଙ୍କ କଟିବ ଦରମା! କିଏ କେଉଁ କାଟାଗୋରୀରେ ରହିବେ? ସେଣ୍ଟ୍ରାଲ କଣ୍ଟ୍ରାକ୍ଟକୁ ନେଇ BCCIର ବଡ଼ ବୟାନ

ନୂଆଦିଲ୍ଲୀ,୨୧।୧: ଭାରତୀୟ କ୍ରିକେଟ ନିୟନ୍ତ୍ରଣ ବୋର୍ଡ (BCCI) ପୁରୁଷ କ୍ରିକେଟ ପାଇଁ କେନ୍ଦ୍ରୀୟ ଚୁକ୍ତିନାମା ତାଲିକାକୁ ସୁଗମ କରିବାକୁ ପ୍ରସ୍ତୁତ ହେଉଛି। ଖେଳାଳିଙ୍କ କେନ୍ଦ୍ରୀୟ ଚୁକ୍ତିନାମାକୁ ସରଳ କରିବା ପାଇଁ ୨୦୧୮ରେ ପ୍ରଚଳିତ A+ ବର୍ଗକୁ ବିଦାୟ କରିପାରେ। BCCI ପୂର୍ବରୁ…

ବଲାଙ୍ଗୀରରେ ଚାଞ୍ଚଲ୍ୟ: ଶ୍ୱଶୁର ଘର ମାଡ଼ରେ ଜ୍ୱାଇଁଙ୍କ ଚାଲିଗଲା ଜୀବନ, ଏହି କାରଣରୁ…

ବଲାଙ୍ଗୀର,୨୧।୧ (ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ସହରରେ ଚାଞ୍ଚଲ୍ୟ। ତୁଳସୀନଗର ପଡାରେ ଯଦୁମଣି ବଗର୍ତ୍ତୀ ନାମକ ଜଣେ ବ୍ୟକ୍ତିଙ୍କୁ କୋଦାଳରେ ଲାଗିଥିବା ବାଡିରେ ପିଟି ହତ୍ୟା କରାଯାଇଛି। ମଙ୍ଗଳାବାର ରାତିରେ ତୁଳସୀନଗର ଏକ ଗଳି ରାସ୍ତାରୁ ଗୁରୁତର ଅବସ୍ଥାରେ ଟାଉନ ପୋଲିସ…

NASAରୁ ଅବସର ନେଲେ ସୁନିତା ୱିଲିୟମ୍ସ: ୨୭ ବର୍ଷ ସେବା, ମହାକାଶରେ ୬୦୮ ଦିନ…ଜାଣନ୍ତୁ ତାଙ୍କ ରେକର୍ଡ

ଓ୍ବାଶିଂଟନ୍‌,୨୧।୧: ଭାରତରେ ଜନ୍ମିତ ମହାକାଶଚାରୀ ସୁନିତା ୱିଲିୟମ୍ସ NASAରୁ ଅବସର ନେଇଛନ୍ତି। ସେ NASAରେ ୨୭ ବର୍ଷ କାମ କରିବା ପରେ ଅବସର ନେଇଛନ୍ତି। NASA ଏହା ଘୋଷଣା କରି କହିଛି, ତାଙ୍କର ଅବସର ଡିସେମ୍ବର ୨୭, ୨୦୨୫ରେ, ଗତ ଖ୍ରୀଷ୍ଟମାସ…

ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ

ପୁରୀ,୨୧।୧: ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ। ସୋଲ, କଦଳୀ ପାଟୁକା ଓ ଜମୱୁରାରେ କରାଯିବ ଏହି ବେଶ। ଆପାଦ ମସ୍ତକ ପଦ୍ମରେ ସଜ୍ଜିତ ହେବେ ଚତୁର୍ଦ୍ଧାମୂର୍ତ୍ତି। ବର୍ଷକୁ ଥରେ ବଡ଼ସିଂହାର ନୀତିରେ ହୋଇଥାଏ ପଦ୍ମବେଶ। ଦିନକ ପାଇଁ ପଦ୍ମବେଶରେ ପହୁଡ଼ ହୁଅନ୍ତି…

ଭାରତ ଉପରେ ଲାଗିବ ନାହିଁ ୫୦୦% ଟାରିଫ୍‌, ଟାର୍ଗେଟ୍‌ରେ ଏବେ ଏହି ଦେଶ, ବଡ଼ ଖୁଲାସା କଲେ…

ଓ୍ବାଶିଂଟନ୍‌,୨୧।୧: ଆମେରିକାର ଟ୍ରେଜେରୀ ସଚିବ ସ୍କଟ ବେସାଣ୍ଟ କହିଛନ୍ତି ଯେ ରୁଷୀୟ ତୈଳ କିଣୁଥିବା ଦେଶଗୁଡ଼ିକ ଉପରେ ୫୦୦% ଟାରିଫ୍‌ ଲାଗୁ କରିବା ପାଇଁ ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କୁ ସେନେଟ ଅନୁମୋଦନର ଆବଶ୍ୟକତା ନାହିଁ। ତଥାପି, ସେ ସ୍ପଷ୍ଟ କରିଛନ୍ତି ଯେ…

ସାମ୍ରାଜ୍ୟବାଦର ନଗ୍ନ ରୂପ

ଶୀତଳ ଯୁଦ୍ଧର ଅବସାନ ପରେ ସାମ୍ରାଜ୍ୟବାଦୀ ଆମେରିକାର ଔଦ୍ଧତ୍ୟ ଯେ ବହୁଗୁଣା ବଢ଼ିଯାଇଛି, ଏଥିରେ କେହି ଦ୍ୱିମତ ହେବେ ନାହିଁ। କେତେକ ରାଷ୍ଟ୍ରରେ ସାମରିକ ଶକ୍ତି ପ୍ରୟୋଗ ସହିତ ସେଠାକାର ସରକାରକୁ ଗାଦିଚ୍ୟୁତ କରିବା, ରାଷ୍ଟ୍ର ନାୟକଙ୍କୁ ହତ୍ୟା କରିବା, ନିଜର…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri